ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ନାମିବିୟା ଗସ୍ତ

July 09th, 08:17 pm

ନାମିବିୟାର ଉଦ୍ୟୋଗୀତା ବିକାଶ କେନ୍ଦ୍ର ସ୍ଥାପନ ପାଇଁ ବୁଝାମଣାପତ୍ର

ନାମିବିଆର ଜାତୀୟ ବିଧାନସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 09th, 08:14 pm

ଦୟାକରି ମୋତେ ସର୍ବ ପ୍ରଥମେ ଆପଣ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବାକୁ ଅନୁମତି ଦିଅନ୍ତୁ । ଲୋକମାନେ ଆପଣଙ୍କୁ ଏହି ମହାନ ରାଷ୍ଟ୍ରର ସେବା କରିବା ପାଇଁ ଜନାଦେଶ ଦେଇଛନ୍ତି। ଆପଣ ସମସ୍ତେ ଜାଣନ୍ତି, ରାଜନୀତିରେ,ଏହା ଉଭୟ ଏକ ସମ୍ମାନ ଏବଂ ଏକ ବଡ଼ ଦାୟିତ୍ୱ। ମୁଁ ଲୋକମାନଙ୍କ ଆକାଂକ୍ଷାକୁ ପୂରଣ କରିବାରେ ଆପଣଙ୍କ ସଫଳତା କାମନା କରୁଛି।

Prime Minister addresses the Namibian Parliament

July 09th, 08:00 pm

PM Modi addressed the Parliament of Namibia and expressed gratitude to the people of Namibia for conferring upon him their highest national honour. Recalling the historic ties and shared struggle for freedom between the two nations, he paid tribute to Dr. Sam Nujoma, the founding father of Namibia. He also called for enhanced people-to-people exchanges between the two countries.

ନାମିବ୍ୟାର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

July 09th, 07:55 pm

ନାମିବ୍ୟାକୁ ତାଙ୍କର ସରକାରୀ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୱିଣ୍ଡହୋକସ୍ଥିତ ଷ୍ଟେଟ୍ ହାଉସରେ ନାମିବ୍ୟାର ରାଷ୍ଟ୍ରପତି ମହାମହିମ ଡ. ନେତୁମ୍ବୋ ନନ୍ଦୀ-ନଦୈତୱାଙ୍କୁ ଭେଟିଛନ୍ତି। ରାଜ୍ୟ ଭବନରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ରାଷ୍ଟ୍ରପତି ନନ୍ଦୀ-ନଦୈତୱା ଭବ୍ୟ ସ୍ୱାଗତ କରିଥିଲେ ଏବଂ ଏକ ଆନୁଷ୍ଠାନିକ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ ସ୍ତରରେ ଭାରତରୁ ନାବିବ୍ୟାକୁଏହି ଗସ୍ତ ୨୭ବର୍ଷ ପରେ ହୋଇଥିଲା। ଚଳିତ ବର୍ଷ ମାର୍ଚ୍ଚରେ ଦାୟିତ୍ୱ ଗ୍ରହଣ କରିବା ପରେ ରାଷ୍ଟ୍ରପତି ନନ୍ଦୀ-ନଦାୟତୱାଙ୍କ ଦ୍ୱାରା ଆୟୋଜିତ ଏହା ପ୍ରଥମ ଦ୍ୱିପାକ୍ଷିକ ସରକାରୀ ଗସ୍ତ ଥିଲା।

ନାମିବିୟାର ସର୍ବୋଚ୍ଚ ରାଷ୍ଟ୍ରୀୟ ପୁରସ୍କାର-ଅର୍ଡର ଅଫ୍ ଦି ମୋଷ୍ଟ ଏନସିୟେଣ୍ଟ ବେଲବିଚିୟା ମିରାବିଲିସ ପ୍ରଦାନ ସମାରୋହରେ ସମ୍ମାନ ଗ୍ରହଣ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

July 09th, 07:46 pm

ମୁଁ ରାଷ୍ଟ୍ରପତି ଜୀ ଙ୍କ, ନାମିବିୟା ସରକାର ଓ ନାମିବିୟାର ଲୋକଙ୍କୁ ହୃଦୟରୁ କୃତଜ୍ଞତା ଜ୍ଞାପନ କରୁଛି। ବିନମ୍ରତାର ସହିତ ୧୪୦କୋଟି ଭାରତୀୟଙ୍କ ତରଫରୁ ମୁଁ ଏହି ସମ୍ମାନ ଗ୍ରହଣ କରୁଛି।

