West Bengal must be freed from TMC’s Maha Jungle Raj: PM Modi at Nadia virtual rally
December 20th, 01:55 pm
PM Modi addressed a public rally in Nadia, West Bengal through video conferencing after being unable to attend the programme physically due to adverse weather conditions. He sought forgiveness from the people, stating that dense fog made it impossible for the helicopter to land safely. Earlier today, the PM also laid the foundation stone and inaugurated development works in Ranaghat, a major way forward towards West Bengal’s growth story.PM Modi addresses a public rally virtually in Nadia, West Bengal
December 20th, 01:53 pm
PM Modi addressed a public rally in Nadia, West Bengal through video conferencing after being unable to attend the programme physically due to adverse weather conditions. He sought forgiveness from the people, stating that dense fog made it impossible for the helicopter to land safely. Earlier today, the PM also laid the foundation stone and inaugurated development works in Ranaghat, a major way forward towards West Bengal’s growth story.ହିନ୍ଦୁସ୍ଥାନ ଟାଇମ୍ସ ନେତୃତ୍ୱ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
December 06th, 08:14 pm
ହିନ୍ଦୁସ୍ଥାନ ଟାଇମ୍ସର ଏହି ନେତୃତ୍ୱ ସମ୍ମିଳନୀରେ ଦେଶ ବିଦେଶରୁ ବହୁ ମାନ୍ୟ ଗଣ୍ୟ ଅତିଥି ଯୋଗ ଦେଇଛନ୍ତି । ଆୟୋଜକ ତଥା ନିଜ ମତ ରଖିଥିବା ସମସ୍ତ ମହାନୁଭବଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଏବେ ଶୋଭନାଜୀ ଦୁଇଟି କଥା କହିଲେ ଯାହା ମୁଁ ଅନୁଧ୍ୟାନ କରିଛି । ଗୋଟିଏ ହେଲା, ଗତଥର ମୋଦୀ ଆସିଥିଲେ ଓ ଏହି ପ୍ରସ୍ତାବ ଦେଇଥିଲେ । ଏହି ଦେଶରେ ମିଡିଆ ହାଉସକୁ କେହି କିଛି କାମ କହିବାକୁ ସାହାସ କରନ୍ତିନି । କିନ୍ତୁ ମୁଁ କରିଲି । ମୋ ପାଇଁ ଏହା ଏକ ଶୁଭ ଖବର ଯେ, ଶୋଭନାଜୀ ଓ ତାଙ୍କ ଟିମ ଅତି ଆଗ୍ରହର ସହ ଏହି କାମ ସମ୍ପନ୍ନ କରିଛନ୍ତି । ମୁଁ ପ୍ରଦର୍ଶନୀ ଦେଖି ଆସିବା ପରେ ସମସ୍ତେ ଏହା ଦେଖିବା ଲାଗି ମୁଁ ଅନୁରୋଧ କରିବି । ଫଟୋଗ୍ରାଫର ବନ୍ଧୁମାନେ ସ୍ମୃତି ସବୁକୁ ଏମିତି ଜାବୁଡି ଧରି ରଖିପାରିଛନ୍ତି ଯେ ସେହି ମୁହୂର୍ତ ସବୁ ଅମରତ୍ୱ ଲାଭ କରିପାରିଛି । ଦେଶ ମାତୃକାର ସେବା ଆଗକୁ ଏମିତି ଜାରି ରଖିବା ନେଇ ହିନ୍ଦୁସ୍ଥାନ ଟାଇମ୍ସ କହିବା ପରେ ମୁଁ ବିଶେଷ ଭାବରେ ଏନେଇ ଧନ୍ୟବାଦ ଜଣାଉଛି ।ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
December 06th, 08:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ଉଦବୋଧନ ଦେଇଛନ୍ତି । ସମ୍ମିଳନୀରେ ଭାରତ ଏବଂ ବିଦେଶରୁ ଅନେକ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିକୁ ସେ ସ୍ୱାଗତ କରିବା ସହିତ ଆୟୋଜକ ଏବଂ ନିଜର ମତାମତ ବାଣ୍ଟିଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ଶୋଭନା ଜୀ ଦୁଇଟି ବିନ୍ଦୁ ଉଲ୍ଲେଖ କରିଥିଲେ ଯାହାକୁ ସେ ଭଲଭାବେ ହୃଦୟଙ୍ଗମ କରିଛନ୍ତି। ପ୍ରଥମଟି ଥିଲା ତାଙ୍କର ପୂର୍ବ ଗସ୍ତର ଉଲ୍ଲେଖ, ଯେତେବେଳେ ସେ ଏକ ପରାମର୍ଶ ଦେଇଥିଲେ, ଯାହା ଗଣମାଧ୍ୟମ ସଂସ୍ଥାଗୁଡ଼ିକ ସହିତ ବହୁତ କମ୍ କରାଯାଇଥାଏ, କିନ୍ତୁ ସେ ତାହା କରିଥିଲେ। ଶୋଭନା ଜୀ ଏବଂ ତାଙ୍କ ଦଳ ଏହାକୁ ଉତ୍ସାହର ସହିତ କାର୍ଯ୍ୟକାରୀ କରିଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଦର୍ଶନୀ ପରିଦର୍ଶନ କରିବା ସମୟରେ ସେ ଦେଖିଥିଲେ ଯେ ଫଟୋଗ୍ରାଫରମାନେ ଏପରି ମୁହୂର୍ତ୍ତଗୁଡ଼ିକୁ କ୍ୟାମେରାରେ କଏଦ କରିଛନ୍ତି ଯାହା ଅମର ହୋଇଯାଇଛି । ସମସ୍ତଙ୍କୁ ଏହା ଦେଖିବାକୁ ସେ ଅନୁରୋଧ କରିଥିଲେ। ଶୋଭନା ଜୀଙ୍କ ଦ୍ୱିତୀୟ ବିନ୍ଦୁ ଉପରେ ପ୍ରଧାନମନ୍ତ୍ରୀ ମତ ରଖିଥିଲେ। ସେ କହିଥିଲେ, ଦେଶର ସେବା କରିବା କେବଳ ତାଙ୍କର ଇଚ୍ଛା ନୁହେଁ ବରଂ ହିନ୍ଦୁସ୍ତାନ ଟାଇମ୍ସ ମଧ୍ୟ ଚାହୁଁଛି ଯେ ସେ ଏହି ସେବା କରିବା ଜାରି ରଖିବା ଆବଶ୍ୟକ। ଏଥିପାଇଁ ପ୍ରଧାନମନ୍ତ୍ରୀ ବିଶେଷ ଭାବେ କୃତଜ୍ଞତା ପ୍ରକଟ କରିଥିଲେ।RJD forced Congress to surrender its CM claim at gunpoint: PM Modi in Bhagalpur, Bihar
