ମନ୍ କୀ ବାତ୍ ସେପ୍ଟେମ୍ବର 2025
September 28th, 11:00 am
ମୋର ପ୍ରିୟ ଦେଶବାସୀଗଣ, ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କ ସହିତ ଯୋଡିହେବା, ଆପଣ ସମସ୍ତଙ୍କଠାରୁ ଶିଖିବା, ଦେଶର ଲୋକଙ୍କ ଉପଲବ୍ଧି ବିଷୟରେ ଜାଣିବା, ପ୍ରକୃତରେ ମୋତେ ବହୁତ ସୁଖଦ ଅନୁଭୂତି ପ୍ରଦାନ କରିଥାଏ । ପରସ୍ପର ସହିତ ନିଜ କଥା ବାଣ୍ଟି, ନିଜ ମନର କଥା କହିବା ଭିତରେ ଜଣାପଡ଼ିଲାନି ଯେ, ଏହି କାର୍ଯ୍ୟକ୍ରମ ୧୨୫ ଅଧ୍ୟାୟ ପୂରଣ କରିସାରିଲାଣି । ଆଜି ହେଉଛି ଏହି କାର୍ଯ୍ୟକ୍ରମର ୧୨୬ତମ ଅଧ୍ୟାୟ ଏବଂ ଆଜିର ଦିନ ସହିତ କିଛି ବିଶେଷ କଥା ମଧ୍ୟ ଯୋଡ଼ି ହୋଇ ରହିଛି । ଆଜି ହେଉଛି ଭାରତର ଦୁଇ ମହାନ ବ୍ୟକ୍ତିଙ୍କ ଜୟନ୍ତୀ । ମୁଁ କହୁଛି ଶହୀଦ ଭଗତ ସିଂ ଏବଂ ଲତା ଦିଦିଙ୍କ କଥା ।ବିଶିଷ୍ଟ କଥାକଳି ନୃତ୍ୟଶିଳ୍ପୀ ସୁଶ୍ରୀ ମିଲେନା ସାଲଭିନିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ
January 26th, 06:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶିଷ୍ଟ କଥାକଳି ନୃତ୍ୟଶିଳ୍ପୀ ସୁଶ୍ରୀ ମିଲେନା ସାଲଭିନିଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।