ମାଲେସିଆର ଅଗ୍ରଣୀ ବ୍ୟବସାୟୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
February 08th, 02:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଲେସିଆର ଚାରିଜଣ ଶିଳ୍ପପତିଙ୍କ ସହ ମତବିନିମୟ କରିଛନ୍ତି। ସେ ପେଟ୍ରୋନାସର ସଭାପତି ତଥା ଗ୍ରୁପ୍ ସିଇଓ ତନ୍ ଶ୍ରୀ ତେଙ୍ଗକୁ ମହମ୍ମଦ ତୌଫିକ; ବରଜୟା କର୍ପୋରେସନର ବରହାଦର ପ୍ରତିଷ୍ଠାତା ତନ୍ ଶ୍ରୀ ଦାତୋ ସେରି ଭିନ୍ସେଣ୍ଟ ତନ୍ ଚି ୟିଉନ୍; ଖଜାନାହ ନେସନାଲ ବରହାଦ ପରିଚାଳନା ନିର୍ଦ୍ଦେଶକ ଦାତୋ ଅମୀରୁଲ ଫୈସଲ ୱାନ ଜାହିର; ଏବଂ ଫିସନ୍ ଇଲେକ୍ଟ୍ରୋନିକ୍ସର ପ୍ରତିଷ୍ଠାତା ଦାତୋ ପୁଆ ଖେନ୍ ସାଙ୍ଗଙ୍କ ସହ କଥା ହୋଇଛନ୍ତି।Prime Minister interacts with distinguished members of the Indian diaspora
February 08th, 02:48 pm
During his Malaysia visit, PM Modi interacted with Indian diaspora leaders, including Ministers, Senators, Members of Parliament and INA veterans, highlighting their contribution to strengthening India–Malaysia ties. The PIO leaders thanked the PM for the measures taken for the welfare of the Indian community in Malaysia and appreciated his vision and initiatives aimed at transforming India.ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
February 08th, 11:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମାଲେସିଆର ପ୍ରଧାନମନ୍ତ୍ରୀ ମହାମହିମ ଦାତୋ ସେରୀ ଅନୱର ଇବ୍ରାହିମ ପେରଡାନା ପୁତ୍ରା ପରିସରରେ ସ୍ୱାଗତ କରିଛନ୍ତି । ସେଠାରେ ତାଙ୍କୁ ଆନୁଷ୍ଠାନିକ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି। ଏହା ପରେ, ଦୁଇ ନେତା ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସରକାରୀ ବାସଭବନ ସେରୀ ପେରଡାନାରେ ସୀମିତ ଏବଂ ପ୍ରତିନିଧିସ୍ତରୀୟ ଆଲୋଚନା କରିଛନ୍ତି ।ମାଲେସିଆର ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
February 07th, 03:59 pm
ଏହି ସାମୁଦାୟିକ ସମାରୋହରେ ସାମିଲ ହୋଇଥିବାରୁ ସର୍ବପ୍ରଥମେ ମୁଁ ମୋର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନଓ୍ୱର ଇବ୍ରାହିମଙ୍କୁ ଧନ୍ୟବାଦ ଜ୍ଞାପନ କରୁଛି। ଏବେ ଏବେ ଭାରତ-ମାଲେସିଆର ବନ୍ଧୁତ୍ୱର ବ୍ୟାପକତା ଓ ଭବିଷ୍ୟତର ସମ୍ଭାବନା ନେଇ ସେ ଯେଉଁ ସୁନ୍ଦର ଅଭିଭାଷଣ ରଖିଲେ, ସେଥିପାଇଁ ମଧ୍ୟ ମୁଁ ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛି।ମାଲେସିଆର କ୍ୱାଲାଲମ୍ପୁର ଠାରେ ଏକ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 07th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଲେସିଆର କ୍ୱାଲାଲମ୍ପୁରରେ ଏକ ଜନ ସଭାରେ ଉଦବୋଧନ ଦେଇଛନ୍ତି । ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ସ୍ନେହପୂର୍ଣ୍ଣ ଅଭିବାଦନ ସାଧାରଣ ସଂସ୍କୃତିର ସୁନ୍ଦର ବିବିଧତାକୁ ପ୍ରତିଫଳିତ କରେ। ସେ ତାଙ୍କର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ଏହି ଜନ ସଭାରେ ଯୋଗଦେବା ପାଇଁ ଧନ୍ୟବାଦ ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରକୁ ଆସିଥିଲେ ଏବଂ ତାଙ୍କ କାରରେ ତାଙ୍କୁ କାର୍ଯ୍ୟକ୍ରମରେ ଆଣିଥିଲେ। ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଏହି ବିଶେଷ ଭାବନା ଭାରତ ଏବଂ ଉପସ୍ଥିତ ଲୋକଙ୍କ ପ୍ରତି ସ୍ନେହ ଓ ସମ୍ମାନକୁ ପ୍ରତିଫଳିତ କରେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।କୁଆଲାଲମ୍ପୁରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ମାଲେସିଆ ପ୍ରଧାନମନ୍ତ୍ରୀ
