2047 ରେ ବିକଶିତ ଭାରତର ମାର୍ଗ ଆତ୍ମନିର୍ଭରଶୀଳତା ମାଧ୍ୟମରେ ଯାଇଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆଉ ଥରେ ଦେଶର ସଫଳତା ଏବଂ ଦେଶବାସୀଙ୍କ ଉପଲବ୍ଧି ବିଷୟରେ କଥା ହେବା । ଗତ କିଛି ସପ୍ତାହରେ କ୍ରୀଡ଼ା ହେଉ, ବିଜ୍ଞାନ ହେଉ କିମ୍ବା ସଂସ୍କୃତି ହେଉ, ବହୁତ କିଛି ଏମିତି ହୋଇଛି, ଯାହା ଉପରେ ପ୍ରତ୍ୟେକ ଭାରତବାସୀ ଗର୍ବିତ । ଏବେ ନିକଟରେ ଶୁଭାଂଶୁ ଶୁକ୍ଳାଙ୍କ ମହାକାଶରୁ ଫେରିବାକୁ ନେଇ ଦେଶରେ ବହୁତ ଚର୍ଚ୍ଚା ହେଲା । ଶୁଭାଂଶୁ ଯେମିତି ପୃଥିବୀପୃଷ୍ଠରେ ସୁରକ୍ଷିତ ଭାବେ ଓହ୍ଲାଇଲେ, ଲୋକେ ଉତ୍ସାହିତ ହୋଇଉଠିଲେ । ପ୍ରତ୍ୟେକ ହୃଦୟରେ ଖୁସିର ଲହରି ଖେଳିଗଲା । ସମଗ୍ର ଦେଶ ଗର୍ବରେ ପରିପୂର୍ଣ୍ଣ ହୋଇଗଲା । ମୋର ମନେଅଛି, ଯେତେବେଳେ ଅଗଷ୍ଟ ୨୦୨୩ରେ ଚନ୍ଦ୍ରଯାନ-୩ର ସଫଳ ଅବତରଣ ହୋଇଥିଲା, ସେତେବେଳେ ଦେଶରେ ଗୋଟିଏ ନୂଆ ବାତାବରଣ ସୃଷ୍ଟି ହୋଇଥିଲା । ବିଜ୍ଞାନକୁ ନେଇ, ମହାକାଶକୁ ନେଇ ପିଲାମାନଙ୍କ ମନରେ ଏକ ନୂଆ ଜିଜ୍ଞାସା ମଧ୍ୟ ଜାଗ୍ରତ ହୋଇଥିଲା । ଏବେ ଛୋଟ ଛୋଟ ପିଲାମାନେ କହୁଛନ୍ତି, ଆମେ ବି ମହାକାଶକୁ ଯିବୁ । ଆମେ ବି ଚନ୍ଦ୍ରପୃଷ୍ଠରେ ଓହ୍ଲାଇବୁ – ମହାକାଶ ବିଜ୍ଞାନୀ ହେବୁ ।India has witnessed rapid transformations across diverse sectors: PM Modi
June 09th, 09:40 am
The Prime Minister, Shri Narendra Modi has highlighted the remarkable transformation India has undergone over the past eleven years under the NDA Government.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
March 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜିର ଏହି ପବିତ୍ର ଦିନରେ ମୋତେ ଆପଣମାନଙ୍କ ସହ ମନର କଥା ହେବାକୁ ସୁଯୋଗ ମିଳିଛି । ଆଜି ହେଉଛି ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଚୈତ୍ର ନବରାତ୍ର ଆରମ୍ଭ ହେଉଛି । ଆଜିଠାରୁ ଭାରତୀୟ ନବବର୍ଷ ମଧ୍ୟ ଆରମ୍ଭ ହେଉଛି । ଏଥର ବିକ୍ରମ ସମ୍ବତ୍ସର ୨୦୮୨ ଆରମ୍ଭ ହେଉଛି । ବର୍ତ୍ତମାନ ମୋ ଆଗରେ ଆପଣମାନଙ୍କର ଅନେକ ଚିଠି ରହିଛି । କିଛି ବିହାରରୁ ଆସିଛି, କିଛି ପଶ୍ଚିମବଙ୍ଗରୁ, କିଛି ତାମିଲନାଡ଼ୁରୁ ଆସିଛି ତ ଆଉ କିଛି ଗୁଜରାଟରୁ । ଏସବୁରେ ଖୁବ ଆକର୍ଷକ ଢଙ୍ଗରେ ଲୋକେ ନିଜର ମନର କଥା ଲେଖି ପଠାଇଛନ୍ତି । ଅନେକ ଚିଠିରେ ଶୁଭେଚ୍ଛା ଓ ଅଭିନନ୍ଦନ ବାର୍ତ୍ତା ମଧ୍ୟ ରହିଛି । କିଛି ବାର୍ତ୍ତା ଆପଣମାନଙ୍କୁ ଶୁଣାଇବାକୁ ମୋର ଇଚ୍ଛା ହେଉଛି ।ଗୁଜରାଟର ସୁରଟରେ ସୁରଟ ଖାଦ୍ୟ ସୁରକ୍ଷା ପୁଷ୍ଟିକର ଅଭିଯାନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 05:34 pm
