ଏସିଆନ୍ ପାରା ଗେମ୍ସରେ ପୁରୁଷ ସଟ୍ ପୁଟ-ଏଫ୍-୫୫ରେ ବ୍ରୋଞ୍ଜ ପଦକ ଜିତିଥିବା ମୁଥୁରାଜାଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି
October 27th, 12:25 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ପୁରୁଷ ସଟ୍ ପୁଟ୍-ଏଫ୍ ୫୫୨ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା ମୁଥୁରାଜାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଏସିଆନ୍ ପାରା ଗେମ୍ସରେ ପୁରୁଷ ଡିସ୍କସ୍ ଥ୍ରୋ ରେ କାଂସ୍ୟ ପଦକ ଜିତିଥିବା ମୁଥୁରାଜାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 24th, 09:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏସୀୟ ପାରା ଗେମ୍ସରେ ପୁରୁଷ ଡିସ୍କସ୍ ଥ୍ରୋ- ଏଫ୍ ୫୪/୫୫/୫୬ ରେ କାଂସ୍ୟ ପଦକ ହାସଲ କରିଥିବା ମୁଥୁରାଜାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।