Viveka Smaraka inspires us to dedicate ourselves to a higher purpose: PM Modi in Mysuru, Karnataka
August 01st, 04:53 pm
PM Modi today inaugurated Viveka Smaraka in Mysuru, Karnataka. Speaking on the occasion, he appreciated the city for its consistent ranking among the nation's cleanest urban centers. He credited the youth with propelling the nation to possess the fastest-growing economy, the third-largest startup ecosystem and the second-largest mobile manufacturing capacity globally. The PM called upon the current generation to take on the ultimate responsibility of realizing Swami Vivekananda's grand vision for the nation.PM Modi inaugurates the Swami Vivekananda Cultural Youth Centre - Viveka Smaraka at Mysuru, Karnataka
August 01st, 04:00 pm
PM Modi today inaugurated Viveka Smaraka in Mysuru, Karnataka. Speaking on the occasion, he appreciated the city for its consistent ranking among the nation's cleanest urban centers. He credited the youth with propelling the nation to possess the fastest-growing economy, the third-largest startup ecosystem and the second-largest mobile manufacturing capacity globally. The PM called upon the current generation to take on the ultimate responsibility of realizing Swami Vivekananda's grand vision for the nation.Prime Minister greets all CRPF personnel on their Raising Day
July 27th, 02:13 pm
Prime Minister Shri Narendra Modi today extended his greetings to all CRPF personnel on their Raising Day. He stated that the CRPF has distinguished itself through its unwavering courage and commitment to duty.ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତରେ ଭାରତର ପ୍ରତିରକ୍ଷା ଶକ୍ତି, ନବସୃଜନ ଏବଂ ସାମୂହିକ ପ୍ରୟାସ ଉପରେ ଆଲୋକପାତ କରିଛନ୍ତି
July 26th, 11:30 am
Prime Minister Narendra Modi addressed the nation through Mann Ki Baat. In his speech, he highlighted important topics such as Kargil Vijay Diwas, Catch the Rain campaign, India's space sector prowess, Science Olympiads, Environmental conservation, Khadi and more. He called upon the citizens to share their ideas and suggestions for Independence Day through MyGov.ସଂସଦର ମୌସୁମୀ ଅଧିବେଶନ ୨୦୨୬ର ଆରମ୍ଭରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 20th, 10:30 am
