PM Modi and Trump Forge a MEGA India-US Partnership
February 14th, 06:46 pm
Prime Minister Narendra Modi’s recent visit to the United States was a momentous occasion, reflecting the deepening strategic, economic, and cultural ties between the two nations. Over his stay, PM Modi engaged in a series of high-profile meetings and discussions with U.S. leaders, business tycoons, and the Indian diaspora, covering critical areas such as defense, trade, investment, technology, and diplomacy. The visit reaffirmed the strong relationship between India and the U.S., positioning both nations as global partners in shaping a new world order.ଭାରତର ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ ସମୟରେ ଭାରତ - ଆମେରିକା ମିଳିତ ବିବୃତି
February 14th, 09:07 am
ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ମାନନୀୟ ଡୋନାଲ୍ଡ ଜେ. ଟ୍ରମ୍ପ ୧୩ ଫେବୃଆରୀ, ୨୦୨୫ରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ୱାଶିଂଟନ ଡିସିରେ ଏକ ସରକାରୀ କାର୍ଯ୍ୟକ୍ରମ ଗସ୍ତ ଅବସରରେ ସ୍ଵାଗତ କରିଥିଲେ ।ଭାରତ-ଆମେରିକା ମିଳିତ ପ୍ରେସ କନଫରେନ୍ସରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
February 14th, 04:57 am
ଭାରତ-ଆମେରିକା ମିଳିତ ପ୍ରେସ କନଫରେନ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ ଓ ଆତିଥେୟତା ପ୍ରଦର୍ଶନ କରିଥିବାରୁ ସେ ସର୍ବପ୍ରଥମେ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଥିଲେ । ଭାରତ ଓ ଆମେରିକାର ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୂତ କରିଥିବାରୁ ଟ୍ରମ୍ପଙ୍କ ନେତୃତ୍ୱକୁ ମୋଦୀ ଧନ୍ୟବାଦ ଜ୍ଞାପନ କରିଥିଲେ ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ୟୁଏସ୍ ଡିପାର୍ଟମେଣ୍ଟ ଅଫ ଗଭର୍ଣ୍ଣମେଣ୍ଟ ଏଫିସିଏନ୍ସି
February 13th, 11:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଯୁକ୍ତରାଷ୍ଟ୍ର ଆମେରିକାର ଡିପାର୍ଟ ଅଫ ଗଭର୍ଣ୍ଣମେଣ୍ଟ ଏଫିସିଏନ୍ସି ଆଣ୍ଡ ଟେସଲାର ସିଇଓ ଶ୍ରୀ ଏଲନ ମସ୍କ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକା ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକେଲ ୱାଲଜ୍
February 13th, 11:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଯୁକ୍ତରାଷ୍ଟ୍ର ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକେଲ ୱାଲଜ୍ ଭେଟିଛନ୍ତି ।ୱାଶିଂଟନ ଡିସିରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
February 13th, 11:59 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ୱାଶିଂଟନ ଡିସିରେ ପହଞ୍ଚିଛନ୍ତି । ଏହି ଗସ୍ତ ସମୟରେ ସେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଅନ୍ୟ ନେତାମାନଙ୍କୁ ଭେଟିବେ। ସେ ଅନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବେ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକା ନ୍ୟାସନାଲ ଇଣ୍ଟେଲିଜେନ୍ସର ନିର୍ଦ୍ଦେଶକ
February 13th, 11:04 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଯୁକ୍ତରାଷ୍ଟ୍ର ଆମେରିକା ନ୍ୟାସନାଲ ଇଣ୍ଟେଲିଜେନ୍ସର ନିର୍ଦ୍ଦେଶକ ତୁଳସୀ ଗାବାର୍ଡ ଆଜି ଭେଟିଛନ୍ତି ।ୟୁକ୍ରେନର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
September 24th, 03:57 am
