ଉତ୍ତର ପ୍ରଦେଶର ମିରଟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର
February 22nd, 01:30 pm
ଉତ୍ତର ପ୍ରଦେଶର ସମ୍ମାନନୀୟ ଏବଂ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ପଙ୍କଜ ଚୌଧୁରୀ ଜୀ, ଜୟନ୍ତ ଚୌଧୁରୀ ଜୀ, ଉତ୍ତର ପ୍ରଦେଶର ଉପ-ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ୟୁପି ସରକାରଙ୍କ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀମାନେ, ବିଧାୟକଗଣ ଏବଂ ବହୁ ସଂଖ୍ୟାରେ ଏଠାରେ ଏକତ୍ରିତ ହୋଇଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ!ଭାରତର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡରକୁ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 22nd, 01:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେରଠରେ ନମୋ ଭାରତ ରାପିଡ୍ ରେଳ ଏବଂ ମେରଠ ମେଟ୍ରୋ ମାର୍ଗକୁ ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପ ‘ବିକଶିତ ଉତ୍ତର ପ୍ରଦେଶ' ଏବଂ ବିକଶିତ ଭାରତ’ ଲକ୍ଷ୍ୟକୁ ଗତିଶୀଳ କରିବ ବୋଲି ସେ କହିଛନ୍ତି। ଭାରତରେ ପ୍ରଥମ ଥର ପାଇଁ ଗୋଟିଏ ପ୍ଲାଟଫର୍ମରୁ ଗୋଟିଏ ଦିନରେ ଗୋଟିଏ ରାପିଡ୍ ରେଳ ଏବଂ ମେଟ୍ରୋ ସେବା ଆରମ୍ଭ ହୋଇଛି।ମୋରାଦାବାଦ ସଡକ ଦୁର୍ଘଟଣାରେ ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
January 31st, 05:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ମୋରାଦାବାଦ ସଡକ ଦୁର୍ଘଟଣା ଜନିତ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି । ସେ ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିବା ସମସ୍ତ ବ୍ୟକ୍ତିଙ୍କ ପାଇଁ 50 ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବା ଲାଗି ମଧ୍ୟ ଘୋଷଣା କରିଛନ୍ତି ।