ଏସ୍ସିଓ ସମ୍ମିଳନୀରେ ମିଆଁମାରର ରାଜ୍ୟ ସୁରକ୍ଷା ଏବଂ ଶାନ୍ତି କମିଶନର ଅଧ୍ୟକ୍ଷ ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ୍ ହ୍ଲାଇଙ୍ଗଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
August 31st, 04:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତିୟାନଜିନରେ ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀ ଅବସରରେ ମିଆଁମାରର ରାଜ୍ୟ ସୁରକ୍ଷା ଏବଂ ଶାନ୍ତି କମିଶନର ଅଧ୍ୟକ୍ଷ ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ ହ୍ଲାଇଙ୍ଗଙ୍କ ସହ ସାକ୍ଷାତ କରିଛନ୍ତି ।ଉଦୀୟମାନ ଉତ୍ତର-ପୂର୍ବ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 23rd, 11:00 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତା ମଜୂମଦାର ଜୀ, ମଣିପୁରର ରାଜ୍ୟପାଳ ଅଜୟ ଭଲ୍ଲା ଜୀ, ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଜୀ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ସିକିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଜୀ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ନେଫିଉ ରିଓ ଜୀ, ମିଜୋରାମର ମୁଖ୍ୟମନ୍ତ୍ରୀ ଲାଲଦୁହୋମା ଜୀ, ସମସ୍ତ ଶିଳ୍ପପତି, ନିବେଶକ, ଭଦ୍ର ମହିଳା ଏବଂ ଭଦ୍ରଲୋକ!ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 23rd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ ଉତ୍ତର-ପୂର୍ବାଞ୍ଚଳର ଭବିଷ୍ୟତ ପ୍ରତି ଗର୍ବ, ଉତ୍ସାହ ଏବଂ ଅପାର ବିଶ୍ୱାସ ପ୍ରକାଶ କରିଥିଲେ। ଭାରତ ମଣ୍ଡପମରେ ଅନୁଷ୍ଠିତ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ମନେ ପକାଇ ସେ ଉଲ୍ଲେଖ କରିଥିଲେ ଯେ ଆଜିର କାର୍ଯ୍ୟକ୍ରମ ଉତ୍ତର-ପୂର୍ବରେ ନିବେଶର ଉତ୍ସବ। ପ୍ରଧାନମନ୍ତ୍ରୀ ସମ୍ମିଳନୀରେ ଶିଳ୍ପ ନେତାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଉପସ୍ଥିତିକୁ ଉଲ୍ଲେଖ କରିଥିଲେ ଏବଂ ଏହି କ୍ଷେତ୍ରରେ ସୁଯୋଗ ବିଷୟରେ ସେମାନଙ୍କର ଉତ୍ସାହ ବିଷୟରେ ଆଲୋଚନା କରିଥିଲେ। ସମସ୍ତ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ଏକ ଅନୁକୂଳ ନିବେଶ ପରିବେଶ ସୃଷ୍ଟି କରିବାରେ ସେମାନଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ। ନିଜର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀକୁ ପ୍ରଶଂସା କରିଥିଲେ ଏବଂ ଏହି ଅଞ୍ଚଳର ନିରନ୍ତର ଅଭିବୃଦ୍ଧି ଏବଂ ସମୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ।ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
