The energy here today, especially among the youth, says it all - ‘Phir Ek Baar, NDA Sarkar’: PM Modi in Nawada, Bihar
November 02nd, 02:15 pm
In a public rally in Nawada, PM Modi highlighted the enthusiasm among the women of Bihar whenever he visited the state. He noted that from Jeevika Didis powering the rural economy to Lakhpati Didis setting examples of self-reliance, and to Krishi Sakhis, Bank Sakhis and Namo Drone Didis, women are leading the Bihar's transformation. Urging the crowd to switch on their mobile flashlights, he gathered support for the NDAPM Modi addresses large public gatherings in Arrah and Nawada, Bihar
November 02nd, 01:45 pm
Massive crowd attended PM Modi’s rallies in Arrah and Nawada, Bihar, today. Addressing the gathering in Arrah, the PM said that when he sees the enthusiasm of the people, the resolve for a Viksit Bihar becomes even stronger. He emphasized that a Viksit Bihar is the foundation of a Viksit Bharat and explained that by a Viksit Bihar, he envisions strong industrial growth in the state and employment opportunities for the youth within Bihar itself.Cabinet approves railway project in Bihar worth Rs. 2,192 crore
September 24th, 03:05 pm
The Cabinet Committee on Economic Affairs, chaired by PM Modi, has approved the doubling of the Bakhtiyarpur–Rajgir railway line in Bihar at a cost of ₹2,192 crore. This multi-tracking project, covering four districts of Bihar, will boost freight capacity, reduce congestion, and lower emissions. The project will support India’s journey toward becoming more efficient, sustainable, and Aatmanirbhar.2047 ରେ ବିକଶିତ ଭାରତର ମାର୍ଗ ଆତ୍ମନିର୍ଭରଶୀଳତା ମାଧ୍ୟମରେ ଯାଇଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆଉ ଥରେ ଦେଶର ସଫଳତା ଏବଂ ଦେଶବାସୀଙ୍କ ଉପଲବ୍ଧି ବିଷୟରେ କଥା ହେବା । ଗତ କିଛି ସପ୍ତାହରେ କ୍ରୀଡ଼ା ହେଉ, ବିଜ୍ଞାନ ହେଉ କିମ୍ବା ସଂସ୍କୃତି ହେଉ, ବହୁତ କିଛି ଏମିତି ହୋଇଛି, ଯାହା ଉପରେ ପ୍ରତ୍ୟେକ ଭାରତବାସୀ ଗର୍ବିତ । ଏବେ ନିକଟରେ ଶୁଭାଂଶୁ ଶୁକ୍ଳାଙ୍କ ମହାକାଶରୁ ଫେରିବାକୁ ନେଇ ଦେଶରେ ବହୁତ ଚର୍ଚ୍ଚା ହେଲା । ଶୁଭାଂଶୁ ଯେମିତି ପୃଥିବୀପୃଷ୍ଠରେ ସୁରକ୍ଷିତ ଭାବେ ଓହ୍ଲାଇଲେ, ଲୋକେ ଉତ୍ସାହିତ ହୋଇଉଠିଲେ । ପ୍ରତ୍ୟେକ ହୃଦୟରେ ଖୁସିର ଲହରି ଖେଳିଗଲା । ସମଗ୍ର ଦେଶ ଗର୍ବରେ ପରିପୂର୍ଣ୍ଣ ହୋଇଗଲା । ମୋର ମନେଅଛି, ଯେତେବେଳେ ଅଗଷ୍ଟ ୨୦୨୩ରେ ଚନ୍ଦ୍ରଯାନ-୩ର ସଫଳ ଅବତରଣ ହୋଇଥିଲା, ସେତେବେଳେ ଦେଶରେ ଗୋଟିଏ ନୂଆ ବାତାବରଣ ସୃଷ୍ଟି ହୋଇଥିଲା । ବିଜ୍ଞାନକୁ ନେଇ, ମହାକାଶକୁ ନେଇ ପିଲାମାନଙ୍କ ମନରେ ଏକ ନୂଆ ଜିଜ୍ଞାସା ମଧ୍ୟ ଜାଗ୍ରତ ହୋଇଥିଲା । ଏବେ ଛୋଟ ଛୋଟ ପିଲାମାନେ କହୁଛନ୍ତି, ଆମେ ବି ମହାକାଶକୁ ଯିବୁ । ଆମେ ବି ଚନ୍ଦ୍ରପୃଷ୍ଠରେ ଓହ୍ଲାଇବୁ – ମହାକାଶ ବିଜ୍ଞାନୀ ହେବୁ ।ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ୍ ବିବୃତି
April 03rd, 03:01 pm
ମାର୍ଚ୍ଚ ୨୮ରେ ଘଟିତ ଭୂମିକମ୍ପରେ ପ୍ରାଣ ହରାଇଥିବା ବ୍ୟକ୍ତିବିଶେଷଙ୍କ ପରିବାରବର୍ଗଙ୍କୁ ମୁଁ ଭାରତବାସୀଙ୍କ ତରଫରୁ ଗଭୀର ସମବେଦନା ଜଣାଉଛି । ଆମେ ସମସ୍ତେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛୁ।Mauritius is not just a partner country; For us, Mauritius is family: PM Modi
March 12th, 06:07 am
PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 07:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।ଥାଇଲାଣ୍ଡରେ ସମ୍ୱାଦ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 14th, 08:30 am
ଥାଇଲାଣ୍ଡରେ ସମ୍ୱାଦର ଏହି ସଂସ୍କରଣରେ ଆପଣମାନଙ୍କ ସହିତ ଯୋଗଦେବା ମୋ ପାଇଁ ସମ୍ମାନର ବିଷୟ। ଭାରତ, ଜାପାନ ଏବଂ ଥାଇଲାଣ୍ଡର ଅନେକ ପ୍ରତିଷ୍ଠିତ ଅନୁଷ୍ଠାନ ଏବଂ ମାନ୍ୟଗଣ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମକୁ ସମ୍ଭବ କରିବା ଦିଗରେ କାର୍ଯ୍ୟ କରୁଛନ୍ତି। ମୁଁ ସେମାନଙ୍କ ପ୍ରୟାସ ପାଇଁ ସମସ୍ତଙ୍କୁ ପ୍ରଶଂସା କରୁଛି ଏବଂ ସମସ୍ତ ଅଂଶଗ୍ରହଣକାରୀଙ୍କୁ ମୋର ଶୁଭେଚ୍ଛା ଜଣାଉଛି।ଥାଇଲ୍ୟାଣ୍ଡରେ ସମ୍ବାଦ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
February 14th, 08:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥାଇଲ୍ୟାଣ୍ଡରେ ଆୟୋଜିତ ସମ୍ୱାଦ କାର୍ଯ୍ୟକ୍ରମରେ ଭିଡିଓ ବାର୍ତ୍ତା ଜରିଆରେ ନିଜର ବକ୍ତବ୍ୟ ପ୍ରଦାନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଥାଇଲ୍ୟାଣ୍ଡରେ ସମ୍ୱାଦର ସଂସ୍କରଣରେ ଯୋଗଦେବା ତାଙ୍କ ପାଇଁ ସମ୍ମାନର ବିଷୟ। ଏହି କାର୍ଯ୍ୟକ୍ରମକୁ ସମ୍ଭବ କରିଥିବାରୁ ଭାରତ, ଜାପାନ ଏବଂ ଥାଇଲ୍ୟାଣ୍ଡର ବିଶିଷ୍ଟ ଅନୁଷ୍ଠାନ ଏବଂ ବ୍ୟକ୍ତିବିଶେଷଙ୍କୁ ସେ ପ୍ରଶଂସା କରିଥିଲେ। ସେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।ଭିଏଣ୍ଟିଆନେ, ଲାଓ ପିଡିଆରରେ ୧୯ତମ ପୂର୍ବ ଏସିଆ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 11th, 08:15 am
ଭାରତ କ୍ରମାଗତ ଭାବରେ ଆସିଆନର ଏକତା ଏବଂ କେନ୍ଦ୍ରୀୟତାକୁ ସମର୍ଥନ କରିଆସିଛି । ଆସିଆନ ଭାରତର ଭାରତ-ପ୍ରଶାନ୍ତ ମହାସାଗରୀୟ ଦୃଷ୍ଟିକୋଣ ଏବଂ କ୍ୱାଡ୍ ସହଯୋଗ ପାଇଁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଅଟେ। ଭାରତର ଭାରତ-ପ୍ରଶାନ୍ତ ମହାସାଗର ପଦ୍ଧକ୍ଷେପ ଏବଂ ଭାରତ-ପ୍ରଶାନ୍ତ ମହାସାଗର ଉପରେ ଆସିଆନ୍ ଆଉଟଲୁକ୍ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ସାମଞ୍ଜସ୍ୟ ରହିଛି । ସମଗ୍ର ଅଞ୍ଚଳର ଶାନ୍ତି ଓ ପ୍ରଗତି ପାଇଁ ଏକ ମୁକ୍ତ, ମୁକ୍ତ, ସମାବେଶୀ, ସମୃଦ୍ଧ ଏବଂ ନିୟମ ଭିତ୍ତିକ ଭାରତ-ପ୍ରଶାନ୍ତ ମହାସାଗର ୀୟ ଅଞ୍ଚଳ ଗୁରୁତ୍ୱପୂର୍ଣ୍ଣ ।୧୯ତମ ପୂର୍ବ ଏସିଆ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
