ଉତ୍ତର ପ୍ରଦେଶର ମିରଟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର
February 22nd, 01:30 pm
ଉତ୍ତର ପ୍ରଦେଶର ସମ୍ମାନନୀୟ ଏବଂ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ପଙ୍କଜ ଚୌଧୁରୀ ଜୀ, ଜୟନ୍ତ ଚୌଧୁରୀ ଜୀ, ଉତ୍ତର ପ୍ରଦେଶର ଉପ-ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ୟୁପି ସରକାରଙ୍କ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀମାନେ, ବିଧାୟକଗଣ ଏବଂ ବହୁ ସଂଖ୍ୟାରେ ଏଠାରେ ଏକତ୍ରିତ ହୋଇଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ!ଭାରତର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡରକୁ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 22nd, 01:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେରଠରେ ନମୋ ଭାରତ ରାପିଡ୍ ରେଳ ଏବଂ ମେରଠ ମେଟ୍ରୋ ମାର୍ଗକୁ ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପ ‘ବିକଶିତ ଉତ୍ତର ପ୍ରଦେଶ' ଏବଂ ବିକଶିତ ଭାରତ’ ଲକ୍ଷ୍ୟକୁ ଗତିଶୀଳ କରିବ ବୋଲି ସେ କହିଛନ୍ତି। ଭାରତରେ ପ୍ରଥମ ଥର ପାଇଁ ଗୋଟିଏ ପ୍ଲାଟଫର୍ମରୁ ଗୋଟିଏ ଦିନରେ ଗୋଟିଏ ରାପିଡ୍ ରେଳ ଏବଂ ମେଟ୍ରୋ ସେବା ଆରମ୍ଭ ହୋଇଛି।Uttar Pradesh is set to emerge as a major hub for the nation’s Semiconductor Ecosystem: PM Modi
February 21st, 05:30 pm
PM Modi participated in the groundbreaking ceremony of HCL-Foxconn Semiconductor Unit in Uttar Pradesh. Speaking via VC, he lauded the ceremony as a historic milestone in India’s journey toward becoming a global semiconductor hub. He remarked that India has accelerated its pace in 2026 and highlighted major milestones such as Viksit Bharat Young Leaders Dialogue, National Startup Day and India Energy Summit. The PM credited the Double-Engine Government for changing the identity of Uttar Pradesh.ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି ନରେନ୍ଦ୍ର ମୋଦୀ
February 21st, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ଗ୍ଲୋବାଲ୍ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ପରେ ଭାରତ ବିଶ୍ୱସ୍ତରୀୟ ସେମିକଣ୍ଡକ୍ଟର ହବ୍ ହେବା ଦିଗରେ ଯାତ୍ରାରେ ଏହି ସମାରୋହ ଏକ ଐତିହାସିକ ମାଇଲଖୁଣ୍ଟ।PM Narendra Modi's Stellar Start to 2025: Transforming Vision into Reality in Just 15 Days
January 16th, 02:18 pm
Prime Minister Narendra Modi has begun 2025 with a flurry of transformative initiatives, demonstrating his vision for a progressive, self-reliant, and united India. From advancing infrastructure and scientific research to empowering youth and celebrating India’s cultural persity, his leadership has set the tone for a remarkable year ahead.ବିଭିନ୍ନ ରେଳ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 06th, 01:00 pm
ତେଲେଙ୍ଗାନାର ରାଜ୍ୟପାଳ ଶ୍ରୀ ଜିଷ୍ଣୁ ଦେବ ବର୍ମାଜୀ, ଓଡ଼ିଶାର ରାଜ୍ୟପାଳ ଶ୍ରୀ ହରି ବାବୁ ଜୀ, ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନାଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଶ୍ରୀ ରେବନ୍ତ ରେଡ୍ଡୀ ଜୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଜି କିଶନ ରେଡ୍ଡୀ ଜୀ, ଜିତେନ୍ଦ୍ର ସିଂହ ଜୀ, ଭି ସୋମୈୟା ଜୀ, ରବନୀତ ସିଂ ବିଟ୍ଟୁ ଜୀ, ବନ୍ଦୀ ସଞ୍ଜୟ କୁମାର ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ, ବିଧାୟକଗଣ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 06th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନୂତନ ଜାମ୍ମୁ ରେଳ ଡିଭିଜନର ଉଦଘାଟନ କରିଥିଲେ। ସେ ପୂର୍ବତଟ ରେଳବାଇର ରାୟଗଡ଼ା ରେଳ ଡିଭିଜନ କୋଠାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଏବଂ ତେଲଙ୍ଗାନାରେ ଚାରଲାପଲ୍ଲୀ ନୂତନ ଟର୍ମିନାଲ ଷ୍ଟେସନର ଉଦଘାଟନ କରିଥିଲେ।ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 05th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସାହିବାବାଦ ଆରଆରଟିଏସ ଷ୍ଟେସନରୁ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା କରିଥିଲେ ପ୍ରଧାନମନ୍ତ୍ରୀ । ଆଞ୍ଚଳିକ ଯୋଗାଯୋଗ ବୃଦ୍ଧି ଏବଂ ଯାତ୍ରାକୁ ସହଜ କରିବା ଏହି ପ୍ରକଳ୍ପଗୁଡ଼ିକର ମୁଖ୍ୟ ଲକ୍ଷ୍ୟ ରହିଛି ।ନୂଆଦିଲ୍ଲୀରେ ଜାନୁଆରୀ ୫ ତାରିଖରେ ୧୨ ହଜାର ୨୦୦ କୋଟିର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
January 04th, 05:00 pm
ନୂଆଦିଲ୍ଲୀରେ ଜାନୁଆରୀ ୫ ତାରିଖରେ ୧୨ ହଜାର ୨୦୦ କୋଟି ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରିବେ । ପୂର୍ବାହ୍ନ ୧୧ଟା ୧୫ ମିନିଟ ବେଳକୁ ନମୋ ଭାରତ ଟ୍ରେନରେ ପ୍ରଧାନମନ୍ତ୍ରୀ ମୋଦୀ ସାହିବାବାଦ ଆରଆରଟିଏସ ଷ୍ଟେସନଠାରୁ ନ୍ୟୁ ଅଶୋକନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ଯାତ୍ରା କରିବେ । ପ୍ରାୟ ୪ ହଜାର ୬ ଶହ କୋଟି ଟଙ୍କାର ୧୩ କିଲୋମିଟର ବ୍ୟାପୀ ଦିଲ୍ଲୀ-ଗାଜିଆବାଦ-ମିରଟ ନମୋ ଭାରତ କରିଡରକୁ ପ୍ରଧାନମନ୍ତ୍ରୀ ମୋଦୀ ଉଦଘାଟନ କରିବେ ।