Prime Minister’s visit to the United Arab Emirates
May 15th, 03:59 pm
During PM Modi's official visit to the United Arab Emirates, he held discussions with UAE President HH Sheikh Mohammed bin Zayed Al Nahyan. The PM reaffirmed India’s strong condemnation of the attacks on the UAE and also conveyed India’s position in favour of ensuring safe transit passage through the Strait of Hormuz. The two leaders reviewed the entire gamut of bilateral relations and welcomed the deepening of the Comprehensive Strategic Partnership across multiple sectors.List of Outcomes: Prime Minister’s Visit to the UAE
May 15th, 03:46 pm
The state visit of PM Modi to the UAE resulted in the signing of several MoUs and agreements. These cover areas such as petroleum, oil, defence, ship repair, maritime cooperation and supercomputing. A major announcement included the Abu Dhabi Investment Authority (ADIA) and India’s NIIF exploring investments of up to US$ 1 billion in India’s infrastructure sector.PM Modi arrives in the UAE
May 15th, 01:31 pm
Prime Minister Narendra Modi arrived in Abu Dhabi, UAE. He was warmly received by UAE President His Highness Sheikh Mohamed bin Zayed Al Nahyan.Prime Minister’s Departure Statement ahead of his visit to the UAE, Netherlands, Sweden, Norway, and Italy
May 15th, 07:56 am
PM Modi is embarking on a five-nation visit to the UAE, the Netherlands, Sweden, Norway and Italy from 15-20 May 2026. During the visit, he will meet various Heads of State and hold discussions to further strengthen partnerships across key sectors. Highlights of the visit include his participation in the European Round Table for Industry in Sweden and the 3rd India-Nordic Summit in Oslo.ପ୍ରଧାନମନ୍ତ୍ରୀଙ୍କ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ (ମେ' 15 - 20, 2026)
May 11th, 09:00 pm
