ମିଲାଦ-ଉନ-ନବୀ ଅବସରରେ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା
September 05th, 08:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ମିଲାଦ-ଉନ-ନବୀ’ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଏହି ପବିତ୍ର ଦିବସ ଆମ ସମାଜରେ ଶାନ୍ତି ଓ ସମୃଦ୍ଧି ଆଣୁ । କରୁଣା, ସେବା ଏବଂ ନ୍ୟାୟ ସର୍ବଦା ଆମକୁ ମାର୍ଗଦର୍ଶନ କରୁ ।”ଇଦ୍-ଉଲ୍-ଅଦ୍ହାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
June 07th, 09:09 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଦ୍-ଉଲ୍-ଅଦ୍ହା ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ହରିୟାଣାର ହିସାର ବିମାନ ବନ୍ଦରର ନୂତନ ଟର୍ମିନାଲ ଭବନର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 14th, 11:00 am
ମୁଁ କହିବି, ବାବାସାହେବ ଆମ୍ବେଦକର, ଆପଣମାନେ ସମସ୍ତେ ଦୁଇଥର କୁହନ୍ତୁ, ଅମର ରହେ ! ଅମର ରହେ!ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୪୧୦ କୋଟି ଟଙ୍କାରୁ ଅଧିକ ବ୍ୟୟ ଅଟକଳ ବିଶିଷ୍ଟ ହିସାର ବିମାନବନ୍ଦରର ନୂତନ ଟର୍ମିନାଲ ଭବନର ଶିଳାନ୍ୟାସ କଲେ
April 14th, 10:16 am
ବିମାନ ଯାତ୍ରାକୁ ସମସ୍ତଙ୍କ ପାଇଁ ସୁରକ୍ଷିତ, ସୁଲଭ ଏବଂ ସୁଲଭ କରିବା ପାଇଁ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ହିସାରରେ ମହାରାଜା ଅଗ୍ରସେନ ବିମାନବନ୍ଦରର ନୂତନ ଟର୍ମିନାଲ କୋଠାର ଶିଳାନ୍ୟାସ କରିଛନ୍ତି, ଯାହାର ବ୍ୟୟଅଟକଳ ୪୧୦ କୋଟି ଟଙ୍କାରୁ ଅଧିକ ହେବ। ସମାବେଶକୁ ସମ୍ବୋଧିତ କରି ସେ ହରିୟାଣାର ଲୋକମାନଙ୍କୁ ଅଭିବାଦନ ଜଣାଇଥିଲେ ଏବଂ ସେମାନଙ୍କର ଶକ୍ତି, କ୍ରୀଡାପ୍ରେମ ଏବଂ ଭାଇଚାରା ରାଜ୍ୟର ପରିଚୟ ବୋଲି ସ୍ୱୀକାର କରିଥିଲେ। ଏହି ବ୍ୟସ୍ତବହୁଳ ଅମଳ ଋତୁରେ ଉପସ୍ଥିତ ବହୁ ସଂଖ୍ୟକ ଲୋକଙ୍କ ଆଶୀର୍ବାଦ ପାଇଁ ସେ ତାଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।When growth is driven by aspirations, it becomes inclusive and sustainable: PM Modi at Rising Bharat Summit
April 08th, 08:30 pm
PM Modi addressed the News18 Rising Bharat Summit. He remarked on the dreams, determination, and passion of the youth to develop India. The PM highlighted key initiatives, including zero tax on income up to ₹12 lakh, 10,000 new medical seats and 6,500 new IIT seats, 50,000 new Atal Tinkering Labs and over 52 crore Mudra Yojana loans. The PM congratulated the Parliament for enacting Waqf law.ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
April 08th, 08:15 pm
ମଙ୍ଗଳବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେଇଛନ୍ତି । ଭାରତ ତଥା ସାରା ବିଶ୍ୱର ଅନେକ ନେତାଙ୍କ ସହ ଭାବ ବିନିମୟ କରିବାର ସୁଯୋଗ ଦେଇଥିବାରୁ ନ୍ୟୁଜ ୧୮ ନେଟବାର୍କକୁ ପ୍ରଧାନମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ । ଭାରତର ଯୁବବର୍ଗଙ୍କ ଆକାଂକ୍ଷାକୁ ଫୋକସ କରିଥିବାରୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଚଳିତ ବର୍ଷ ପ୍ରାରମ୍ଭରେ ଭାରତ ମଣ୍ଡପମରେ ବିବେକାନନ୍ଦ ଜୟନ୍ତୀ ପାଳନ ଅବସରରେ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ କଥା ମନେ ପକାଇ ଭାରତବର୍ଷକୁ ଏକ ବିକଶିତ ଦେଶରେ ପରିଣତ କରିବା ପାଇଁ ଯୁବକମାନଙ୍କର ରହିଥିବା ସ୍ୱପ୍ନ ଓ ଆକାଂକ୍ଷା ପ୍ରଧାନମନ୍ତ୍ରୀ କହିଥିଲେ । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣ ଲକ୍ଷ୍ୟରେ ସବୁସ୍ତରରେ ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ସେ କହିଥିଲେ । ତେବେ ଅମୃତ କାଳ ସୃଷ୍ଟି କରିବା ପାଇଁ ଏହି ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ପ୍ରଧାନମନ୍ତ୍ରୀ ଦୋହରାଇ ଥିଲେ ।ଇଦ୍-ଉଲ୍-ଫିତର୍ର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
March 31st, 09:08 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଦ୍-ଉଲ୍-ଫିତର୍ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ନବରୋଜ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
March 20th, 10:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରୋଜ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ବିଶେଷ ଦିନଟି ସମସ୍ତଙ୍କ ପାଇଁ ଖୁସି, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣିଦେଉ ବୋଲି ଶ୍ରୀ ମୋଦୀ କାମନା କରିଛନ୍ତି ।ପବିତ୍ର ରମଜାନ ମାସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
March 02nd, 08:54 am
ରମଜାନର ପବିତ୍ର ମାସ ଆରମ୍ଭ ହୋଇଛି । ଏହି ପବିତ୍ର ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।ଶ୍ରଦ୍ଧାଳୁ ମାନଙ୍କ ପାଇଁ ଉତ୍ତମ ତୀର୍ଥଯାତ୍ରା ଅନୁଭବ ଆଣିବାକୁ ଆମ ସରକାର ପ୍ରତିବଦ୍ଧ: ପ୍ରଧାନମନ୍ତ୍ରୀ
January 13th, 06:17 pm
ସାଉଦିଆରବର ହଜ୍ ଏବଂ ଉମରା ମନ୍ତ୍ରୀ ତୌଫିକ୍ ବିନ୍ ଫୱଜାନ୍ ଅଲ୍ ରବିୟାଙ୍କ ସହ ହୋଇଥିବା ହଜ୍ ଚୁକ୍ତିନାମା-୨୦୨୫କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ଏହି ଚୁକ୍ତିନାମା ଭାରତର ହଜ୍ ତୀର୍ଥଯାତ୍ରୀ ମାନଙ୍କ ପାଇଁ ଏକ ଚମତ୍କାର ଖବର । ‘ଆମ ସରକାର ଶ୍ରଦ୍ଧାଳୁଙ୍କ ପାଇଁ ଉତ୍ତମ ତୀର୍ଥଯାତ୍ରା ଅନୁଭବ ସୁନିଶ୍ଚିତ କରିବାକୁ ପ୍ରତିବଦ୍ଧ ।’Government has given new emphasis to women and youth empowerment: PM Modi in Varanasi
October 20th, 04:54 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.Prime Minister Shri Narendra Modi lays foundation stone and inaugurates multiple development projects in Varanasi, Uttar Pradesh
October 20th, 04:15 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.INDI alliance has ruined both industry and agriculture in Punjab: PM Modi in Hoshiarpur, Punjab
May 30th, 11:53 am
Prime Minister Narendra Modi concluded his 2024 election campaign with a spirited public rally in Hoshiarpur, Punjab, paying homage to the sacred land of Guru Ravidas Ji and emphasizing his government's commitment to development and heritage preservation.PM Modi addresses a public meeting in Hoshiarpur, Punjab
May 30th, 11:14 am
Prime Minister Narendra Modi concluded his 2024 election campaign with a spirited public rally in Hoshiarpur, Punjab, paying homage to the sacred land of Guru Ravidas Ji and emphasizing his government's commitment to development and heritage preservation.ଦୁର୍ବଳ କଂଗ୍ରେସ ସରକାର ସାରା ବିଶ୍ୱରେ ଅନୁରୋଧ କରୁଥିଲା: ହିମାଚଳ ପ୍ରଦେଶର ଶିମଲାରେ ପ୍ରଧାନମନ୍ତ୍ରୀ ମୋଦୀ