November 06th, 12:01 pm
In the Bhagalpur rally, PM Modi criticised RJD and Congress for never understanding the value of self-reliance or Swadeshi. He reminded the people that the Congress can never erase the stain of the Bhagalpur riots. Outlining NDA’s roadmap for progress, PM Modi said the government is working to make Bihar a hub for textiles, tourism and technology.No IIT, no IIM, no National Law University — a whole generation’s future was devoured by RJD’s leadership: PM Modi in Araria, Bihar
November 06th, 11:59 am
PM Modi addressed a large public gathering in Araria, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’PM Modi stirs up massive rallies with his addresses in Araria & Bhagalpur, Bihar
November 06th, 11:35 am
PM Modi addressed large public gatherings in Araria & Bhagalpur, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’RJD and Congress are putting Bihar’s security and the future of its children at risk: PM Modi in Katihar, Bihar
November 03rd, 02:30 pm
In a massive public rally in Katihar, Bihar, PM Modi began with the clarion call, “Phir ek baar - NDA Sarkar, Phir ek baar - Susashan Sarkar.” He accused the RJD and Congress of risking Bihar’s security for votes and questioned whether benefits meant for the poor should be taken away by infiltrators. He remarked that under Nitish Ji’s leadership, NDA brought governance and growth, emphasizing that every single vote will play a role in building a Viksit Bihar.Be it Congress or RJD, their love is only for infiltrators: PM Modi in Saharsa, Bihar
November 03rd, 02:15 pm
Amidst the ongoing election campaigning in Bihar, PM Modi's rally spree continued as he addressed a public meeting in Saharsa. He said that only two days are left for the first phase of voting in Bihar. Many young voters here will be voting for the first time. He urged all first-time voters in Bihar, “Do not let your first vote go to waste. The NDA is forming the government in Bihar and your vote should go to the alliance that is actually winning. Your vote should be for a Viksit Bihar.”Massive public turnout as PM Modi campaigns in Saharsa and Katihar, Bihar
November 03rd, 02:00 pm
Amid the ongoing election campaign in Bihar, PM Modi continued his rally spree, addressing large public meetings in Saharsa and Katihar. He reminded people that only two days remain for the first phase of voting, noting that many young voters will be casting their vote for the first time. Urging them not to waste their first vote, he said, “The NDA is forming the government in Bihar. Your vote should go to the alliance that is actually winning - your vote should be for a Viksit Bihar.”Let’s take a pledge together — Bihar will stay away from Jungle Raj! Once again – NDA Government: PM Modi in Chhapra
October 30th, 11:15 am
In his public rally at Chhapra, Bihar, PM Modi launched a sharp attack on the INDI alliance, stating that the RJD-Congress bloc, driven by vote-bank appeasement and opposed to faith and development, can never respect the beliefs of the people. Highlighting women empowerment, he said NDA initiatives like Drone Didis, Bank Sakhis, Lakhpati Didis have strengthened women across Bihar and this support will be expanded when NDA returns to power.PM Modi’s grand rallies electrify Muzaffarpur and Chhapra, Bihar
October 30th, 11:00 am
PM Modi addressed two massive public meetings in Muzaffarpur and Chhapra, Bihar. Beginning his first rally, he noted that this was his first public meeting after the Chhath Mahaparv. He said that Chhath is the pride of Bihar and of the entire nation—a festival celebrated not just across India, but around the world. PM Modi also announced a campaign to promote Chhath songs nationwide, stating, “The public will choose the best tracks, and their creators will be awarded - helping preserve and celebrate the tradition of Chhath.”ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 10:45 am
ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ, ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପର ଆରମ୍ଭ
October 04th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଦକ୍ଷତା ସମାବର୍ତ୍ତନ ସମାରୋହରେ ୬୨ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ କରିଛନ୍ତି। ଦେଶବ୍ୟାପୀ ଲକ୍ଷ ଲକ୍ଷ ଆଇଟିଆଇ ଛାତ୍ରଛାତ୍ରୀ, ବିହାରର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଯେ, କିଛି ବର୍ଷ ପୂର୍ବେ ସରକାର ଆଇଟିଆଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଧରଣର ସମାବର୍ତ୍ତନ ସମାରୋହ ଆୟୋଜନ କରିବାର ଏକ ନୂତନ ପରମ୍ପରା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ଆଜି ସେହି ପରମ୍ପରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି।When a woman progresses, the entire society moves forward: PM at Mukhyamantri Mahila Rojgar Yojana launch in Bihar
September 26th, 11:30 am
During the launch of Bihar’s Mukhyamantri Mahila Rojgar Yojana, PM Modi rejoiced in transferring ₹10,000 to the bank accounts of 75 lakh women. He noted that initiatives like Mudra Yojana, Drone Didi, Bima Sakhi, and Bank Didi are creating new employment opportunities for women. He urged everyone to ensure the state never returns to its past darkness, highlighting that women have been the key beneficiaries of this transformation.‘ବିହାରର ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 26th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିହାରର ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ନବରାତ୍ରିର ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ବିହାରର ମହିଳାମାନଙ୍କ ସହିତ ଏକ ଉତ୍ସବରେ ଯୋଗଦେଦେଇ ଖୁସି ପ୍ରକାଶ କରିଥିଲେ ଏବଂ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା ଆଜି ଆରମ୍ଭ ହେଉଛି। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ ଯେ ୭୫ ଲକ୍ଷ ମହିଳା ଏହି ପ୍ରୟାସରେ ଯୋଗ ଦେଇସାରିଛନ୍ତି। ସେ ଘୋଷଣା କରିଥିଲେ, ଏହି ୭୫ ଲକ୍ଷ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏକକାଳୀନ ୧୦,୦୦୦ ଟଙ୍କା ପ୍ରେରଣ କରାଯାଇଛି।ମଧ୍ୟପ୍ରଦେଶର ଧାରଠାରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 17th, 11:20 am
ମଧ୍ୟ ପ୍ରଦେଶର ରାଜ୍ୟପାଳ ମଙ୍ଗୁଭାଇ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ମୋହନ ଯାଦବ ଜୀ, କେନ୍ଦ୍ରରେ ମୋର ସହଯୋଗୀ ଭଉଣୀ ସାବିତ୍ରୀ ଠାକୁର ଜୀ, ଦେଶର କୋଣ ଅନୁକୋଣରୁ ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଆସିଥିବା ସମସ୍ତ କେନ୍ଦ୍ର ମନ୍ତ୍ରୀଗଣ, ରାଜ୍ୟମାନଙ୍କର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଗଣ, ମଞ୍ଚ ଉପରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ ଏବଂ ଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ!ମଧ୍ୟପ୍ରଦେଶର ଧାରରେ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 17th, 11:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଧାରରେ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଜ୍ଞାନର ଦେବୀ - ଧାର ଭୋଜଶାଳାର ପୂଜ୍ୟ ମାତା - ବାଗ୍ଦେବୀଙ୍କ ପାଦ ତଳେ ପ୍ରଣାମ କରିଥିଲେ। ଆଜି ଦିବ୍ୟ ସ୍ଥପତି , କୌଶଳ ଏବଂ ସୃଷ୍ଟିର ଦେବତା ଭଗବାନ ବିଶ୍ୱକର୍ମାଙ୍କ ଜନ୍ମବାର୍ଷିକୀ। ଏହା ସହିତ ପ୍ରଧାନମନ୍ତ୍ରୀ ଭଗବାନ ବିଶ୍ୱକର୍ମାଙ୍କ ପ୍ରତି ପ୍ରଣାମ ଜଣାଇ, କୋଟି କୋଟି ଭାଇଭଉଣୀଙ୍କୁ ମଧ୍ୟ ସମ୍ମାନ ଜଣାଇଥିଲେ । ଯେଉଁମାନେ ନିଜର କାରିଗରୀ ଏବଂ ସମର୍ପଣ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ନିୟୋଜିତ ଅଛନ୍ତି।ଅହମ୍ମଦାବାଦର କନ୍ୟା ଛାତ୍ରାଳୟ ସରଦାରଧାମ ୨ୟ ପର୍ଯ୍ୟାୟର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
August 24th, 10:39 pm
କେନ୍ଦ୍ର କ୍ୟାବିନେଟର ମୋର ସମସ୍ତ ସହକର୍ମୀ, ଗୁଜରାଟ ସରକାରଙ୍କ ସମସ୍ତ ମନ୍ତ୍ରୀ, ଉପସ୍ଥିତ ସମସ୍ତ ସାଂସଦ, ସମସ୍ତ ବିଧାୟକ, ସରଦାରଧାମର ମୁଖ୍ୟ ଶ୍ରୀ ଗଗଜୀ ଭାଇ, ଟ୍ରଷ୍ଟି ଭି. କେ. ପଟେଲ, ଦିଲୀପ ଭାଇ, ଅନ୍ୟ ସମସ୍ତ ମହାନ ବ୍ୟକ୍ତି ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ, ବିଶେଷକରି ମୋର ପ୍ରିୟ ଝିଅମାନେ ।ଅହମ୍ମଦାବାଦରେ ସର୍ଦ୍ଦାରଧାମ, ପର୍ଯ୍ୟାୟ-୨, ବାଳିକା ଛାତ୍ରାବାସର ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 24th, 10:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଗୁଜରାଟର ଅହମ୍ମଦାବାଦରେ ବାଳିକା ଛାତ୍ରାବାସ ସର୍ଦ୍ଦାରଧାମ ପର୍ଯ୍ୟାୟ-୨ ର ଶିଳାନ୍ୟାସ ସମାରୋହକୁ ସମ୍ବୋଧିତ କରିଥିଲେ। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସର୍ଦ୍ଦାରଧାମର ନାମ ଏହାର କାର୍ଯ୍ୟ ପରି ପବିତ୍ର, ସେ ଝିଅମାନଙ୍କ ସେବା ଏବଂ ଶିକ୍ଷା ପାଇଁ ଉତ୍ସର୍ଗୀକୃତ ଏକ ଛାତ୍ରାବାସର ଉଦଘାଟନ ଉପରେ ଆଲୋକପାତ କରିଥିଲେ। ସେ ଆହୁରି କହିଥିଲେ ଯେ, ଏହି ଛାତ୍ରାବାସରେ ରହୁଥିବା ଝିଅମାନେ ଅନେକ ଆକାଂକ୍ଷା ଏବଂ ସ୍ୱପ୍ନ ନେଇ ଆସିବେ ଏବଂ ସେମାନଙ୍କୁ ତାହା ପୂରଣ କରିବା ପାଇଁ ଅନେକ ସୁଯୋଗ ପ୍ରଦାନ କରାଯିବ। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ ଯେ, ଏହି ଝିଅମାନେ ସ୍ୱାବଲମ୍ବୀ ଏବଂ ସକ୍ଷମ ହେବା ପରେ, ସେମାନେ ସ୍ୱାଭାବିକ ଭାବରେ ରାଷ୍ଟ୍ର ନିର୍ମାଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ ଏବଂ ସେମାନଙ୍କ ପରିବାର ମଧ୍ୟ ସଶକ୍ତ ହୋଇଯିବ। ପ୍ରଧାନମନ୍ତ୍ରୀ ଏହି ଛାତ୍ରାବାସରେ ରହିବାର ସୁଯୋଗ ପାଇଥିବା ସମସ୍ତ ଝିଅମାନଙ୍କୁ ଏବଂ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ।