ଅଷ୍ଟ୍ରେଲିଆର ଗଭର୍ଣ୍ଣର-ଜେନେରାଲଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
July 09th, 01:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେଲବୋର୍ଣ୍ଣରେ ଅଷ୍ଟ୍ରେଲିଆର ଗଭର୍ଣ୍ଣର-ଜେନେରାଲ ମାନ୍ୟବର ସୁଶ୍ରୀ ସାମ୍ ମୋଷ୍ଟିନ୍ ଏସି)ଙ୍କ ସହ ସାକ୍ଷାତ୍ କରିଥିଲେ।ୟୁନେସ୍କୋ ବିଶ୍ୱ ଐତିହ୍ୟ ପ୍ରାମ୍ବାନାନ ମନ୍ଦିର ପରିସର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
July 08th, 01:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଯୋଗ୍ୟାକର୍ତ୍ତାଠାରେ ଅବସ୍ଥିତ ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳୀ ‘ପ୍ରାମ୍ବାନାନ ମନ୍ଦିର ପରିସର’ ପରିଦର୍ଶନ କରିଥିଲେ। ଏକ ସ୍ୱତନ୍ତ୍ର ସୌଜନ୍ୟ ପଦକ୍ଷେପ ସ୍ୱରୂପ ଇଣ୍ଡୋନେସିଆର ରାଷ୍ଟ୍ରପତି ମହାମହିମ ଶ୍ରୀ ପ୍ରବୋୱୋ ସୁବିଆଣ୍ଟୋ ପ୍ରଧାନମନ୍ତ୍ରୀଙ୍କ ସହ ଏହି ମନ୍ଦିର ପରିଦର୍ଶନରେ ସାମିଲ ହୋଇଥିଲେ। ଉଭୟ ନେତା ମନ୍ଦିର ପରିସରରେ ଭାରତୀୟ ପୁରାତତ୍ତ୍ୱ ସର୍ବେକ୍ଷଣ (ଏଏସଆଇ) ପକ୍ଷରୁ ସଂରକ୍ଷଣ ଓ ପୁନରୁଦ୍ଧାର ପ୍ରକଳ୍ପର ଶୁଭାରମ୍ଭକୁ ଚିହ୍ନିତ କରୁଥିବା ଏକ ଫଳକର ଉନ୍ମୋଚନ କରିଥିଲେ।India and Indonesia are connected not only by our history but also by a shared future: PM Modi at community programme in Jakarta
July 07th, 11:47 pm
Addressing the Indian community in Jakarta, PM Modi thanked the diaspora for their warm welcome and praised their contribution to Indonesia's progress and their role as a living bridge between the two nations. He spoke about India's rapid transformation and called upon the community to contribute towards the shared aspirations of Viksit Bharat 2047 and Indonesia Emas 2045.ଜାକର୍ତ୍ତାରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 07th, 05:30 pm
ସମାବେଶକୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ଏପରି ଭବ୍ୟ ସ୍ୱାଗତ ପାଇଁ ସମ୍ପ୍ରଦାୟକୁ ଧନ୍ୟବାଦ ଜଣାଇଥିଲେ । ରାଷ୍ଟ୍ରପତି ପ୍ରବୋୱୋଙ୍କ ଉପସ୍ଥିତି ପାଇଁ କୃତଜ୍ଞତା ପ୍ରକାଶ କରି, ପ୍ରଧାନମନ୍ତ୍ରୀ ତାଙ୍କୁ ଜଣେ ମହାନ ନେତା ଏବଂ ଭାରତର ଜଣେ ପ୍ରକୃତ ବନ୍ଧୁ ବୋଲି କହିଥିଲେ । ସେ ଇଣ୍ଡୋନେସିଆର ପ୍ରଗତି ଏବଂ ସମୃଦ୍ଧିରେ ଅବଦାନ ଏବଂ ଦୁଇ ଦେଶ ମଧ୍ୟରେ ବନ୍ଧୁତାର ଏକ ଜୀବନ୍ତ ସେତୁ ଭାବରେ କାର୍ଯ୍ୟ କରିବା ପାଇଁ ପ୍ରବାସୀ ଭାରତୀୟମାନଙ୍କର ପ୍ରଶଂସା କରିଥିଲେ । ସେ ପାରସ୍ପରିକ ବିଶ୍ୱାସ, ସମାନ ଐତିହ୍ୟ ଏବଂ ସାମୁଦ୍ରିକ ସଂଯୋଗ ଉପରେ ଆଧାରିତ ଇଣ୍ଡୋନେସିଆ ସହିତ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବା ପାଇଁ ଭାରତର ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇଥିଲେ । ଦୁଇ ଦେଶ ମଧ୍ୟରେ ପ୍ରାଚୀନ ସଭ୍ୟତାଗତ ସଂଯୋଗ ଉପରେ ଆଲୋକପାତ କରି, ସେ କହିଥିଲେ ଯେ, ବାଲିଯାତ୍ରା, ଭେସାକ ତୀର୍ଥଯାତ୍ରା ଏବଂ ନାଳନ୍ଦା ବିଶ୍ୱବିଦ୍ୟାଳୟ ମାଧ୍ୟମରେ ଆଧୁନିକ ସମୟ ଭଳି ପରମ୍ପରା ବିବିଧ ଏବଂ ସ୍ପନ୍ଦନଶୀଳ ଲୋକସମ୍ପର୍କକୁ ପୋଷଣ କରିଆସୁଛି ।India-Indonesia Joint Statement on the State Visit by Prime Minister of India to Indonesia
July 07th, 05:15 pm
At the invitation of Indonesian President Prabowo Subianto, PM Modi is on a State Visit to Indonesia from 6-8 July 2026. PM Modi's visit reflects the shared commitment of the two leaders to achieve a substantial upward trajectory in the India-Indonesia Comprehensive Strategic Partnership. The two leaders held discussions at Istana Merdeka in Jakarta, covering the full spectrum of bilateral relations.ଇଣ୍ଡୋନେସିଆର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଇଣ୍ଡୋନେସିଆ ବିନ୍ତାଙ୍ଗ ଆଦିପୂର୍ଣ୍ଣ’ରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
July 07th, 03:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଇଣ୍ଡୋନେସିଆର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଇଣ୍ଡୋନେସିଆ ବିନ୍ତାଙ୍ଗ ଆଦିପୂର୍ଣ୍ଣ’ରେ ସମ୍ମାନିତ କରାଯାଇଛି । ଇଣ୍ଡୋନେସିଆ ରାଷ୍ଟ୍ରପତି ଶ୍ରୀ ପ୍ରବୋବୋ ସୁବିଆନ୍ତୋ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଭାରତ ଓ ଇଣ୍ଡୋନେସିଆ ମଧ୍ୟରେ ସମ୍ପର୍କକୁ ମଜବୁତ କରିବାରେ ତାଙ୍କ ନେତୃତ୍ୱ ଏବଂ ଅସାଧାରଣ ଅବଦାନର ସ୍ୱୀକୃତି ସ୍ୱରୂପ ପ୍ରଧାନମନ୍ତ୍ରୀ ମୋଦୀ ଏହି ସମ୍ମାନ ପାଇଛନ୍ତି। ଶ୍ରୀ ମୋଦୀ ଏହି ପୁରସ୍କାରକୁ ଭାରତ ଓ ଇଣ୍ଡୋନେସିଆର ଜନସାଧାରଣ ଏବଂ ଦୁଇ ରାଷ୍ଟ୍ର ମଧ୍ୟରେ ଦୀର୍ଘସ୍ଥାୟୀ ସଭ୍ୟତାଗତ ସମ୍ପର୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।ଇଣ୍ଡୋନେସିଆ ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 07th, 03:15 pm