ପ୍ରଧାନମନ୍ତ୍ରୀ ମୋଦୀ 15 ମେ' ରୁ 20 ମେ' , 2026 ପର୍ଯ୍ୟନ୍ତ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ କରିବେ। ଏହି ଗସ୍ତ ସମୟରେ, ସେ ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ମତ ବିନିମୟ କରିବେ। ନେଦରଲ୍ୟାଣ୍ଡରେ, ପ୍ରଧାନମନ୍ତ୍ରୀ ରାଜା ୱିଲେମ-ଆଲେକଜାଣ୍ଡାରଙ୍କୁ ଭେଟି ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ ଆଲୋଚନା କରିବେ। ସ୍ୱିଡେନରେ, ସେ ପ୍ରଧାନମନ୍ତ୍ରୀ କ୍ରିଷ୍ଟରସନଙ୍କ ସହ ଆଲୋଚନା କରିବେ। ନରୱେରେ, ସେ ରାଜା ହାରାଲ୍ଡ ପଞ୍ଚମଙ୍କୁ ସାକ୍ଷାତ କରିବେ ଏବଂ ପ୍ରଧାନମନ୍ତ୍ରୀ ଜୋନାସ ଗାହର ଷ୍ଟୋରଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ପରେ, ସେ ପ୍ରଧାନମନ୍ତ୍ରୀ ଜୋର୍ଜିଆ ମେଲୋନିଙ୍କ ସହ ଆଲୋଚନା କରିବା ପାଇଁ ଇଟାଲୀ ଗସ୍ତ କରିବେ।Joint Statement: Visit of Prime Minister to the United Arab Emirates (February 13-14, 2024)
February 14th, 10:23 pm
President of the United Arab Emirates, His Highness Sheikh Mohamed bin Zayed Al Nahyan and Prime Minister of India Shri Narendra Modi met in Abu Dhabi. The two leaders endorsed the efforts from both sides to strengthen the strong economic and commercial cooperation and explore new areas of collaboration.The BAPS Hindu Temple in Abu Dhabi, UAE is a golden moment in the ties between India & UAE: PM Modi
February 14th, 07:16 pm
Prime Minister Narendra Modi inaugurated the BAPS Hindu Mandir in Abu Dhabi, UAE. The PM along with the Mukhya Mahant of BAPS Hindu Mandir performed all the rituals. The PM termed the Hindu Mandir in Abu Dhabi as a symbol of shared heritage of humanity.PM Modi inaugurates BAPS Hindu Mandir in Abu Dhabi, UAE
February 14th, 06:51 pm
Prime Minister Narendra Modi inaugurated the BAPS Hindu Mandir in Abu Dhabi, UAE. The PM along with the Mukhya Mahant of BAPS Hindu Mandir performed all the rituals. The PM termed the Hindu Mandir in Abu Dhabi as a symbol of shared heritage of humanity.ଦୁବାଇର ଶାସକ, ୟୁଏଇ ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
February 14th, 03:49 pm
ଉଭୟ ନେତା ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରଯୁକ୍ତିବିଦ୍ୟା, ମହାକାଶ, ଶିକ୍ଷା ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ ସମେତ ଦ୍ୱିପାକ୍ଷିକ ସହଯୋଗର ବିଭିନ୍ନ କ୍ଷେତ୍ର ଉପରେ ଆଲୋଚନା କରିଥିଲେ । ଭାରତ ଏବଂ ୟୁଏଇ ମଧ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଅର୍ଥନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ସେମାନେ ସନ୍ତୋଷ ବ୍ୟକ୍ତ କରିଥିଲେ ଏବଂ ବ୍ୟାପକ ଅର୍ଥନୈତିକ ଭାଗିଦାରୀର ପ୍ରମୁଖ ଭୂମିକାକୁ ବିଶେଷ ଭାବରେ ସ୍ୱୀକାର କରିଥିଲେ । ଦ୍ୱିପାକ୍ଷିକ ପୁଞ୍ଜିନିବେଶ ଚୁକ୍ତି ସ୍ୱାକ୍ଷରକୁ ମଧ୍ୟ ସେମାନେ ସ୍ୱାଗତ କରିଥିଲେ ।ଦୁବାଇର ଜେବେଲ ଅଲିରେ ଭାରତ ମାର୍ଟର ଭର୍ଚୁଆଲ ଶିଳାନ୍ୟାସ
