ନୂଆଦିଲ୍ଲୀରେ ପ୍ରାଇମ ମିନିଷ୍ଟର୍ସ ମ୍ୟୁଜିୟମ ଓ ଲାଇବ୍ରେରୀ (ପିଏମଏମଏଲ) ସୋସାଇଟିର ୪୭ତମ ବାର୍ଷିକ ସାଧାରଣ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତା
June 23rd, 09:35 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ତିନମୂର୍ତ୍ତି ହାଉସଠାରେ ପ୍ରାଇମ ମିନିଷ୍ଟର୍ସ ମ୍ୟୁଜିୟମ ଆଣ୍ଡ ଲାଇବ୍ରେରୀ (ପିଏମଏମଏଲ) ସୋସାଇଟିର ୪୭ତମ ବାର୍ଷିକ ସାଧାରଣ ବୈଠକରେ ଅଧ୍ୟକ୍ଷତା କରିଥିଲେ ।