ଆଜି ସକାଳେ, ମୁଁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ ପାଇବାର ସୌଭାଗ୍ୟ ମଧ୍ୟ ପାଇଲି। ମୁଁ ଲକ୍ଷ ଲକ୍ଷ ଭାରତୀୟଙ୍କ ପ୍ରତି ଇଣ୍ଡୋନେସିଆ ଲୋକଙ୍କ ସ୍ନେହକୁ ହୃଦୟର ସହିତ ଗ୍ରହଣ କରୁଛି। ଏହି ସମ୍ମାନ ଆମ ଉଭୟ ଦେଶର ଗଣତାନ୍ତ୍ରିକ ମୂଲ୍ୟବୋଧ, ଆମର ସହଭାଗୀ ଐତିହ୍ୟ ଏବଂ ଆମର ସୁଦୃଢ଼ ସମ୍ପର୍କର ପ୍ରମାଣ। ମୁଁ ଆପଣ ସମସ୍ତଙ୍କୁ, ରାଷ୍ଟ୍ରପତି ପ୍ରବୋଓଙ୍କୁ, ଇଣ୍ଡୋନେସିଆ ସରକାର ଏବଂ ଏହାର ଜନସାଧାରଣଙ୍କୁ ମୋର ହୃଦୟର କୃତଜ୍ଞତା ଜଣାଉଛି।Prime Minister addresses the Parliament of Indonesia
July 07th, 03:00 pm
Addressing the Parliament of Indonesia in Jakarta, PM Modi spoke about the deep civilisational and democratic ties between India and Indonesia. He also highlighted their maritime partnership, proposed the Ganga-Mahakam Vision and called for closer cooperation across development, security and the Global South, while reaffirming a free, open, inclusive and rules-based Indo-Pacific.ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା
July 07th, 02:51 pm
ନୂଆଦିଲ୍ଲୀ: ଇଣ୍ଡୋନେସିଆ ଗସ୍ତର ଏକ ଅଂଶ ସ୍ୱରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଇସ୍ତାନା ମେରଡେକା (ଇଣ୍ଡୋନେସିଆର ରାଷ୍ଟ୍ରପତି ଭବନ) ଠାରେ ଇଣ୍ଡୋନେସିଆ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ପ୍ରବୋୱୋ ସୁବିଆନ୍ତୋଙ୍କ ଦ୍ୱାରା ସ୍ନେହପୂର୍ଣ୍ଣ ସ୍ୱାଗତ କରାଯାଇଥିଲା ଏବଂ ଏକ ଔପଚାରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଭାରତର ୭୬ତମ ଗଣତନ୍ତ୍ର ଦିବସ ପାଳନର ମୁଖ୍ୟ ଅତିଥି ଭାବେ ଜାନୁଆରୀ ୨୦୨୫ରେ ରାଷ୍ଟ୍ରପତି ପ୍ରବୋୱୋଙ୍କ ଭାରତ ଗସ୍ତ ପରଠାରୁ ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ଥିଲା।ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ଇଣ୍ଡୋନେସିଆ ଗସ୍ତ
July 07th, 01:03 pm
ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ଇଣ୍ଡୋନେସିଆ ଗସ୍ତଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
July 07th, 11:21 am
