Prime Minister meets Andhra Pradesh Chief Minister Shri N. Chandrababu Naidu and his family in Hyderabad
May 10th, 10:07 pm
PM Modi met the Chief Minister of Andhra Pradesh N. Chandrababu Naidu and his family at his residence in Hyderabad. The PM expressed happiness at meeting the Chief Minister and exchanging views on a wide range of subjects and perse issues.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ
October 13th, 06:29 pm
ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ମୁଖ୍ୟମନ୍ତ୍ରୀ ଭାବେ ୧୫ ବର୍ଷ ପୂର୍ଣ୍ଣ ପାଇଁ ଏନ. ଚନ୍ଦ୍ରବାବୁ ନାଇଡୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 11th, 10:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ଏନ.ଚନ୍ଦ୍ରବାବୁ ନାଇଡ଼ୁଙ୍କ ସହ କଥା ହେବା ସହିତ ମୁଖ୍ୟମନ୍ତ୍ରୀ ଭାବେ ୧୫ ବର୍ଷ ପୂର୍ଣ୍ଣ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଆନ୍ଧ୍ରପ୍ରଦେଶର ଯୋଗାନ୍ଧ୍ର ୨୦୨୫ ପଦକ୍ଷେପର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
June 03rd, 08:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ଚିତ୍ତୁର ନିକଟରେ ଆୟୋଜିତ ଯୋଗାନ୍ଧ୍ର ୨୦୨୫ କାର୍ଯ୍ୟକ୍ରମରେ ଯୋଗପ୍ରେମୀମାନଙ୍କ ଉତ୍ସାହପୂର୍ଣ୍ଣ ଅଂଶଗ୍ରହଣକୁ ପ୍ରଶଂସା କରିଛନ୍ତି । ଏହି କାର୍ଯ୍ୟକ୍ରମ ପୁଲିଗୁଣ୍ଡୁ ଟ୍ୱିନ୍ ହିଲ୍ସ ମଧ୍ୟରେ ଆୟୋଜିତ ହୋଇଥିଲା । ସେଠାରେ ୨,୦୦୦ରୁ ଅଧିକ ଯୋଗପ୍ରେମୀ ଅନ୍ତର୍ଜାତୀୟ ଯୋଗ ଦିବସ (ଆଇଡିୱାଇ) ୨୦୨୫ ପାଇଁ ଆନ୍ଧ୍ରପ୍ରଦେଶରେ ଏକ ମାସ ଧରି ଚାଲିବାକୁ ଥିବା କାର୍ଯ୍ୟକ୍ରମର ଶୁଭାରମ୍ଭ କରିବାକୁ ଏକତ୍ରିତ ହୋଇଥିଲେ ।Chief Minister of Andhra Pradesh meets Prime Minister
August 17th, 07:40 pm
The Chief Minister of Andhra Pradesh, Shri N Chandrababu Naidu met with Prime Minister, Shri Narendra Modi today in New Delhi.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ
July 04th, 02:42 pm
ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ ଚନ୍ଦ୍ରବାବୁ ନାଇଡ଼ୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।PM reviews drought and water scarcity situation at high level meeting with Andhra Pradesh CM
May 17th, 06:30 pm