ନାମିବିଆର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

July 09th, 07:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାମିବିଆକୁ ସରକାରୀ ଗସ୍ତରେ ଅଛନ୍ତି। ଏହି ଅବସରରେ ନାମିବିଆର ରାଷ୍ଟ୍ରପତି ମହାମହିମ ନେତୁମ୍ବୋ ନନ୍ଦୀ-ନଦାଇତୱା ପ୍ରଧାନମନ୍ତ୍ରୀଙ୍କୁ ନାମିବିଆର ସର୍ବୋଚ୍ଚ ନାଗରିକ ସମ୍ମାନ-‘‘ଅର୍ଡର ଅଫ୍ ଦ ମୋଷ୍ଟ ଆନସିଏଣ୍ଟ ୱେଲୱିଟସିଆ ମିରାବିଲିସ୍ ପ୍ରଦାନ କରିଥିଲେ। ଏହି ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ନେତା।

ହିରୋସ୍ ଏକର ସ୍ମାରକୀରେ ନାମିବିୟାର ପ୍ରତିଷ୍ଠାତା ପିତା ଏବଂ ପ୍ରଥମ ରାଷ୍ଟ୍ରପତି ଡକ୍ଟର ସାମ ନୁଜୋମାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

July 09th, 07:42 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିରୋସ୍ ଏକର ସ୍ମାରକୀରେ ନାମିବିୟାର ପ୍ରତିଷ୍ଠାତା ପିତା ଏବଂ ପ୍ରଥମ ରାଷ୍ଟ୍ରପତି ଡକ୍ଟର ସାମ ନୁଜୋମାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

PM Modi arrives in Windhoek, Namibia

July 09th, 12:15 pm

Prime Minister Narendra Modi arrived in Namibia a short while ago. In Namibia, PM Modi will hold discussions with President Netumbo Nandi-Ndaitwah and also address the Joint Session of Namibian Parliament.

ଘାନା, ତ୍ରିନିଦାଦ ଓ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତରେ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ପୂର୍ବ ବିବୃତ୍ତି

July 02nd, 07:34 am

ରାଷ୍ଟ୍ରପତି ଜନ୍ ଡ୍ରାମାନି ମହାମାଙ୍କ ନିମନ୍ତ୍ରଣରେ, ୨-୩ ଜୁଲାଇରେ ମୁଁ ଘାନା ଗସ୍ତ କରିବି । ଗ୍ଲୋବାଲ୍ ସାଉଥରେ ଘାନା ଏକ ପ୍ରମୁଖ ଅଂଶୀଦାର ଏବଂ ଆଫ୍ରିକୀୟ ସଂଘ ତଥା ପଶ୍ଚିମ ଆଫ୍ରିକୀୟ ଦେଶଗୁଡିକର ଅର୍ଥନୈତିକ ସମ୍ପ୍ରଦାୟରେ ମଧ୍ୟ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଘାନା ସହିତ ଆମର ଐତିହାସିକ ସମ୍ପର୍କକୁ ଆହୁରି ଗଭୀର କରିବା ଏବଂ ନିବେଶ, ଶକ୍ତି, ସ୍ୱାସ୍ଥ୍ୟ, ସୁରକ୍ଷା, କ୍ଷମତା ନିର୍ମାଣ ତଥା ବିକାଶ ସହଭାଗିତା କ୍ଷେତ୍ର ସମେତ ସହଯୋଗର ନୂତନ ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ମୋର ମତ ଆଦାନପ୍ରଦାନ ପାଇଁ ମୁଁ ଅପେକ୍ଷା କରିଛି । ସହଯୋଗୀ ଗଣତାନ୍ତ୍ରିକ ଦେଶ ଭାବରେ, ଘାନାର ସଂସଦରେ ଭାଷଣ ଦେବା ଏକ ସମ୍ମାନର ବିଷୟ ହେବ ।

ପ୍ରଧାନମନ୍ତ୍ରୀଙ୍କ ଘାନା, ତ୍ରିନିଦାଦ ଏବଂ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତ (ଜୁଲାଇ ୦୨-୦୯)