ଆଜି ସକାଳେ, ମୋତେ ଅତ୍ୟନ୍ତ ଆନ୍ତରିକ ସ୍ନେହ ଓ ସମ୍ମାନର ସହିତ ଇଣ୍ଡୋନେସିଆର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ସମ୍ମାନ କୋଟି କୋଟି ଭାରତବାସୀଙ୍କର ସମ୍ମାନ। ଏହା ଇଣ୍ଡୋନେସିଆର ଜନସାଧାରଣଙ୍କ ସ୍ନେହ ଓ ଭାବନାର ପ୍ରତୀକ। ଏହି ସମ୍ମାନ ପାଇଁ ମୁଁ, ରାଷ୍ଟ୍ରପତି ପ୍ରବୋଓ, ଇଣ୍ଡୋନେସିଆର ସରକାର ଏବଂ ଏଠାକାର ଜନସାଧାରଣଙ୍କୁ ହୃଦୟର ସହ ଧନ୍ୟବାଦ ଜଣାଉଛି।ଜାକର୍ତ୍ତାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
July 06th, 05:03 pm
ପ୍ରଧାନମନ୍ତ୍ରୀ ମୋଦୀ ଇଣ୍ଡୋନେସିଆର ଜାକର୍ତ୍ତାରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ପ୍ରାବୋଭୋ ସୁବିଆନ୍ତୋ ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରିଥିଲେ ।ଇଣ୍ଡୋନେସିଆ, ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲ୍ୟାଣ୍ଡ ତ୍ରିଦେଶୀୟ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ବିବୃତ୍ତି
July 06th, 09:00 am
ଇଣ୍ଡୋନେସିଆର ରାଷ୍ଟ୍ରପତି ଶ୍ରୀ ପ୍ରବୋବୋ ସୁବିଆନ୍ତୋଙ୍କ ନିମନ୍ତ୍ରଣରେ, ମୁଁ ୬-୮ ଜୁଲାଇ ପର୍ଯ୍ୟନ୍ତ ଇଣ୍ଡୋନେସିଆ ଗସ୍ତ କରିବି । ୨୦୧୮ରେ ମୋର ପ୍ରଥମ ଇଣ୍ଡୋନେସିଆ ଗସ୍ତ ସମୟରେ ଭାରତ ଏବଂ ଇଣ୍ଡୋନେସିଆ ଦ୍ୱିପାକ୍ଷିକ ସମ୍ପର୍କକୁ ଏକ ବ୍ୟାପକ ରଣନୈତିକ ସହଭାଗୀତା ସ୍ତରକୁ ଉନ୍ନୀତ କରିଥିଲେ । ଆମର ସମ୍ପର୍କର ଉନ୍ନତି ପରେ ଏହା ମୋର ପ୍ରଥମ ଦ୍ୱିପାକ୍ଷିକ ଗସ୍ତ ହେବ । ଏହି ଗସ୍ତ ରାଷ୍ଟ୍ରପତି ପ୍ରବୋୱୋଙ୍କ ସରକାରୀ ଗସ୍ତ ପରେ ହେଉଛି, ଯିଏ ୨୬ ଜାନୁଆରୀ ୨୦୨୫ରେ ଆମର ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଥିଲେ । ଭାରତ ଏବଂ ଇଣ୍ଡୋନେସିଆ ମଧ୍ୟରେ ଦୃଢ଼ ସଭ୍ୟତାଗତ ଏବଂ ଲୋକସମ୍ପର୍କ ରହିଛି ଏବଂ ମୋର ଗସ୍ତ ଆମର ବହୁମୁଖୀ ସହଭାଗୀତାର ସମସ୍ତ ଦିଗକୁ ଆହୁରି ମଜବୁତ କରିବ । ଏହି ଗସ୍ତ ସମୟରେ, ମୁଁ ଇଣ୍ଡୋନେସିଆରେ ଥିବା ପ୍ରବାସୀ ଭାରତୀୟମାନଙ୍କ ସହିତ ମଧ୍ୟ ଆଲୋଚନା କରିବି ଏବଂ ରାଷ୍ଟ୍ରପତି ପ୍ରବୋବୋଙ୍କ ସହିତ ୟୋଗ୍ୟକର୍ତ୍ତାରେ ପ୍ରମ୍ବାନନ ମନ୍ଦିର ପରିଦର୍ଶନ କରିବି, ଯାହା ଆମର ଘନିଷ୍ଠ ସାଂସ୍କୃତିକ ସମ୍ପର୍କର ଆଉ ଏକ ଉଲ୍ଲେଖନୀୟ ପ୍ରମାଣ ।୧୮ତମ ପୂର୍ବ ଏସିଆ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
September 07th, 01:28 pm
'ପୂର୍ବ ଏସିଆ ଶିଖର ସମ୍ମିଳନୀ’ରେ ପୁଣି ଥରେ ଅଂଶଗ୍ରହଣ କରି ମୁଁ ଆନନ୍ଦିତ। ମୁଁ ରାଷ୍ଟ୍ରପତି ୱିଡୋଡୋଙ୍କୁ ତାଙ୍କର ଉଲ୍ଲେଖନୀୟ ନେତୃତ୍ୱ ପାଇଁ ଆନ୍ତରିକ ଅଭିନନ୍ଦନ ଜଣାଉଛି । ଏହାବ୍ୟତୀତ ଏହି ବୈଠକରେ ମୁଁ ତିମୋର-ଲେଷ୍ଟର ପ୍ରଧାନମନ୍ତ୍ରୀ ମହାମହିମ ଜାନାନା ଗୁସ୍ମାଓଙ୍କୁ ପର୍ଯ୍ୟବେକ୍ଷକ ଭାବରେ ସ୍ୱାଗତ କରୁଛି ।୨୦ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ଏବଂ ୧୮ତମ ପୂର୍ବ ଏସିଆ ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
