India and Indonesia are connected not only by our history but also by a shared future: PM Modi at community programme in Jakarta
July 07th, 11:47 pm
Addressing the Indian community in Jakarta, PM Modi thanked the diaspora for their warm welcome and praised their contribution to Indonesia's progress and their role as a living bridge between the two nations. He spoke about India's rapid transformation and called upon the community to contribute towards the shared aspirations of Viksit Bharat 2047 and Indonesia Emas 2045.ଜାକର୍ତ୍ତାରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 07th, 05:30 pm
ସମାବେଶକୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ଏପରି ଭବ୍ୟ ସ୍ୱାଗତ ପାଇଁ ସମ୍ପ୍ରଦାୟକୁ ଧନ୍ୟବାଦ ଜଣାଇଥିଲେ । ରାଷ୍ଟ୍ରପତି ପ୍ରବୋୱୋଙ୍କ ଉପସ୍ଥିତି ପାଇଁ କୃତଜ୍ଞତା ପ୍ରକାଶ କରି, ପ୍ରଧାନମନ୍ତ୍ରୀ ତାଙ୍କୁ ଜଣେ ମହାନ ନେତା ଏବଂ ଭାରତର ଜଣେ ପ୍ରକୃତ ବନ୍ଧୁ ବୋଲି କହିଥିଲେ । ସେ ଇଣ୍ଡୋନେସିଆର ପ୍ରଗତି ଏବଂ ସମୃଦ୍ଧିରେ ଅବଦାନ ଏବଂ ଦୁଇ ଦେଶ ମଧ୍ୟରେ ବନ୍ଧୁତାର ଏକ ଜୀବନ୍ତ ସେତୁ ଭାବରେ କାର୍ଯ୍ୟ କରିବା ପାଇଁ ପ୍ରବାସୀ ଭାରତୀୟମାନଙ୍କର ପ୍ରଶଂସା କରିଥିଲେ । ସେ ପାରସ୍ପରିକ ବିଶ୍ୱାସ, ସମାନ ଐତିହ୍ୟ ଏବଂ ସାମୁଦ୍ରିକ ସଂଯୋଗ ଉପରେ ଆଧାରିତ ଇଣ୍ଡୋନେସିଆ ସହିତ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବା ପାଇଁ ଭାରତର ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇଥିଲେ । ଦୁଇ ଦେଶ ମଧ୍ୟରେ ପ୍ରାଚୀନ ସଭ୍ୟତାଗତ ସଂଯୋଗ ଉପରେ ଆଲୋକପାତ କରି, ସେ କହିଥିଲେ ଯେ, ବାଲିଯାତ୍ରା, ଭେସାକ ତୀର୍ଥଯାତ୍ରା ଏବଂ ନାଳନ୍ଦା ବିଶ୍ୱବିଦ୍ୟାଳୟ ମାଧ୍ୟମରେ ଆଧୁନିକ ସମୟ ଭଳି ପରମ୍ପରା ବିବିଧ ଏବଂ ସ୍ପନ୍ଦନଶୀଳ ଲୋକସମ୍ପର୍କକୁ ପୋଷଣ କରିଆସୁଛି ।‘ମନ କି ବାତ୍’ର ୧୩୫ତମ ଅଧ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆପଣ ସମସ୍ତଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ୨୦୨୬ ବର୍ଷର ପ୍ରଥମାର୍ଦ୍ଧ ବିତିବାକୁ ବସିଲାଣି । ଏହି ୬ ମାସରେ ଆମେ ‘ମନ୍ କି ବାତ୍’ରେ ଦେଶବାସୀଙ୍କ ଅନେକ ଉପଲବ୍ଧି ସମ୍ପର୍କରେ ଆଲୋଚନା କରିଛୁ । ଜୁନରେ ମଧ୍ୟ ଦେଶ ଏଭଳି କିଛି ଉପଲବଧି ହାସଲ କରିଛି, ଯାହା ପ୍ରତ୍ୟେକ ଦେଶବାସୀଙ୍କୁ ଗର୍ବିତ କରୁଛି । ଏହି ସଫଳତାଗୁଡ଼ିକ ଦେଶର ସୁରକ୍ଷା ଏବଂ ଆତ୍ମନିର୍ଭରଶୀଳତା ସହ ଜଡ଼ିତ । ନିକଟରେ ମୋତେ କୋଲକାତାରେ ନୌବାହିନୀ ସହ ଜଡ଼ିତ ଗୋଟିଏ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିଲା । ସେଠାରେ ଆଇଏନ୍ଏସ୍ ଦୁନାଗିରି, ଆଇଏନ୍ଏସ୍ ସଂଶୋଧକ ଏବଂ ଆଇଏନ୍ଏସ୍ ଅଗ୍ରୟକୁ ଭାରତୀୟ ନୌବାହିନୀରେ ସାମିଲ କରାଗଲା । ଏହି ଜାହାଜଗୁଡ଼ିକର ଡିଜାଇନ୍ ଏବଂ ଉତ୍ପାଦନ, ସବୁକିଛି ସ୍ୱଦେଶୀ ।List of Outcomes: Prime Minister’s visit to the Netherlands
May 17th, 02:47 am
The state visit of PM Modi to the Netherlands resulted in the signing of several MoUs and agreements covering areas such as culture, critical minerals, energy, semiconductors, agriculture, health and education. Major highlights of the visit included the restitution of the Chola Copper Plates to India and an MoU between TATA Electronics and ASML to support the semiconductor fab in Dholera.ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆନୁଷ୍ଠାନିକ ଆଲୋଚନା