ମୁଁ ଭାଗ୍ୟବାନ ଯେ ଆଜି ଦେଶର ଲୋକମାନେ ଏବଂ ଗୁଜରାଟର ଲୋକମାନେ ମୋତେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟ କରିବାର ସୁଯୋଗ ଦେଇଛନ୍ତି। ଏହା ପରେ ସୁରଟକୁ ଏହା ମୋର ପ୍ରଥମ ଗସ୍ତ। ଗୁଜରାଟ ଯାହା ନିର୍ମାଣ କରିଥିଲା, ଦେଶ ତାକୁ ଆନନ୍ଦର ସହିତ ଆପଣାଇ ଥିଲା। ମୁଁ ସବୁବେଳେ ଆପଣଙ୍କ ନିକଟରେ ଋଣୀ ରହିବି, ମୋ ଜୀବନର ନିର୍ମାଣରେ ଆପଣ ବହୁତ ଯୋଗଦାନ ଦେଇଛନ୍ତି। ଆଜି ଯେତେବେଳେ ମୁଁ ସୁରଟ ଆସିଛି, ଏହା କିପରି ସମ୍ଭବ ଯେ ସୁରଟର ଉତ୍ସାହକୁ ଅଣଦେଖା କରି ପାରିବି। କାର୍ଯ୍ୟ ଏବଂ ଦାନ ହେଉଛି ଦୁଇଟି ଜିନିଷ ଯାହା ସୁରଟକୁ ଆହୁରି ସ୍ୱତନ୍ତ୍ର କରିଥାଏ। ପରସ୍ପରକୁ ସମର୍ଥନ କରିବା, ସମସ୍ତଙ୍କ ବିକାଶର ଉତ୍ସବ ପାଳନ କରିବା, ଆମେ ସୁରଟର ପ୍ରତ୍ୟେକ କୋଣରେ ଏହା ଦେଖୁଛୁ। ଆଜିର କାର୍ଯ୍ୟକ୍ରମ ସୁରଟର ଏହି ଭାବନାକୁ ଆଗକୁ ନେବାକୁ ଯାଉଛି।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ସୁରଟ ଖାଦ୍ୟ ସୁରକ୍ଷା ସଂତୃପ୍ତି ଯୋଜନା କାର୍ଯ୍ୟକ୍ରମର ଶୁଭାରମ୍ଭ
March 07th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସୁରଟର ଲିମ୍ବାୟତରେ ସୁରଟ ଖାଦ୍ୟ ସୁରକ୍ଷା ସଂତୃପ୍ତି ଯୋଜନା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଜାତୀୟ ଖାଦ୍ୟ ନିରାପତ୍ତା ଆଇନର ୨.୩ ଲକ୍ଷରୁ ଅଧିକ ଲାଭାର୍ଥୀଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଲାଭ ବିତରଣ କରିଛନ୍ତି । ଉପସ୍ଥିତ ସମାବେଶକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ସୁରଟ ସହରର କାର୍ଯ୍ୟ ଓ ସେବା ମନୋଭାବର ଦୃଢ଼ ଭିତ୍ତିକୁ ଉଦାହରଣ ଦେଇ ଏହା ସହରର ଅଦ୍ୱିତୀୟ ଭାବନା ଏବଂ କେବେ ଭୁଲିହେବନି ବୋଲି କହିଥିଲେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
February 23rd, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’କୁ ଆପଣ ସମସ୍ତଙ୍କୁ ସ୍ୱାଗତ । ଏବେ ଚମ୍ପିଆନ୍ସ ଟ୍ରଫି ଚାଲିଛି ଏବଂ ଚାରିଆଡ଼େ କ୍ରିକେଟ୍ ବିଷୟରେ ଆଲୋଚନା ହେଉଛି । କ୍ରିକେଟରେ ଶତକର ରୋମାଞ୍ଚ କ’ଣ, ତାହା ତ ଆମେ ସମସ୍ତେ ଭଲ ଭାବେ ଜାଣୁଁ, କିନ୍ତୁ ଆଜି ମୁଁ ଆପଣ ସମସ୍ତଙ୍କୁ କ୍ରିକେଟ୍ ନୁହେଁ, ବରଂ ଭାରତ ମହାକାଶରେ ଯେଉଁ ଶତକ ହାସଲ କରିଛି ସେ ବିଷୟରେ କହିବାକୁ ଯାଉଛି । ଗତ ମାସରେ ଦେଶ ଇସ୍ରୋର ୧୦୦ତମ ରକେଟ୍ ପ୍ରେରଣର ସାକ୍ଷୀ ହେଲା । ଏହା କେବଳ ଏକ ସଂଖ୍ୟା ନୁହେଁ, ବରଂ ଏଥିରୁ ମହାକାଶ ବିଜ୍ଞାନରେ ଆମର ନିତ୍ୟନୂତନ ଶିଖର ସ୍ପର୍ଶ କରିବାର ସଂକଳ୍ପ ବିଷୟରେ ମଧ୍ୟ ସୂଚନା ମିଳୁଛି । ଆମର ମହାକାଶ ଯାତ୍ରାର ଶୁଭାରମ୍ଭ ଅତି ସାଧାରଣ ଭାବେ ହୋଇଥିଲା । ଏଥିରେ ପ୍ରତି ପଦକ୍ଷେପରେ ଆହ୍ୱାନ ଥିଲା, କିନ୍ତୁ ଆମ ବୈଜ୍ଞାନିକମାନେ ବିଜୟ ଲାଭ କରି ଆଗକୁ ଆଗକୁ ବଢ଼ିଚାଲିଲେ । ସମୟ ସହିତ ମହାକାଶର ଏହି ଯାତ୍ରାରେ ଆମ ସଫଳତାର ତାଲିକା ଲମ୍ବା ହୋଇ ଚାଲିଲା । ଲଞ୍ଚ ଭେଇକିଲ୍ ନିର୍ମାଣ ହେଉ, ଚନ୍ଦ୍ରଯାନର ସଫଳତା ହେଉ, ମଙ୍ଗଳଯାନ ହେଉ, ଆଦିତ୍ୟ ଏଲ୍- ୱାନ୍ କିମ୍ବା ଗୋଟିଏ ରକେଟରେ ଏକାଥରରେ ୧୦୪ଟି ଉପଗ୍ରହ ପ୍ରେରଣର ଅଭୂତପୂର୍ବ ଅଭିଯାନ ହେଉ – ଇସ୍ରୋର ସଫଳତାର ପରିସର ବିଶାଳ ହୋଇଛି । ଗତ ୧୦ ବର୍ଷରେ ହିଁ ପ୍ରାୟଃ ୪୬୦ ଟି ଉପଗ୍ରହ ଲଞ୍ଚ୍ କରାଯାଇଛି ଏବଂ ଏଥିରେ ଅନ୍ୟ ଦେଶମାନଙ୍କର ମଧ୍ୟ ଅନେକ ଉପଗ୍ରହ ରହିଛି । ଗୋଟିଏ ବଡ଼ କଥା ହେଉଛି ଯେ, ଆମ ମହାକାଶ ବିଜ୍ଞାନୀମାନଙ୍କ ଦଳରେ ନାରୀଶକ୍ତିର ଅଂଶଗ୍ରହଣ କ୍ରମାଗତ ଭାବେ ବୃଦ୍ଧି ପାଉଛି । ଏହାଦେଖି ମଧ୍ୟ ମୋତେ ବହୁତ ଖୁସି ଲାଗୁଛି ଯେ, ଆଜି ମହାକାଶ କ୍ଷେତ୍ର ଆମ ଯୁବବର୍ଗଙ୍କର ପ୍ରିୟ ହୋଇଯାଇଛି । କିଛି ବର୍ଷ ପୂର୍ବେ ଏ କଥା କିଏ ବା ଚିନ୍ତା କରିଥିବ ଯେ, ଏହି କ୍ଷେତ୍ରରେ ଷ୍ଟାର୍ଟ-ଅପ୍ ଏବଂ ଘରୋଇ କମ୍ପାନୀଗୁଡ଼ିକର ସଂଖ୍ୟା ଶହ ଶହ ହୋଇଯିବ । ଆମର ଯେଉଁ ଯୁବକ-ଯୁବତୀ ଜୀବନରେ କିଛି ରୋମାଂଚକର ଏବଂ ଉତ୍ସାହଜନକ କାର୍ଯ୍ୟ କରିବାକୁ ଚାହୁଁଛନ୍ତି, ସେମାନଙ୍କ ପାଇଁ ଏହି ମହାକାଶ କ୍ଷେତ୍ର ଗୋଟିଏ ସୁନ୍ଦର ବିକଳ୍ପ ହେବାକୁ ଯାଉଛି ।ମନ୍ କୀ ବାତ୍ ନଭେମ୍ବର 2024
November 24th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ମନର କଥା, ଅର୍ଥାତ, ଦେଶର ମିଳିତ ପ୍ରୟାସର କଥା, ଦେଶର ଉପଲବ୍ଧିଗୁଡ଼ିକର କଥା, ଲୋକମାନଙ୍କର ସାମର୍ଥ୍ୟର କଥା । ମନର କଥା ଅର୍ଥାତ, ଦେଶର ଯୁବବର୍ଗଙ୍କ ସ୍ୱପ୍ନ, ଦେଶର ନାଗରିକମାନଙ୍କ ଆକାଂକ୍ଷାର କଥା । ମୁଁ ମାସକଯାକ ‘ମନ୍ କି ବାତ୍’କୁ ଅପେକ୍ଷା କରିଥାଏ, ଯାହାଦ୍ୱାରା ଆପଣମାନଙ୍କ ସହିତ ସିଧା କଥାବାର୍ତ୍ତା କରିପାରିବି । କେତେ କେତେ ବାର୍ତ୍ତା, କେତେ ମେସେଜ୍! ଅଧିକରୁ ଅଧିକ ବାର୍ତ୍ତାଗୁଡ଼ିକୁ ପଢ଼ିବା, ଆପଣମାନଙ୍କ ପରାମର୍ଶ ଉପରେ ଚିନ୍ତା କରିବା ପାଇଁ ମୁଁ ସମ୍ପୂର୍ଣ୍ଣ ଭାବେ ଚେଷ୍ଟା କରିଥାଏ ।The Mahayuti government is striving for the empowerment of every section of the society: PM to BJP Karyakartas, Maharashtra
November 16th, 11:48 am
As part of the ‘Mera Booth Sabse Mazboot’ program, Prime Minister Narendra Modi has directly interacted with BJP karyakartas in Maharashtra via the NaMo App. He said, “The people of Maharashtra are highly impressed with the two-and-a-half years of the Mahayuti government's tenure. Everywhere I have been, I have witnessed this affection. The people of Maharashtra want this government to continue for the next five years.”PM Modi interacts with BJP Karyakartas from Maharashtra via NaMo App
November 16th, 11:30 am
