କର୍ଣ୍ଣାଟକର ବେଙ୍ଗଲୁରରେ ବିଭିନ୍ନ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 10th, 01:30 pm
କର୍ଣ୍ଣାଟକର ରାଜ୍ୟପାଳ ଶ୍ରୀ ଥାଓ୍ୱରଚନ୍ଦ ଗହଲୋଟ ଜୀ, ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଜୀ, କେନ୍ଦ୍ରରେ ମୋର ସହଯୋଗୀ ମନୋହରଲାଲ ଖଟ୍ଟର ଜୀ, ଏଚ୍ ଡି କୁମାରସ୍ୱାମୀ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ବି. ସୋମନ୍ନା ଜୀ, ସୁଶ୍ରୀ ଶୋଭା ଜୀ, ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଜୀ, କର୍ଣ୍ଣାଟକ ସରକାରଙ୍କ ମନ୍ତ୍ରୀ ବି.ସୁରେଶ ଜୀ, ବିରୋଧୀ ଦଳ ନେତା ଆର୍. ଅଶୋକ ଜୀ, ସାଂସଦ ତେଜସ୍ୱୀ ସୂର୍ଯ୍ୟା ଜୀ, ଡାକ୍ତର ମଂଜୁନାଥ ଜୀ, ଏମଏଲଏ ବିଜୟେନ୍ଦ୍ର ୟେଡିୟୁରପ୍ପା ଜୀ ଓ କର୍ଣ୍ଣାଟକର ମୋର ଭାଇ ଓ ଭଉଣୀମାନେ,କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୨୨,୮୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 10th, 01:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୭,୧୬୦ କୋଟି ଟଙ୍କା ମୂଲ୍ୟର ବାଙ୍ଗାଲୋର ମେଟ୍ରୋର ୟେଲୋ ଲାଇନର ଉଦଘାଟନ କରିଛନ୍ତି ଏବଂ ୧୫୬୧୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବାଙ୍ଗାଲୋର ମେଟ୍ରୋ ପର୍ଯ୍ୟାୟ - ୩ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେ ବେଙ୍ଗାଲୁରୁର କେଏସଆର ରେଳ ଷ୍ଟେସନରେ ତିନୋଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ, , କର୍ଣ୍ଣାଟକର ଭୂମିରେ ପାଦ ଦେବା ପରେ ଏହି ସ୍ଥାନରେ ସେ ଆପଣାର ଭାବନାକୁ ଅନୁଭବ କରିଥିଲେ। କର୍ଣ୍ଣାଟକ ସଂସ୍କୃତିର ସମୃଦ୍ଧି, ଏହାର ଲୋକଙ୍କ ସ୍ନେହ ଏବଂ କନ୍ନଡ ଭାଷାର ମଧୁରତା, ଯାହା ହୃଦୟକୁ ଗଭୀର ଭାବରେ ସ୍ପର୍ଶ କରେ, ସେସବୁ ଉପରେ ଆଲୋକପାତ କରି ଶ୍ରୀ ମୋଦୀ ବେଙ୍ଗାଲୁରୁର ଅଧିଷ୍ଠାତ୍ରୀ ଦେବୀ ଆନ୍ନାମ୍ମା ଥାଇଙ୍କ ଚରଣରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କ ବକ୍ତବ୍ୟ ଆରମ୍ଭ କରିଥିଲେ। ଶହ ଶହ ବର୍ଷ ପୂର୍ବେ ନାଦପ୍ରଭୁ କେମ୍ପେଗୌଡ଼ା ବେଙ୍ଗାଲୁରୁ ସହରର ମୂଳଦୁଆ ସ୍ଥାପନ କରିଥିଲେ । ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ କେମ୍ପେଗୌଡ଼ା ପରମ୍ପରାକୁ ମୂଳରେ ରଖି ଏକ ସହରର କଳ୍ପନା କରିଥିଲେ ଏବଂ ପ୍ରଗତିର ନୂତନ ଶିଖରରେ ପହଞ୍ଚିଥିଲେ। ବେଙ୍ଗାଲୁରୁ ସର୍ବଦା ସେହି ଭାବନାକୁ ବଞ୍ଚାଇ ରଖିଛି ଏବଂ ଏହାକୁ ସଂରକ୍ଷଣ କରିଆସିଛି ଏବଂ ଆଜି, ବେଙ୍ଗାଲୁରୁ ସେହି ସ୍ୱପ୍ନକୁ ସାକାର କରୁଛି,ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।ଶ୍ରୀ ନାଦାପ୍ରଭୁ କେମ୍ପେଗୌଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
June 27th, 04:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାଦାପ୍ରଭୁ କେମ୍ପେଗୌଡାଙ୍କୁ ତାଙ୍କର ଜନ୍ମବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଅର୍ଥନୈତିକ ଉନ୍ନତି, କୃଷି ଏବଂ ଜଳସେଚନ କ୍ଷେତ୍ରର ଅଭିବୃଦ୍ଧି କରିବାରେ ଶ୍ରୀ ନାଦାପ୍ରଭୁ କେମ୍ପେଗୌଡା ଅଗ୍ରଣୀ ଥିଲେ ।I not only make plans with true intentions but also guarantee them: PM Modi in Chikkaballapur
April 20th, 04:00 pm
Prime Minister Narendra Modi addressed a public meeting today in Chikkaballapur, Karnataka. Speaking to a vibrant crowd, he highlighted the achievements of the NDA government and sought support for Dr. K. Sudhakar from Chikkaballapur and Mallesh Babu Muniswamy from the Kolar constituency.PM Modi addresses public meetings in Chikkaballapur & Bengaluru, Karnataka
April 20th, 03:45 pm
Prime Minister Narendra Modi addressed public meetings in Chikkaballapur and Bengaluru, Karnataka. Speaking to a vibrant crowd, he highlighted the achievements of the NDA government and outlined plans for the future.କର୍ଣ୍ଣାଟକର ବେଙ୍ଗାଲୁରୁରେ ସାର୍ବଜନିକ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
November 11th, 12:32 pm
ଆଜି ଏହି ମହାନ ବ୍ୟକ୍ତିତ୍ୱମାନଙ୍କୁ ସମ୍ମାନ ଦେଇ ବେଙ୍ଗାଲୁରୁ କର୍ଣ୍ଣାଟକର ବିକାଶ ଏବଂ ଐତିହ୍ୟ ଉଭୟର ବିକାଶକୁ ଆମେ ସଶକ୍ତ କରୁଛୁ । ଆଜି କର୍ଣ୍ଣାଟକ ପ୍ରଥମ ମେଡ ଇନ ଇଣ୍ଡିଆ ବଂଦେ ଭାରତ ଟ୍ରେନ ପାଇଛି । ଏହି ଟ୍ରେନ ଚେନ୍ନାଇ, ଦେଶର ଷ୍ଟାର୍ଟଅପ କ୍ୟାପିଟାଲ ବେଙ୍ଗାଲୁରୁ ଏବଂ ଐତିହ୍ୟର ସହର ମୈସୁର ସହିତ ଯୋଡ଼ି ହୋଇ ଯାଇଥାଏ । କର୍ଣ୍ଣାଟକର ଲୋକଙ୍କୁ ଅଯୋଧ୍ୟା, ପ୍ରୟାଗରାଜ ଏବଂ କାଶୀର ଦର୍ଶନ କରାଉଥିବା ଭାରତ ଗୌରବ କାଶୀ ଦର୍ଶନ ଟ୍ରେନର ମଧ୍ୟ ଆଜି ଶୁଭାରମ୍ଭ ହୋଇଛି । ଆଜି କେମ୍ପେଗୋଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦରର ଦ୍ୱିତୀୟ ଟର୍ମିନାଲକୁ ମଧ୍ୟ ଉଦଘାଟନ କରାଯାଇଛି । ମୁଁ ସୋସିଆଲ ମିଡିଆରେ ବିମାନବନ୍ଦରର ନୂଆ ଟର୍ମିନାଲର କିଛି ଚିତ୍ର ପୋଷ୍ଟ କରିଥିଲି । ଏବଂ ଆଜି ସେଠାକୁ ଯାଇ ଲାଗିଲା ଯେ ନୂତନ ଟର୍ମିନାଲ, ଚିତ୍ରଗୁଡ଼ିକରେ ଯେତିକି ଦେଖାଯାଉଛି ତା’ ଠାରୁ ଆହୁରି ସୁନ୍ଦର ଅଟେ, ଆଧୁନିକ ଅଟେ । ଏହା ବେଙ୍ଗାଲୁରୁର ଲୋକମାନଙ୍କର ବହୁତ ପୁରୁଣା ଚାହିଦା ଥିଲା ଯାହା ବର୍ତ୍ତମାନ ଆମର ସରକାର ପୂରଣ କରୁଛନ୍ତି ।PM Modi attends a programme at inauguration of 'Statue of Prosperity' in Bengaluru
November 11th, 12:31 pm
PM Modi addressed a public function in Bengaluru, Karnataka. Throwing light on the vision of a developed India, the PM said that connectivity between cities will play a crucial role and it is also the need of the hour. The Prime Minister said that the new Terminal 2 of Kemepegowda Airport will add new facilities and services to boost connectivity.ବେଙ୍ଗଲୁରୁ ଠାରେ ଶ୍ରୀ ନାଦପ୍ରଭୁ କେମ୍ପେଗୌଡାଙ୍କ ୧୦୮ ଫୁଟ ଉଚ୍ଚତା ବିଶିଷ୍ଟ କାଂସ୍ୟ ପ୍ରତିମୂର୍ତ୍ତି ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ
November 11th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବେଙ୍ଗଲୁରୁ ଠାରେ ଶ୍ରୀ ନାଦପ୍ରଭୁ କେମ୍ପେଗୌଡାଙ୍କ ୧୦୮ ଫୁଟ ଉଚ୍ଚତା ବିଶିଷ୍ଟ କାଂସ୍ୟ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସହ ପବିତ୍ର ଜଳ ପ୍ରଦାନ କରିଛନ୍ତି । ଏହି ଅବସରରେ ସେ ଚାରା ମଧ୍ୟ ରୋପଣ କରିଛନ୍ତି ।