ଚଳିତ ସପ୍ତାହରେ ଭାରତ ଉପରେ ବିଶ୍ଵ
April 22nd, 12:27 pm
କୂଟନୈତିକ ଫୋନ୍ କଲ୍ ଠାରୁ ଆରମ୍ଭ କରି ବୈଜ୍ଞାନିକ ଆବିଷ୍କାର ପର୍ଯ୍ୟନ୍ତ, ଚଳିତ ସପ୍ତାହରେ ବିଶ୍ୱ ସ୍ତରରେ ଭାରତର ଉପସ୍ଥିତି ସହଯୋଗ, ଉଦ୍ଭାବନ ଏବଂ ସାଂସ୍କୃତିକ ଗୌରବ ଦ୍ୱାରା ପରିଚିତ ଥିଲା ।ଏଲନ ମସ୍କଙ୍କ ସହ ଆଲୋଚନାରେ ଦ୍ୱିପାକ୍ଷିକ ପ୍ରଯୁକ୍ତିବିଦ୍ୟା ସହଯୋଗର ସମ୍ଭାବନା ଉପରେ ଆଲୋକପାତ କଲେ ପ୍ରଧାନମନ୍ତ୍ରୀ
April 18th, 01:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଏଲନ ମସ୍କଙ୍କ ସହ ଏକ ଗଠନମୂଳକ ଆଲୋଚନା କରିଛନ୍ତି । ଏହି ଆଲୋଚନାରେ ପାରସ୍ପରିକ ସ୍ୱାର୍ଥର ବିଭିନ୍ନ ପ୍ରସଙ୍ଗ ଉପରେ ଚର୍ଚ୍ଚା ହୋଇଥିଲା । ଚଳିତ ବର୍ଷ ଆରମ୍ଭରେ ୱାଶିଂଟନ ଡିସିରେ ହୋଇଥିବା ସେମାନଙ୍କ ସାକ୍ଷାତ ସମୟରେ ଆଲୋଚନାରେ ସାମିଲ ହୋଇଥିବା ବିଷୟଗୁଡିକ ଉପରେ ପୁନଃବିଚାର କରାଯାଇଥିଲା, ଯେଉଁଥିରେ ପ୍ରଯୁକ୍ତିବିଦ୍ୟା ବିକାଶ ପାଇଁ ସମାନ ଦୃଷ୍ଟିକୋଣକୁ ଗୁରୁତ୍ୱ ଦିଆଯାଇଥିଲା ।PM Modi and Trump Forge a MEGA India-US Partnership
February 14th, 06:46 pm
Prime Minister Narendra Modi’s recent visit to the United States was a momentous occasion, reflecting the deepening strategic, economic, and cultural ties between the two nations. Over his stay, PM Modi engaged in a series of high-profile meetings and discussions with U.S. leaders, business tycoons, and the Indian diaspora, covering critical areas such as defense, trade, investment, technology, and diplomacy. The visit reaffirmed the strong relationship between India and the U.S., positioning both nations as global partners in shaping a new world order.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ୟୁଏସ୍ ଡିପାର୍ଟମେଣ୍ଟ ଅଫ ଗଭର୍ଣ୍ଣମେଣ୍ଟ ଏଫିସିଏନ୍ସି
February 13th, 11:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଯୁକ୍ତରାଷ୍ଟ୍ର ଆମେରିକାର ଡିପାର୍ଟ ଅଫ ଗଭର୍ଣ୍ଣମେଣ୍ଟ ଏଫିସିଏନ୍ସି ଆଣ୍ଡ ଟେସଲାର ସିଇଓ ଶ୍ରୀ ଏଲନ ମସ୍କ ଭେଟିଛନ୍ତି ।ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀବିଶ୍ୱ ନେତାଙ୍କ ଠାରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କରିବା ଜାରି ରଖିଛନ୍ତି
June 10th, 12:00 pm
ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଅବସରରେ ଅଭିନନ୍ଦନ ବାର୍ତ୍ତା ଦେଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ବିଶ୍ୱ ନେତାଙ୍କ ବାର୍ତ୍ତାର ଉତ୍ତର ଦେଇଛନ୍ତି ଶ୍ରୀ ମୋଦି ।ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରତିଷ୍ଠିତ ବ୍ୟବସାୟୀ ଶ୍ରୀ ଏଲୋନ୍ ମସ୍କଙ୍କ ବୈଠକ
June 21st, 08:22 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନ୍ୟୁୟର୍କ ଠାରେ ବୈଷୟିକ ଅଗ୍ରଦୂତ, ପ୍ରତିଷ୍ଠିତ ବ୍ୟବସାୟୀ ତଥା ଟେସଲା ଆଇଏନସି ଏବଂ ସ୍ପେସ୍ ଏକ୍ସର ସିଇଓ; ସିଟିଓର ମାଲିକ ଏବଂ ଟୁଇଟର ର ଅଧ୍ୟକ୍ଷ, ବୋରିଂ କମ୍ପାନୀ ଏବଂ ଏକ୍ସ-କର୍ପର ପ୍ରତିଷ୍ଠାତା; ନ୍ୟୁରୋଲିଙ୍କ୍ ଏବଂ ଓପନଏଆଇର ସହ ପ୍ରତିଷ୍ଠାତା ଶ୍ରୀ ଏଲୋନ୍ ମସ୍କଙ୍କୁ ଭେଟିଛନ୍ତି ।