ଶ୍ରୀ ନରସିଂହଭାଇ ପଟେଲଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

July 21st, 09:52 pm

ସ୍ୱାଧୀନତା ସଂଗ୍ରାମୀ ଶ୍ରୀ ନରସିଂହଭାଇ ପଟେଲଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ଓ ସ୍ୱାଧୀନତା ସଂଗ୍ରାମ ପ୍ରତି ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି ।