ନଭେମ୍ବର ୯ରେ ପ୍ରଧାନମନ୍ତ୍ରୀଙ୍କ ଡେରାଡୁନ ଗସ୍ତ
November 08th, 09:26 am
କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ୮,୧୪୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହା ମଧ୍ୟରେ ସେ ୯୩୦ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ କରିବେ ଏବଂ ୭,୨୧୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ । ଏହି ପ୍ରକଳ୍ପ ଗୁଡ଼ିକ ପାନୀୟଜଳ, ଜଳସେଚନ, ବୈଷୟିକ ଶିକ୍ଷା, ଶକ୍ତି, ସହରାଞ୍ଚଳ ବିକାଶ, କ୍ରୀଡ଼ା ଏବଂ କୌଶଳ ବିକାଶ ଆଦି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରର ।ନୈନିତାଲରେ କାର ଭାସିଯିବା ଯୋଗୁଁ ହୋଇଥିବା ମୃତ୍ୟୁ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
July 08th, 08:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ନୈନିତାଲ ଠାରେ କାର ଭାସିଯିବା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।