ଡିସେମ୍ବର ୧୧ରେ ପ୍ରଧାନମନ୍ତ୍ରୀଙ୍କ ମହାରାଷ୍ଟ୍ର ଓ ଗୋଆ ଗ୍ରସ୍ତ
December 09th, 07:39 pm
ପୂର୍ବାହ୍ନ ସାଢେ ନଅଟା ବେଳେ ପ୍ରଧାନମନ୍ତ୍ରୀ ନାଗପୁର ରେଳଷ୍ଟେସନରେ ପହଞ୍ôଚ ବନ୍ଦେ ଭାରତ ଏକ୍ସପ୍ରେସର ପତାକା ଦେଖାଇ ଚଳାଚଳର ଶୁଭାରମ୍ଭ କରାଇବେ । ପ୍ରାୟ ଦଶଟା ବେଳେ ପ୍ରଧାନମନ୍ତ୍ରୀ ଫ୍ରିଡମ୍ ପାର୍କ ମେଟ୍ରୋ ଷ୍ଟେସନରୁ ଖାଫ୍ରି ମେଟ୍ରୋ ଷ୍ଟେସନ ପର୍ଯ୍ୟନ୍ତ ମେଟ୍ରୋରେ ଯାତ୍ରା କରିବେ । ସେଠାରେ ସେ ନାଗପୁର ମେଟ୍ରୋର ପ୍ରଥମ ପର୍ଯ୍ୟାୟକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । କାର୍ଯ୍ୟ୍ୟକ୍ରମ ଅବସରରେ ସେ ମଧ୍ୟ ନାଗପୁର ମେଟ୍ରୋ ଦ୍ୱିତୀୟ ପର୍ଯ୍ୟାୟକୁ ଉଦ୍ଘାଟନ କରିବେ । ପୂର୍ବାହ୍ନ ପ୍ରାୟ ୧୦ଟା ୪୫ ମିନିଟ୍ରେ ପ୍ରଧାନମନ୍ତ୍ରୀ ନାଗପୁର-ସିରିଡିକୁ ସଂଯୋଗ କରୁଥିବା ସମୃଦ୍ଧି ମହାମାର୍ଗର ଉଦ୍ଘାଟନ କରି ଏହି ରାଜପଥରେ କିଛି ସମୟ ଯାତ୍ରା କରିବେ । ପୂର୍ବାହ୍ନ ୧୧ଟା ୧୫ମିନିଟ୍ରେ ପ୍ରଧାନମନ୍ତ୍ରୀ ଏଏମ୍ସ ନାଗପୁରକୁ ଜାତି ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ ।ବାରଣାସୀଠାରେ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
October 25th, 01:33 pm
ଆପଣମାନେ ଅନୁମତି ପ୍ରଦାନ କଲେ ମୁଁ ମୋର ବକ୍ତବ୍ୟ ଆରମ୍ଭ କରିବି । ହର ହର ମହାଦେବ, ବାବା ବିଶ୍ୱନାଥ, ମାତା ଅନ୍ନପୂର୍ଣ୍ଣାଙ୍କ ନଗରୀ କାଶୀର ପୁଣ୍ୟ ଭୂମିର ସମସ୍ତ ବନ୍ଧୁ ଏବଂ ଭଉଣୀଙ୍କୁ ମୋର ପ୍ରଣାବ । ଦୀପାବଳି, ଦେବ ଦୀପାବଳି, ଅନ୍ନକୂଟ, ଭାଇୟାଦୁଜ, ପ୍ରକାଶୋତ୍ସବ ଏବଂ ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ଡାଲା ଛଠ ନିମନ୍ତେ ଆପଣମାନଙ୍କୁ ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।ପିଏମ୍ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
October 25th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ତା୨୫.୧୦.୨୦୨୧)ପିଏମ୍ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନକୁ ଉଦ୍ଘାଟନ କରିଛନ୍ତି । ସେ ବାରଣାସୀରେ ୫୨୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ମଧ୍ୟ ଉଦ୍ଘାଟନ କରିଛନ୍ତି । ଉତ୍ତରପ୍ରଦେଶ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ,କେନ୍ଦ୍ରମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟା, ଡକ୍ଟର ମହେନ୍ଦ୍ର ନାଥ ପାଣ୍ଡେ, ରାଜ୍ୟମନ୍ତ୍ରୀ ଓ ଲୋକ ପ୍ରତିନିଧିମାନେ ଏହି ଅବସରରେ ଉପସ୍ଥିତ ଥିଲେ ।କେନ୍ଦ୍ରୀୟ ପ୍ରାୟୋଜିତ ଯୋଜନା ଜାତୀୟ ଆୟୁଷ ମିଶନ ଜାରି ରଖିବା ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ
July 14th, 08:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଜାତୀୟ ଆୟୁଷ ମିଶନ (ଏନଏଏମ)କୁ କେନ୍ଦ୍ର ପ୍ରାୟୋଜିତ ଯୋଜନା ରୂପରେ 1 ଏପ୍ରିଲ 2021 ଠାରୁ ମାର୍ଚ୍ଚ 2026 ପର୍ଯ୍ୟନ୍ତ ଜାରି ରଖିବାକୁ ଜାରି ରଖିବା ପ୍ରସ୍ତାବକୁ ମଞ୍ଜୁରି ଦେଇଛନ୍ତି। ଏଥିପାଇଁ ମୋଟ୍ 4607.30 କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିରୁ କେନ୍ଦ୍ର ଭାଗ ଆକାରରେ 3000 କୋଟି ଟଙ୍କା ଏବଂ ରାଜ୍ୟ ଭାଗ ରୂପରେ 1607 କୋଟି ଟଙ୍କା ଖର୍ଚ୍ଚ କରାଯିବ। ଆୟୁଷ ମିଶନ 15 ସେପ୍ଟେମ୍ବର 2014ରେ ଆରମ୍ଭ କରାଯାଇଥିଲା।‘ଜନଔଷଧି ଦିବସ’ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 07th, 10:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ଆଜି ଜନଔଷଧୀ ଦିବସ ଉତ୍ସବ ପାଳନ ଅବସରରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଦେଶର ୭୫୦୦ତମ ଜନଔଷଧୀ କେନ୍ଦ୍ରକୁ ଶିଲଂର ନିଗ୍ରିହିମ୍ସ ଠାରେ ଜାତି ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅବସରରେ ସେ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧୀ ପରି ଯୋଜନାର ହିତାଧିକାରୀମାନଙ୍କ ସହିତ ମତବିନିମୟ କରିଥିଲେ । ଏହାଛଡା ସେ ମଧ୍ୟ ଏହି ଯୋଜନାର ସଂପୃକ୍ତ ପକ୍ଷମାନଙ୍କୁ ସେମାନଙ୍କର ଉତ୍ତମକାର୍ଯ୍ୟ ପାଇଁ ସମ୍ମାନିତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ବି.ଭି. ସଦାନନ୍ଦ ଗୌଡା, ଶ୍ରୀ ମନସୁଖ ମାଣ୍ଡବୀୟ, ଶ୍ରୀ ଅନୁରାଗ ଠାକୁର, ହିମାଚଳ ପ୍ରଦେଶ, ମେଘାଳୟର ମୁଖ୍ୟମନ୍ତ୍ରୀ ତଥା ମେଘାଳୟ ଓ ଗୁଜରାଟର ଉପମୁଖ୍ୟମନ୍ତ୍ରୀ ଦ୍ୱୟ ଉପସ୍ଥିତ ଥିଲେ ।ଜନଔଷଧୀ ଦିବସ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 07th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ଆଜି ଜନଔଷଧୀ ଦିବସ ଉତ୍ସବ ପାଳନ ଅବସରରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଦେଶର ୭୫୦୦ତମ ଜନଔଷଧୀ କେନ୍ଦ୍ରକୁ ଶିଲଂର ନିଗ୍ରିହିମ୍ସ ଠାରେ ଜାତି ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅବସରରେ ସେ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧୀ ପରି ଯୋଜନାର ହିତାଧିକାରୀମାନଙ୍କ ସହିତ ମତବିନିମୟ କରିଥିଲେ । ଏହାଛଡା ସେ ମଧ୍ୟ ଏହି ଯୋଜନାର ସଂପୃକ୍ତ ପକ୍ଷମାନଙ୍କୁ ସେମାନଙ୍କର ଉତ୍ତମକାର୍ଯ୍ୟ ପାଇଁ ସମ୍ମାନିତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ବି.ଭି. ସଦାନନ୍ଦ ଗୌଡା, ଶ୍ରୀ ମନସୁଖ ମାଣ୍ଡବୀୟ, ଶ୍ରୀ ଅନୁରାଗ ଠାକୁର, ହିମାଚଳ ପ୍ରଦେଶ, ମେଘାଳୟର ମୁଖ୍ୟମନ୍ତ୍ରୀ ତଥା ମେଘାଳୟ ଓ ଗୁଜରାଟର ଉପମୁଖ୍ୟମନ୍ତ୍ରୀ ଦ୍ୱୟ ଉପସ୍ଥିତ ଥିଲେ ।Govt is working for the benefit of all citizens without any discrimination: PM Modi
December 22nd, 11:01 am
PM Narendra Modi addressed the Centenary Celebrations of Aligarh Muslim University. The Prime Minister stressed that the country is proceeding on a path where every citizen is assured of his or her constitution-given rights, no one should be left behind due one’s religion.PM Modi addresses centenary celebrations of Aligarh Muslim University
December 22nd, 11:00 am
PM Narendra Modi addressed the Centenary Celebrations of Aligarh Muslim University. The Prime Minister stressed that the country is proceeding on a path where every citizen is assured of his or her constitution-given rights, no one should be left behind due one’s religion.Corona period has pushed use and research in Ayurveda products: PM Modi
November 13th, 10:37 am
On Ayurveda Day, PM Modi inaugurated two institutes - Institute of Teaching and Research in Ayurveda (ITRA), Jamnagar and the National Institute of Ayurveda (NIA), Jaipur via video conferencing. PM Modi said India's tradition of Ayurveda is receiving global acceptance and benefitting whole humanity. He said, When there was no effective way to fight against Corona, many immunity booster measures like turmeric, kaadha, etc. worked as immunity boosters.PM dedicates two future-ready Ayurveda institutions to the nation on Ayurveda Day
