The commissioning of INS Agray, INS Dunagiri and INS Sanshodhak is a reflection of India's increasing self-reliance: PM Modi in Kolkata
June 21st, 12:51 pm
PM Modi has commissioned three indigenously designed and built naval ships - INS Dunagiri, INS Sanshodhak and INS Agray in Kolkata, West Bengal. Speaking on the occasion, he said the event represented an important milestone in the journey towards an Aatmanirbhar Bharat, adding that around 40 indigenously built warships and submarines have been inducted into the Indian Navy over the past few years.PM Modi commissions three indigenously designed and built naval ships – INS Dunagiri, INS Sanshodhak and INS Agray
June 21st, 12:50 pm
PM Modi has commissioned three indigenously designed and built naval ships - INS Dunagiri, INS Sanshodhak and INS Agray in Kolkata, West Bengal. Speaking on the occasion, he said the event represented an important milestone in the journey towards an Aatmanirbhar Bharat, adding that around 40 indigenously built warships and submarines have been inducted into the Indian Navy over the past few years.ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 12:15 pm
ଉଦଘାଟନ ହୋଇଗଲା ? ଉଦଘାଟନ ହୋଇଗଲା ? ନା, ଏବେ ଅଧା କାମ ହୋଇଛି। ମୁଁ କେବଳ ସେହି ପରଦା ହଟାଇଛି, କିନ୍ତୁ ଆଜି ମୁଁ ଚାହୁଁଛି ଯେ ଏହି ବିମାନବନ୍ଦରର ଉଦଘାଟନ ଅବସରରେ ଏଠାରେ ଯିଏ କେହି ଉପସ୍ଥିତ ଅଛନ୍ତି , ଆପଣମାନେ ସମସ୍ତେ ଏହା କରନ୍ତୁ , ଏବଂ ସେଥିପାଇଁ ଆପଣ ଆପଣଙ୍କର ମୋବାଇଲ୍ ଫୋନ୍ ବାହାର କରନ୍ତୁ ଏବଂ ମୋବାଇଲ୍ ଫୋନ୍ର ଫ୍ଲାସ୍ ଲାଇଟ୍କୁ ଅନ୍ କରନ୍ତୁ ଏବଂ ଭାବନ୍ତୁ ଆପଣ ଏହାର ଉଦ୍ଘାଟନ କରୁଛନ୍ତି । ଆପଣ ଦୀପ ଜାଳି ଏଠାରେ ଉପସ୍ଥିତ ଥିବା ପ୍ରତ୍ୟେକ ବ୍ୟକ୍ତି , ଆଜି ଏହି ବିମାନବନ୍ଦରର ଉଦଘାଟନ କରୁଛନ୍ତି। ଏହା ଆପଣଙ୍କର ସମ୍ପତ୍ତି, ଏହା ଆପଣଙ୍କର ଭବିଷ୍ୟତ, ଏହା ଆପଣଙ୍କର କଠିନ ପରିଶ୍ରମ ଏବଂ ସେଥିପାଇଁ ଏହାର ଉଦଘାଟନ ମଧ୍ୟ ଆପଣମାନଙ୍କ ହାତରେ କରାଯାଉଛି , ଆପଣ ଆପଣଙ୍କର ଭାରତ ମାତାର ଜୟ କହି, ହାତ ଉଠାଇ, ସମ୍ପୂର୍ଣ୍ଣ ଟର୍ଚ୍ଚଲାଇଟ୍ ଦେଖାନ୍ତୁ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଅନେକ - ଅନେକ ଧନ୍ୟବାଦ। ଏବେ ଉଦଘାଟନ ହୋଇଗଲା ।୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 28th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି। ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।ଜନସାଧାରଣଙ୍କ ସାମୂହିକ ପ୍ରୟାସକୁ ସାମ୍ନାକୁ ଆଣିବା ପାଇଁ 'ମନ୍ କୀ ବାତ୍' ଏକ ଉତ୍କୃଷ୍ଟ ପ୍ଲାଟଫର୍ମ: ପ୍ରଧାନମନ୍ତ୍ରୀ ମୋଦୀ
November 30th, 11:30 am
ଚଳିତ ମାସର ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ନଭେମ୍ବର ମାସର ପ୍ରମୁଖ ଘଟଣା ଉପରେ ଆଲୋକପାତ କରିଥିଲେ, ଯେଉଁଥିରେ ସମ୍ବିଧାନ ଦିବସ ଉତ୍ସବ, ବନ୍ଦେ ମାତରମର 150ତମ ବାର୍ଷିକୀ, ଅଯୋଧ୍ୟାରେ ଧର୍ମ ଧ୍ୱଜ ଉତ୍ତୋଳନ, ଆଇଏନଏସ 'ମାହେ' ଅନ୍ତର୍ଭୁକ୍ତ ଏବଂ କୁରୁକ୍ଷେତ୍ରରେ ଆନ୍ତର୍ଜାତୀୟ ଗୀତା ମହୋତ୍ସବ ଅନ୍ତର୍ଭୁକ୍ତ । ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଓ ମହୁ ଉତ୍ପାଦନ, ଭାରତର କ୍ରୀଡା ସଫଳତା, ସଂଗ୍ରହାଳୟ ଓ ପ୍ରାକୃତିକ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । କାଶୀ-ତାମିଲ ସଙ୍ଗମମର ଅଂଶ ହେବାକୁ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।