The inauguration of Micron’s semiconductor facility marks a milestone in India’s journey towards technology leadership: PM Modi in Sanand, Gujarat
February 28th, 02:45 pm
During the inauguration of the Micron ATMP facility in Sanand, Gujarat, PM Modi said that India is now rapidly strengthening its identity in the hardware sector. He highlighted the project’s rapid progress and emphasized that the facility is a testament to the robust India-US partnership. He expressed confidence that the Micron facility would anchor a new semiconductor ecosystem in the country and asserted that India is ready, reliable and delivers.ମାଇକ୍ରୋନ ଟେକ୍ନୋଲୋଜିର ସେମିକଣ୍ଡକ୍ଟର ଆସେମ୍ବଲି, ଟେଷ୍ଟ ଆଣ୍ଡ ପ୍ୟାକେଜିଂ ସୁବିଧାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 28th, 02:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସାନନ୍ଦଠାରେ ମାଇକ୍ରୋନ ଏଟିଏମପି (ଆସେମ୍ବଲି, ଟେଷ୍ଟ, ମାର୍କିଂ ଏବଂ ପ୍ୟାକେଜିଂ) ସୁବିଧାର ଉଦଘାଟନ କରିଛନ୍ତି। ବାଣିଜ୍ୟିକ ଉତ୍ପାଦନର ପ୍ରାରମ୍ଭକୁ ଚିହ୍ନିତ କରୁଥିବା ଏହି ଗୁରୁତ୍ୱପୂର୍ଣ୍ଣ ଘଟଣା ବିଶ୍ୱ ବୈଷୟିକ ନେତୃତ୍ୱ ଦିଗରେ ଭାରତର ଯାତ୍ରାରେ ଏକ ଐତିହାସିକ ମାଇଲଖୁଣ୍ଟକୁ ସୂଚିତ କରେ।Top Semiconductor CEOs express their appreciation after meeting PM Modi
September 10th, 11:44 pm
PM Modi chaired the Semiconductor Executives’ Roundtable at 7 LKM, discussing India's potential as a global semiconductor hub. CEOs praised his leadership, highlighting India’s progress in semiconductor development and investment-friendly reforms. Leaders like Sanjay Mehrotra (Micron) and Ajit Manocha (SEMI) commended PM Modi's vision for self-reliance, digital infrastructure, and semiconductor R&D.ଭାଇବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ ଶିଖର ସମ୍ମିଳନୀର ଦଶମ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ବିଶ୍ୱ ବ୍ୟବସାୟୀ ନେତାମାନେ ପ୍ରଶଂସା କରିଛନ୍ତି
January 10th, 12:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ଭାଇବ୍ରେଣ୍ଟ ଗୁଜରାଟ ଗ୍ଲୋବାଲ ଶିଖର ସମ୍ମିଳନୀ ୨୦୨୪ର ଦଶମ ସଂସ୍କରଣକୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷର ସମ୍ମିଳନୀର ବିଷୟବସ୍ତୁ ହେଉଛି 'ଗେଟ୍ ୱେ ଟୁ ଦି ଫ୍ୟୁଚର୍' ଏବଂ ଏଥିରେ ୩୪ଟି ଅଂଶୀଦାର ଦେଶ ଏବଂ ୧୬ଟି ଅଂଶୀଦାର ସଂଗଠନ ଅଂଶଗ୍ରହଣ କରିଛନ୍ତି। ଏହି ଶିଖର ସମ୍ମିଳନୀକୁ ଉତ୍ତର-ପୂର୍ବାଞ୍ଚଳ ବିକାଶ ମନ୍ତ୍ରଣାଳୟ ଉତ୍ତର-ପୂର୍ବାଞ୍ଚଳରେ ପୁଞ୍ଜିନିବେଶ ସୁଯୋଗ ପ୍ରଦର୍ଶନ କରିବା ପାଇଁ ଏକ ପ୍ଲାଟଫର୍ମ ଭାବରେ ବ୍ୟବହାର କରୁଛି ।PM Modi meets CEOs of global firms in Gandhinagar, Gujarat
January 09th, 04:30 pm
Prime Minister Narendra Modi met CEOs of various global organisations and institutes in Gandhinagar, Gujarat. These included Sultan Ahmed Bin Sulayem of DP World, Mr. Sanjay Mehrotra of Micron Technology, Professor Iain Martin of Deakin University, Mr. Keith Svendsen of A.P. Moller – Maersk and Mr. Toshihiro Suzuki of Suzuki Motor Corp.ମାଇକ୍ରୋନ୍ ଟେକ୍ନୋଲୋଜିର ସଭାପତି ଏବଂ ସିଇଓ ଶ୍ରୀ ସଞ୍ଜୟ ମେହରୋତ୍ରାଙ୍କୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ
July 28th, 06:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଗାନ୍ଧୀନଗରରେ ମାଇକ୍ରୋନ୍ ଟେକ୍ନୋଲୋଜିର ସଭାପତି ଏବଂ ସିଇଓ ଶ୍ରୀ ସଞ୍ଜୟ ମେହରୋତ୍ରାଙ୍କୁ ସାକ୍ଷାତ କରିଛନ୍ତି। ସେ ଭାରତରେ ସେମି କଣ୍ଡକ୍ଟରର ଉତ୍ପାଦନ ସମ୍ପର୍କିତ ଇକୋସିଷ୍ଟମକୁ ମଜବୁତ କରିବା ପାଇଁ ମାଇକ୍ରୋନ୍ ଟେକ୍ନୋଲୋଜିର ଯୋଜନା ଉପରେ ଆଲୋଚନା କରିଛନ୍ତି।