ମୌସୁମୀ ବର୍ଷା ଏବେ ତାହାର ସକାରାତ୍ମକ ପ୍ରଭାବ ଦେଖାଇବା ଆରମ୍ଭ କରିଛି ଏବଂ ସଂସଦର ମୌସୁମୀ ଅଧିବେଶନ ମଧ୍ୟ ଆରମ୍ଭ ହେଉଛି। ମୌସୁମୀ ବର୍ଷା ହେଉ କିମ୍ବା ମୌସୁମୀ ଅଧିବେଶନ ଉଭୟ ଯେତେବେଳେ ସକ୍ରିୟ ହୁଅନ୍ତି, ସେତେବେଳେ ସେମାନେ ଅତ୍ୟନ୍ତ ଫଳପ୍ରଦ ହୋଇଉଠନ୍ତି। ଆଉ ଯେତେବେଳେ ଉଭୟ ଫଳପ୍ରଦ ହୁଅନ୍ତି, ସେତେବେଳେ ଦେଶର କଲ୍ୟାଣ ହେବା ସହିତ ସମସ୍ତ ଜୀବଜଗତର କଲ୍ୟାଣ ସୁନିଶ୍ଚିତ ହୋଇଥାଏ। ଏହି ଆଶା ଓ ପ୍ରାର୍ଥନା ସହିତ ଆମେ କାମନା କରୁଛୁ ଯେ, ମୌସୁମୀ ସକ୍ରିୟ ରହୁ ଏବଂ ସଂସଦର ମୌସୁମୀ ଅଧିବେଶନ ମଧ୍ୟ ସମାନ ଭାବରେ ଫଳପ୍ରଦ ହେଉ।ମୌସୁମୀ ଅଧିବେଶନ ୨୦୨୬ର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
July 20th, 10:00 am
ବିଗତ ଏକ ମାସ ମଧ୍ୟରେ ଦେଶ କ୍ରମାଗତ ଭାବେ ହାସଲ ହୋଇଥିବା ଅସାଧାରଣ ଜାତୀୟ ଏବଂ ଅନ୍ତର୍ଜାତୀୟ ସଫଳତାଗୁଡ଼ିକ କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସମଗ୍ର ବିଶ୍ବରେ ବଢ଼ୁଥିବା ଦେଶର ପ୍ରତିଷ୍ଠାକୁ ନେଇ ଗର୍ବ ପ୍ରକାଶ କରିଥିଲେ। ଗତ ବର୍ଷର ଅଧିବେଶନ ପୂର୍ବରୁ କିଭଳି ଜଣେ ଭାରତୀୟ ନାଗରିକ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ ପହଞ୍ଚିଥିଲେ, ତାହା ସେ ମନେ ପକାଇବା ସହ ନିକଟରେ ଦେଶର ଏକ ଘରୋଇ ମହାକାଶ ଷ୍ଟାର୍ଟଅପ୍ 'ସ୍କାଏରୁଟ୍' ଦ୍ୱାରା ହାସଲ କରାଯାଇଥିବା ଐତିହାସିକ ମାଇଲଖୁଣ୍ଟକୁ ପ୍ରଶଂସା କରିଥିଲେ। ମାତ୍ର ୨୮ ବର୍ଷର ହାରାହାରି ବୟସ ବିଶିଷ୍ଟ ଏକ ଯୁବ ଟିମ୍ ସଫଳତାର ସହ ଦେଶକୁ ଘରୋଇ ମହାକାଶ ଅନୁସନ୍ଧାନର ଏକ ନୂତନ ଯୁଗକୁ ଆଗେଇ ନେଇଥିବାର ଅବିଶ୍ୱସନୀୟ ସତ୍ୟକୁ ପ୍ରଶଂସା କରି ସେ କହିଥିଲେ ଯେ ଏହିସବୁ ସଫଳତା ଦେଶର ଆତ୍ମବିଶ୍ୱାସକୁ ବହୁଗୁଣିତ କରିଥାଏ। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ, “ଆମର ଯୁବପିଢ଼ିଙ୍କ ଦ୍ୱାରା ପରିଚାଳିତ ଏହି ଷ୍ଟାର୍ଟଅପ୍ ଗୁଡ଼ିକ ମହାକାଶରେ ଭାରତର ପତାକାକୁ ଦୃଢ଼ ଭାବରେ ସ୍ଥାପିତ କରିଛନ୍ତି, ଯାହା ଦ୍ୱାରା ବିଶ୍ବରେ ଆମ ଦେଶର ପରିଚୟ ଓ ପ୍ରତିଷ୍ଠା ସୁଦୃଢ ହୋଇଛି’’।ଥିରୁ କେ. କାମରାଜ ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
July 15th, 12:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥିରୁ କେ. କାମରାଜ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି, ତାଙ୍କୁ ଭାରତର ସ୍ୱାଧୀନତା ଆନ୍ଦୋଳନର ଜଣେ ବରିଷ୍ଠ ଏବଂ ରାଷ୍ଟ୍ର ନିର୍ମାଣ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଜଣେ ଅସାଧାରଣ ସାର୍ବଜନୀନ ବ୍ୟକ୍ତିତ୍ୱ ଭାବରେ ସ୍ମରଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଶିକ୍ଷା, ସମାବେଶୀ ବିକାଶ ଏବଂ ଅବହେଳିତଙ୍କ କଲ୍ୟାଣ ପ୍ରତି ଥିରୁ କେ. କାମରାଜ ଜୀଙ୍କ ଅତୁଟ ପ୍ରତିବଦ୍ଧତା ପିଢ଼ିକୁ ପ୍ରେରଣା ଯୋଗାଇବ।ଜ୍ଞାନ, ଦକ୍ଷତା ଏବଂ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱାରୋପ କରି ଏକ ସଂସ୍କୃତ 'ସୁଭାଶିତମ୍ ’ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