April 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଯେତେବେଳେ ମୁଁ ଆପଣଙ୍କ ସହିତ ମନର କଥା ହେଉଛି, ସେତେବେଳେ ମନରେ ଗଭୀର ପୀଡ଼ା ରହିଛି । ଏପ୍ରିଲ ୨୨ ତାରିଖ ଦିନ ପହଲଗାମ୍ ଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଦେଶର ପ୍ରତ୍ୟେକ ନାଗରିକକୁ ବ୍ୟଥିତ କରିଛି । ପୀଡ଼ିତ ପରିବାରଙ୍କ ପ୍ରତି ପ୍ରତ୍ୟେକ ଭାରତୀୟଙ୍କ ମନରେ ଗଭୀର ସମବେଦନା ରହିଛି । ସେ ଯେକୌଣସି ରାଜ୍ୟର ହୋଇଥାଆନ୍ତୁ ନା କାହିଁକି, ଯେକୌଣସି ଭାଷାଭାଷୀ ହୋଇଥାଆନ୍ତୁ ନା କାହିଁକି, ସମସ୍ତେ ସେହିମାନଙ୍କ ଯନ୍ତ୍ରଣାକୁ ଅନୁଭବ କରୁଛନ୍ତି, ଯେଉଁମାନେ ଏହି ଆକ୍ରମଣରେ ନିଜ ପରିବାରର ଲୋକଙ୍କୁ ହରାଇଛନ୍ତି । ଆତଙ୍କବାଦୀ ଆକ୍ରମଣର ଚିତ୍ରଗୁଡ଼ିକୁ ଦେଖି ପ୍ରତ୍ୟେକ ଭାରତୀୟର ରକ୍ତ ତାତି ଉଠୁଛି, ସେ କଥା ମୁଁ ଅନୁଭବ କରିପାରୁଛି । ପହଲଗାମରେ ହୋଇଥିବା ଏହି ଆକ୍ରମଣ, ଆତଙ୍କବାଦର ପୃଷ୍ଠପୋଷକଙ୍କ ହତାଶା ଭାବକୁ ଦର୍ଶାଉଛି, ସେମାନଙ୍କ କାପୁରୁଷପଣିଆକୁ ପ୍ରଦର୍ଶିତ କରୁଛି । କାଶ୍ମୀରରେ ଶାନ୍ତି ଫେରିଆସୁଥିବା ସମୟରେ - ସ୍କୁଲ-କଲେଜମାନଙ୍କରେ ଗୋଟିଏ ଉତ୍ସାହ ଥିଲା, ନିର୍ମାଣ କାର୍ଯ୍ୟରେ ଅଭୂତପୂର୍ବ ଗତିଶୀଳତା ଆସିଥିଲା, ଗଣତନ୍ତ୍ର ଦୃଢ଼ୀଭୂତ ହେଉଥିଲା, ପର୍ଯ୍ୟଟକମାନଙ୍କ ସଂଖ୍ୟାରେ ରେକର୍ଡ଼ ବୃଦ୍ଧି ହୋଇଚାଲିଥିଲା, ଲୋକମାନଙ୍କ ଆୟ ବୃଦ୍ଧି ହେଉଥିଲା, ଯୁବବର୍ଗଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି ହୋଇଚାଲିଥିଲା – ଏଭଳି ସମୟରେ ଦେଶର ଶତ୍ରୁ, ଜାମ୍ମୁ-କାଶ୍ମୀରର ଶତ୍ରୁମାନଙ୍କ ପକ୍ଷରେ ଏହା ଅସହ୍ୟ ହେଲା । ଆତଙ୍କବାଦୀ ଓ ଆତଙ୍କକୁ ପ୍ରଶ୍ରୟ ଦେଉଥିବା ଶକ୍ତିମାନେ ଚାହାଁନ୍ତି ଯେ, କାଶ୍ମୀର ପୁଣିଥରେ ଧ୍ୱଂସ ହେଇଯାଉ, ତେଣୁ ସେମାନେ ଏତେ ବଡ଼ ଷଡ଼ଯନ୍ତ୍ର ଘଟାଇଲେ । ଆତଙ୍କବାଦ ବିରୁଦ୍ଧରେ ଏହି ଯୁଦ୍ଧରେ ଦେଶର ଏକତା, ୧୪୦ କୋଟି ଭାରତୀୟଙ୍କ ଏକଜୁଟପଣିଆ ଆମର ସବୁଠାରୁ ବଡ଼ ଶକ୍ତି । ଏହି ଏକତା, ଆତଙ୍କବାଦ ବିରୁଦ୍ଧରେ ଆମର ନିର୍ଣ୍ଣାୟକ ସଂଗ୍ରାମର ଆଧାର । ଦେଶ ଆଗରେ ଦେଖାଦେଇଥିବା ଏହି ଆହ୍ୱାନର ମୁକାବିଲା କରିବା ପାଇଁ ଆମକୁ ଆମ ସଂକଳ୍ପକୁ ସୁଦୃଢ଼ କରିବାକୁ ହେବ । ଗୋଟିଏ ରାଷ୍ଟ୍ର ହିସାବରେ ଆମକୁ ଦୃଢ଼ ଇଚ୍ଛାଶକ୍ତି ପ୍ରଦର୍ଶିତ କରିବାକୁ ହେବ । ଏହି ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶର ସ୍ୱର ଏକ ହୋଇଥିବା କଥା ଆଜି ସାରା ବିଶ୍ୱ ଦେଖୁଛି ।ଷଷ୍ଠ ବିମଷ୍ଟେକ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
April 04th, 12:59 pm
ଆଜି, ଏହି ଶିଖର ସମ୍ମିଳନୀର ସଫଳତାର ସହିତ ଆୟୋଜନ ପାଇଁ ମୁଁ ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମହାମହିମ ସିନାଓ୍ୱାତ୍ରାଜୀଙ୍କୁ କୃତଜ୍ଞତା ଜଣାଉଛି।ଥାଇଲ୍ୟାଣ୍ଡରେ ଷଷ୍ଠ ବିମଷ୍ଟେକ ଶିଖର ସମ୍ମିଳନୀରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
April 04th, 12:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥାଇଲ୍ୟାଣ୍ଡ ଦ୍ୱାରା ଆୟୋଜିତ ଷଷ୍ଠ ବିମଷ୍ଟେକ ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ। ଶିଖର ସମ୍ମିଳନୀର ବିଷୟବସ୍ତୁ ଥିଲା - ବିମଷ୍ଟେକ: ସମୃଦ୍ଧ, ଦୃଢ଼ ଏବଂ ମୁକ୍ତ । ଏହା ବିମଷ୍ଟେକ କ୍ଷେତ୍ରର ନେତାମାନଙ୍କର ପ୍ରାଥମିକତା ଏବଂ ଲୋକଙ୍କ ଆକାଂକ୍ଷାକୁ ପ୍ରତିଫଳିତ କରିଥିଲା, ଏବଂ ବୈଶ୍ବିକ ଅନିଶ୍ଚିତତା ସମୟରେ ସହଭାଗୀ ଅଭିବୃଦ୍ଧି ସୁନିଶ୍ଚିତ କରିବା ପାଇଁ ବିମଷ୍ଟେକର ପ୍ରୟାସକୁ ମଧ୍ୟ ପ୍ରତିଫଳିତ କରିଥିଲା।ବିମ୍ସଟେକ୍ ରାଷ୍ଟ୍ରମାନଙ୍କ ମଧ୍ୟରେ ସହଯୋଗର ବିଭିନ୍ନ ଦିଗକୁ ଅନ୍ତର୍ଭୁକ୍ତ କରି ଏକ ୨୧ ସୂତ୍ରୀ କାର୍ଯ୍ୟ ଯୋଜନା ପ୍ରସ୍ତାବ ଦେଇଛନ୍ତି ପ୍ରଧାନମନ୍ତ୍ରୀ
April 04th, 12:53 pm
04.04.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥାଇଲାଣ୍ଡର ବ୍ୟାଙ୍କକଠାରେ ଅନୁଷ୍ଠିତ ଷଷ୍ଠ ବିମସଟେକ୍ ଶିଖର ସମ୍ମିଳନୀରେ ବିମସଟେକ୍ ରାଷ୍ଟ୍ରମାନଙ୍କ ମଧ୍ୟରେ ସହଯୋଗର ବିଭିନ୍ନ ଦିଗକୁ ଅନ୍ତର୍ଭୁକ୍ତ କରି ଏକ ୨୧ ସୂତ୍ରୀ କାର୍ଯ୍ୟ ଯୋଜନା ପ୍ରସ୍ତାବ ଦେଇଛନ୍ତି । ବିମ୍ସଟେକ ରାଷ୍ଟ୍ରଗୁଡ଼ିକରେ ବ୍ୟବସାୟକୁ ପ୍ରୋତ୍ସାହିତ କରିବା ଏବଂ ଆଇଟି କ୍ଷେତ୍ରର ସମୃଦ୍ଧ ସମ୍ଭାବନାକୁ ଉପଯୋଗ କରିବା ପାଇଁ ସେ ମନ୍ତବ୍ୟ ଦେଇଥିଲେ। ନିକଟରେ ମିଆଁମାର ଓ ଥାଇଲାଣ୍ଡରେ ହୋଇଥିବା ଭୂମିକମ୍ପକୁ ଦୃଷ୍ଟିରେ ରଖି ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବାର ଆବଶ୍ୟକତା ଉପରେ ସେ ଗୁରୁତ୍ବାରୋପ କରିଥିଲେ। ମହାକାଶ ଦୁନିଆରେ କାମ କରିବା ଏବଂ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ । ସାମୂହିକ ଭାବରେ ବିମ୍ସଟେକ କୁ ଉତ୍ସାହିତ କରିବାକୁ ଅନୁରୋଧ କରିବା ସହ ନେତୃତ୍ୱ ନେଉଥିବା ଯୁବଗୋଷ୍ଠୀଙ୍କ ଭୂମିକା ଉପରେ ଆଲୋକପାତ କରିବା ସହ ସାଂସ୍କୃତିକ ସମ୍ପର୍କ ବିମ୍ସଟେକ ରାଷ୍ଟ୍ରଗୁଡ଼ିକୁ ଆହୁରି ନିକଟତର କରିବ ବୋଲି ସେ ଆଶା ବ୍ୟକ୍ତ କରିଥିଲେ।ବିମ୍ଷ୍ଟେକ୍ ସମ୍ମିଳନୀ ଅବସରରେ ଷ୍ଟେଟ୍ ଆଡ୍ମିନିଷ୍ଟ୍ରେସନ୍ କାଉନ୍ସିଲ୍ର ଅଧ୍ୟକ୍ଷ ବରିଷ୍ଠ ଜେନେରାଲ୍ ମିନ୍ ଅଙ୍ଗ୍ ହଲାଇଙ୍ଗ୍ଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
April 04th, 09:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ୟାଙ୍କକ୍ରେ ବିମ୍ଷ୍ଟେକ ଶିଖର ସମ୍ମିଳନୀ ଅବସରରେ ଷ୍ଟେଟ୍ ଆଡ୍ମିନିଷ୍ଟ୍ରେସନ୍ କାଉନ୍ସିଲ୍ର ଅଧ୍ୟକ୍ଷ ଏବଂ ମିଆଁମାର ପ୍ରଧାନମନ୍ତ୍ରୀ ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ୍ ହଲାଇଙ୍ଗ୍ଙ୍କ ସହ ସାକ୍ଷାତ କରିଛନ୍ତି ।ଏପ୍ରିଲ 3-6, 2025 ପ୍ରଧାନମନ୍ତ୍ରୀଙ୍କ ଥାଇଲାଣ୍ଡ ଓ ଶ୍ରୀଲଙ୍କା ଗସ୍ତ
April 02nd, 02:00 pm
ବ୍ୟାଙ୍କକରେ ଆୟୋଜିତ ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (ଏପ୍ରିଲ 3-4, 2025) ରେ ଥାଇଲାଣ୍ଡ ଗସ୍ତରେ ଯିବେ। ଏହାପରେ ସେ ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକଙ୍କ ନିମନ୍ତ୍ରଣକ୍ରମେ (ଏପ୍ରିଲ 4-6, 2025)ରେ ଶ୍ରୀଲଙ୍କା ଗସ୍ତରେ ଯିବେ।ମିଆଁମାର ଭୂମିକମ୍ପ ବିପଦ ମଧ୍ୟରେ ବରିଷ୍ଠ ଜେନେରାଲ୍ ମିନ୍ ଅଙ୍ଗ୍ ହ୍ଲାଇଙ୍ଗଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
March 29th, 01:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୂମିକମ୍ପ ବିପଦ ମଧ୍ୟରେମିଆଁମାରର ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ୍ ହ୍ଲାଇଙ୍ଗଙ୍କ ସହ କଥାହୋଇଛନ୍ତି । ଏହି ଆହ୍ୱାନ ସମୟରେ ମିଆଁମାର ସହିତ ଏକତାର ସହଠିଆ ହେବା ପାଇଁ ଏକ ଘନିଷ୍ଠ ବନ୍ଧୁ ଏବଂ ପଡୋଶୀ ଭାବରେଭାରତର ଦୃଢ଼ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି । ଏହି ବିପର୍ଯ୍ୟୟସମୟରେ ପ୍ରଭାବିତ ଅଞ୍ଚଳଗୁଡିକୁ ତୁରନ୍ତ ରିଲିଫ ଏବଂ ସହାୟତାପ୍ରଦାନ କରିବା ପାଇଁ ଭାରତ ସରକାର ଏକ ପଦକ୍ଷେପ ଭାବରେଅପରେସନ୍ ବହ୍ମା ଆରମ୍ଭ କରିଛି ।ମିଆଁମାର ଏବଂ ଥାଇଲ୍ୟାଣ୍ଡ୍ରେ ହୋଇଥିବା ଭୂମିକମ୍ପ ଉପରେ ଉଦ୍ବେଗ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
March 28th, 02:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ଘଟିଥିବା ବିନାଶକାରୀ ଭୂମିକମ୍ପ ଉପରେ ଚିନ୍ତା ପ୍ରକାଶ କରିଛନ୍ତି ।India has not given world 'Yuddha', but Buddha: PM Modi at International Abhidhamma Divas
