ଭାରତର ୭୬ତମ ଗଣତନ୍ତ୍ର ଦିବସରେ ଶୁଭେଚ୍ଛା ପାଇଁ ଫ୍ରାନ୍ସର ରାଷ୍ଟ୍ରପତି ଓ ଆୟର୍ଲାଣ୍ଡର ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
January 27th, 11:06 am
ଭାରତର ୭୬ତମ ଗଣତନ୍ତ୍ର ଦିବସରେ ଶୁଭେଚ୍ଛା ଜଣାଇଥିବାରୁ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଓ ଆୟର୍ଲାଣ୍ଡର ପ୍ରଧାନମନ୍ତ୍ରୀ ମାଇକେଲ ମାର୍ଟିନଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଧନ୍ୟବାଦ ଜଣାଇଛନ୍ତି ।ଆୟର୍ଲାଣ୍ଡର ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିବାରୁ ଶ୍ରୀ ମାଇକଲ ମାର୍ଟିନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 24th, 11:38 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆୟର୍ଲାଣ୍ଡର ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିବାରୁ ଶ୍ରୀ ମାଇକଲ ମାର୍ଟିନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।