July 15th, 12:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସ୍କୃତ ସୁଭାଶିତମକୁ ସେୟାର କରି ଗୁରୁତ୍ୱାରୋପ କରିଛନ୍ତି ଯେ ଜ୍ଞାନ ଗ୍ରହଣ କରି, ନୂତନ କୌଶଳ ବିକାଶ କରି ଏବଂ ଉତ୍ତମ ସ୍ୱାସ୍ଥ୍ୟକୁ ପ୍ରାଥମିକତା ଦେଇ ଦେଶର ଯୁବକମାନେ ଭାରତର ଭବିଷ୍ୟତକୁ ରୂପ ଦେବାରେ ଏକ ଶକ୍ତିଶାଳୀ ଶକ୍ତି ଭାବରେ ଉଭା ହେଉଛନ୍ତି। ଏହି ଗୁଣଗୁଡ଼ିକ କେବଳ ବ୍ୟକ୍ତିବିଶେଷଙ୍କୁ ସଶକ୍ତ କରିନଥାଏ, ବରଂ ରାଷ୍ଟ୍ର ନିର୍ମାଣରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଥାଏ।ସମାବେଶୀ ବିକାଶ ଏବଂ ରାଷ୍ଟ୍ର ନିର୍ମାଣର ଗୁରୁତ୍ୱ ଉପରେ ଆଲୋକପାତ କରି ସଂସ୍କୃତ ସୁଭାଶିତମ୍ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
July 13th, 08:32 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଯେତେବେଳେ ସାମଗ୍ରିକ ବିକାଶ ପ୍ରତ୍ୟେକ ନାଗରିକଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ସୁନିଶ୍ଚିତ କରିଥାଏ, ସେତେବେଳେ ଏହା ରାଷ୍ଟ୍ରର ପ୍ରଗତିକୁ ନୂତନ ଗତି ଦେଇଥାଏ। ସେ ଉଲ୍ଲେଖ କରିଥିଲେ ଯେ ଏହି ପ୍ରେରଣାଦାୟୀ ଭାବନା ସହିତ ହିଁ ଦେଶ ଭାରତର ସାମର୍ଥ୍ୟକୁ ଆହୁରି ସୁଦୃଢ଼ କରିବା ପାଇଁ ନିରନ୍ତର କାର୍ଯ୍ୟ କରୁଛି।ଅଷ୍ଟ୍ରେଲିଆର ମେଲବୋର୍ଣ୍ଣରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ
July 08th, 08:42 pm
ଇଣ୍ଡୋନେସିଆ ଗସ୍ତ ଶେଷ କରିବା ପରେ ପ୍ରଧାନମନ୍ତ୍ରୀ ମୋଦୀ ଅଷ୍ଟ୍ରେଲିଆର ମେଲବୋର୍ଣ୍ଣରେ ପହଞ୍ଚିଛନ୍ତି। ଏହି ଗସ୍ତ ଭାରତ-ଅଷ୍ଟ୍ରେଲିଆ ବ୍ୟାପକ ରଣନୀତିକ ଭାଗିଦାରୀକୁ ଶକ୍ତି ଯୋଗାଇବ । ଏହି ଗସ୍ତ ସମୟରେ ସେ ପ୍ରଧାନମନ୍ତ୍ରୀ ଆଲବାନିଜଙ୍କ ସହ ଆଲୋଚନା କରିବେ ଏବଂ ପ୍ରବାସୀ ଭାରତୀୟଙ୍କ ସହ ଆଲୋଚନା କରିବେ ।ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 06th, 06:47 pm
କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀ ଅମିତ ଶାହ ଭାଇ , ଗଜେନ୍ଦ୍ର ସିଂହ ଶେଖାୱତ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ, ବରିଷ୍ଠ ବିଜେପି ସଦସ୍ୟ ଏବଂ ଆମ ଭଳି ଲକ୍ଷ-ଲକ୍ଷ କର୍ମୀଙ୍କ ପ୍ରେରଣା, ଶ୍ରୀ ମାଖନଲାଲ ଜୀ, ବିଜେପି ରାଜ୍ୟ ସଭାପତି ଶାଁମୀକ ଭଟ୍ଟାଚାର୍ଯ୍ୟ, ମାନ୍ୟବର ଜନପ୍ରତିନିଧିଗଣ, ସମ୍ମାନିତ ଅତିଥି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
July 06th, 06:17 pm
ନୂଆଦିଲ୍ଲୀ: ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜୟନ୍ତୀ ଅବସରରେ ଆଜି ଆୟୋଜିତ ସମାବେଶକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧିତ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ଭ୍ରମଣ ସୂଚୀ ହେତୁ ନିଜର ଶାରୀରିକ ଅନୁପସ୍ଥିତି ସମ୍ପର୍କରେ ସୂଚନା ଦେଇ ସେ ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ଭୌଗୋଳିକ ଦୂରତାକୁ ଦୂର କରିବାରେ ଡିଜିଟାଲ୍ ସଂଯୋଗୀକରଣର ଅଦ୍ଭୁତ ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ପ୍ରଯୁକ୍ତିବିଦ୍ୟାର ସହାୟତାରେ, ମୁଁ ଏହି ଐତିହାସିକ କାର୍ଯ୍ୟକ୍ରମରେ ଆପଣମାନଙ୍କ ସହ ଜଡ଼ିତ ହେଉଛି, ବୋଲି ଶ୍ରୀ ମୋଦୀ କହିଛନ୍ତି।ରାଜସ୍ଥାନର ବାଲୋତ୍ରାରେ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 04th, 12:50 pm