May 17th, 02:35 am
ଆଜି ହେଗରେ ଡଚ୍ ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ (କ୍ୟାଟସୁଇସ୍) ଠାରେ ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀଯୁକ୍ତ ରବ ଜେଟେନଙ୍କ ସହ ଆନୁଷ୍ଠାନିକ ଆଲୋଚନା କରିଛନ୍ତି।List of Outcomes: State Visit of President of the Socialist Republic of Vietnam to India
May 06th, 03:44 pm
The state visit of President To Lam of Vietnam to India resulted in the signing of several MoUs/agreements. These cover areas such as rare earth elements, culture, digital payments, technology, medicine, education, audit and tourism. Major announcements include the elevation of bilateral ties to Enhanced Comprehensive Strategic Partnership and the new trade goal of USD 25 billion by 2030.From Gangotri to Gangasagar… the lotus is blooming everywhere: PM Modi from BJP HQ
May 04th, 07:01 pm
PM Modi addressed the karyakartas at the BJP HQ following resounding victories in West Bengal, Assam and Puducherry, calling the moment historic, emotional and a powerful affirmation of trust in democracy and performance-driven governance. Dressed in traditional Bengali attire with a dhoti, the Prime Minister’s appearance reflected a deep cultural connect and symbolised the significance of Bengal’s landmark mandate.PM Modi addresses at the BJP HQ after sweeping victories across states
May 04th, 07:00 pm
PM Modi addressed the karyakartas at the BJP HQ following resounding victories in West Bengal, Assam and Puducherry, calling the moment historic, emotional and a powerful affirmation of trust in democracy and performance-driven governance. Dressed in traditional Bengali attire with a dhoti, the Prime Minister’s appearance reflected a deep cultural connect and symbolised the significance of Bengal’s landmark mandate.ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
February 08th, 11:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମାଲେସିଆର ପ୍ରଧାନମନ୍ତ୍ରୀ ମହାମହିମ ଦାତୋ ସେରୀ ଅନୱର ଇବ୍ରାହିମ ପେରଡାନା ପୁତ୍ରା ପରିସରରେ ସ୍ୱାଗତ କରିଛନ୍ତି । ସେଠାରେ ତାଙ୍କୁ ଆନୁଷ୍ଠାନିକ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି। ଏହା ପରେ, ଦୁଇ ନେତା ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସରକାରୀ ବାସଭବନ ସେରୀ ପେରଡାନାରେ ସୀମିତ ଏବଂ ପ୍ରତିନିଧିସ୍ତରୀୟ ଆଲୋଚନା କରିଛନ୍ତି ।RJD and Congress are putting Bihar’s security and the future of its children at risk: PM Modi in Katihar, Bihar
November 03rd, 02:30 pm
In a massive public rally in Katihar, Bihar, PM Modi began with the clarion call, “Phir ek baar - NDA Sarkar, Phir ek baar - Susashan Sarkar.” He accused the RJD and Congress of risking Bihar’s security for votes and questioned whether benefits meant for the poor should be taken away by infiltrators. He remarked that under Nitish Ji’s leadership, NDA brought governance and growth, emphasizing that every single vote will play a role in building a Viksit Bihar.Be it Congress or RJD, their love is only for infiltrators: PM Modi in Saharsa, Bihar
November 03rd, 02:15 pm
Amidst the ongoing election campaigning in Bihar, PM Modi's rally spree continued as he addressed a public meeting in Saharsa. He said that only two days are left for the first phase of voting in Bihar. Many young voters here will be voting for the first time. He urged all first-time voters in Bihar, “Do not let your first vote go to waste. The NDA is forming the government in Bihar and your vote should go to the alliance that is actually winning. Your vote should be for a Viksit Bihar.”Massive public turnout as PM Modi campaigns in Saharsa and Katihar, Bihar
November 03rd, 02:00 pm
Amid the ongoing election campaign in Bihar, PM Modi continued his rally spree, addressing large public meetings in Saharsa and Katihar. He reminded people that only two days remain for the first phase of voting, noting that many young voters will be casting their vote for the first time. Urging them not to waste their first vote, he said, “The NDA is forming the government in Bihar. Your vote should go to the alliance that is actually winning - your vote should be for a Viksit Bihar.”ମଙ୍ଗୋଲିଆର ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତି
October 14th, 01:15 pm
ଛଅ ବର୍ଷ ପରେ ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଅବସର ଆଣିଦେଇଛି। ଏବଂ ଏହି ଗସ୍ତ ସେତେବେଳେ ଆସିଛି ଯେତେବେଳେ ଭାରତ ଏବଂ ମଙ୍ଗୋଲିଆ ୭୦ ବର୍ଷର କୂଟନୈତିକ ସମ୍ପର୍କ ଏବଂ ୧୦ ବର୍ଷର ରଣନୈତିକ ସହଭାଗୀତା ପାଳନ କରୁଛନ୍ତି। ଏହି ଅବସରକୁ ପାଳନ କରିବା ପାଇଁ, ଆମେ ଏକ ମିଳିତ ଡାକ ଟିକେଟ ଜାରି କରିଛୁ, ଯାହାକି ଆମର ସହଭାଗୀ ଐତିହ୍ୟ, ବିବିଧତା ଏବଂ ଗଭୀର ସଭ୍ୟତାଗତ ସମ୍ପର୍କର ପ୍ରତୀକ।ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 10:45 am
ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ, ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପର ଆରମ୍ଭ
October 04th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଦକ୍ଷତା ସମାବର୍ତ୍ତନ ସମାରୋହରେ ୬୨ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ କରିଛନ୍ତି। ଦେଶବ୍ୟାପୀ ଲକ୍ଷ ଲକ୍ଷ ଆଇଟିଆଇ ଛାତ୍ରଛାତ୍ରୀ, ବିହାରର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଯେ, କିଛି ବର୍ଷ ପୂର୍ବେ ସରକାର ଆଇଟିଆଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଧରଣର ସମାବର୍ତ୍ତନ ସମାରୋହ ଆୟୋଜନ କରିବାର ଏକ ନୂତନ ପରମ୍ପରା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ଆଜି ସେହି ପରମ୍ପରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି।ପ୍ରଧାନମନ୍ତ୍ରୀ ୪ ଅକ୍ଟୋବରରେ ୬୨,୦୦୦ କୋଟିରୁ ଅଧିକ ମୂଲ୍ୟର ଯୁବ-କେନ୍ଦ୍ରିକ ପଦକ୍ଷେପ ଶୁଭାରମ୍ଭ କରିବେ
