ମନର କଥା (୧୩୭ତମ ଅଧ୍ୟାୟ) ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କୀ ବାତ୍’
August 30th, 11:30 am
ମନର କଥା (୧୩୭ତମ ଅଧ୍ୟାୟ) ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କୀ ବାତ୍’୨୭ ଅଗଷ୍ଟରେ ‘ଖେଲୋ ଇଣ୍ଡିଆ ଡାଏଲଗ୍’ରେ ଯୁବବର୍ଗଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
August 26th, 10:22 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୭ ଅଗଷ୍ଟ ପୂର୍ବାହ୍ଣ ୧୧ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଖେଲୋ ଇଣ୍ଡିଆ ଡାଇଲଗ୍’କୁସମ୍ବୋଧନ କରିବେ। ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ହେଉଛି ଯୁବପିଢ଼ିଙ୍କୁ ଭାରତର କ୍ରୀଡ଼ା ଯାତ୍ରା ସହ ଯୋଡ଼ିବା, ସେମାନଙ୍କ ଆକାଂକ୍ଷା ବାଣ୍ଟିବାର ସୁଯୋଗ ଦେବା ଏବଂ ଯୁବ ନେତୃତ୍ୱାଧୀନ ବିକଶିତ ଭାରତ ଗଠନ ପାଇଁ ସେମାନଙ୍କ ଚିନ୍ତାଧାରା ଓ ପ୍ରସ୍ତାବ ଗ୍ରହଣ କରିବା।୮୦ତମ ସ୍ବାଧୀନତା ଦିବସ ଅଭିଭାଷଣରେ ‘ବିକଶିତ ଭାରତ’ ଦିଗରେ ନୂଆ ଉଚ୍ଚତା ଛୁଇଁବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ
August 15th, 12:51 pm
ଲାଲ୍କିଲ୍ଲା ଉପରୁ ନିଜର ୮୦ତମ ସ୍ବାଧୀନତା ଦିବସ ଅଭିଭାଷଣରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୪୭ ସୁଦ୍ଧା 'ବିକଶିତ ଭାରତ' ଗଠନର ଯାତ୍ରାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଏକ ଦୃଢ଼ ଆହ୍ବାନ ଦେଇଛନ୍ତି। ଦେଶର କାର୍ଯ୍ୟସଂସ୍କୃତି, ଚିନ୍ତାଧାରା ଏବଂ ଲକ୍ଷ୍ୟର ପରିସରରେ ପରିବର୍ତ୍ତନ ଆଣିବାକୁ ଆହ୍ବାନ ଦେଇ ପ୍ରଧାନମନ୍ତ୍ରୀ ନାଗରିକ, ସରକାର, ଉଦ୍ୟୋଗ ଜଗତ, କୃଷକ, ଯୁବବର୍ଗ ଏବଂ ସମାଜର ଅନ୍ୟାନ୍ୟ ବର୍ଗର ମିଳିତ ପ୍ରୟାସର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି।ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।ନିଶା ବିରୋଧରେ ଲଢ଼େଇରେ ସରକାର ଯୁବପିଢ଼ିଙ୍କ ସହ ଦୃଢ଼ ଭାବରେ ଠିଆ ହୋଇଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ
August 02nd, 11:25 am
ପ୍ରଧାନମନ୍ତ୍ରୀ ମୋଦୀ ଭିସି ମାଧ୍ୟମରେ 'ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶା ମୁକ୍ତ ଯୁବ'ର ଶୁଭାରମ୍ଭ ସମୟରେ ଏକ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଅଭିଭାଷଣରେ, ସେ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଯୁବପିଢ଼ିଙ୍କୁ ନିଶାର ମାରାତ୍ମକ ବିପଦରୁ ଦୂରେଇ ରହିବାକୁ ଉତ୍ସାହିତ କରିବା ଅଭିଯାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଯୁବପିଢ଼ିଙ୍କୁ ଭାରତର ଅମୃତ ପିଢ଼ି ବୋଲି କହି, ସେ ନିଶା ଅପବ୍ୟବହାରର କ୍ଷତିକାରକ ପ୍ରଭାବ ବିଷୟରେ ବ୍ୟାଖ୍ୟା କରିଥିଲେ ଏବଂ ଯୁବପିଢ଼ିଙ୍କୁ ଏହି ଫାଶରୁ ରକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଆଜି ନିଆଯାଇଥିବା ପ୍ରତିଶ୍ରୁତି ଆଗାମୀ 100 ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ।‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ' ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 02nd, 11:00 am
ପ୍ରଧାନମନ୍ତ୍ରୀ ମୋଦୀ ଭିସି ମାଧ୍ୟମରେ 'ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶା ମୁକ୍ତ ଯୁବ'ର ଶୁଭାରମ୍ଭ ସମୟରେ ଏକ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଅଭିଭାଷଣରେ, ସେ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଯୁବପିଢ଼ିଙ୍କୁ ନିଶାର ମାରାତ୍ମକ ବିପଦରୁ ଦୂରେଇ ରହିବାକୁ ଉତ୍ସାହିତ କରିବା ଅଭିଯାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଯୁବପିଢ଼ିଙ୍କୁ ଭାରତର ଅମୃତ ପିଢ଼ି ବୋଲି କହି, ସେ ନିଶା ଅପବ୍ୟବହାରର କ୍ଷତିକାରକ ପ୍ରଭାବ ବିଷୟରେ ବ୍ୟାଖ୍ୟା କରିଥିଲେ ଏବଂ ଯୁବପିଢ଼ିଙ୍କୁ ଏହି ଫାଶରୁ ରକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଆଜି ନିଆଯାଇଥିବା ପ୍ରତିଶ୍ରୁତି ଆଗାମୀ 100 ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ।ଅଗଷ୍ଟ ୨ ରେ ‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନଶା ମୁକ୍ତ ଯୁବ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
August 01st, 04:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨ ଅଗଷ୍ଟ ୨୦୨୬ ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନଶାମୁକ୍ତ ଯୁବ’ କାର୍ଯ୍ୟକ୍ରମ ଆରମ୍ଭ କରିବେ। ଏହି ପଦକ୍ଷେପର ଲକ୍ଷ୍ୟ ହେଉଛି ଯୁବପିଢ଼ିଙ୍କୁ ନିଶାଦ୍ରବ୍ୟର ଅପବ୍ୟବହାର ଠାରୁ ଦୂରେଇ ରହିବାକୁ ଏବଂ ସେମାନଙ୍କୁ ସକାରାତ୍ମକ ସାମାଜିକ ପରିବର୍ତ୍ତନର ଦୂତ ହେବାକୁ ଉତ୍ସାହିତ କରିବା।