ଶ୍ରୀ ନାରାୟଣ ଗୁରୁ ଏବଂ ଗାନ୍ଧୀଜୀଙ୍କ ମଧ୍ୟରେ ବାର୍ତ୍ତାଳାପର ଶତବାର୍ଷିକୀ ସମାରୋହ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 24th, 11:30 am

ଆଜି ଏହି ପରିସରରେ ଦେଶର ଇତିହାସରେ ଏକ ଅଭୂତପୂର୍ବ ଘଟଣାର ସ୍ମରଣ କରିବାର ସାକ୍ଷୀ ହେଉଛି। ଏକ ଏମିତି ଐତିହାସିକ ଘଟଣା, ଯାହା କେବଳ ଆମର ସ୍ୱାଧୀନତା ଆନ୍ଦୋଳନକୁ ଏକ ନୂତନ ଦିଗ ପ୍ରଦାନ କରି ନ ଥିଲା ବରଂ ସ୍ୱାଧୀନତାର ଲକ୍ଷ୍ୟ ଏବଂ ଏକ ସ୍ୱାଧୀନ ଭାରତର ସ୍ୱପ୍ନକୁ ଦୃଢ଼ ଅର୍ଥ ମଧ୍ୟ ଦେଇଥିଲା। 100 ବର୍ଷ ପୂର୍ବେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ସେହି ସାକ୍ଷାତ ଆଜି ମଧ୍ୟ ସେତିକି ପ୍ରେରଣାଦାୟୀ ଏବଂ ପ୍ରାସଙ୍ଗିକ। 100 ବର୍ଷ ପୂର୍ବେ ଯେଉଁ ବୈଠକ ହୋଇଥିଲା, ତାହା ଆଜି ମଧ୍ୟ ସାମାଜିକ ସୌହାର୍ଦ୍ଦ୍ୟ ଏବଂ ବିକଶିତ ଭାରତର ସାମୂହିକ ଲକ୍ଷ୍ୟ ପାଇଁ ଶକ୍ତିର ଏକ ବଡ଼ ଉତ୍ସ ହୋଇ ରହିଛି। ଏହି ଐତିହାସିକ ଅବସରରେ ମୁଁ ଶ୍ରୀ ନାରାୟଣ ଗୁରୁଙ୍କ ପାଦତଳେ ପ୍ରଣାମ କରୁଛି। ମୁଁ ଗାନ୍ଧୀଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ଐତିହାସିକ ଆଲୋଚନାର ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ

June 24th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଭାରତର ଦୁଇ ମହାନ ଆଧ୍ୟାତ୍ମିକ ଏବଂ ନୈତିକ ନେତା ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ଐତିହାସିକ ଆଲୋଚନାର ଶତବାର୍ଷିକୀ ପାଳନ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମ୍ମାନପୂର୍ବକ ଶୁଭେଚ୍ଛା ଜଣାଇଥିଲେ, କହିଥିଲେ ଯେ ଆଜି ଏହି ସ୍ଥାନ ଦେଶର ଇତିହାସରେ ଏକ ଅଭୂତପୂର୍ବ ମୁହୂର୍ତ୍ତର ସାକ୍ଷୀ ହେଉଛି। ସେ ଗୁରୁତ୍ୱାରୋପ କରିଥିଲେ ଯେ , ଏହା ଏକ ଐତିହାସିକ ଘଟଣା ଯାହା ଆମର ସ୍ୱାଧୀନତା ଆନ୍ଦୋଳନକୁ ନୂତନ ଦିଗଦର୍ଶନ ଦେଇଥିଲା, ସ୍ୱାଧୀନତାର ଉଦ୍ଦେଶ୍ୟ ଏବଂ ସ୍ୱାଧୀନ ଭାରତର ସ୍ୱପ୍ନକୁ ପ୍ରକୃତ ଅର୍ଥ ଦେଇଥିଲା। ୧୦୦ ବର୍ଷ ପୂର୍ବେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ଆଜି ମଧ୍ୟ ପ୍ରେରଣାଦାୟକ ଏବଂ ପ୍ରାସଙ୍ଗିକ ଅଟେ, ଏବଂ ସାମାଜିକ ସଦ୍ଭାବ ଏବଂ ଏକ ବିକଶିତ ଭାରତର ସାମୂହିକ ଲକ୍ଷ୍ୟ ପାଇଁ ଶକ୍ତିର ଏକ ଶକ୍ତିଶାଳୀ ଉତ୍ସ ଭାବରେ କାର୍ଯ୍ୟ କରେ, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏହି ଐତିହାସିକ ଅବସରରେ, ସେ ଶ୍ରୀ ନାରାୟଣ ଗୁରୁଙ୍କ ପାଦତଳେ ପ୍ରଣାମ କରିଥିଲେ ଏବଂ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ପ୍ରଧାନମନ୍ତ୍ରୀ ୨୪ ଜୁନ୍, ୨୦୨୫ରେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ବାର୍ତ୍ତାଳାପର ଶତାବ୍ଦୀ ସମାରୋହର ଶୁଭାରମ୍ଭ କରିବେ