October 11th, 08:10 am
ପ୍ରଧାନମନ୍ତ୍ରୀ ୧୧ ଅକ୍ଟୋବର ୨୦୨୪ରେ ଲାଓ ପିଡିଆର୍ ର ଭିଏଣ୍ଟିଆନେଠାରେ ୧୯ତମ ପୂର୍ବ ଏସିଆ ଶିଖର ସମ୍ମିଳନୀ (ଇଏଏସ୍ )ରେ ଯୋଗ ଦେଇଛନ୍ତି ।PM Modi addresses public meetings in Araria and Munger, Bihar
April 26th, 12:45 pm
Prime Minister Narendra Modi addressed public meetings in Araria and Munger, Bihar, where he emphasized the importance of the ongoing elections and highlighted the achievements of the NDA government.ବିହାରର ଔରଙ୍ଗାବାଦରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 02nd, 03:00 pm
ବିହାରର ରାଜ୍ୟପାଳ ଶ୍ରୀମାନ ରାଜେନ୍ଦ୍ର ଅର୍ଲେକରଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ ଏବଂ ଏଠାରେ ବସିଥିବା ସମସ୍ତ ବରିଷ୍ଠ ନେତା, ମୁଁ ସମସ୍ତଙ୍କ ନାମ ମନେ ପକାଉନାହିଁ କିନ୍ତୁ ମୁଁ ସମସ୍ତ ପୁରୁଣା ବନ୍ଧୁମାନଙ୍କୁ ଆଜିର ଏହି ମିଳନ ଏବଂ ଏତେ ସଂଖ୍ୟକ ସଂଖ୍ୟାରେ ଆପଣମାନେ ଏଠାକୁ ଆସିଥିବା ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ, ଜନତା ଜନାର୍ଦ୍ଦନଙ୍କୁ ମୁଁ ହୃଦୟରୁ ଅଭିନନ୍ଦନ ଜଣାଉଛି ।ପ୍ରଧାନମନ୍ତ୍ରୀ ବିହାରର ଔରଙ୍ଗାବାଦରେ ୨୧,୪୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି
March 02nd, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଔରଙ୍ଗାବାଦ ଠାରେ ୨୧,୪୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ସଡ଼କ, ରେଳ ବାଇ ଏବଂ ନମାମି ଗଙ୍ଗେ କାର୍ଯ୍ୟକ୍ରମ ଇତ୍ୟାଦି କ୍ଷେତ୍ର ଅନ୍ତର୍ଭୁକ୍ତ । ପ୍ରଧାନମନ୍ତ୍ରୀ ଫଟୋ ଗ୍ୟାଲେରୀକୁୁ ମଧ୍ୟ ବୁଲି ଦେଖିଥିଲେ ।ତିରୁଚିରାପଲ୍ଲୀସ୍ଥିତ ଭାରତୀଦାସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 02nd, 11:30 am
ତାମିଲନାଡୁ ର ରାଜ୍ୟପାଳ ଶ୍ରୀ ଥିରୁ ଆରଏନ ରବି ଜୀ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଜୀ, ଭାରତୀଦାସନ ବିଶ୍ୱବିଦ୍ୟାଳୟର କୁଳପତି ଥିରୁ ଏମ ସେଲଭମ ଜୀ, ବିଶ୍ବବିଦ୍ୟାଳୟା ମୋର ଯୁବ ବନ୍ଧୁ, ଶିକ୍ଷକଗଣ ଏବଂ ସହାୟକ କର୍ମଚାରୀମାନେ,ତାମିଲନାଡୁର ତିରୁଚିରାପଲ୍ଲୀସ୍ଥିତ ଭାରତୀଦସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
January 02nd, 10:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ତିରୁଚିରାପଲ୍ଲୀଠାରେ ଭାରତୀଦସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ସମାରୋହରେ ଉଦ୍ବୋଧନ ଦେଇଥିଲେ । ସେ ବିଶ୍ୱବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି।ଉତ୍ତରପ୍ରଦେଶର ବାରଣାସୀରେ ସ୍ୱରଭେଦ ମନ୍ଦିର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 18th, 12:00 pm
ଉତ୍ତର ପ୍ରଦେଶର ମାନ୍ୟବର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ମହେନ୍ଦ୍ର ନାଥ ପାଣ୍ଡେଜୀ, ଉତ୍ତର ପ୍ରଦେଶ ସରକାରଙ୍କ ମନ୍ତ୍ରୀ ଅନୀଲ ଜୀ, ସଦଗୁରୁ ଆଚାର୍ଯ୍ୟ ପୂଜ୍ୟ ଶ୍ରୀ ସ୍ୱାଧୀନ ଦେବ ଜୀ ମହାରାଜ, ପୂଜ୍ୟ ଶ୍ରୀ ବିଜ୍ଞାନ ଦେବ ଜୀ ମହାରାଜ, ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି, ଦେଶବ୍ୟାପୀ ଏକାଠି ହୋଇଥିବା ସମସ୍ତ ଭକ୍ତଗଣ ଏବଂ ମୋ ପରିବାର ସଦସ୍ୟମାନେ!ଉତ୍ତର ପ୍ରଦେଶର ବାରାଣାସୀରେ ସ୍ୱରଭେଦ ମହାମନ୍ଦିର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ
December 18th, 11:30 am
ଉତ୍ତର ପ୍ରଦେଶର ବାରାଣାସୀର ଉମରାହ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୮-୧୨-୨୦୨୩) ସ୍ୱରଭେଦ ମହାମନ୍ଦିରର ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି ଅବସରରେ ମହର୍ଷି ସଦାଫଲ ଦେବଜୀ ମହାରାଜଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ମନ୍ଦିର ପରିସର ଚତୁଃପାଶ୍ୱର୍ ବୁଲି ଦେଖିଥିଲେ ।ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଶତାବ୍ଦୀ ସମାରୋହର ସମାପନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
June 30th, 11:20 am
ବର୍ତ୍ତମାନ ଶହେ ବର୍ଷର ଚଳଚ୍ଚିତ୍ର ଆମେ ଦେଖିଥିଲେ, ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଦୁନିଆକୁ ବୁଝିବା ପାଇଁ । କେବଳ ଯଦି ଏତେ ବଡ଼ ଦେଖିବା ତେବେ ଜଣାପଡ଼ିବ ଯେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ କ’ଣ ଦେଇଛି । କିଛି ଲୋକ ମୋ ସମ୍ମୁଖରେ ବସିଛନ୍ତି, ଯେଉଁମାନଙ୍କୁ ମୁଁ ଛାତ୍ର ଦିନରୁ ଜାଣିଛି, କିନ୍ତୁ ବର୍ତ୍ତମାନ ସେମାନେ ବହୁତ ବଡ଼ ଲୋକ ହୋଇ ଯାଇଛନ୍ତି, ଏବଂ ମୋର ଅନୁମାନ ଥିଲା ଯେ ମୁଁ ଆଜି ଏଠାକୁ ଆସିବି ତେବେ ମୋତେ ଏଠାରେ ଉପସ୍ଥିତ ପୁରୁଣା ସାଥୀମାନଙ୍କ ସହିତ ଭେଟିବାର ସୁଯୋଗ ପାଇବି ଏବଂ ମୋତେ ମିଳୁଛି ।ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଶତବାର୍ଷିକୀ ସମାରୋହର ଉଦଯାପନୀ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 30th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀ ବିଶ୍ୱ ବିଦ୍ୟାଳୟର କ୍ରୀଡ଼ା ପରିସରରେ ଥିବା ବହୁମୁଖୀ କକ୍ଷରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାରୋହର ଉଦଯାପନୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସରେ ତିଆରି ହେବାକୁ ଥିବା ପ୍ରଯୁକ୍ତି ବିଭାଗ, କମ୍ପ୍ୟୁଟର କେନ୍ଦ୍ର ଓ ଶିକ୍ଷା ବ୍ଲକ୍ ପାଇଁ ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ସ୍ମାରକୀ ଶତବାର୍ଷିକୀ ଅଧ୍ୟାୟ - ଶତବାର୍ଷିକୀ ସମାରୋହର ସଂକଳନ; ଲୋଗୋ ପୁସ୍ତିକା - ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଓ ଏହାର ମହାବିଦ୍ୟାଳମାନଙ୍କର ଲୋଗୋ; ଏବଂ ଔରା - ଦିଲ୍ଲୀ ବିଶ୍ୱବିଦ୍ୟାଳୟର ୧୦୦ ବର୍ଷ ପୂର୍ତ୍ତି ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି ।