Prime Minister’s meeting with Prime Minister of UK on the sidelines of the G7 Summit
June 17th, 12:36 am
On the sidelines of the G7 Summit in Evian, France, PM Modi held a bilateral meeting with UK PM Keir Starmer, during which the two leaders reviewed the strong momentum in India-UK relations. They welcomed progress across all pillars of Vision 2035 and looked forward to the early entry into force of the Comprehensive Economic and Trade Agreement.Prime Minister expresses grief over loss of lives due to a tragic mishap in Solapur Rural, Maharashtra
June 14th, 11:40 am
The Prime Minister, Shri Narendra Modi has expressed deep sorrow over the loss of lives due to a tragic mishap in Solapur Rural, Maharashtra.ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ
May 28th, 01:59 pm
ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାଭିସ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।ଫଳାଫଳ ତାଲିକା: ସାଇପ୍ରସ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ନିକୋସ୍ କ୍ରିଷ୍ଟୋଡୋଲାଇଡସଙ୍କ ଭାରତ ଗସ୍ତ
May 22nd, 04:11 pm
୧. ଆତଙ୍କବାଦୀ ବିରୋଧୀ ମିଳିତ କାର୍ଯ୍ୟଗୋଷ୍ଠୀ ପ୍ରତିଷ୍ଠା ପାଇଁ ବୁଝାମଣାପତ୍ରଭାରତ ଏବଂ ଭିଏତନାମ ମଧ୍ୟରେ ଉନ୍ନତ ବ୍ୟାପକ ରଣନୈତିକ ସହଭାଗୀତା ଉପରେ ମିଳିତ ବିବୃତ୍ତି
May 06th, 05:24 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଭିଏତନାମ କମ୍ୟୁନିଷ୍ଟ ପାର୍ଟିର କେନ୍ଦ୍ରୀୟ କମିଟିର ସାଧାରଣ ସମ୍ପାଦକ, ଭିଏତନାମ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ମେ’୦୫ ରୁ ୦୭ ପର୍ଯ୍ୟନ୍ତ ଭାରତ ଗସ୍ତ କରିଛନ୍ତି। ମହାମହିମ ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମଧ୍ୟ ଅଛନ୍ତି। ଏକ ଦୃଢ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ମଧ୍ୟ ସମ୍ମାନିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ସାମିଲ ଅଛନ୍ତି।Prime Minister extends greetings to the people of Maharashtra on Maharashtra Day
May 01st, 09:14 am
Prime Minister Shri Narendra Modi today extended his best wishes to the people of Maharashtra on the occasion of Maharashtra Day.PM to visit Uttar Pradesh on 28-29 April
April 26th, 03:46 pm
PM Modi will visit Uttar Pradesh on 28-29 April. During the visit, he will participate in a Mahila Sammelan and also launch various development projects worth around ₹6,350 crore in Varanasi. Later, he will perform darshan and pooja at the Shri Kashi Vishwanath Temple and inaugurate the Ganga Expressway in Hardoi. The expressway will drive holistic economic growth across the state.ମନ କୀ ବାତରେ ଡିଜିଟାଲ ଜନଗଣନା 2027 ରେ ଭାଗ ନେବାକୁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
