ଭାରତ-ଥାଇଲାଣ୍ଡ ରଣନୈତିକ ଭାଗିଦାରୀ ପ୍ରତିଷ୍ଠା ଉପରେ ମିଳିତ ଘୋଷଣାନାମା
April 04th, 07:29 pm
ଭାରତ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀ ମାନନୀୟ ଶ୍ରୀ ନରେନ୍ଦ୍ର ମୋଦୀ ୩ ଏପ୍ରିଲ ୨୦୨୫ରେ ସରକାରୀ ଗସ୍ତରେ ଯାଇଥିଲେ ଏବଂ ଥାଇଲାଣ୍ଡର ମାନନୀୟ ପ୍ରଧାନମନ୍ତ୍ରୀ ସୁଶ୍ରୀ ପେଟୋଙ୍ଗଟାର୍ଣ୍ଣ ସିନାୱାତ୍ରାଙ୍କ ନିମନ୍ତ୍ରଣକ୍ରମେ ବ୍ୟାଙ୍କକରେ ଅନୁଷ୍ଠିତ ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ । ବ୍ୟାଙ୍କକ୍ ସ୍ଥିତ ସରକାରୀ ଭବନରେ ପ୍ରଧାନମନ୍ତ୍ରୀ ସିନାୱାତ୍ରା ଆନୁଷ୍ଠାନିକ ଭାବେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଔପଚାରିକ ସ୍ୱାଗତ କରିଥିଲେ।ଥାଇଲାଣ୍ଡର ରାଜା ଓ ରାଣୀଙ୍କ ସହ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
April 04th, 07:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ୟାଙ୍କକର ଦୁସିତ ପ୍ୟାଲେସରେ ଥାଇଲାଣ୍ଡର ରାଜା ମହା ୱଜିରାଲଙ୍ଗକର୍ଣ୍ଣ ଫ୍ରା ୱାଜିରାକଲାଓଚାଓୟୁହୁଆ ଏବଂ ରାଣୀ ସୁଥିଦା ବଜ୍ରସୁଧାବିମଲାଲକ୍ଷଣାଙ୍କ ସହିତ ଏକ ରାଜକୀୟ ସାକ୍ଷାତ କରିଥିଲେ ।ପ୍ରଧାନମନ୍ତ୍ରୀ ବିମ୍ଷ୍ଟେକ୍ ସମ୍ମିଳନୀ ଅବସରରେ ନେପାଳ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ
April 04th, 04:17 pm
ବ୍ୟାଙ୍କକ୍ରେ ଷଷ୍ଠ ବିମ୍ଷ୍ଟେକ୍ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନେପାଳର ପ୍ରଧାନମନ୍ତ୍ରୀ ଶ୍ରୀ କେ.ପି. ଶର୍ମା ଓଲିଙ୍କୁ ଭେଟିଛନ୍ତି ।ବିମ୍ସଟେକ୍ ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ମୁଖ୍ୟ ପରାମର୍ଶଦାତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
April 04th, 03:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ୟାଙ୍କକରେ ବିମ୍ସଟେକ ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ପ୍ରଫେସର ମହମ୍ମଦ ୟୁନୁସଙ୍କୁ ସାକ୍ଷାତ କରିଛନ୍ତି ।Prime Minister’s visit to Wat Pho
April 04th, 03:36 pm
PM Modi with Thai PM Paetongtarn Shinawatra, visited Wat Pho, paying homage to the Reclining Buddha. He offered ‘Sanghadana’ to senior monks and presented a replica of the Ashokan Lion Capital. He emphasized the deep-rooted civilizational ties between India and Thailand, strengthening cultural bonds.List of Initiatives : Prime Minister’s participation in the 6th BIMSTEC SUMMIT
April 04th, 02:32 pm
At the 6th BIMSTEC Summit, PM Modi announced key initiatives, including a BIMSTEC Chamber of Commerce, UPI connectivity, disaster management training, and a Young Leaders’ Summit. India will boost energy, sports, culture, and capacity building, hosting the first BIMSTEC Games in 2027 and enhancing regional cooperation.ଭୁଟାନର ପିଏମ୍ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
April 04th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥାଇଲାଣ୍ଡର ବ୍ୟାଙ୍କକରେ ଷଷ୍ଠ ବିମ୍ଷ୍ଟେକ୍ ଶିଖର ସମ୍ମିଳନୀ ଅବସରରେ ଭୁଟାନର ପ୍ରଧାନମନ୍ତ୍ରୀ ଶ୍ରୀ ଶେରିଂ ଟୋବ୍ଗେଙ୍କୁ ସାକ୍ଷାତ କରିଛନ୍ତି ।ଷଷ୍ଠ ବିମଷ୍ଟେକ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
April 04th, 12:59 pm
ଆଜି, ଏହି ଶିଖର ସମ୍ମିଳନୀର ସଫଳତାର ସହିତ ଆୟୋଜନ ପାଇଁ ମୁଁ ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମହାମହିମ ସିନାଓ୍ୱାତ୍ରାଜୀଙ୍କୁ କୃତଜ୍ଞତା ଜଣାଉଛି।ଥାଇଲ୍ୟାଣ୍ଡରେ ଷଷ୍ଠ ବିମଷ୍ଟେକ ଶିଖର ସମ୍ମିଳନୀରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
April 04th, 12:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥାଇଲ୍ୟାଣ୍ଡ ଦ୍ୱାରା ଆୟୋଜିତ ଷଷ୍ଠ ବିମଷ୍ଟେକ ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ। ଶିଖର ସମ୍ମିଳନୀର ବିଷୟବସ୍ତୁ ଥିଲା - ବିମଷ୍ଟେକ: ସମୃଦ୍ଧ, ଦୃଢ଼ ଏବଂ ମୁକ୍ତ । ଏହା ବିମଷ୍ଟେକ କ୍ଷେତ୍ରର ନେତାମାନଙ୍କର ପ୍ରାଥମିକତା ଏବଂ ଲୋକଙ୍କ ଆକାଂକ୍ଷାକୁ ପ୍ରତିଫଳିତ କରିଥିଲା, ଏବଂ ବୈଶ୍ବିକ ଅନିଶ୍ଚିତତା ସମୟରେ ସହଭାଗୀ ଅଭିବୃଦ୍ଧି ସୁନିଶ୍ଚିତ କରିବା ପାଇଁ ବିମଷ୍ଟେକର ପ୍ରୟାସକୁ ମଧ୍ୟ ପ୍ରତିଫଳିତ କରିଥିଲା।ବିମ୍ସଟେକ୍ ରାଷ୍ଟ୍ରମାନଙ୍କ ମଧ୍ୟରେ ସହଯୋଗର ବିଭିନ୍ନ ଦିଗକୁ ଅନ୍ତର୍ଭୁକ୍ତ କରି ଏକ ୨୧ ସୂତ୍ରୀ କାର୍ଯ୍ୟ ଯୋଜନା ପ୍ରସ୍ତାବ ଦେଇଛନ୍ତି ପ୍ରଧାନମନ୍ତ୍ରୀ
April 04th, 12:53 pm
04.04.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥାଇଲାଣ୍ଡର ବ୍ୟାଙ୍କକଠାରେ ଅନୁଷ୍ଠିତ ଷଷ୍ଠ ବିମସଟେକ୍ ଶିଖର ସମ୍ମିଳନୀରେ ବିମସଟେକ୍ ରାଷ୍ଟ୍ରମାନଙ୍କ ମଧ୍ୟରେ ସହଯୋଗର ବିଭିନ୍ନ ଦିଗକୁ ଅନ୍ତର୍ଭୁକ୍ତ କରି ଏକ ୨୧ ସୂତ୍ରୀ କାର୍ଯ୍ୟ ଯୋଜନା ପ୍ରସ୍ତାବ ଦେଇଛନ୍ତି । ବିମ୍ସଟେକ ରାଷ୍ଟ୍ରଗୁଡ଼ିକରେ ବ୍ୟବସାୟକୁ ପ୍ରୋତ୍ସାହିତ କରିବା ଏବଂ ଆଇଟି କ୍ଷେତ୍ରର ସମୃଦ୍ଧ ସମ୍ଭାବନାକୁ ଉପଯୋଗ କରିବା ପାଇଁ ସେ ମନ୍ତବ୍ୟ ଦେଇଥିଲେ। ନିକଟରେ ମିଆଁମାର ଓ ଥାଇଲାଣ୍ଡରେ ହୋଇଥିବା ଭୂମିକମ୍ପକୁ ଦୃଷ୍ଟିରେ ରଖି ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବାର ଆବଶ୍ୟକତା ଉପରେ ସେ ଗୁରୁତ୍ବାରୋପ କରିଥିଲେ। ମହାକାଶ ଦୁନିଆରେ କାମ କରିବା ଏବଂ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ । ସାମୂହିକ ଭାବରେ ବିମ୍ସଟେକ କୁ ଉତ୍ସାହିତ କରିବାକୁ ଅନୁରୋଧ କରିବା ସହ ନେତୃତ୍ୱ ନେଉଥିବା ଯୁବଗୋଷ୍ଠୀଙ୍କ ଭୂମିକା ଉପରେ ଆଲୋକପାତ କରିବା ସହ ସାଂସ୍କୃତିକ ସମ୍ପର୍କ ବିମ୍ସଟେକ ରାଷ୍ଟ୍ରଗୁଡ଼ିକୁ ଆହୁରି ନିକଟତର କରିବ ବୋଲି ସେ ଆଶା ବ୍ୟକ୍ତ କରିଥିଲେ।ବିମ୍ଷ୍ଟେକ୍ ସମ୍ମିଳନୀ ଅବସରରେ ଷ୍ଟେଟ୍ ଆଡ୍ମିନିଷ୍ଟ୍ରେସନ୍ କାଉନ୍ସିଲ୍ର ଅଧ୍ୟକ୍ଷ ବରିଷ୍ଠ ଜେନେରାଲ୍ ମିନ୍ ଅଙ୍ଗ୍ ହଲାଇଙ୍ଗ୍ଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
April 04th, 09:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ୟାଙ୍କକ୍ରେ ବିମ୍ଷ୍ଟେକ ଶିଖର ସମ୍ମିଳନୀ ଅବସରରେ ଷ୍ଟେଟ୍ ଆଡ୍ମିନିଷ୍ଟ୍ରେସନ୍ କାଉନ୍ସିଲ୍ର ଅଧ୍ୟକ୍ଷ ଏବଂ ମିଆଁମାର ପ୍ରଧାନମନ୍ତ୍ରୀ ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ୍ ହଲାଇଙ୍ଗ୍ଙ୍କ ସହ ସାକ୍ଷାତ କରିଛନ୍ତି ।ଥାଇ ସରକାରକଙ୍କ ଦ୍ୱାରା ରାମକିୟେନ ଚିତ୍ରକଳା ଭିତ୍ତିକ ଆଇଷ୍ଟାମ୍ପ ଉନ୍ମୋଚନ ବିଷୟ ଉଲ୍ଲେଖ କଲେ ପ୍ରଧାନମନ୍ତ୍ରୀ
April 03rd, 09:14 pm
The Prime Minister Shri Narendra Modi highlighted the release of iStamp depicting Ramakien mural paintings by Thai Government.ପ୍ରଧାନମନ୍ତ୍ରୀ ଥାଇଲାଣ୍ଡର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ
April 03rd, 08:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥାଇଲାଣ୍ଡର ପୂର୍ବ ପ୍ରଧାନମନ୍ତ୍ରୀ ଶ୍ରୀ ଥାକସିନ୍ ସିନାୱାତ୍ରାଙ୍କୁ ବ୍ୟାଙ୍କକ୍ରେ ଭେଟିଛନ୍ତି । ଉଭୟ ନେତା ଭାରତ ଓ ଥାଇଲାଣ୍ଡ ମଧ୍ୟରେ ରକ୍ଷା, ବ୍ୟାପାର, ସଂସ୍କୃତି ଏବଂ ଅନ୍ୟ କ୍ଷେତ୍ରରେ ଥିବା ସହଯୋଗର ଅପାର ସମ୍ଭାବନା ପ୍ରସଙ୍ଗରେ ଆଲୋଚନା କରିଛନ୍ତି ।Prime Minister meets with the Prime Minister of Thailand
April 03rd, 08:42 pm
Prime Minister Shri Narendra Modi met the Prime Minister of Thailand, H.E. Paetongtarn Shinawatra today in Bangkok on his Official Visit to Thailand. On arrival at the Government House, Prime Minister was received by Prime Minister Shinawatra and accorded a ceremonial welcome. This was their second meeting. Earlier, the two leaders had met on the sidelines of ASEAN related Summit in Vientiane in October 2024.ଫଳାଫଳ ତାଲିକା : ପ୍ରଧାନମନ୍ତ୍ରୀଙ୍କ ଥାଇଲାଣ୍ଡ ଗସ୍ତ
April 03rd, 08:36 pm
ଡିଜିଟାଲ୍ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସହଯୋଗ ପାଇଁ ଥାଇଲାଣ୍ଡର ଡିଜିଟାଲ୍ ଅର୍ତନୀତି ଏବଂ ସମାଜ ମନ୍ତ୍ରଣାଳୟ ଏବଂ ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ମଧ୍ୟରେ ବୁଝାମଣାପାଲି ଭାଷାରେ ତିପିଟକ ଗ୍ରନ୍ଥ ପ୍ରଦାନ କରିଥିବାରୁ ଥାଇଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ପ୍ରଧାନମନ୍ତ୍ରୀ
April 03rd, 05:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାଲି ଭାଷାରେ ଏକ ତିପିଟକ ଗ୍ରନ୍ଥ ପ୍ରଦାନ କରିଥିବାରୁ ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀମତୀ ପୋତ୍ତୋଙ୍ଗତାର୍ନ ସିନାୱାତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଏହାକୁ ଏକ ସୁନ୍ଦର ଭାଷା ଭାବରେ ପ୍ରଶଂସା କରିଥିଲେ, ଯେଉଁଥିରେ ଭଗବାନ ବୁଦ୍ଧଙ୍କ ଶିକ୍ଷାର ସମସ୍ତ ସାରାଂଶ ରହିଛି ।ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ୍ ବିବୃତି
April 03rd, 03:01 pm
ମାର୍ଚ୍ଚ ୨୮ରେ ଘଟିତ ଭୂମିକମ୍ପରେ ପ୍ରାଣ ହରାଇଥିବା ବ୍ୟକ୍ତିବିଶେଷଙ୍କ ପରିବାରବର୍ଗଙ୍କୁ ମୁଁ ଭାରତବାସୀଙ୍କ ତରଫରୁ ଗଭୀର ସମବେଦନା ଜଣାଉଛି । ଆମେ ସମସ୍ତେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛୁ।ଥାଇ ରାମାୟଣ ରାମକିୟେନର ମନମୋହକ ପ୍ରଦର୍ଶନ ଦେଖିଲେ ପ୍ରଧାନମନ୍ତ୍ରୀ
April 03rd, 01:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥାଇଲ୍ୟାଣ୍ଡର ବ୍ୟାଙ୍କକରେ ଥାଇ ରାମାୟଣ, ରାମକିୟେନର ଏକ ସମୃଦ୍ଧ ପ୍ରଦର୍ଶନ ଦେଖିଛନ୍ତି । ଏହି ଅବସରରେ ସେ ଭାରତ ଏବଂ ଥାଇଲ୍ୟାଣ୍ଡ ମଧ୍ୟରେ ଗଭୀର ସାଂସ୍କୃତିକ ଏବଂ ସଭ୍ୟତାଗତ ସମ୍ବନ୍ଧର ପ୍ରଶଂସା କରିଛନ୍ତି ।ଥାଇଲାଣ୍ଡର ବ୍ୟାଙ୍କକରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
April 03rd, 11:01 am
ଥାଇଲାଣ୍ଡର ବ୍ୟାଙ୍କକରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ପେଟଙ୍ଗଟାର୍ଣ୍ଣ ସିନାୱାତ୍ରାଙ୍କ ସହ ମଧ୍ୟ ଆଲୋଚନା କରିବେ ।ଏପ୍ରିଲ 3-6, 2025 ପ୍ରଧାନମନ୍ତ୍ରୀଙ୍କ ଥାଇଲାଣ୍ଡ ଓ ଶ୍ରୀଲଙ୍କା ଗସ୍ତ
April 02nd, 02:00 pm
ବ୍ୟାଙ୍କକରେ ଆୟୋଜିତ ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (ଏପ୍ରିଲ 3-4, 2025) ରେ ଥାଇଲାଣ୍ଡ ଗସ୍ତରେ ଯିବେ। ଏହାପରେ ସେ ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକଙ୍କ ନିମନ୍ତ୍ରଣକ୍ରମେ (ଏପ୍ରିଲ 4-6, 2025)ରେ ଶ୍ରୀଲଙ୍କା ଗସ୍ତରେ ଯିବେ।