February 07th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଲେସିଆ ପ୍ରଧାନମନ୍ତ୍ରୀ ମହାମହିମ ଦାତୋ 'ସେରି ଅନୱର ଇବ୍ରାହିମଙ୍କ ନିମନ୍ତ୍ରଣ କ୍ରମେ ୨୦୨୬ ମସିହା ଫେବୃଆରୀ ୭ରୁ ୮ ତାରିଖ ପର୍ଯ୍ୟନ୍ତ ମାଲେସିଆ ଗସ୍ତରେ ଯାଇଛନ୍ତି। ୨୦୧୫ ମସିହା ପରେ ପ୍ରଧାନମନ୍ତ୍ରୀଙ୍କର ଏହା ତୃତୀୟ ମାଲେସିଆ ଗସ୍ତ।ମାଲେସିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ବିବୃତି
February 07th, 08:45 am
ମୋର ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ନିମନ୍ତ୍ରଣରେ ମୁଁ ଆଜି ମାଲେସିଆକୁ ଏକ ସରକାରୀ ଗସ୍ତରେ ଯାଉଛି ।ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାଲେସିଆର କୁଆଲା ଲମ୍ପୁରକୁ ସରକାରୀ ଗସ୍ତ
February 04th, 04:17 pm
ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ନିମନ୍ତ୍ରଣକ୍ରମେ, ପ୍ରଧାନମନ୍ତ୍ରୀ ମୋଦୀ 2026 ଫେବୃଆରୀ 7-8 ପର୍ଯ୍ୟନ୍ତ ମାଲେସିଆ ଗସ୍ତ କରିବେ। ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ ଏବଂ ଦ୍ୱିପାକ୍ଷିକ ସହଯୋଗର ସମସ୍ତ କ୍ଷେତ୍ର ସମୀକ୍ଷା କରିବେ। ସେ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନଙ୍କ ସହିତ, ଶିଳ୍ପ ଏବଂ ବ୍ୟବସାୟ ପ୍ରତିନିଧିମାନଙ୍କ ସହିତ ମଧ୍ୟ ଭାବ ବିନିମୟ କରିବେ ଏବଂ ଦଶମ ଭାରତ-ମାଲେସିଆ ସିଇଓ ଫୋରମରେ ଅଂଶଗ୍ରହଣ କରିବେ।Prime Minister Modi meets PM Mahathir Mohamad of Malaysia
May 31st, 09:51 am
Prime Minister Narendra Modi held productive talks with PM Mahathir Mohamad of Malaysia. The leaders deliberated on various aspects of India-Malaysia ties.PM Modi arrives at Kuala Lumpur, Malaysia
May 31st, 09:42 am
PM Modi arrived at Kuala Lumpur in Malaysia. He would be meeting PM Mahathir Mohamad and discussing aspects relating to India-Malaysia cooperation.ଇଣ୍ଡୋନେସିଆ, ମାଲେସିଆ, ସିଙ୍ଗାପୁର ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
May 28th, 10:05 pm
ଇଣ୍ଡୋନେସିଆ, ମାଲେସିଆ ଓ ସିଙ୍ଗାପୁର ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତି ନିମ୍ନରେ ପ୍ରଦାନ କରାଗଲା ।PM Modi inaugurates Torana Gate, holds bilateral meeting with PM Razak of Malaysia
November 23rd, 05:40 pm
Joint Statement on enhanced Malaysia-India Strategic Partnership (November 23, 2015)
November 23rd, 05:33 pm
PM Narendra Modi inaugurates the Torana Gate with PM Najib Razak in Malaysia
November 23rd, 11:49 am
PM Modi receives ceremonial welcome at Putrajaya, Malaysia
November 23rd, 09:00 am
India is not just united, but draws strength from its diversity: PM Narendra Modi in Malaysia
November 22nd, 05:11 pm
Vivekananda is not just a name. He personifies the thousands year old Indian culture & civilization: PM Narendra Modi in Malaysia
November 22nd, 05:08 pm
Day 1: PM Modi attends ASEAN Summit, holds bilateral talks with Chinese & Japanese counterparts in Malaysia
November 21st, 08:15 pm
Our prosperity rests on foundation of security & stability in our region, oceans, outer space & cyber world: PM at ASEAN-India Summit
November 21st, 01:36 pm
PM Modi Meets Japanese Prime Minister Shinzo Abe at Kuala Lumpur
November 21st, 12:45 pm