April 26th, 11:30 am
ଚଳିତ ମାସର ମନ୍ କୀ ବାତ୍ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ ଆଣବିକ ଏବଂ ପବନ ଶକ୍ତି କ୍ଷେତ୍ରରେ ଭାରତର ଅଗ୍ରଗତି ଉପରେ ଆଲୋକପାତ କରିଥିଲେ । ସେ ଭଗବାନ୍ ବୁଦ୍ଧଙ୍କ ଶିକ୍ଷା, ବିଟିଂ ରିଟ୍ରିଟ୍ ସମାରୋହ, ପ୍ରକୃତି ସଂରକ୍ଷଣ, ବାଉଁଶ କ୍ଷେତ୍ର, ପ୍ରାଚୀନ ଗ୍ରନ୍ଥ ଏବଂ ଗାଣିତିକ ଅଲିମ୍ପିଆଡ୍ କାର୍ଯ୍ୟକ୍ରମ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମଧ୍ୟ ଆଲୋକପାତ କରିଥିଲେ । ଚାଲିଥିବା ଡିଜିଟାଲ ଜନଗଣନା ଅଭିଯାନ ବିଷୟରେ ମଧ୍ୟ ପ୍ରଧାନମନ୍ତ୍ରୀ କହିଥିଲେ ଏବଂ ଏହି ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ ।India-ROK Comprehensive Framework for Partnership in Shipbuilding, Shipping and Maritime Logistics
April 20th, 10:51 pm
PM Modi and President Lee Jae Myung of the Republic of Korea held productive and in-depth exchange of views on mutually beneficial cooperation in shipbuilding, shipping and maritime logistics. Both sides agreed that India’s maritime ambitions under Maritime Amrit Kaal 2047 Vision have created considerable opportunities for long-term collaboration with the ROK.ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋଟା ବିମାନବନ୍ଦରର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 03:15 pm
ଗତ ସପ୍ତାହରେ, ମୋତେ ରାଜସ୍ଥାନ ଗସ୍ତ କରିବାର ସୁଯୋଗ ମିଳିଥିଲା। ଆଜମେରର ପବିତ୍ର ଭୂମିରୁ, ଆମେ ରାଜସ୍ଥାନର ବିକାଶ ସହିତ ଜଡିତ ହଜାର ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଥିଲୁ। ସେହି କାର୍ଯ୍ୟକ୍ରମରେ, ରାଜସ୍ଥାନର ୨୧,୦୦୦ ରୁ ଅଧିକ ଯୁବ ସହକର୍ମୀଙ୍କୁ ନିଯୁକ୍ତି ପତ୍ର ମଧ୍ୟ ବଣ୍ଟନ କରାଯାଇଥିଲା। ଆଜମେର ଗସ୍ତର ମାତ୍ର କିଛି ଦିନ ବ୍ୟବଧାନ ପରେ,ଏବେ, ମୋ ପାଖରେ କୋଟା ସହିତ ଜଡିତ ଏହି ଗୁରୁତ୍ୱପୂର୍ଣ୍ଣ ବିମାନବନ୍ଦର ପ୍ରକଳ୍ପର ଶୁଭାରମ୍ଭ କରିବାର ସୁଯୋଗ ମିଳିଛି। ରାଜସ୍ଥାନରେ ଗୋଟିଏ ସପ୍ତାହରେ ଆରମ୍ଭ ହୋଇଥିବା ଏହି ଦୁଇଟି ପ୍ରମୁଖ ବିକାଶ କାର୍ଯ୍ୟକ୍ରମର ଏକ ଶକ୍ତିଶାଳୀ ବାର୍ତ୍ତା ଦେଉଛି। ଏହା ଦର୍ଶାଏ ଯେ ରାଜସ୍ଥାନ ଆଜି ଦ୍ରୁତ ଗତିରେ ପ୍ରଗତି କରୁଛି। ଭିତ୍ତିଭୂମି ହେଉ, ଯୁବକମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ହେଉ, କୃଷକ ଏବଂ ମା' ଏବଂ ଭଉଣୀମାନଙ୍କ ପାଇଁ ଯୋଜନା ହେଉ, ରାଜସ୍ଥାନର ପ୍ରତ୍ୟେକ କ୍ଷେତ୍ରରେ କାମ ଦ୍ରୁତ ଗତିରେ ଆଗକୁ ବଢ଼ୁଛି।