February 14th, 03:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଦୁବାଇ ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ଦୁବାଇ ଶାସକ ଶେଖ ମହମ୍ମଦ ବିନ୍ ରସିଦ ଅଲ୍ ମକ୍ତୌମ୍ ୨୦୨୪ ଫେବ୍ରୁଆରୀ ୧୪ରେ ଭର୍ଚୁଆଲ ଭାବେ ଦୁବାଇର ଜେବେଲ ଅଲି ଫ୍ରି ଟ୍ରେଡ୍ ଜୋନ୍ରେ ଡିପି ୱାର୍ଲ୍ଡ ଦ୍ୱାରା ନିର୍ମାଣ ହେବାକୁ ଥିବା ଭାରତ ମାର୍ଟର ଶିଳାନ୍ୟାସ କରିଛନ୍ତି ।୨୦୨୪ ଦୁବାଇ ବିଶ୍ୱ ସରକାର ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ମାଡାଗାସ୍କର ଗଣତନ୍ତ୍ରର ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି
February 14th, 02:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୁବାଇ ଠାରେ ଆୟୋଜିତ ବିଶ୍ୱ ସରକାର ଶିଖର ସମ୍ମିଳନୀ ଅବସରରେ ମାଡାଗାସ୍କର ରାଷ୍ଟ୍ରପତି ମହାମହିମ ଶ୍ରୀ ଆଣ୍ଡ୍ରି ରାଜୋଲିନାଙ୍କୁ ସାକ୍ଷାତ କରିଥିଲେ । ଦୁଇ ନେତାଙ୍କ ମଧ୍ୟରେ ଏହା ଥିଲା ପ୍ରଥମ ସାକ୍ଷାତ ।ବିଶ୍ୱ ସରକାର ମହା ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 14th, 02:30 pm
ବିଶ୍ୱ ସରକାର ମହା ସମ୍ମିଳନୀକୁ ସମ୍ବୋଧନ କରିବା ମୋ ପକ୍ଷରେ ଏକ ବହୁତ ବଡ ସମ୍ମାନ । ଏଭଳି ଏକ ସୌଭାଗ୍ୟ ମୋତେ ଦ୍ୱିତୀୟ ଥର ପାଇଁ ମିଳିଛି । ମହାନୁଭବ ଶେଖ ମହମ୍ମଦବିନ୍ ରସିଦଙ୍କର ଆମନ୍ତ୍ରଣ ଏବଂ ଆନ୍ତରିକତା ସହିତ ମୋତେ ଉଚ୍ଛ୍ୱସିତ ସ୍ୱାଗତ କରାଯାଇଥିବାରୁ ମୁଁ କୃତଜ୍ଞ । ମୁଁ ମୋର ଭ୍ରାତୃ ପ୍ରତୀମ ମହାନୁଭବ ଶେଖ ମହମ୍ମଦ ବିନ୍ ଜାୟତଙ୍କ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି । ଏହି ଅଳ୍ପ କିଛିଦିନ ମଧ୍ୟରେ ତାଙ୍କ ସହିତ ଅନେକ ଥର ସାକ୍ଷାତର ସୁଯୋଗ ମିଳିଛି । ସେ କେବଳ ଦୃଷ୍ଟିଭଙ୍ଗୀର ନେତା ନୁହଁନ୍ତି ବରଂ ସମାଧାନର ନେତା ଏବଂ ପ୍ରତିଶ୍ରୁତି ପାଳନର ମଧ୍ୟ ନେତା ଅଟନ୍ତି ।ବିଶ୍ୱ ସରକାର ଶିଖର ସମ୍ମିଳନୀ ୨୦୨୪ରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
February 14th, 02:09 pm
ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ତଥା ଦୁବାଇର ଶାସକ ଶେଖ୍ ମହମ୍ମଦ ବିନ୍ ରସିଦ ଅଲ୍ ମକ୍ତୁମଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ଫେବୃଆରୀ ୨୦୨୪ରେ ଦୁବାଇରେ ଅନୁଷ୍ଠିତ ବିଶ୍ୱ ସରକାର ଶିଖର ସମ୍ମିଳନୀରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି। ସେ ଏହି ଶିଖର ସମ୍ମିଳନୀର ବିଷୟବସ୍ତୁ - ‘‘ଭବିଷ୍ୟତ ସରକାର ଗଠନ’’ ଉପରେ ବିଶେଷ ବକ୍ତବ୍ୟ ଦେଇଥିଲେ । ପ୍ରଧାନମନ୍ତ୍ରୀ ୨୦୧୮ରେ ମଧ୍ୟ ବିଶ୍ୱ ସରକାର ଶିଖର ସମ୍ମିଳନୀରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏଥର ଶିଖର ସମ୍ମିଳନୀରେ ବିଭିନ୍ନ ରାଷ୍ଟ୍ରର ୧୦ ଜଣ ରାଷ୍ଟ୍ରପତି ଓ ୧୦ ଜଣ ପ୍ରଧାନମନ୍ତ୍ରୀଙ୍କ ସମେତ ବିଶ୍ୱର ୨୦ ଜଣ ନେତା ଅଂଶଗ୍ରହଣ କରିଥିଲେ । ଏହି ବିଶ୍ୱ ସମାବେଶରେ ୧୨୦ରୁ ଅଧିକ ଦେଶର ସରକାରୀ ପଦାଧିକାରୀ ଓ ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।PM Modi arrives in Abu Dhabi, UAE
February 13th, 05:47 pm
Prime Minister Narendra Modi arrived in Abu Dhabi, UAE. He was warmly received by UAE President HH Mohamed bin Zayed Al Nahyan at the airport.ୟୁଏଇ ଗସ୍ତ ପୂର୍ବରୁ ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
February 13th, 10:56 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୁନିଆ ସହ ଭାରତକୁ ଆହୁରି ଗଭୀର ଭାବେ ଯୋଡ଼ିବା ପାଇଁ ଉଦ୍ୟମ ଲାଗି ଭାରତୀୟ ସମୁଦାୟକୁ ପ୍ରଶଂସା କରିଛନ୍ତି ।ୟୁଏଇ ଏବଂ କତାର ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
February 13th, 10:46 am
ଗତ ୯ ବର୍ଷ ମଧ୍ୟରେ ବାଣିଜ୍ୟ ଓ ପୁଞ୍ଜିନିବେଶ, ପ୍ରତିରକ୍ଷା ଓ ନିରାପତ୍ତା, ଖାଦ୍ୟ ଓ ଶକ୍ତି ନିରାପତ୍ତା ଏବଂ ଶିକ୍ଷା ଭଳି ବିଭିନ୍ନ କ୍ଷେତ୍ରରେ ୟୁଏଇ ସହ ଆମର ସହଯୋଗ ବହୁଗୁଣିତ ହୋଇଛି। ଆମର ସାଂସ୍କୃତିକ ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ ପୂର୍ବ ଅପେକ୍ଷା ଅଧିକ ଦୃଢ଼ ହୋଇଛି ।ଉଜ୍ବେକିସ୍ତାନ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
December 01st, 09:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁଏଇରେ କପ୍ ୨୮ ସମ୍ମିଳନୀରେ ଯୋଗ ଦେବା ଅବସରରେ ୨୦୨୩ ଡିସେମ୍ବର ୧ରେ ଉଜବେକିସ୍ତାନର ରାଷ୍ଟ୍ରପତି ଶ୍ରୀ ଶାଭ୍କତ୍ ମିର୍ଜିୟୋୟେଭ୍ଙ୍କୁ ଭେଟିଛନ୍ତି ।ମାଳଦ୍ୱୀପ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
December 01st, 09:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁଏଇରେ କପ୍ ୨୮ ସମ୍ମିଳନୀରେ ଯୋଗ ଦେବା ଅବସରରେ ୨୦୨୩ ଡିସେମ୍ବର ୧ରେ ମାଳଦ୍ୱୀପ ରାଷ୍ଟ୍ରପତି ଡ. ମହମ୍ମଦ ମୁଇଜୁଙ୍କୁ ଭେଟିଛନ୍ତି ।ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
December 01st, 09:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁବାଇରେ ୨୦୨୩ ଡିସେମ୍ବର ୧ରେ କପ୍ ୨୮ ସମ୍ମିଳନୀରେ ଯୋଗ ଦେବା ଅବସରରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ୍ଙ୍କ ସହ ବୈଠକ କରିଛନ୍ତି ।ଜଳବାୟୁ ପାଣ୍ଠି ଯୋଗାଣ ରୂପାନ୍ତର ଉପରେ କପ୍-୨୮ ଅଧ୍ୟକ୍ଷତା ଅଧିବେଶନରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
December 01st, 08:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧ ଡିସେମ୍ବର, ୨୦୨୩ରେ ୟୁଏଇର ଦୁବାଇଠାରେ ଜଳବାୟୁ ପାଣ୍ଠି ଯୋଗାଣ ରୂପାନ୍ତର ଉପରେ କପ୍-୨୮ ଅଧ୍ୟକ୍ଷତା ଅଧିବେଶନରେ ଅଂଶଗ୍ରହଣ କରିଛନ୍ତି। ବିକାଶଶୀଳ ଦେଶମାନଙ୍କ ପାଇଁ ଜଳବାୟୁ ପାଣ୍ଠି ଯୋଗାଣକୁ ଅଧିକ ଉପଲବ୍ଧ, ଗ୍ରହଣୀୟ ଏବଂ ସୁଲଭ କରିବା ଉପରେ ଏହି କାର୍ଯ୍ୟକ୍ରମରେ ଗୁରୁତ୍ୱାରୋପ କରାଯାଇଥିଲା।