October 03rd, 03:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସକାଳ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଏକ ଐତିହାସିକ ଯୁବ ବିକାଶ ପଦକ୍ଷେପର ଅଂଶ ସ୍ୱରୂପ ୬୨,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଶୁଭାରମ୍ଭ କରିବେ। ଏହି ପଦକ୍ଷେପଗୁଡ଼ିକ ଦେଶବ୍ୟାପୀ ଶିକ୍ଷା, ଦକ୍ଷତା ଏବଂ ଉଦ୍ୟୋଗୀତାକୁ ଏକ ନିର୍ଣ୍ଣାୟକ ପ୍ରୋତ୍ସାହନ ପ୍ରଦାନ କରିବ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ସହିତ ଆୟୋଜିତ ଜାତୀୟ ଦକ୍ଷତା ସମାବର୍ତ୍ତନର ଚତୁର୍ଥ ସଂସ୍କରଣ କୌଶଳ ସମାବର୍ତ୍ତନ ମଧ୍ୟ ଅନୁଷ୍ଠିତ ହେବ। ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀତା ମନ୍ତ୍ରଣାଳୟ ଅଧୀନରେ ଥିବା ୪୬ଟି ଅଖିଳ ଭାରତୀୟ ଶିଳ୍ପ ତାଲିମ ପ୍ରତିଷ୍ଠାନକୁ ସମ୍ମାନିତ କରାଯିବ।ବିହାରର ଭାଗଲପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 24th, 02:35 pm
ଅଙ୍ଗରାଜ ଦାନବୀର କର୍ଣ୍ଣଙ୍କ ପବିତ୍ର ଭୂମି, ମହର୍ଷି ମେହୀଙ୍କ ତପସ୍ୟା ସ୍ଥାନ, ଭଗବାନ ବାସୁପୂଜ୍ୟଙ୍କ ପାଞ୍ଚଟି ପବିତ୍ର ଘଟଣାର ସ୍ଥାନ ଏବଂ ବିଶ୍ୱ ପ୍ରସିଦ୍ଧ ବିକ୍ରମଶିଳା ମହାବିହାର ବାବା ବୁଢାନାଥଙ୍କ ପବିତ୍ର ଭୁମିରେ ମୋର ସମସ୍ତ ଭାଇ ଭଉଣୀଙ୍କୁ ପ୍ରଣାମ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି, ବିହାରର ଭାଗଲପୁରରୁ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
February 24th, 02:30 pm
କୃଷକ କଲ୍ୟାଣ ସୁନିଶ୍ଚିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଭାଗଲପୁରରୁ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି । ଏହି ଅବସରରେ ସେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣଙ୍କୁ ଶ୍ରୀ ମୋଦୀ ଆଭାଷୀ ଭାବେ ସ୍ୱାଗତ କରିଥିଲେ। ମହାକୁମ୍ଭର ପବିତ୍ର ସମୟରେ ମନ୍ଦରାଚଳ ମାଟିରେ ପାଦ ରଖିବା ଏକ ବଡ଼ ସୌଭାଗ୍ୟ ବୋଲି ସେ କହିଛନ୍ତି। ଏହି ସ୍ଥାନରେ ଆଧ୍ୟାତ୍ମିକତା, ଐତିହ୍ୟ ସହିତ ବିକଶିତ ଭାରତର ସମ୍ଭାବନା ମଧ୍ୟ ରହିଛି ବୋଲି ସେ କହିଥିଲେ। ଏହା ସହିଦ ତିଲକା ମାଝୀଙ୍କ ଭୂମି ତଥା ରେଶମ ସହର ଭାବେ ପ୍ରସିଦ୍ଧ ବୋଲି ଶ୍ରୀ ମୋଦୀ କହିଥିଲେ। ବାବା ଅଜଗାଇବିନାଥଙ୍କ ପବିତ୍ର ଭୂମିରେ ଆଗାମୀ ମହାଶିବରାତ୍ରି ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଏଭଳି ପବିତ୍ର ମୁହୂର୍ତ୍ତରେ ପିଏମ୍ କିଷାନର ୧୯ତମ କିସ୍ତି ପ୍ରଦାନ କରି ସେ ଭାଗ୍ୟବାନ ଏବଂ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ସିଧାସଳଖ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।The relationship between India and Kuwait is one of civilizations, seas and commerce: PM Modi
December 21st, 06:34 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.କୁଏତରେ ‘ହାଲା ମୋଦୀ’ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 21st, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଶେଖ ସାଦ ଅଲ ଅବଦୁଲ୍ଲା ଇଣ୍ଡୋର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ 'ହାଲା ମୋଦୀ'ରେ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କୁଏତରେ ସମ୍ପ୍ରଦାୟର ବିଭିନ୍ନ ବର୍ଗର ପ୍ରତିନିଧିତ୍ୱ କରୁଥିବା ଭାରତୀୟ ନାଗରିକମାନେ ଯୋଗ ଦେଇଥିଲେ।