ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ୍ 2026ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 21st, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।‘ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 21st, 08:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।ପଶ୍ଚିମବଙ୍ଗ ଦୁର୍ନୀତି ଏବଂ "କଟ ଟଙ୍କା" ସଂସ୍କୃତିରେ ପୀଡିତ: ମେଦିନୀପୁରରେ ପ୍ରଧାନମନ୍ତ୍ରୀ ମୋଦୀ
April 19th, 11:30 am
ମେଦିନୀପୁର ରାଲିରେ, ପ୍ରଧାନମନ୍ତ୍ରୀ ମୋଦୀ ଦୁର୍ନୀତି, ବେକାରୀ ଏବଂ ପ୍ରବାସକୁ ଉଲ୍ଲେଖ କରି ଭାରତର ଦ୍ରୁତ ପ୍ରଗତିକୁ ଟିଏମସି ଅଧୀନରେ ବଙ୍ଗର ସ୍ଥିରତା ସହିତ ତୁଳନା କରିଥିଲେ। ଲୁଣ୍ଠନମୁକ୍ତ ବଙ୍ଗ ପାଇଁ ଆହ୍ୱାନ ଦେଇ, ସେ ପରିବର୍ତ୍ତନର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ - ପଲଟାନୋ ଦୋରକାର! ସେ ନୀଳ ବିପ୍ଳବ ପ୍ରତିଶ୍ରୁତି ଦେଇ ବଙ୍ଗର ଅବ୍ୟବହୃତ ମତ୍ସ୍ୟଜୀବୀ ସମ୍ଭାବନା ଉପରେ ମଧ୍ୟ ଆଲୋକପାତ କରିଥିଲେ।ଶୋଷଣ ବନ୍ଦ ହେବା ପାଇଁ ମଣ୍ଡିରୁ ଟିଏମସି ସିଣ୍ଡିକେଟ୍ ହଟାଯିବ: ପଶ୍ଚିମବଙ୍ଗର ଝାରଗ୍ରାମରେ ପ୍ରଧାନମନ୍ତ୍ରୀ ମୋଦୀ
April 19th, 11:20 am
ଝାରଗ୍ରାମ ରାଲିରେ ପ୍ରଧାନମନ୍ତ୍ରୀ ମୋଦୀ ଅନୁପ୍ରବେଶ ଏବଂ ବଙ୍ଗର ପରିଚୟ ଉପରେ ଏହାର ପ୍ରଭାବ ଉପରେ ଚିନ୍ତା ଉଠାଇବା ସହିତ ବିଭାଜନକାରୀ ରାଜନୀତି ବିରୁଦ୍ଧରେ ଚେତାବନୀ ଦେଇଥିଲେ। ସେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଅଧୀନରେ ସ୍ୱଚ୍ଛ ଏବଂ ସୁଲଭ ଶକ୍ତି ମାଧ୍ୟମରେ ଆଶ୍ୱସ୍ତି ପ୍ରଦାନ କରିବାର ପ୍ରତିଶ୍ରୁତି ଦେଇ ଉଚ୍ଚ ବିଦ୍ୟୁତ୍ ବିଲ୍ ଏବଂ ଅଭାବର ସମସ୍ୟାଗୁଡ଼ିକୁ ମଧ୍ୟ ପ୍ରକାଶ କରିଥିଲେ। ସେ ଚାଷୀ, ଆଦିବାସୀ ଏବଂ ଯୁବକମାନଙ୍କ ପାଇଁ ପ୍ରମୁଖ ଗ୍ୟାରେଣ୍ଟି, ଉଚ୍ଚ ଏମଏସପି, ବିସ୍ତାରିତ କଲ୍ୟାଣ ଯୋଜନା, ଉନ୍ନତ ସ୍କୁଲ, ସ୍ୱାସ୍ଥ୍ୟସେବା ଏବଂ ସିଣ୍ଡିକେଟ୍ ନିୟନ୍ତ୍ରଣରୁ ମୁକ୍ତି ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ।ପଶ୍ଚିମବଙ୍ଗର ବିଷ୍ଣୁପୁର, ପୁରୁଲିଆ, ଝାରଗ୍ରାମ ଏବଂ ମେଦିନୀପୁରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉତ୍ସାହୀ ରାଲି
April 19th, 11:00 am
ପ୍ରଧାନମନ୍ତ୍ରୀ ମୋଦୀ ବିଷ୍ଣୁପୁର, ପୁରୁଲିଆ, ଝାରଗ୍ରାମ ଏବଂ ମେଦିନୀପୁରରେ ବିଶାଳ ଏବଂ ଉତ୍ସାହୀ ଜନସମାବେଶକୁ ସମ୍ବୋଧିତ କରି ପଶ୍ଚିମବଙ୍ଗରେ ମହିଳା ସଶକ୍ତିକରଣ, ବିକାଶ ଏବଂ ନିର୍ଣ୍ଣାୟକ ପରିବର୍ତ୍ତନର ଏକ ଦୃଢ଼ ଏବଂ ସ୍ଥିର ବାର୍ତ୍ତା ଦେଇଥିଲେ।ଦିଲ୍ଲୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 08th, 03:54 pm
ଆଜି, ଆମେ ସମସ୍ତେ ଦିଲ୍ଲୀରେ ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ର ହୋଇଛୁ। କିଛି ସମୟ ପୂର୍ବରୁ ଏଠାଂରେ ୩୩,୫୦୦ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ହୋଇଛି । ମେଟ୍ରୋର ସମ୍ପ୍ରସାରଣରୁ ଆରମ୍ଭ କରି ହଜାର ହଜାର ସରକାରୀ କର୍ମଚାରୀଙ୍କ ବାସଗୃହ ପର୍ଯ୍ୟନ୍ତ, ଦେଶର ରାଜଧାନୀରେ ସୁବିଧାଗୁଡିକର ନିରନ୍ତର ବିସ୍ତାର ହେଉଛି, ଏକ ନୂଆ ଶକ୍ତି ପ୍ରଦାନ କରାଯାଉଛି । ଆପଣମାନେ ଦିଲ୍ଲୀବାସୀ ଗୋଟିଏ ବର୍ଷ ପୂର୍ବରୁ ଯେଉଁ ନୂତନ ଆଶା ଏବଂ ସଂକଳ୍ପ ସହତ ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ, ତାହାର ପରିଣାମ ଆଜି ଏଠାରେ ହୋଇଥିବା ବିକାଶମୂଳକ କାର୍ଯ୍ୟରେ ଦୃଶ୍ୟମାନ ହେଉଛି । ମୁଁ ଦିଲ୍ଲୀର ସମସ୍ତ ନାଗରିକମାନଙ୍କୁ ଏହି ବିକାଶର ଏହି ନିରନ୍ତର ଧାରା ପାଇଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରାୟ ₹୩୩,୫୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 08th, 10:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀଠାରେ ପ୍ରାୟ ୩୩,୫୦୦ କୋଟି ଟଙ୍କା ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଆଜି, ଆମେ ସମସ୍ତେ ଦିଲ୍ଲୀର ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ରିତ ହୋଇଛୁ।ନ୍ୟୁଜ୍ ୧୮ ରାଇଜିଂ ଭାରତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 27th, 08:30 pm
ନେଟୱାର୍କ ୧୮ର ସମସ୍ତ ସାମ୍ବାଦିକ, ଏହି ବ୍ୟବସ୍ଥାର ତଦାରଖ କରୁଥିବା ସମସ୍ତ ସହକର୍ମୀ, ଏଠାରେ ଉପସ୍ଥିତ ସମସ୍ତ ସମ୍ମାନିତ ଅତିଥିମାନେ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ନେଟ୍ଓ୍ବର୍କ ୧୮ ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 27th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଇଥିଲେ, ଯାହାର ଶୀର୍ଷକ ଥିଲା ‘ଅନ୍ତର୍ନିହିତ ସାମର୍ଥ୍ୟ’। ଗତ ୧୧ ବର୍ଷରେ ଭାରତର ଯାତ୍ରାକୁ ଉଲ୍ଲେଖ କରି ଶ୍ରୀ ମୋଦୀ ଦେଶର ସାମର୍ଥ୍ୟକୁ ପୁଣି ହାସଲ କରିବା, ଆର୍ଥିକ ଆତ୍ମନିର୍ଭରଶୀଳତା ଓ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତର ରୋଡମ୍ୟାପ୍ ସମ୍ପର୍କରେ ଆଲୋଚନା କରିଥିଲେ।୨୨ ଫେବୃଆରୀରେ ମିରଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
February 20th, 06:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୨ ଫେବୃଆରୀ ୨୦୨୬ରେ ଉତ୍ତର ପ୍ରଦେଶର ମିରଟ ଗସ୍ତ କରିବେ । ମଧ୍ୟ।।ହ୍ନ ପ୍ରାୟ ୧୨:୩୦ ସମୟରେ, ପ୍ରଧାନମନ୍ତ୍ରୀ ଶତାବ୍ଦୀ ନଗର ନମୋ ଭାରତ ଷ୍ଟେସନରେ ମିରଟ ମେଟ୍ରୋ ଏବଂ ନମୋ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ସେଠାରୁ ସେ ମିରଟ ଦକ୍ଷିଣ ଷ୍ଟେସନ ପର୍ଯ୍ୟନ୍ତ ମେଟ୍ରୋ ଯାତ୍ରା କରିବେ । ପ୍ରାୟ ୧ ଟା ସମୟରେ, ପ୍ରଧାନମନ୍ତ୍ରୀ ମିରଟରେ ପ୍ରାୟ ୧୨,୯୩୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ଭାରତ-ଫିଜି ମିଳିତ ବିବୃତ୍ତି: ଭେଲୋମଣି ବନ୍ଧୁତ୍ୱ ଭାବନାରେ ସହଭାଗୀତା
August 22nd, 05:15 pm
ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ, ଫିଜି ଗଣରାଜ୍ୟର ମହାମାନ୍ୟ ପ୍ରଧାନମନ୍ତ୍ରୀ ଶ୍ରୀ ସିଟିବେନୀ ରାବୁକା ୨୪ ରୁ ୨୬ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ଭାରତକୁ ଏକ ସରକାରୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ରାବୁକା, ଯିଏ ବର୍ତ୍ତମାନ ତାଙ୍କର ପ୍ରଥମ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀ ଗସ୍ତ କରୁଛନ୍ତି, ତାଙ୍କ ସହିତ ତାଙ୍କ ପତ୍ନୀ; ମହାମାନ୍ୟ ସ୍ୱାସ୍ଥ୍ୟ ଏବଂ ଚିକିତ୍ସା ସେବା ମନ୍ତ୍ରୀ ଶ୍ରୀ ଆଣ୍ଟୋନିଓ ଲାଲାବାଲାଭୁ; ଏବଂ ଫିଜି ଗଣରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ଏକ ପ୍ରତିନିଧିମଣ୍ଡଳ ମଧ୍ୟ ଉପସ୍ଥିତ ଅଛନ୍ତି ।ପଶ୍ଚିମବଙ୍ଗର କୋଲକାତାରେ 5,200 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 22nd, 05:00 pm