October 17th, 10:05 am
PM Modi addressed the celebration of International Abhidhamma Divas and the recognition of Pali as a classical language at Vigyan Bhavan, New Delhi. He emphasized the significance of Pali in understanding Buddha's teachings and highlighted the importance of preserving linguistic heritage. The PM spoke about India's commitment to promoting Lord Buddha's teachings globally.ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 17th, 10:00 am
ନୂଆଦିଲ୍ଲୀର ବିଜ୍ଞାନଭବନରେ ଆଜି ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ଭଗବାନ ବୁଦ୍ଧଙ୍କ ଦିବ୍ୟକ୍ଷେତ୍ରରୁ ଅଭିଧମ୍ମ ଶିକ୍ଷା ସ୍ମୃତିରେ ଅଭିଧମ୍ମ ଦିବସ ପାଳନ କରାଯାଇଥାଏ । ଭଗବାନ ବୁଦ୍ଧଙ୍କ ଶିକ୍ଷା ଗୁଡ଼ିକ କେବଳ ପାଲି ଭାଷାରେ ଉପଲବ୍ଧ ହୋଇଥାଏ । ନିକଟରେ ପାଲି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରାଯାଇଥିବାରୁ ଚଳିତ ବର୍ଷର ଅଭିଧମ୍ମ ଦିବସ ଉତ୍ସବର ଗୁରୁତ୍ୱ ବୃଦ୍ଧି ପାଇଛି ।ଡିଜିଟାଲ ରୂପାନ୍ତରଣକୁ ଆଗେଇ ନେବା ପାଇଁ ଏସିଆନ-ଭାରତ ମିଳିତ ବିବୃତି
October 10th, 05:42 pm
10.10.2024 : ୧୦ ଅକ୍ଟୋବର ୨୦୨୪ରେ ଲାଓ ପିଡିଆରର ଭିଏଣ୍ଟିଆନେଠାରେ ୨୧ତମ ଏସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ଏସିଆନ୍ ଆସୋସିଏସନ୍ ଅଫ୍ ସାଉଥଇଷ୍ଟ ଏସିଆନ୍ ନେସନ୍ସ (ଏସିଆନ) ଏବଂ ଭାରତ ଗଣତନ୍ତ୍ରର ସଦସ୍ୟ ରାଷ୍ଟ୍ର ଭାବରେ ଆମେ; ଏସିଆନ-ଭାରତ ବ୍ୟାପକ ରଣନୈତିକ ଭାଗିଦାରୀକୁ ପ୍ରୋତ୍ସାହିତ କରିବା ପାଇଁ ତଥା ୧୯୯୨ ମସିହାରେ ଏସିଆନ-ଭାରତ ଆଲୋଚନା ସମ୍ପର୍କ ପ୍ରତିଷ୍ଠା ପରଠାରୁ ଏସିଆନ-ଭାରତ ଆଲୋଚନା ସମ୍ପର୍କକୁ ଆଗେଇ ନେଉଥିବା ମୌଳିକ ନୀତି, ଅଂଶୀଦାର ମୂଲ୍ୟବୋଧ ଏବଂ ମାନଦଣ୍ଡ ଦ୍ୱାରା ପରିଚାଳିତ, ଏସିଆନ-ଭାରତ ସ୍ମାରକୀ ଶିଖର ସମ୍ମିଳନୀର ଭିଜନ ଷ୍ଟେଟମେଣ୍ଟ (୨୦୧୨), ଏସିଆନ-ଭାରତ ସ୍ମାରକୀ ଶିଖର ସମ୍ମିଳନୀର ଦିଲ୍ଲୀ ଘୋଷଣାନାମା (୨୦୧୮), ଏହି ଅଞ୍ଚଳରେ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ପାଇଁ ଭାରତ-ପ୍ରଶାନ୍ତ ମହାସାଗରରେ ଏସିଆନ୍ ଦୃଷ୍ଟିକୋଣରେ ସହଯୋଗ ଉପରେ ଏସିଆନ୍-ଭାରତ ମିଳିତ ବିବୃତି (୨୦୨୧), ଏସିଆନ-ଭାରତ ବ୍ୟାପକ ରଣନୈତିକ ଭାଗିଦାରୀ ଉପରେ ମିଳିତ ବିବୃତି (୨୦୨୨), ସାମୁଦ୍ରିକ ସହଯୋଗ ଉପରେ ଏସିଆନ-ଭାରତ ମିଳିତ ବିବୃତି (୨୦୨୩) ଏବଂ ସଙ୍କଟର ପ୍ରତିକ୍ରିୟାରେ ଖାଦ୍ୟ ସୁରକ୍ଷା ଏବଂ ପୋଷଣକୁ ସୁଦୃଢ଼ କରିବା ଉପରେ ଆସିଆନ-ଭାରତ ଯୁଗ୍ମ ନେତାଙ୍କ ବିବୃତି (୨୦୨୩); ଆମର ପ୍ରତିବଦ୍ଧତାକୁ ଦୋହରାଉଛୁ।ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।ନିର୍ବାଚନରେ ବିଜୟ ପାଇଁ ଦ ଅଙ୍ଗ ସାନ ସୁ କୀ ଏବଂ ଏନଏଲଡିକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
November 12th, 10:56 pm
ମିଆଁମାରରେ ନିର୍ବାଚନରେ ବିଜୟୀ ହୋଇଥିବାରୁ ଦ ଅଙ୍ଗ ସାନ ସୁ କୀ ଏବଂ ଏନଏଲଡିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।Historic decisions taken by Cabinet to boost infrastructure across sectors
June 24th, 04:09 pm
Union Cabinet chaired by PM Narendra Modi took several landmark decisions, which will go a long way providing a much needed boost to infrastructure across sectors, which are crucial in the time of pandemic. The sectors include animal husbandry, urban infrastructure and energy sector.Telephone conversation between Prime Minister and State Counsellor of Myanmar Daw Aung San Suu Kyi
April 30th, 04:15 pm
PM Narendra Modi had a telephonic conversation with Aung San Suu Kyi, the State Counsellor of Myanmar. The PM conveyed India's readiness to provide all possible support to Myanmar for mitigating the health and economic impact of COVID-19.ମିଆଁମାର ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ବିନିମୟ ହୋଇଥିବା ରାଜିନାମା
February 27th, 03:23 pm
ମିଆଁମାର ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ବିନିମୟ ହୋଇଥିବା ରାଜିନାମାମିଆଁମାର ରାଷ୍ଟ୍ରପତିଙ୍କ ଭାରତ ଗସ୍ତ (ଫେବୃଆରୀ 26-29, 2020) କାଳରେ ଭାରତ – ମିଆଁମାର ପକ୍ଷରୁ ଜାରି ମିଳିତ ବିବୃତ୍ତି
February 27th, 03:22 pm
ମିଆଁମାର ରାଷ୍ଟ୍ରପତିଙ୍କ ଭାରତ ଗସ୍ତ (ଫେବୃଆରୀ 26-29, 2020) କାଳରେ ଭାରତ – ମିଆଁମାର ପକ୍ଷରୁ ଜାରି ମିଳିତ ବିବୃତ୍ତି