ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରୀ କୁଏତ ଗସ୍ତର ମିଳିତ ବାର୍ତ୍ତା (ଡିସେମ୍ବର ୨୧-୨୨, ୨୦୨୪)
December 22nd, 07:46 pm
କୁଏତର ଅମୀର ଶେଖ ମେସାଲ ଅଲ-ଅହମଦ ଅଲ-ଜାବେର ଅଲ-ସବାହଙ୍କ ଆମନ୍ତ୍ରଣ କ୍ରମେ ଡିସେମ୍ବର ୨୧ରୁ ୨୨ ତାରିଖ ଯାଏ ଦୁଇ ଦିନିଆ ସରକାରୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଥିଲେ । ଏହା ତାଙ୍କର ପ୍ରଥମ କୁଏତ ଗସ୍ତ । ଡିସେମ୍ବର ୨୧ ତାରିଖରେ ଆରମ୍ଭ ହୋଇଥିବା ୨୬ତମ ଆରବିଆନ ଗଲଫ କପ ଉଦଘାଟନୀ ମ୍ୟାଚରେ କୁଏତର ଅମୀରଙ୍କ ସମ୍ମାନିତ ଅତିଥି ଭାବେ ପ୍ରଧାନମନ୍ତ୍ରୀ ମୋଦୀ ଯୋଗ ଦେଇଥିଲେ ।PM Modi meets Prime Minister of Kuwait
December 22nd, 06:38 pm
PM Modi held talks with His Highness Sheikh Ahmad Al-Abdullah Al-Ahmad Al-Sabah, PM of the State of Kuwait. The two leaders discussed a roadmap to strengthen the strategic partnership in areas including political, trade, investment, energy, defence, security, health, education, technology, cultural, and people-to-people ties.ଫଳାଫଳ ତାଲିକା : ପ୍ରଧାନମନ୍ତ୍ରୀଙ୍କ କୁଏତ ଗସ୍ତ (୨୧-୨୨ ଡିସେମ୍ବର, ୨୦୨୪)
December 22nd, 06:03 pm
ଏହି ବୁଝାମଣା ପ୍ରତିରକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ସଂସ୍ଥାପନ କରିବ । ସହଯୋଗର ପ୍ରମୁଖ କ୍ଷେତ୍ରଗୁଡିକ ହେଉଛି ତାଲିମ, କର୍ମଚାରୀ ଏବଂ ବିଶେଷଜ୍ଞଙ୍କ ଆଦାନପ୍ରଦାନ, ମିଳିତ ସୈନ୍ୟ ଅଭ୍ୟାସ, ପ୍ରତିରକ୍ଷା କ୍ଷେତ୍ରରେ ସହଯୋଗ, ପ୍ରତିରକ୍ଷା ଉପକରଣ ଯୋଗାଣ ଏବଂ ଅନୁସନ୍ଧାନ ତଥା ବିକାଶରେ ସହଯୋଗ ।କୁଏତ ଅମୀରଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
December 22nd, 05:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଅମୀର ମହାମହିମ ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ-ସବାହଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ବୈଠକ ଥିଲା। ବାୟନ ପ୍ୟାଲେସରେ ପହଞ୍ଚିବା ପରେ ଶ୍ରୀ ମୋଦୀଙ୍କୁ ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା ଏବଂ କୁଏତର ପ୍ରଧାନମନ୍ତ୍ରୀ ମହାମହିମ ଅହମ୍ମଦ ଅଲ-ଅବଦୁଲ୍ଲା ଅଲ-ଅହମ୍ମଦ ଅଲ-ସବା ତାଙ୍କୁ ସ୍ୱାଗତ କରିଥିଲେ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୁଏତର ସର୍ବୋଚ୍ଚ ଜାତୀୟ ପୁରସ୍କାରରେ ସମ୍ମାନିତ
December 22nd, 04:37 pm
କୁଏତର ଅମିର ମହାମହିମ ଶେଖ ମେଶଲ ଅଲ-ଅହମ୍ମଦ ଅଲ-ଜବର ଅଲ-ସବା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ କୁଏତର ସର୍ବୋଚ୍ଚ ଜାତୀୟ ପୁରସ୍କାର ‘ଅର୍ଡର ଅଫ୍ ମୁବାରକ ଅଲ-କବୀର’ ପ୍ରଦାନ କରି ସମ୍ମାନିତ କରିଛନ୍ତି । କୁଏତର ପ୍ରଧାନମନ୍ତ୍ରୀ ମହାମହିମ ଶେଖ ଅହମ୍ମଦ ଅଲ-ଅବଦୁଲ୍ଲା ଅଲ-ଅହମ୍ମଦ ଅଲ-ସବା ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।କୁୱେତର ମହାମାନ୍ୟ ଅମୀରଙ୍କ ନିମନ୍ତ୍ରଣ କ୍ରମେ ଆରବିଆନ ଗଲଫ୍ କପରେ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
December 21st, 10:24 pm
କୁୱେତର ମହାମାନ୍ୟ ଅମୀର ଶେଖ୍ ମେଶାଲ ଅଲ୍-ଅହମ୍ମଦ ଅଲ୍-ଜାବେର ଅଲ୍-ସବାହଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁୱେତରେ ୨୬ତମ ଆରବିଆନ ଗଲଫ୍ କପର ଉଦଘାଟନୀ ଉତ୍ସବରେ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଛନ୍ତି । ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୁୱେତର ମହାମାନ୍ୟ ଅମୀର, ମହାମାନ୍ୟ ଯୁବରାଜ ଏବଂ ମହାମାନ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମ ଅବସରରେ କୁୱେତର ନେତୃତ୍ୱଙ୍କ ସହ ପ୍ରଧାନମନ୍ତ୍ରୀ ଅନୌପଚାରିକ ଭାବେ ଆଲୋଚନା ମଧ୍ୟ କରିଥିଲେ ।PM compliments Abdullah Al-Baroun and Abdul Lateef Al-Nesef for Arabic translations of the Ramayan and Mahabharat
December 21st, 07:03 pm
Prime Minister Shri Narendra Modi compliments Abdullah Al-Baroun and Abdul Lateef Al-Nesef for their efforts in translating and publishing the Arabic translations of the Ramayan and Mahabharat.କୁଏତରେ ଶ୍ରମିକ ଶିବିର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
December 21st, 07:00 pm
କୁଏତ ଗସ୍ତର ପ୍ରଥମ କାର୍ଯ୍ୟକ୍ରମ ଭାବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁଏତର ମୀନା ଅବଦୁଲ୍ଲା ଅଞ୍ଚଳରେ ଏକ ଶ୍ରମ ଶିବିର ପରିଦର୍ଶନ କରିଛନ୍ତି ଯେଉଁଥିରେ ପାଖାପାଖି ୧୫୦୦ ଭାରତୀୟ ନାଗରିକ କାମ କରୁଛନ୍ତି । ପ୍ରଧାନମନ୍ତ୍ରୀ ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ଭାରତୀୟ ଶ୍ରମିକଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ।The relationship between India and Kuwait is one of civilizations, seas and commerce: PM Modi
December 21st, 06:34 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.କୁଏତରେ ‘ହାଲା ମୋଦୀ’ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 21st, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଶେଖ ସାଦ ଅଲ ଅବଦୁଲ୍ଲା ଇଣ୍ଡୋର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ 'ହାଲା ମୋଦୀ'ରେ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କୁଏତରେ ସମ୍ପ୍ରଦାୟର ବିଭିନ୍ନ ବର୍ଗର ପ୍ରତିନିଧିତ୍ୱ କରୁଥିବା ଭାରତୀୟ ନାଗରିକମାନେ ଯୋଗ ଦେଇଥିଲେ।କୁୱେତରେ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ହାର୍ଦ୍ଦିକ ସ୍ୱାଗତରେ ପ୍ରଧାନମନ୍ତ୍ରୀଙ୍କ ସନ୍ତୋଷ ପ୍ରକାଶ
December 21st, 06:16 pm
କୁୱେତରେ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ହାର୍ଦ୍ଦିକ ସ୍ୱାଗତରେ ପ୍ରଧାନମନ୍ତ୍ରୀଙ୍କ ସନ୍ତୋଷ ପ୍ରକାଶକୁଏତରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
December 21st, 03:39 pm
କୁଏତରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଗତ 43 ବର୍ଷ ମଧ୍ୟରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଅମିର, କ୍ରାଉନ୍ ପ୍ରିନ୍ସ ଏବଂ କୁଏତ୍ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ସେ ଭାରତୀୟ ସମ୍ପ୍ରଦାୟ ସହ ଆଲୋଚନା କରିବା ସହ ଆରବ ଗଲ୍ଫ କପ୍ ଉଦଘାଟନୀ ସମାରୋହରେ ଯୋଗଦେବେ ।PM Modi's departure statement ahead of his visit to Kuwait
December 21st, 09:21 am
PM Modi will visit Kuwait on 21-22 December 2024, at the invitation of His Highness Sheikh Meshal Al-Ahmad Al-Jaber Al-Sabah, the Amir of the State of Kuwait. This will be the first visit of an Indian PM to Kuwait in 43 years. During the visit, PM Modi will hold discussions with the leadership of Kuwait. He will also interact with the Indian community in Kuwait.