22.08.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର କୋଲକାତାରେ 5,200 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ତାଙ୍କୁ ପୁଣି ଥରେ ପଶ୍ଚିମବଙ୍ଗର ବିକାଶକୁ ତ୍ୱରାନ୍ୱିତ କରିବାର ସୁଯୋଗ ମିଳିଛି। ନୋଆପାରାରୁ ଜୟ ହିନ୍ଦ ବିମାନବନ୍ଦର ପର୍ଯ୍ୟନ୍ତ କୋଲକାତା ମେଟ୍ରୋ ଯାତ୍ରାର ତାଙ୍କର ଅଭିଜ୍ଞତା ପ୍ରଦାନ କରି ଶ୍ରୀ ମୋଦୀ କହିଛନ୍ତି ଯେ ଏହି ଗସ୍ତ ସମୟରେ ସେ ଅନେକ ସହକର୍ମୀଙ୍କ ସହ ଆଲୋଚନା କରିଛନ୍ତି ଏବଂ ଉଲ୍ଲେଖ କରିଛନ୍ତି ଯେ ସମସ୍ତେ କୋଲକାତାର ସାଧାରଣ ପରିବହନ ବ୍ୟବସ୍ଥାର ଆଧୁନିକୀକରଣ ଉପରେ ଖୁସି ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଛଅ ଲେନ୍ ବିଶିଷ୍ଟ ଉନ୍ନତ କୋନା ଏକ୍ସପ୍ରେସୱେ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ବହୁ ହଜାର କୋଟି ଟଙ୍କାର ପ୍ରକଳ୍ପ ପାଇଁ ସେ କୋଲକାତାର ଜନସାଧାରଣ ଏବଂ ପଶ୍ଚିମବଙ୍ଗର ସମସ୍ତ ନାଗରିକଙ୍କୁ ହୃଦୟର ସହିତ ଅଭିନନ୍ଦନ ଜଣାଇଛନ୍ତି।ୟୁଇଆର୍-II ଏବଂ ଦ୍ୱାରିକା ଏକ୍ସପ୍ରେସ-ୱେର ଦିଲ୍ଲୀ ସେକ୍ସନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 17th, 12:45 pm
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ନୀତିନ ଗଡ଼କରୀ ଜୀ, ହରିୟାଣାର ମୁଖ୍ୟମନ୍ତ୍ରୀ ନୟବ ସିଂହ ସୈନୀ ଜୀ, ଦିଲ୍ଲୀର ଉପ ରାଜ୍ୟପାଳ ବିନୟ ସକ୍ସେନା ଜୀ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭଉଣୀ ରେଖା ଗୁପ୍ତା ଜୀ, କେନ୍ଦ୍ରରେ ମନ୍ତ୍ରୀ ପରିଷଦର ମୋର ସହଯୋଗୀ ଅଜୟ ଟମ୍ମା ଜୀ, ହର୍ଷ ମାଲହୋତ୍ରା ଜୀ, ଦିଲ୍ଲୀ ଏବଂ ହରିୟାଣାର ସାଂସଦଗଣ, ଉପସ୍ଥିତ ମନ୍ତ୍ରୀଗଣ, ଅନ୍ୟ ଜନ ପ୍ରତିନିଧିଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧,୦୦୦ କୋଟି ଟଙ୍କାର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି
August 17th, 12:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ରୋହିଣୀ ଠାରେ ପ୍ରାୟ ୧୧,୦୦୦ କୋଟି ଟଙ୍କା ମୂଲ୍ୟର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ସ୍ଥାନର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ, କହିଥିଲେ ଯେ ଏକ୍ସପ୍ରେସୱେର ନାମ ଦ୍ୱାରକା ଏବଂ ଏହି କାର୍ଯ୍ୟକ୍ରମ ରୋହିଣୀରେ ଅନୁଷ୍ଠିତ ହେଉଛି। ସେ ଜନ୍ମାଷ୍ଟମୀର ଉତ୍ସବର ବାତାବରଣ ଉପରେ ଆଲୋକପାତ କରିଥିଲେ ଏବଂ ସେ ନିଜେ ଦ୍ୱାରକାଧୀଶଙ୍କ ଭୂମିରୁ ଆସିଥିବା ସଂଯୋଗ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମଗ୍ର ବାତାବରଣ ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତିରେ ଗଭୀର ଭାବରେ ପ୍ରଭାବିତ ହୋଇଛି।ରାଜସ୍ଥାନର ବିକାନେରରେ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 22nd, 12:00 pm