ହାଡୋତି ଅଞ୍ଚଳର ପରିବର୍ତ୍ତନ ବିଷୟରେ ଉଲ୍ଲେଖ କରିବା ସହ କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 07th, 02:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ କୋଟା ବିମାନବନ୍ଦରର ଶିଳାନ୍ୟାସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ଏହା ହାଡୋତି ଅଞ୍ଚଳ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଭାବେ ପରିଗଣିତ ହେଉଛି। ରାଜସ୍ଥାନ ଏକ ଅଭୂତପୂର୍ବ ଗତିରେ ଅଗ୍ରସର ହେଉଛି ଓ ନୂତନ ବିମାନବନ୍ଦର ଅର୍ଥନୈତିକ ଏବଂ ଶିଳ୍ପ ଅଭିବୃଦ୍ଧି ପାଇଁ ଏକ ପ୍ରେରକ ଶକ୍ତି ହେବାକୁ ଯାଉଛି ବୋଲି ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଛନ୍ତି।ଭାରତ-କାନାଡା ସିଇଓ ଫୋରମ୍ ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 02nd, 02:30 pm
ମାନନୀୟ ପ୍ରଧାନମନ୍ତ୍ରୀ ମାର୍କ କାର୍ନି, ଉଭୟ ଦେଶର ବ୍ୟବସାୟ ନେତାଗଣ, ମାନନୀୟା ମହିଳା ଏବଂ ସଜ୍ଜନମାନେ, ନମସ୍କାର!ମହାରାଷ୍ଟ୍ରର ନାଗପୁରରେ କାରଖାନା ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
March 01st, 12:09 pm
ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ରର ନାଗପୁରସ୍ଥିତ ଏକ କାରଖାନାରେ ଘଟିଥିବା ବିସ୍ଫୋରଣ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
February 26th, 10:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ୨୭ ଫେବୃଆରୀରୁ ୨ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଭାରତକୁ ଏକ ସରକାରୀ ଗସ୍ତରେ ଆସିବେ । ଏହା ପ୍ରଧାନମନ୍ତ୍ରୀ କାର୍ନିଙ୍କର ପ୍ରଥମ ସରକାରୀ ଭାରତ ଗସ୍ତ ହେବ ।India-France Year of Innovation is our shared commitment to innovate and lead: PM Modi at the India-France Innovation Forum
February 18th, 12:07 pm
In his address at the India-France Innovation Forum in Mumbai, PM Modi said that he and President Macron have decided to celebrate 2026 as the India-France Year of Innovation. Highlighting the government’s achievements in innovation over the past decade, he urged industry leaders to join the Atal Innovation Mission. He called on everyone to join hands with India to build a future where technology serves humanity and progress is inclusive.ଭାରତ-ଫ୍ରାନ୍ସ ମିଳିତ ବିବୃତି
February 18th, 08:10 am
ଭାରତର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଫ୍ରାନ୍ସର ରାଷ୍ଟ୍ରପତି ମହାମହିମ ଶ୍ରୀ ଇମାନୁଏଲ ମାକ୍ରନ ୧୭ ରୁ ୧୯ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତ କରିଥିଲେ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରଭାବ ସମ୍ମିଳନୀ ୨୦୨୬ରେ ଅଂଶଗ୍ରହଣ କରିଥିଲେ। ଏହି ଗସ୍ତ ସମୟରେ ଦୁଇ ନେତା ଦ୍ୱିପାକ୍ଷିକ ଆଲୋଚନା କରିଥିଲେ ଏବଂ ୧୭ ଫେବୃଆରୀରେ ମୁମ୍ବାଇରେ ମିଳିତ ଭାବରେ ୨୦୨୬ ଭାରତ-ଫ୍ରାନ୍ସ ନବସୃଜନ ବର୍ଷର ଉଦଘାଟନ କରିଥିଲେ। ଏହା ହେଉଛି ରାଷ୍ଟ୍ରପତି ମାକ୍ରନଙ୍କର ଚତୁର୍ଥ ଭାରତ ଗସ୍ତ। ଫେବୃଆରୀ ୨୦୨୫ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫ୍ରାନ୍ସ ଗସ୍ତ ପରେ ପରେ ମାକ୍ରନ ଭାରତ ଗସ୍ତରେ ଆସିଥିଲେ। ଏହି ଅବସରରେ ଉଭୟ ନେତା ଆଗାମୀ ଦଶନ୍ଧିରେ ଦ୍ୱିପାକ୍ଷିକ ସହଯୋଗକୁ ମାର୍ଗଦର୍ଶନ କରିବା ପାଇଁ ସମ୍ପର୍କକୁ ସ୍ୱତନ୍ତ୍ର ବୈଶ୍ୱିକ ରଣନୀତିକ ସହଭାଗିତା ରେ ପରିଣତ କରିବାକୁ ସହମତ ହୋଇଥିଲେ। ଭାରତ-ଫ୍ରାନ୍ସ ସମ୍ପର୍କର ଏହି ଉନ୍ନତି ମିଳିତ ଭାବେ ବୃଦ୍ଧି ପାଉଥିବା ଉଭୟ ନେତାଙ୍କ ଉଚ୍ଚଭିଳାଷ ଓ ଲକ୍ଷ୍ୟକୁ ପ୍ରତିଫଳିତ କରୁଛି। ବିଶ୍ୱର ମଙ୍ଗଳ ପାଇଁ ଏହା ଏକ ଶକ୍ତି ଭାବରେ କାର୍ଯ୍ୟ କରିବ । ଏହା କେବଳ ସେମାନଙ୍କ ଅର୍ଥନୀତିରେ ସମୃଦ୍ଧି ଓ ସ୍ଥିରତା ନିର୍ମାଣ କରିବାରେ ଓ ସେମାନଙ୍କ ଦେଶର ସୁରକ୍ଷାକୁ ଆହୁରି ମଜଭୁତ କରିବାରେ ସାହାଯ୍ୟ କରିବ, ତାହା ନୁହେଁ ବରଂ ଦିନକୁ ଦିନ ବଢୁଥିବା ଅନିଶ୍ଚିତ ବୈଶ୍ୱିକ ପରିସ୍ଥିତିରେ ଚ୍ୟାଲେଞ୍ଜର ସମାଧାନ ପାଇଁ ସାମୂହିକ ଭାବରେ କାର୍ଯ୍ୟ କରିବ। ଏହା ସହିତ ଏକ ସ୍ଥିର ନିୟମ-ଆଧାରିତ ଅନ୍ତର୍ଜାତୀୟ ପରିବେଶ ଗଠନ କରିବାରେ ସାହାଯ୍ୟ କରିବ। ଉଭୟ ଦେଶ ୨୦୨୩ ମସିହାରେ ରଣନୀତିକ ସହଭାଗୀତାର ପଞ୍ଚବିଂଶ ବାର୍ଷିକୀ ପାଳନ କରିଥିଲେ। ଏହି ଅବସରରେ ସେମାନେ ୨୦୪୭ ପର୍ଯ୍ୟନ୍ତ ଦ୍ୱିପାକ୍ଷିକ ସମ୍ପର୍କର ମାର୍ଗ ନିର୍ଦ୍ଧାରଣ କରିବା ପାଇଁ ହରାଇଜନ ୨୦୪୭ ରୋଡମ୍ୟାପ୍ ଗ୍ରହଣ କରିଥିଲେ। ଏହି ୨୦୪୭ ହେଉଛି ଭାରତର ସ୍ୱାଧୀନତାର ଶତବାର୍ଷିକୀ ବର୍ଷ, ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କର ଶତବାର୍ଷିକୀ ଓ ଦୁଇ ଦେଶ ମଧ୍ୟରେ ରଣନୀତିକ ସହଭାଗୀତାର ୫୦ତମ ବର୍ଷ। ଉଭୟ ନେତା ଦ୍ୱିପାକ୍ଷିକ ସହଯୋଗର ଅଗ୍ରଗତି ଓ ଉନ୍ନତ ସହଭାଗୀତାର କାର୍ଯ୍ୟାନ୍ୱୟନ ଏବଂ ହରାଇଜନ୍ ୨୦୪୭ ବିଶେଷ କରି ଆର୍ଥିକ ସୁରକ୍ଷା, ବିଶ୍ୱ ସମସ୍ୟା ଏବଂ ଦୁଇ ଦେଶର ଲୋକଙ୍କ ମଧ୍ୟରେ ପରସ୍ପର ମଧ୍ୟରେ ଆଦାନପ୍ରଦାନ କ୍ଷେତ୍ରରେ ନିୟମିତ ସମୀକ୍ଷା କରିବା ପାଇଁ ଏକ ବୈଦେଶିକ ମନ୍ତ୍ରୀସ୍ତରୀୟ ବ୍ୟାପକ ଆଲୋଚନା କରିଥିଲେ।ଫଳାଫଳ ତାଲିକା: ଫ୍ରାନ୍ସ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ
February 17th, 07:00 pm
ଭାରତ-ଫ୍ରାନ୍ସ ସମ୍ପର୍କକୁ ‘ବିଶେଷ ବିଶ୍ୱ ରଣନୈତିକ ସହଭାଗୀତା’ ସ୍ତରକୁ ଉନ୍ନୀତ କରିବାଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
February 17th, 04:00 pm
ମୋର ପ୍ରିୟ ବନ୍ଧୁ, ରାଷ୍ଟ୍ରପତି ମାକ୍ରନଙ୍କୁ ମୁମ୍ବାଇରେ ସ୍ୱାଗତ କରି ମୁଁ ଅତ୍ୟନ୍ତ ଖୁସି ଅନୁଭବ କରୁଛି। ଗତ ବର୍ଷ, ସେ ମୋତେ ଫ୍ରାନ୍ସରେ ଅନୁଷ୍ଠିତ ଏଆଇ ଆକ୍ସନ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଥିଲେ।ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଭାରତରେ ସ୍ୱାଗତ ଜଣାଇବା ସହିତ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ
February 17th, 09:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କୁ ଭବ୍ୟ ସ୍ୱାଗତ ଜଣାଇ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ ଏହି ଗସ୍ତ ଭାରତ-ଫ୍ରାନ୍ସ ସମ୍ପର୍କକୁ ନୂତନ ଉଚ୍ଚତାକୁ ନେଇଯିବ।୧୭ ଫେବୃଆରୀରେ ମୁମ୍ବାଇରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 16th, 09:02 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଫେବୃଆରୀ ୨୦୨୬ରେ ମୁମ୍ବାଇ ଗସ୍ତ କରିବେ, ଯେଉଁଠାରେ ସେ ଫ୍ରାନ୍ସର ରାଷ୍ଟ୍ରପତି ମହାମହିମ ଶ୍ରୀ ଇମାନୁଏଲ୍ ମାକ୍ରନଙ୍କୁ ଭେଟିବେ ।