ଗ୍ରୀଷ୍ମ ଋତୁର ଏହି ପ୍ରଚଣ୍ଡ ଗରମ ମଧ୍ୟରେ ବିଭିନ୍ନ ସ୍ଥାନରେ ଏତେ ବଡ଼ ସଂଖ୍ୟାରେ ଲୋକଙ୍କର ଏକତ୍ରିତ ହେବା ଏବଂ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରିବା ଏହା ପ୍ରମାଣିତ କରୁଛି ଯେ ଭାରତୀୟ ଜନତା ପାର୍ଟି ସରକାରଙ୍କ ପ୍ରୟାସ ଉପରେ ଆପଣମାନଙ୍କର ବିଶ୍ୱାସ କେତେ ଦୃଢ଼ ରହିଛି। ଏହି ସମର୍ଥନ ଏବଂ ସ୍ନେହ ପାଇଁ ମୁଁ ରାଜସ୍ଥାନର ପବିତ୍ର ମାଟି ନିକଟରେ ଚିର ଋଣୀ।PM Modi launches multiple development projects worth around ₹1.06 lakh crore in Balotra, Rajasthan
July 04th, 12:30 pm
Addressing a public gathering in Balotra, Rajasthan, PM Modi highlighted Rajasthan's development journey, including the dedication of the Rajasthan Refinery, expansion of connectivity, water projects, renewable energy and employment initiatives. He also spoke about India's efforts to ensure energy security during the global crisis and reaffirmed the government's commitment to a self-reliant India.‘ମନ କି ବାତ୍’ର ୧୩୫ତମ ଅଧ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆପଣ ସମସ୍ତଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ୨୦୨୬ ବର୍ଷର ପ୍ରଥମାର୍ଦ୍ଧ ବିତିବାକୁ ବସିଲାଣି । ଏହି ୬ ମାସରେ ଆମେ ‘ମନ୍ କି ବାତ୍’ରେ ଦେଶବାସୀଙ୍କ ଅନେକ ଉପଲବ୍ଧି ସମ୍ପର୍କରେ ଆଲୋଚନା କରିଛୁ । ଜୁନରେ ମଧ୍ୟ ଦେଶ ଏଭଳି କିଛି ଉପଲବଧି ହାସଲ କରିଛି, ଯାହା ପ୍ରତ୍ୟେକ ଦେଶବାସୀଙ୍କୁ ଗର୍ବିତ କରୁଛି । ଏହି ସଫଳତାଗୁଡ଼ିକ ଦେଶର ସୁରକ୍ଷା ଏବଂ ଆତ୍ମନିର୍ଭରଶୀଳତା ସହ ଜଡ଼ିତ । ନିକଟରେ ମୋତେ କୋଲକାତାରେ ନୌବାହିନୀ ସହ ଜଡ଼ିତ ଗୋଟିଏ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିଲା । ସେଠାରେ ଆଇଏନ୍ଏସ୍ ଦୁନାଗିରି, ଆଇଏନ୍ଏସ୍ ସଂଶୋଧକ ଏବଂ ଆଇଏନ୍ଏସ୍ ଅଗ୍ରୟକୁ ଭାରତୀୟ ନୌବାହିନୀରେ ସାମିଲ କରାଗଲା । ଏହି ଜାହାଜଗୁଡ଼ିକର ଡିଜାଇନ୍ ଏବଂ ଉତ୍ପାଦନ, ସବୁକିଛି ସ୍ୱଦେଶୀ ।ସହକାରୀ ସଚିବ ଭାବରେ ନିଯୁକ୍ତ ୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
June 23rd, 02:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଠାରେ ସେବା ତୀର୍ଥରେ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗରେ ସହକାରୀ ସଚିବ ଭାବରେ ନିଯୁକ୍ତ ହୋଇଥିବା ୨୦୨୪ ବ୍ୟାଚ୍ ର ୧୮୩ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କରିଛନ୍ତି।ନୂଆଦିଲ୍ଲୀରେ ରିପବ୍ଲିକ ସମିଟ୍ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 22nd, 10:24 pm