ରାଜସ୍ଥାନର ରାଜ୍ୟପାଳ ହରିଭାଉ ବାଗଡେ ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସାଥି ଅଶ୍ୱିନୀ ବୈଷ୍ଣବ ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଜୀ, ପ୍ରେମ ଚାନ୍ଦ ଜୀ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥି ମଦନ ରାଠୋର ଜୀ, ଅନ୍ୟ ସାଂସଦମାନେ ଏବଂ ବିଧାୟକଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।ରାଜସ୍ଥାନର ବିକାନେର ଠାରେ 26,000 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 22nd, 11:30 am
ରାଜସ୍ଥାନର ବିକାନେର ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 26,000 କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶକୁ ସମର୍ପଣ କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ, ସେ କାର୍ଯ୍ୟକ୍ରମରେ ଉପସ୍ଥିତ ବିଶାଳ ସମାବେଶକୁ ସ୍ୱାଗତ କରିଥିଲେ, ଏବଂ 18ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ଅନଲାଇନରେ ଯୋଗ ଦେଇଥିବା ଲୋକଙ୍କ ଗୁରୁତ୍ୱପୂର୍ଣ୍ଣ ଅଂଶଗ୍ରହଣକୁ ସ୍ୱୀକାର କରିଥିଲେ। ସେ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଏବଂ ଅନ୍ୟାନ୍ୟ ଜନପ୍ରତିନିଧିଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶବ୍ୟାପୀ ସମସ୍ତ ସମ୍ମାନିତ ବ୍ୟକ୍ତି ଏବଂ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଥିଲେ।AAP-da's sinking ship will drown in Yamuna Ji: PM Modi in Kartar Nagar, Delhi
January 29th, 01:16 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”PM Modi’s power-packed rally in Kartar Nagar ignites BJP’s campaign
January 29th, 01:15 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”ବିଭିନ୍ନ ରେଳ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 06th, 01:00 pm
ତେଲେଙ୍ଗାନାର ରାଜ୍ୟପାଳ ଶ୍ରୀ ଜିଷ୍ଣୁ ଦେବ ବର୍ମାଜୀ, ଓଡ଼ିଶାର ରାଜ୍ୟପାଳ ଶ୍ରୀ ହରି ବାବୁ ଜୀ, ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନାଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଶ୍ରୀ ରେବନ୍ତ ରେଡ୍ଡୀ ଜୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଜି କିଶନ ରେଡ୍ଡୀ ଜୀ, ଜିତେନ୍ଦ୍ର ସିଂହ ଜୀ, ଭି ସୋମୈୟା ଜୀ, ରବନୀତ ସିଂ ବିଟ୍ଟୁ ଜୀ, ବନ୍ଦୀ ସଞ୍ଜୟ କୁମାର ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ, ବିଧାୟକଗଣ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 06th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନୂତନ ଜାମ୍ମୁ ରେଳ ଡିଭିଜନର ଉଦଘାଟନ କରିଥିଲେ। ସେ ପୂର୍ବତଟ ରେଳବାଇର ରାୟଗଡ଼ା ରେଳ ଡିଭିଜନ କୋଠାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଏବଂ ତେଲଙ୍ଗାନାରେ ଚାରଲାପଲ୍ଲୀ ନୂତନ ଟର୍ମିନାଲ ଷ୍ଟେସନର ଉଦଘାଟନ କରିଥିଲେ।