ନ୍ୟୁୟର୍କରେ ‘ଭବିଷ୍ୟର ଶିଖର ସମ୍ମିଳନୀ’ଅବସରରେ ୨୩ ସେପ୍ଟେମ୍ବର ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନର ରାଷ୍ଟ୍ରପତି ଶ୍ରୀ ଭୋଲୋଡିମିର ଜେଲେନସ୍କିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି ।ଭିଏତନାମର ରାଷ୍ଟ୍ରପତି ତଥା ଦଳର ସାଧାରଣ ସଚିବଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
September 24th, 12:27 am
ଜାତିସଂଘ ସାଧାରଣ ପରିଷଦର ‘ଭବିଷ୍ୟର ଶିଖର ସମ୍ମିଳନୀ’ ଅବସରରେ ୨୩ ସେପ୍ଟେମ୍ବର ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୋସିଆଲିଷ୍ଟ ରିପବ୍ଲିକ ଅଫ୍ ଭିଏତନାମର ରାଷ୍ଟ୍ରପତି ତଥା କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସଚିବ ଶ୍ରୀ ତୋ ଲାମଙ୍କୁ ଭେଟିଛନ୍ତି ।Success of Humanity lies in our collective strength, not in the battlefield: PM Modi at UN Summit
September 23rd, 09:32 pm
Prime Minister Narendra Modi addressed the 'Summit of the Future' at the United Nations in New York, advocating for a human-centric approach to global peace, development, and prosperity. He highlighted India's success in lifting 250 million people out of poverty, expressed solidarity with the Global South, and called for balanced tech regulations. He also emphasized the need for UN Security Council reforms to meet global ambitions.Prime Minister’s Address at the ‘Summit of the Future’
September 23rd, 09:12 pm
Prime Minister Narendra Modi addressed the 'Summit of the Future' at the United Nations in New York, advocating for a human-centric approach to global peace, development, and prosperity. He highlighted India's success in lifting 250 million people out of poverty, expressed solidarity with the Global South, and called for balanced tech regulations. He also emphasized the need for UN Security Council reforms to meet global ambitions.PM Modi meets President of Palestine
September 23rd, 06:32 am
PM Modi met the President of Palestine, H.E. Mahmoud Abbas in New York. The PM reaffirmed India's commitment to supporting the early restoration of peace and stability in the region and discussed ways to further strengthen the friendship with the people of Palestine.PM Modi meets with Crown Prince of Kuwait
September 23rd, 06:30 am
PM Modi met with His Highness Sheikh Sabah Khaled Al-Hamad Al-Mubarak Al-Sabah, Crown Prince of the State of Kuwait, in New York. Prime Minister conveyed that India attaches utmost importance to its bilateral relations with Kuwait. Both leaders recalled the strong historical ties and people-to-people linkages between the two countries.PM Modi meets Prime Minister of Nepal
September 23rd, 06:25 am
PM Modi met PM K.P. Sharma Oli of Nepal in New York. The two leaders reviewed the unique and close bilateral relationship between India and Nepal, and expressed satisfaction at the progress made in perse sectors including development partnership, hydropower cooperation, people-to-people ties, and enhancing connectivity – physical, digital and in the domain of energy.PM Modi attends the CEOs Roundtable