As part of the ‘Mera Booth Sabse Mazboot’ program, Prime Minister Narendra Modi has directly interacted with BJP karyakartas in Maharashtra via the NaMo App. He said, “The people of Maharashtra are highly impressed with the two-and-a-half years of the Mahayuti government's tenure. Everywhere I have been, I have witnessed this affection. The people of Maharashtra want this government to continue for the next five years.”ତ୍ରିରଙ୍ଗାର ଗୌରବ ବଜାୟ ରଖିବାରେ 'ହର ଘର ତିରଙ୍ଗା ଅଭିଯାନ' ଏକ ଅନନ୍ୟ ପର୍ବ ପାଲଟିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 28th, 11:30 am
ବନ୍ଧୁଗଣ, କ୍ରୀଡ଼ା ଜଗତର ଏହି ଅଲମ୍ପିକ୍ସ ଭିନ୍ନ, କିଛିଦିନ ପୂର୍ବରୁ ଗଣିତ ଜଗତରେ ମଧ୍ୟ ଗୋଟିଏ ଅଲମ୍ପିକ୍ସ ଅନୁଷ୍ଠିତ ହୋଇଯାଇଛି – International Mathematics Olympiad. ଏହି ଅଲିମ୍ପିଆଡରେ ଭାରତର ପ୍ରତିଯୋଗୀମାନେ ଖୁବ ଭଲ ପ୍ରଦର୍ଶନ କରିଛନ୍ତି । ଏଥିରେ ଆମ ଦଳ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଚାରୋଟି ସ୍ୱର୍ଣ୍ଣପଦକ ଏବଂ ଗୋଟିଏ ରୌପ୍ୟପଦକ ଜିତିଛି । International Mathematics Olympiad – ଏଥିରେ ୧୦୦ରୁ ଅଧିକ ଦେଶର ଯୁବ ପ୍ରତିଯୋଗୀ ଅଂଶଗ୍ରହଣ କରିଥାନ୍ତି ଏବଂ ମୋଟ ପଦକ ତାଲିକାରେ ଆମ ଦଳ ସର୍ବଶ୍ରେଷ୍ଠ ପାଞ୍ଚଟି ଦଳ ମଧ୍ୟରେ ସ୍ଥାନ ପାଇବାରେ ସଫଳତା ଲାଭ କରିଛି । ଦେଶର ନାଁ ଉଜ୍ଜ୍ୱଳ କରିଥିବା ଏହି ଛାତ୍ରମାନଙ୍କ ନାମ ହେଉଛି - ପୁଣେର ଆଦିତ୍ୟ ଭେଙ୍କଟ ଗଣେଶ, ସେହି ପୁଣେର ସିଦ୍ଧାର୍ଥ ଚୋପ୍ଡ଼ା, ଦିଲ୍ଲୀର ଅର୍ଜୁନ ଗୁପ୍ତା, ଗ୍ରେଟର୍ ନଏଡାର କନବ ତଲୱାର, ମୁମ୍ବାଇର ରୁଷିଲ୍ ମାଥୁର୍ ଏବଂ ଗୁଆହାଟିର ଆନନ୍ଦୋ ଭାଦୁରୀ ।DMK founded on 'Divide, Divide and Divide' and seeks to destroy 'Sanatan': PM Modi in Vellore
April 10th, 02:50 pm
Ahead of the Lok Sabha elections, Prime Minister Narendra Modi was accorded a warm welcome by the vibrant people of Vellore as he addressed a public meeting in Tamil Nadu. He said, I bow down to the history, mythology, and bravery of Vellore. He added, Vellore created a pivotal revolution against the British, and presently, its robust support for the N.D.A. showcases the spirit of 'Fir ek Baar Modi Sarkar'.Massive crowd support in Vellore & Mettupalayam as PM Modi addresses two public meetings in Tamil Nadu
April 10th, 10:30 am