ରିପବ୍ଲିକ ଟିଭି ନେଟୱର୍କର ସମସ୍ତ ଦର୍ଶକଙ୍କୁ ମୋର ଅଭିନନ୍ଦନ, ଯାହା ଏବେ ଅନେକ ଭାଷାରେ ପ୍ରସାରିତ ହେଉଛି। ମୁଁ ଏହି ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବାକୁ ଆସିଥିବା ସମସ୍ତ ସାଥୀଙ୍କୁ ମଧ୍ୟ ସ୍ୱାଗତ ଜଣାଉଛି। ୨୪ ଘଣ୍ଟିଆ ସମ୍ବାଦ ଚ୍ୟାନେଲରେ ‘ବ୍ରେକିଂ ନ୍ୟୁଜ୍’ର ବିଶେଷ ଗୁରୁତ୍ୱ ଥାଏ। ଆଜି ଯଦି ସମଗ୍ର ବିଶ୍ୱକୁ ଦେଖାଯାଏ, ତେବେ ଲାଗେ ସାରା ଦୁନିଆ ଯେପରି ‘ବ୍ରେକିଂ ନ୍ୟୁଜ୍’ର ଅବସ୍ଥାରେ ଅଛି। ଏତେ ହଇଚଇ ମଧ୍ୟରେ, ତୁମେ ଏହି ଶିଖର ସମ୍ମିଳନୀର ଆୟୋଜନ ଏବଂ ଅଂଶଗ୍ରହଣ କରୁଛ, ତେଣୁ ତୁମେ ବିଶେଷ ଅଭିନନ୍ଦନ ପାଇବାକୁ ଯୋଗ୍ୟ। ଏଥର ଆପଣଙ୍କ ଆଲୋଚନାର ବିଷୟ ମଧ୍ୟ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ—“ମହାଶକ୍ତି ଭାରତ: ରାଷ୍ଟ୍ର ସର୍ବପ୍ରଥମ”।‘ରିପବ୍ଲିକ୍ ସମିଟ୍ ୨୦୨୬’କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 22nd, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ‘ରିପବ୍ଲିକ୍ ସମିଟ୍ ୨୦୨୬’ ସମ୍ବୋଧନ କରିଛନ୍ତି। ସମଗ୍ର ବିଶ୍ବ ଦ୍ରୁତ ଓ ଗୁରୁତ୍ବପୂର୍ଣ୍ଣ ପରିବର୍ତ୍ତନ ଦେଖୁଥିବାବେଳେ ‘ମହାନ ଶକ୍ତି ଭାରତ: ରାଷ୍ଟ୍ର ପ୍ରଥମ’ ଶୀର୍ଷକରେ ଏହି ସମ୍ମିଳନୀ ଆୟୋଜନ କରିଥିବାରୁ ଆୟୋଜକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।PM shares a Sanskrit Subhashitam highlighting that Nari Shakti is the cornerstone of nation-building and the true embodiment of power
June 12th, 12:39 pm
PM Modi shared a Sanskrit Subhashitam highlighting Nari Shakti as the cornerstone of nation-building and the true embodiment of power. Reflecting on 12 years of women-led development, he noted the growing role of women across sectors such as financial inclusion, entrepreneurship, education, healthcare, sanitation, housing, science, innovation and governance.ଗୁଜରାଟର ଭଦୋଦରାରେ ସର୍ଦ୍ଦାରଧାମ ଛାତ୍ରାବାସର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ
May 11th, 06:15 pm
ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଉପମୁଖ୍ୟମନ୍ତ୍ରୀ ହର୍ଷ ସିଂଘଭି ଜୀ,କେନ୍ଦ୍ରମନ୍ତ୍ରୀ ଏବଂ ପ୍ରତିଷ୍ଠାତା ଟ୍ରଷ୍ଟି ମନସୁଖ ଭାଇ ମାଣ୍ଡଭ୍ୟ, ସର୍ଦ୍ଦାରଧାମର ସଭାପତି ଗଗଜୀ ଭାଇ ସୁତାରିଆ ଜୀ, ଦୁଷ୍ୟନ୍ତ ଭାଇ ପଟେଲ, ପଙ୍କଜ ଭାଇ ପଟେଲ, ରାଜ୍ୟ ବିଜେପି ସଭାପତି ଜଗଦୀଶ ବିଶ୍ୱକର୍ମା ଜୀ, ମଞ୍ଚରେ ଉପସ୍ଥିତ ଗୁଜରାଟ ସରକାରଙ୍କ ସମସ୍ତ ମନ୍ତ୍ରୀ, ସମସ୍ତ ଦାତା, ଟ୍ରଷ୍ଟି, ସମ୍ମାନିତ ଅତିଥି ଏବଂ ଗୁଜରାଟର ପ୍ରତ୍ୟେକ କୋଣରୁ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ ।