ସାଉଦି ଆରବ ରାଜ୍ୟକୁ ପ୍ରଧାନମନ୍ତ୍ରୀଙ୍କ ରାଷ୍ଟ୍ରୀୟ ଗସ୍ତ ସମାପନ ଅବସରରେ ମିଳିତ ବିବୃତି

April 23rd, 12:44 pm

କ୍ରାଉନ୍ ପ୍ରିନ୍ସ ତଥା ସାଉଦି ଆରବ ରାଜ୍ୟର ପ୍ରଧାନମନ୍ତ୍ରୀ ପ୍ରିନ୍ସ ମହମ୍ମଦ ବିନ୍ ସଲମାନ୍ ବିନ୍ ଅବଦୁଲଅଜିଜ୍ ଅଲ୍ ସୌଦଙ୍କ ନିମନ୍ତ୍ରଣକ୍ରମେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୫ ଏପ୍ରିଲ ୨୨ ତାରିଖରେ ସାଉଦି ଆରବ ରାଜ୍ୟ ଗସ୍ତରେ ଯାଇଥିଲେ।

ଭାରତ-ସାଉଦି ଆରବ ଷ୍ଟ୍ରାଟେଜିକ ପାର୍ଟନରସିପ କାଉନସିଲ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ

April 23rd, 02:20 am

ଚଳିତବର୍ଷ ଏପ୍ରିଲ ୨୨ ତାରିଖରେ ସାଉଦି ଆରବ ଗସ୍ତ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜେଦାହ ରୟାଲ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ସାଉଦି କ୍ରାଉନ ପ୍ରିନ୍ସ ତଥା ପ୍ରଧାନମନ୍ତ୍ରୀ ମହମ୍ମଦ ବିନ ସଲମାନ ।

ସାଉଦି ଆରବ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

April 22nd, 08:30 am

ମଙ୍ଗଳବାରଠାରୁ ଦୁଇ ଦିନିଆ ସାଉଦି ଆରବ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତେବେ ସାଉଦି ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ଦେଶ ଉଦ୍ଦେଶ୍ୟରେ ନିଜ ଅଭିଭାଷଣ ରଖିଛନ୍ତି । ସାଉଦି କ୍ରାଉନ ପ୍ରିନ୍ସ ତଥା ପ୍ରଧାନମନ୍ତ୍ରୀ ପ୍ରିନ୍ସ ମହମ୍ମଦ ବିନ ସଲମନଙ୍କ ସ୍ୱତନ୍ତ୍ର ନିମନ୍ତ୍ରଣରେ ମୋଦୀ ସାଉଦି ଗସ୍ତ କରୁଥିବା କହିଛନ୍ତି ।

Prime Minister Narendra Modi to visit Saudi Arabia

April 19th, 01:55 pm

PM Modi to visit Saudi Arabia at the invitation of His Royal Highness Prince Mohammed bin Salman. India and Saudi Arabia share close and friendly ties. This visit will provide an opportunity to further deepen and strengthen our multi-faceted partnership, as well as to exchange views on various regional and international issues of mutual interest.

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାଉଦି ଆରବର ଯୁବରାଜ ତଥା ପ୍ରଧାନମନ୍ତ୍ରୀଙ୍କ ସହିତ ଟେଲିଫୋନ୍ ବାର୍ତ୍ତାଳାପ କରିଛନ୍ତି

June 08th, 10:07 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀ ମହାମହିମ ଯୁବରାଜ ମହମ୍ମଦ ବିନ୍ ସଲମାନ ବିନ୍ ଅବଦୁଲାଜିଜ୍ ଅଲ ସାଉଦଙ୍କ ସହ ଟେଲିଫୋନ୍‌ରେ ବାର୍ତ୍ତାଳାପ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ସାଉଦୀ ଆରବର ଯୁବରାଜ ମହାମହିମ ମହମ୍ମଦ ବିନ ସଲମାନ ବିନ ଅବଦୁଲାଜିଜ୍ ଅଲ ସାଉଦଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ

March 10th, 07:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ସାଉଦୀ ଆରବର ଯୁବରାଜ, ମହାମହିମ ମହମ୍ମଦ ବିନ ସଲମାନ ବିନ ଅବଦୁଲାଜିଜ ଅଲ ସାଉଦଙ୍କ ମଧ୍ୟରେ ଆଜି ଏକ ଟେଲିଫୋନ ବାର୍ତ୍ତାଳାପ ହୋଇଥିଲା।

Prime Minister's Telephone Conversation with Crown Prince Mohd. Bin Salman of Saudi Arabia

March 17th, 09:31 pm

PM Narendra Modi had a telephone conversation today with the Crown Prince of the Kingdom of Saudi Arabia, His Highness Mohammed bin Salman. The two leaders discussed the global situation regarding the COVID – 19 pandemic.