May 24th, 10:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର ଶିମଲାଠାରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ହିମାଚଳ ପ୍ରଦେଶ ପାଇଁ ଏକ ଅଭିନବ ଦୃଷ୍ଟିକୋଣ ଏବଂ ଏକ ଆଗଧାଡ଼ିର ଦୃଷ୍ଟିକୋଣ ବିଷୟରେ କହିଥିଲେ। ପ୍ରଧାନମନ୍ତ୍ରୀ ରାଜ୍ୟ ଏବଂ ରାଜ୍ୟବାସୀଙ୍କ ସହ ତାଙ୍କର ଦୀର୍ଘଦିନର ସମ୍ପର୍କ ଉପରେ ଗୁରୁତ୍ୱାରୋପ କରି ସେମାନଙ୍କ ବିକାଶ ଏବଂ କଲ୍ୟାଣ ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ ।ହିମାଚଳ ପ୍ରଦେଶର ଶିମଲା ଓ ମଣ୍ଡିରେ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 24th, 09:30 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର ଶିମଲା ଏବଂ ମଣ୍ଡିରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ସହ ହିମାଚଳ ପ୍ରଦେଶ ପାଇଁ ଏକ ଆଗଧାଡ଼ିର ଦୃଷ୍ଟିକୋଣ ବିଷୟରେ ଆଲୋକପାତ କରିଥିଲେ । ପ୍ରଧାନମନ୍ତ୍ରୀ ରାଜ୍ୟ ଏବଂ ରାଜ୍ୟବାସୀଙ୍କ ସହ ତାଙ୍କର ଦୀର୍ଘଦିନର ସମ୍ପର୍କ ଉପରେ ଗୁରୁତ୍ୱାରୋପ କରି ସେମାନଙ୍କ ବିକାଶ ଏବଂ କଲ୍ୟାଣ ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ ।While pursuing its appeasement politics, BRS even proposed a Muslim IT Park: PM Modi in Warangal
May 08th, 10:20 am
Addressing the second rally of the day, the PM said, “Warangal holds a special place in my heart and in the BJP's journey. 40 years ago, when the BJP had only 2 MPs, one of them was from Hanamkonda. We can never forget your blessings and affection. Whenever we faced difficulties, the people of Warangal have always supported us.”PM Modi addresses massive crowds in Karimnagar & Warangal, Telangana, capturing audience's interest
May 08th, 09:09 am
PM Modi addressed two public meetings in Karimnagar & Warangal, Telangana, amidst grandeur. He spoke about the bright future of Telangana and exposed the Opposition's nefarious intentions of piding the nation.Bengal's enthusiasm for democracy is commendable: PM in Malda Uttar
April 26th, 11:15 am
Prime Minister Narendra Modi addressed a huge public gathering in Malda Uttar, West Bengal. He urged people to participate in the ongoing elections. PM Modi emphasized the importance of every vote in strengthening democracy and upholding the Constitution.PM Modi addresses a public meeting in Malda Uttar, West Bengal
April 26th, 10:46 am
Prime Minister Narendra Modi addressed a huge public gathering in Malda Uttar, West Bengal. He urged people to participate in the ongoing elections. PM Modi emphasized the importance of every vote in strengthening democracy and upholding the Constitution.