September 23rd, 06:20 am
PM Modi interacted with technology industry leaders in New York. The PM highlighted the economic transformation happening in India, particularly in electronics and information technology manufacturing, semiconductors, biotech and green development. The CEOs expressed their strong interest in investing and collaborating with India.ଆମେରିକାର ନ୍ୟୁୟର୍କରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 22nd, 10:00 pm
ନମସ୍କାର ଆମେରିକା ! ବର୍ତ୍ତମାନ ମୋର ‘ନମସ୍ତେ’ ମଧ୍ୟ ବିଶ୍ୱସ୍ତରୀୟ ହୋଇଯାଇଛି, ସ୍ଥାନୀୟ ଠାରୁ ଆରମ୍ଭ କରି ବିଶ୍ୱସ୍ତରରେ ପରିଣତ ହୋଇଯାଇଛି, ଏବଂ ଏସବୁ ଆପଣମାନେ କରିଛନ୍ତି । ଭାରତକୁ ନିଜ ହୃଦୟରେ ସ୍ଥାନ ଦେଇଥିବା ପ୍ରତ୍ୟେକ ଭାରତୀୟ ଏହା କରିଛନ୍ତି।ନ୍ୟୁୟର୍କରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ
September 22nd, 09:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନ୍ୟୁୟର୍କର ଲଙ୍ଗ ଆଇଲ୍ୟାଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଏକ ବିଶାଳ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ୧୫ ହଜାରରୁ ଅଧିକ ଲୋକ ଯୋଗ ଦେଇଥିଲେ।ଭାରତକୁ ୨୯୭ଟି ପ୍ରାଚୀନ କଳାକୃତି ଫେରାଇ ଦେଇଛି ଯୁକ୍ତରାଷ୍ଟ୍ର ଆମେରିକା
September 22nd, 12:11 pm
ଘନିଷ୍ଠ ଦ୍ୱିପାକ୍ଷିକ ସମ୍ପର୍କକୁ ଦୃଷ୍ଟିରେ ରଖି ଏବଂ ଅଧିକ ସାଂସ୍କୃତିକ ବୁଝାମଣାକୁ ବୃଦ୍ଧି କରିବା ପାଇଁ, ଆମେରିକାର ଷ୍ଟେଟସ୍ (ବୈଦେଶିକ) ବିଭାଗର ଶିକ୍ଷା ଏବଂ ସାଂସ୍କୃତିକ ବ୍ୟାପାର ବ୍ୟୁରୋ ଏବଂ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ରାଷ୍ଟ୍ରପତି ବାଇଡେନ ଏବଂ ପ୍ରଧାନମନ୍ତ୍ରୀ ମୋଦୀ ସାଂସ୍କୃତିକ ଐତିହ୍ୟର ସୁରକ୍ଷା ପାଇଁ ସହଯୋଗ ବୃଦ୍ଧି କରିବାକୁ ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ, ଯାହା ଜୁନ୍ ୨୦୨୩ ରେ ସେମାନଙ୍କର ବୈଠକ ପରେ ଜାରି ମିଳିତ ବିବୃତ୍ତିରେ ପରିଲକ୍ଷିତ ହୋଇଥିଲା, ତାହାକୁ ପୂରଣ କରିବା ନିମନ୍ତେ ଜୁଲାଇ ୨୦୨୪ ରେ ଏକ ସାଂସ୍କୃତିକ ସମ୍ପତ୍ତି ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ।ତଥ୍ୟ ପତ୍ର:୨୦୨୪ କ୍ୱାଡ ନେତୃବୃନ୍ଦଙ୍କ ସମ୍ମିଳନୀ
September 22nd, 12:06 pm
୨୧ ସେପ୍ଟେମ୍ବର ୨୦୨୪ରେ ରାଷ୍ଟ୍ରପତି ଯୋଶେଫ ଆର.ବାଇଡେନଙ୍କ ଅଧ୍ୟକ୍ଷତାରେ ୱିଲମନ୍ଟନ୍, ଡେଲୱେୟାରଠାରେ ଅନୁଷ୍ଠିତ ଚତୁର୍ଥ କ୍ୱାଡ ନେତୃବୃନ୍ଦଙ୍କ ଶିଖର ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜ, ଜାପାନର ପ୍ରଧାନମନ୍ତ୍ରୀ କିସିଦା ଫୁମିଓ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ ।ତଥ୍ୟ ପତ୍ର : ହିନ୍ଦ-ପ୍ରଶାନ୍ତ କ୍ଷେତ୍ରରେ କର୍କଟର ଭାର କମାଇବା ପାଇଁ କ୍ୱାଡ ଦେଶମାନେ କର୍କଟ ମୁନ୍ଶଟ୍ ପଦକ୍ଷେପ ଆରମ୍ଭ କଲେ
September 22nd, 12:03 pm
ଆଜି ଆମେରିକା, ଅଷ୍ଟ୍ରେଲିଆ, ଭାରତ ଓ ଜାପାନ କର୍କଟ ରୋଗ ବିଲୋପ କରିବାରେ ସାହାଯ୍ୟ କରିବା ପାଇଁ ଏକ ଅଭିନବ ଉଦ୍ୟମ ଆରମ୍ଭ କରିଛନ୍ତି, ଯେମିତିକି ଆମେ ଇଣ୍ଡୋ-ପାସିଫିକ୍ (ହିନ୍ଦ-ପ୍ରଶାନ୍ତ କ୍ଷେତ୍ର)ରେ ଜାଣିଛୁ, ଆରମ୍ଭ ଗର୍ଭାଶୟ କର୍କଟରୁ ହୋଇଛି, ଏହା ଏକ ପ୍ରମୁଖ ପ୍ରତିରୋଧକାରୀ ରୋଗ ଯାହା ଏହି କ୍ଷେତ୍ରରେ ଏକ ପ୍ରମୁଖ ସ୍ୱାସ୍ଥ୍ୟ ସଂକଟ ଭାବେ ବଳବତ୍ତର ରହିଛି ଏବଂ ଅନ୍ୟାନ୍ୟ ପ୍ରକାରର କର୍କଟ ରୋଗର ସମାଧାନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା। ଏହି ପଦକ୍ଷେପ କ୍ୱାଡ ଲିଡର୍ ସମ୍ମିଳନୀରେ କରାଯାଇଥିବା ବ୍ୟାପକ ଘୋଷଣାର ଏକ ଅଂଶ।