Ahead of the Lok Sabha elections, Prime Minister Narendra Modi was accorded a warm welcome by the massive crowd support in Vellore and Mettupalayam as he addressed two public meetings in Tamil Nadu. He said, I bow down to the history, mythology, and bravery of Vellore. He added, Vellore created a pivotal revolution against the British, and presently, its robust support for the N.D.A. showcases the spirit of 'Fir ek Baar Modi Sarkar'.Meticulous planning and equal focus on Prachaar will strengthen booth for victory: PM Modi in Karnataka via NaMo App
April 05th, 05:00 pm
Prime Minister Narendra Modi engaged in a significant interaction with the BJP Karyakartas from Karnataka through the NaMo App, reaffirming the Party's commitment to effective communication of its good governance agenda across the state. During the session, PM Modi shared insightful discussions with Karyakartas, addressing key issues and soliciting feedback on grassroots initiatives.PM Modi interacts with BJP Karyakartas from Karnataka via NaMo App
April 05th, 04:30 pm
Prime Minister Narendra Modi engaged in a significant interaction with the BJP Karyakartas from Karnataka through the NaMo App, reaffirming the Party's commitment to effective communication of its good governance agenda across the state. During the session, PM Modi shared insightful discussions with Karyakartas, addressing key issues and soliciting feedback on grassroots initiatives.In this election, we need to put our full effort into achieving the goal of '4 June 400 paar': PM Modi in WB via NaMo App
April 03rd, 05:30 pm
Prime Minister Narendra Modi engaged in a significant interaction with BJP Karyakartas from West Bengal via the NaMo App, underlining the Party's unwavering commitment to effectively communicate its governance agenda across the state. During this session, PM Modi delved into insightful discussions with Karyakartas, addressing pivotal issues and seeking feedback on grassroots initiatives.PM Modi interacts with BJP Karyakartas from West Bengal via NaMo App
April 03rd, 05:00 pm
Prime Minister Narendra Modi engaged in a significant interaction with BJP Karyakartas from West Bengal via the NaMo App, underlining the Party's unwavering commitment to effectively communicate its governance agenda across the state. During this session, PM Modi delved into insightful discussions with Karyakartas, addressing pivotal issues and seeking feedback on grassroots initiatives.I urge BJP Karyakartas to educate people on government welfare schemes: PM Modi in UP via NaMo App
April 03rd, 02:15 pm
Prime Minister Narendra Modi engaged in an interactive session with BJP Karyakartas from Uttar Pradesh via the NaMo App, reaffirming the Party's commitment to effective communication of its good governance agenda across the state ahead of the upcoming Lok Sabha Elections. During the session, PM Modi participated in insightful discussions, addressing key issues, and seeking feedback on grassroots initiatives.PM Modi interacts with BJP Karyakartas from Uttar Pradesh via NaMo App
April 03rd, 01:00 pm
Prime Minister Narendra Modi engaged in an interactive session with BJP Karyakartas from Uttar Pradesh via the NaMo App, reaffirming the Party's commitment to effective communication of its good governance agenda across the state ahead of the upcoming Lok Sabha Elections. During the session, PM Modi participated in insightful discussions, addressing key issues, and seeking feedback on grassroots initiatives.The source of strength for Modi's guarantee is BJP's Karyakartas: PM Modi in Kerala via NaMo App
March 30th, 06:45 pm
Ahead of the upcoming Lok Sabha Elections of 2024, Prime Minister Narendra Modi interacted with the BJP Booth Karyakartas of Kerala. He said, The dedication of the BJP Karyakartas of Kerala and their abilities to overcome all challenges is second to none.PM Modi interacts with the BJP Booth Karyakartas of Kerala via NaMo App
March 30th, 06:30 pm
Ahead of the upcoming Lok Sabha Elections of 2024, Prime Minister Narendra Modi interacted with the BJP Booth Karyakartas of Kerala. He said, The dedication of the BJP Karyakartas of Kerala and their abilities to overcome all challenges is second to none.