June 27th, 10:03 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୦୨- ୦୩, ୨୦୨୫ରେ ଘାନା ଗସ୍ତରେ ଯିବେ । ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଦ୍ୱିପକ୍ଷୀୟ ଘାନା ଗସ୍ତ । ତିନି ଦଶନ୍ଧି ପରେ ଭାରତର କୌଣସି ପ୍ରଧାନମନ୍ତ୍ରୀ ଘାନା ଗସ୍ତରେ ଯାଉଛନ୍ତି । ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଘାନାର ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିବେ । ଦୃଢ଼ ଦ୍ୱିପାକ୍ଷିକ ସହଯୋଗର ସେ ସମୀକ୍ଷା କରିବା ସହ ଆର୍ଥିକ, ଶକ୍ତି, ପ୍ରତିରକ୍ଷା କ୍ଷେତ୍ରରେ ସମ୍ପର୍କ ଏବଂ ସହଭାଗିତା ସହଯୋଗ ବୃଦ୍ଧିର ସୁଯୋଗ ବାବଦରେ ଆଲୋଚନା କରିବେ । ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ବୃଦ୍ଧି କରିବା ଦିଗରେ ଦୁଇ ଦେଶର ପ୍ରତିବଦ୍ଧତାକୁ ନିଶ୍ଚିତ କରିବା ସହ ଇକୋୱାସ (ଇକୋନୋମିକ କମୁ୍ୟନିଟି ଅଫ ୱେଷ୍ଟ ଆଫ୍ରିକା ଷ୍ଟେଟସ ) ଏବଂ ଆଫ୍ରିକାନ ୟୁନିଅନରେ ଭାରତର ସହଭାଗିତାକୁ ଦୃଢ଼ କରିବ ।

ବ୍ରିକ୍ସ - ଆଫ୍ରିକା ଆଉଟରିଚ୍ ଏବଂ ବ୍ରିକ୍ସ ପ୍ଲସ୍ ସଂଳାପରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

August 25th, 12:12 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 24 ଅଗଷ୍ଟ 2023 ରେ ଜୋହାନ୍ସବର୍ଗ ଠାରେ ବ୍ରିକ୍ସ - ଆଫ୍ରିକା ଆଉଟରିଚ୍ ଏବଂ ବ୍ରିକ୍ସ ପ୍ଲସ ସଂଳାପରେ ଭାଗ ନେଇଥିଲେ।

ବ୍ରିକ୍ସ - ଆଫ୍ରିକା ଆଉଟ୍‌ରିଚ୍ ଏବଂ ବ୍ରିକ୍ସ ପ୍ଲସ୍ ଡାଏଲଗରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

August 24th, 02:38 pm

ଆଫ୍ରିକା ମାଟିରେ ଆପଣ ସମସ୍ତ ବନ୍ଧୁ ମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ମୋତେ ବହୁତ ଆନନ୍ଦିତ କରୁଛି ।

ମହୀଶୂର ବ୍ୟାଘ ପ୍ରକଳ୍ପର ୫୦ ବର୍ଷ ପୂର୍ତ୍ତି ଅବସରରେ ଉଦଘାଟନୀ ଅଧିବେଶନକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

April 09th, 01:00 pm

ସର୍ବ ପ୍ରଥମେ ମୁଁ ଆପଣ ସମସ୍ତଙ୍କଠାରୁ କ୍ଷମା ଚାହୁଁଛି ଯେ, ସକାଳ 6ଟାରୁ ଚାଲି ଯାଇଥିଲି ମୁଁ ଭାବିଥିଲି ଯେ ଠିକ ସମୟରେ ଜଙ୍ଗଲ ଭ୍ରମଣ କରି ଫେରିଆସିବି କିନ୍ତୁ ମୋତେ ଆସିବାରେ 1 ଘଣ୍ଟ। ବିଳମ୍ବ ହୋଇଗଲା । ଆପଣ ସମସ୍ତଙ୍କୁ ପ୍ରତୀକ୍ଷା କରିବାକୁ ପଡିଲା ଏଥିପାଇଁ ମୁଁ ଆପଣ ସମସ୍ତଙ୍କଠାରୁ କ୍ଷମା ଚାହୁଁଛି । ମୋ କଥା, ପ୍ରଥମେ ଆମେ ଏ ଯେଉଁ ବାଘ ସଂଖ୍ୟା ସଂଖ୍ୟାକୁ ଆମେ ଛୁଇଁଛେ, ଯାହା ଦେଖୁଛେ, ଆମର ଏହି ବାଘଙ୍କ ପରବାରର ଯେଉଁ ବିସ୍ତାର ହେଉଛି, ଏହା ହେଉଛି ଗୌରବମୟ ମୁହୂର୍ତ । ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି ଏହି ବାଘଙ୍କ ସମ୍ମାନରେ ନିଜ ସ୍ଥାନରେ ଠିଆ ହୋଇ ଆମେ ବାଘମାନଙ୍କୁ ଉତ୍ସାହପୂର୍ଣ୍ଣ ସ୍ୱାଗତ କରିବା । ଧନ୍ୟବାଦ!

କର୍ଣ୍ଣାଟକର ମହୀଶୂରରେ "ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷର ପୂର୍ତ୍ତି ସ୍ମାରକୀ” କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

April 09th, 12:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ମହୀଶୂର ସ୍ଥିତ ମହୀଶୂର ବିଶ୍ୱବିଦ୍ୟାଳୟ ଠାରେ ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷର ପୂର୍ତ୍ତି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ଇଣ୍ଟରନେସନାଲ ବିଗ୍‍ କ୍ୟାଟ ଆଲାଏନ୍ସ (ଆଇବିସିଏ)ର ମଧ୍ୟ ଶୁଭାରମ୍ଭ କରିଛନ୍ତି । ବ୍ୟାଘ୍ର ସଂରକ୍ଷଣର ପରିଚାଳନା ପ୍ରଭାବର ମୂଲ୍ୟାଙ୍କନର ୫ ମ ଚକ୍ରର ଏକ ସାରାଂଶ ରିପୋର୍ଟ ଅମୃତ କାଲ କା ଭିଜନ ଫର ଟାଇଗର କନଜରଭେସନ” ପୁସ୍ତକର ଉନ୍ମୋଚନ କରିଥିଲେ, ବାଘ ସଂଖ୍ୟା ଘୋଷଣା କରି ସର୍ବ ଭାରତୀୟ ବ୍ୟାଘ୍ର ଆକଳନ (୫ମ ଚକ୍ର) ର ସାରାଂଶ ରିପୋର୍ଟ ଉନ୍ମୋଚନ କରିଥିଲେ । ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷ ପୂରଣ ହେବା ଅବସରରେ ସେ ଏକ ସ୍ମରଣୀୟ ମୁଦ୍ରା ମଧ୍ୟ ଜାରି କରିଥିଲେ ।

କୁନୋ ଜାତୀୟ ପ୍ରାଣୀ ଉଦ୍ଦ୍ୟାନରେ ଚିତାବାଘଙ୍କ ପୁନର୍ବାସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ମୂଳ ଭାଷଣର ଅନୁବାଦ

September 17th, 11:51 am

ମାନବ ସମାଜ ନିକଟରେ ଏଭଳି ଅବସର ଖୁବ୍ କମ୍ ଥର ଆସିଥାଏ ଯେତେବେଳେ ସମୟ ଚକ୍ର ଆମକୁ ଅତୀତକୁ ସୁଧାରିବା ନିମନ୍ତେ ନୂତନ ଭବିଷ୍ୟତର ନିର୍ମାଣ ନିମନ୍ତେ ସୁଯୋଗ ପ୍ରଦାନ କରିଥାଏ । ଆଜି ଆମର ସୌଭାଗ୍ୟକୁ ଆମ ସାମ୍ନାରେ ଏଭଳି ଏକ କ୍ଷଣ ଉପସ୍ଥିତ ହୋଇଛି । ଦଶନ୍ଧି ଦଶନ୍ଧି ପୂର୍ବରୁ ଜୈବ ବିବିଧତାର ଶହ ଶହ ବର୍ଷ ପୁରାତନ ଯେଉଁ କଡ଼ି ଛିଣ୍ଡି ଯାଇଥିଲା, ବିଲୁପ୍ତ ହୋଇଯାଇଥିଲା, ଆଜି ଆମକୁ ଏହାକୁ ପୁଣି ଥରେ ଯୋଡ଼ିବାର ସୁଯୋଗ ମିଳିଛି । ଆଜି ଭାରତ ଭୂମିକୁ ଚିତାବାଘ ଲେଉଟି ଆସିଛି ଏବଂ ମୁଁ ଏକଥା ମଧ୍‌୍ର କହିବି ଯେ ଏହି ତିତାମାନଙ୍କ ସହିତ ହିଁ ଭାରତର ପ୍ରକୃତିପ୍ରେମୀ ଚେତନା ପୂର୍ଣ୍ଣ ଶକ୍ତିର ସହିତ ଜାଗ୍ରତ ହୋଇ ଉଠିଛି । ମୁଁ ଏହି ଐତିହାସିକ ଅବସରରେ ସମସ୍ତ ଦେଶବାସୀଙ୍କୁ ବଧେଇ ଜଣାଉଛି ।

PM addresses the nation on release of wild Cheetahs in Kuno National Park in Madhya Pradesh

September 17th, 11:50 am

PM Modi released wild Cheetahs brought from Namibia at Kuno National Park under Project Cheetah, the world's first inter-continental large wild carnivore translocation project. PM Modi said that the cheetahs will help restore the grassland eco-system as well as improve the biopersity. The PM also made special mention of Namibia and its government with whose cooperation, the cheetahs have returned to Indian soil after decades.

PM meets African leaders on last day of India-Africa Forum Summit

October 29th, 04:53 pm