June 23rd, 05:24 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ୨୪ ଜୁନ୍, ୨୦୨୫ ପୂର୍ବାହ୍ନ ପ୍ରାୟ ୧୧ଟାରେ ଦିଲ୍ଲୀର ବିଜ୍ଞାନ ଭବନରେ ଭାରତର ଦୁଇ ମହାନ୍ ଆଧ୍ୟାତ୍ମିକ ଏବଂ ନୈତିକ ବ୍ୟକ୍ତି ଶ୍ରୀ ନାରାୟଣ ଗୁରୁ ଏବଂ ଶ୍ରୀ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ବାର୍ତ୍ତାଳାପର ଶତାବ୍ଦୀ ସମାରୋହର ଶୁଭାରମ୍ଭ କରିବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ଜନ ସମାବେଶକୁ ସମ୍ବୋଧିତ କରିବେ ।

ପ୍ରଧାନମନ୍ତ୍ରୀ ଶ୍ରୀ ନାରାୟଣ ଗୁରୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

August 31st, 09:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ନାରାୟଣ ଗୁରୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

Our motto is to unlock the potential of the youth of our country: PM Modi

April 24th, 06:42 pm

PM Modi addressed the Yuvam conclave and acknowledged that for the vibrancy of any mission, the vibrancy of youth is of utmost importance. He stated that India has transformed from being the fragile five to being the fifth largest economy. He mentioned that the BJP and the youth of this country have a similar wavelength. We bring reforms and the youth brings results enabling a successful youth-led partnership and change

PM Modi addresses ‘Yuvam’ Conclave in Kerala

April 24th, 06:00 pm

PM Modi addressed the Yuvam conclave and acknowledged that for the vibrancy of any mission, the vibrancy of youth is of utmost importance. He stated that India has transformed from being the fragile five to being the fifth largest economy. He mentioned that the BJP and the youth of this country have a similar wavelength. We bring reforms and the youth brings results enabling a successful youth-led partnership and change

ଶ୍ରୀ ନାରାୟଣ ଗୁରୁଙ୍କୁ ତାଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

August 23rd, 04:04 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ନାରାୟଣ ଗୁରୁଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

କେରଳର ୱାର୍କଲା ଶିବଗିରି ମଠରେ 85ତମ ଶିବଗିରି ତୀର୍ଥଯାତ୍ରା ମହୋତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଘାଟନୀ ଅଭିଭାଷଣ (ଭିଡିଓ କନଫରେନ୍ସିଂ ଜରିଆରେ)

December 31st, 10:30 am

ଆଜି ହେଉଛି 2017ର ଅନ୍ତିମ ଦିନ । ଆଉ ମୋର ସୌଭାଗ୍ୟ ଯେ ମୋତେ ଆଜିର ଦିନରେ ଶ୍ରୀ ନାରାୟଣ ଗୁରୁ ଏବଂ ମଂଚରେ ବସିଥିବା ସନ୍ଥମାନଙ୍କଠୁଁ ଆଶୀର୍ବାଦ ନେବାର ସୁଯୋଗ ମିଳିଛି ।

ପ୍ରଧାନମନ୍ତ୍ରୀ ଡିସେମ୍ବର 31, ଏବଂ ଜାନୁୟାରୀ ପହିଲାରେ ଦୁଇଟି ଭିଡିଓ କନଫେରେନ୍ସରେ ଦେବେ ଉଦ୍ବୋଧନ

December 30th, 02:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 31 ଏବଂ ଜାନୁୟାରୀ ପହିଲାରେ ଦୁଇଟି ଗୁରୁତ୍ଵପୂର୍ଣ୍ଣ ଭିଡିଓ କନଫେରେନ୍ସରେ ଉଦ୍ବୋଧନ ଦେବେ ।

PM pays tribute to Swami Sree Narayana Guru on his Jayanti

September 16th, 12:00 pm

PM Narendra Modi paid tributes to social reformer Sree Narayana Guru on his Jayanti. I bow to the venerable Swami Sree Narayana Guru on his Jayanti. His noble thoughts, teachings & fight against injustice always inspire, the Prime Minister said.

In Pictures: PM Modi's visit to Kerala

December 15th, 11:59 pm



PM Modi pays respects to Narayana Guru at Sivagiri Mutt, Varkala in Kerala

December 15th, 05:07 pm



PM Modi unveils the statue of Ex CM Shri R Shankar in Kollam, Kerala

December 15th, 04:44 pm