September 07th, 11:47 am
ପ୍ରଧାନମନ୍ତ୍ରୀ ୭ ସେପ୍ଟେମ୍ବର ୨୦୨୩ରେ ଜାକର୍ତ୍ତାଠାରେ ୨୦ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ଏବଂ ୧୮ତମ ପୂର୍ବ ଏସିଆ ସମ୍ମିଳନୀ (ଇଏଏସ୍ )ରେ ଯୋଗ ଦେଇଥିଲେ ।୨୦ତମ ଏସିଆନ - ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଘାଟନୀ ଭାଷଣ
September 07th, 10:39 am
ଏହି ପରିପ୍ରେକ୍ଷୀରେ , ଭାରତ - ଏସିଆନ୍ ଶିଖର ସମ୍ମିଳନୀର ସହ - ଅଧ୍ୟକ୍ଷତା କରିବା ମୋତେ ଅତ୍ୟନ୍ତ ଆନନ୍ଦ ପ୍ରଦାନ କରୁଛି ।PM Modi arrives in Jakarta, Indonesia
September 07th, 06:58 am
Prime Minister Narendra Modi arrived in Jakarta, Indonesia. He will be attending the ASEAN-India Summit as well as the East Asia Summit.Upon his arrival, the PM was warmly welcomed by the Indian community in Jakarta.Prime Minister's meeting with the Prime Minister of the United Kingdom on the sidelines of G-20 Summit in Bali
November 16th, 03:54 pm
Prime Minister Narendra Modi met Rt. Hon. Rishi Sunak, Prime Minister of the United Kingdom on the sidelines of the G-20 Summit in Bali. The two leaders expressed satisfaction at the state of the wide-ranging India-UK Comprehensive Strategic Partnership and progress on the Roadmap 2030 for Future Relations.ବାଲି ଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଓ ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 15th, 10:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାଲି ଠାରେ ଜି-୨୦ ନେତୃବୃନ୍ଦଙ୍କ ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ମହାମହିମ ଶ୍ରୀ ଜୋସେଫ ଆର. ବାଇଡେନ ଓ ଇଣ୍ଡୋନେସିଆ ରାଷ୍ଟ୍ରପତି ମହାମହିମ ଶ୍ରୀଯୁକ୍ତ ଜୋକୋ ୱିଦୋଦୋଙ୍କୁ ଭେଟିଛନ୍ତି ।PM Modi arrives in Bali, Indonesia
November 14th, 08:17 pm
Prime Minister Narendra Modi arrived in Bali, Indonesia. He will take part in the G20 Summit. During his visit, the PM will meet several world leaders as well as interact with the Indian community in Bali.