ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ୧୦୦ ମିଟର-ଟି୩୫ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ନାରାୟଣ ଠାକୁରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 26th, 11:24 am

ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ୧୦୦ ମିଟର-ଟି୩୫ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ନାରାୟଣ ଠାକୁରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ୨୦୦ ମିଟର ଟି୩୫ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ନାରାୟଣ ଠାକୁରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 25th, 01:30 pm

ଚୀନର ହାଙ୍ଗଝୌରେ ଚାଲିଥିôବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ୨୦୦ ମିଟର ଟି୩୫ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ନାରାୟଣ ଠାକୁରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।