November 13th, 10:36 am
On Ayurveda Day, PM Modi inaugurated two institutes - Institute of Teaching and Research in Ayurveda (ITRA), Jamnagar and the National Institute of Ayurveda (NIA), Jaipur via video conferencing. PM Modi said India's tradition of Ayurveda is receiving global acceptance and benefitting whole humanity. He said, When there was no effective way to fight against Corona, many immunity booster measures like turmeric, kaadha, etc. worked as immunity boosters.Inspired by Pt. Deendayal Upadhyaya, 21st century India is working for Antyodaya: PM Modi
February 16th, 01:01 pm
PM Modi unveiled the statue of Deendayal Upadhyaya in Varanasi. He flagged off the third corporate train Mahakaal Express which links 3 Jyotirling Pilgrim Centres – Varanasi, Ujjain and Omkareshwar. The PM also inaugurated 36 development projects and laid foundation stone for 14 new projects.ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ସ୍ମାରକୀ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
February 16th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାରାଣସୀରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ ଦୀନଦୟାଲ ଉପାଧ୍ୟାୟ ସ୍ମାରକୀକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଦେଶର ତିନୋଟି ଜ୍ୟୋତିର୍ଲିଙ୍ଗ ତୀର୍ଥସ୍ଥଳୀ- ବାରାଣସୀ, ଉଜ୍ଜୟିନୀ ଏବଂ ଓଁକାରେଶ୍ୱରକୁ ସଂଯୋଗ କରୁଥିବା ତୃତୀୟ ସମନ୍ୱୟ ଟ୍ରେନ ମହାକାଳ ଏକ୍ସପେସର ଶୁଭାରମ୍ଭ କରିଛନ୍ତି । ବାରାଣସୀ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ସେଠାରେ 36ଟି ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି ଯାହା ମଧ୍ୟରେ 430 ଶଯ୍ୟା ବିଶିଷ୍ଟ ସୁପର ସ୍ପେଶାଲିଟି ସରକାରୀ ହସପିଟାଲ ଅନ୍ତର୍ଭୁକ୍ତ । ସେହିଭଳି ସେ ଅନ୍ୟ 14ଟି ବିକାଶମୂଳକ କାର୍ଯ୍ୟକ୍ରମର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।PM Modi campaigns in Charkhi Dadri and Kurukshetra in Haryana
October 15th, 12:51 pm
Continuing his election campaigning spree, Prime Minister Narendra Modi visited Charkhi Dadri and Kurukshetra in Haryana today. Addressing the gathering, PM Modi said, I don't come to Haryana for election rallies, I don't campaign for BJP in Haryana. Haryana itself calls me. I can't stop myself from coming here. You have given me so much love.”PM Modi addresses National Convention of BJP Mahila Morcha in Gujarat
December 22nd, 05:00 pm
PM Modi addressed the National Convention of BJP's Mahila Morcha in Gujarat. During the event, PM Modi remembered the rich history and vital contributions of Mahila Morcha since the days of Bhartiya Jansangh. He remembered Rajmata Vijaya Raje Scindia, whose strong leadership not only helped mobilize female supporters towards the BJP but also ensured that women played an important part in the BJP's organization.PM Modi addresses a massive rally in Ambikapur, Chhattisgarh
November 16th, 12:21 pm
Prime Minister Narendra Modi addressed a huge rally today in the poll-bound state of Chhattisgarh. Addressing hundreds of enthusiastic supporters at Ambikapur in Chhattisgarh, he said that the large turnout of voters in the first stage of Assembly elections in Chhattisgarh was over-whelming and gave a befitting reply to those who want the people of Chhattisgarh to be fearful of them.ଲକ୍ଷ୍ୟସ୍ଥଳୀ ଉତ୍ତରାଖଣ୍ଡ : ନିବେଶକ ସମ୍ମିଳନୀ 2018ରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 07th, 02:01 pm
ଉତ୍ତରାଖଣ୍ଡର ରାଜ୍ୟପାଳ, ଶ୍ରୀମତୀ ବେବୀ ରାଣୀ ମୌର୍ଯ୍ୟ ମହୋଦୟା, କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସମସ୍ତ ସହଯୋଗୀ, ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀମାନ ତ୍ରିବେନ୍ଦ୍ର ସିଂହ ରାୱତ ମହାଶୟ, ଉତ୍ତରାଖଣ୍ଡ କ୍ୟାବିନେଟର ସମସ୍ତ ସଦସ୍ୟଗଣ, ସିଙ୍ଗାପୁରର ସୂଚନା ପ୍ରସାରଣ ମନ୍ତ୍ରୀ ଏସ.ଇଶ୍ଵରନ ମହାଶୟ, ଜାପାନ ଏବଂ ଚେକ୍ ଗଣରାଜ୍ୟର ରାଜଦୂତ, ଦେଶ-ବିଦେଶରୁ ଆସିଥିବା ସମସ୍ତ ଉଦ୍ୟମୀ ସାଥୀଗଣ, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତି ଗଣ ।ଲକ୍ଷ୍ୟସ୍ଥଳୀ ଉତ୍ତରାଖଣ୍ଡ : ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 07th, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡେରାଡୁନରେ ଲକ୍ଷ୍ୟସ୍ଥଳୀ ଉତ୍ତରାଖଣ୍ଡ : ନିବେଶକ ସମ୍ମିଳନୀ 2018ରେ ଉଦବୋଧନ ଦେଇଥିଲେ ।ଝାଡ଼ଖଣ୍ଡର ରାଞ୍ଚିଠାରେ ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
September 23rd, 01:30 pm
ଝାଡ଼ଖଣ୍ଡର ରାଜ୍ୟପାଳ ଶ୍ରୀମତି ଦ୍ରୌପଦୀ ମୁର୍ମୁ, ରାଜ୍ୟର ଉତ୍ସାହୀ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ରଘୁବର ଦାସ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସାଥୀ ଶ୍ରୀମାନ ଜଗତ ପ୍ରକାଶ ନଡ୍ଡା, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ଏବଂ ଏ ମାଟିର ସନ୍ତାନ ଶ୍ରୀମାନ ସୁଦର୍ଶନ ଭଗତ, କେନ୍ଦ୍ରରେ ମୋର ସାଥୀ ଜୟନ୍ତ ସିହ୍ନା, ନୀତି ଆୟୋଗର ସଦସ୍ୟ ଡକ୍ଟର ବି.କେ.ପଲ, ରାଜ୍ୟ ସରକାରଙ୍କ ମନ୍ତ୍ରୀ ରାମଚନ୍ଦ୍ର ଚନ୍ଦ୍ରମୁନଶୀ, ସଂସଦରେ ମୋର ସାଥୀ ଶ୍ରୀମାନ ରାମଟହଲ ଚୌଧୁରୀ, ବିଧାୟକ ଶ୍ରୀମାନ ରାମକୁମାର ପାହାଣ, ଏଠାରେ ଉପସ୍ଥିତ ସମସ୍ତ ମହାନୁଭବଗଣ ଏବଂ ବିଶାଳ ସଂଖ୍ୟାରେ ଉପସ୍ଥିତ ଝାଡ଼ଖଣ୍ଡର ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ଆୟୁଷ୍ମାନ ଭାରତ-ପିଏମଜେଏୱାଇ ଯୋଜନାକୁ ରାଞ୍ଚିଠାରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
September 23rd, 01:30 pm
ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ରାଞ୍ଚିରୁ ଦେଶବ୍ୟାପୀ ସ୍ୱାସ୍ଥ୍ୟ ବୀମା ଯୋଜନା ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ କରିଛନ୍ତି ।PM Modi addresses a public meeting in Talcher, Odisha
September 22nd, 11:18 am
Addressing a public rally in Talcher, Odisha, Prime Minister Narendra Modi today said that you have broken all records of previous rallies. This huge crowd portrays the sentiments of the people of Odisha.