ଦିଲ୍ଲୀରେ ମୁଖ୍ୟ ଶାସନ ସଚିବମାନଙ୍କ ପଞ୍ଚମ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
December 28th, 09:32 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ମୁଖ୍ୟ ଶାସନ ସଚିବମାନଙ୍କ ପଞ୍ଚମ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି । ଏହି ତିନି ଦିନିଆ ସମ୍ମିଳନୀ 26 ରୁ 28 ଡିସେମ୍ବର, 2025 ପର୍ଯ୍ୟନ୍ତ ଦିଲ୍ଲୀର ପୁସାରେ ଅନୁଷ୍ଠିତ ହୋଇଥିଲା।Prime Minister chairs the National Conference of Chief Secretaries
December 27th, 10:30 pm
The Prime Minister, Shri Narendra Modi attended the National Conference of Chief Secretaries at New Delhi, today. Had insightful discussions on various issues relating to governance and reforms during the National Conference of Chief Secretaries being held in Delhi, Shri Modi stated.୨୭ ଏବଂ ୨୮ ଡିସେମ୍ବରରେ ଦିଲ୍ଲୀରେ ପଞ୍ଚମ ଜାତୀୟ ମୁଖ୍ୟ ସଚିବ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
December 26th, 11:06 am
ପ୍ରଧାନମନ୍ତ୍ରୀଙ୍କ ସହଯୋଗ ସଂଘୀୟ ଦୃଷ୍ଟିକୋଣ ଉପରେ ଆଧାରିତ ଏହି ସମ୍ମିଳନୀ ଏପରି ଏକ ମଞ୍ଚ ଭାବରେ କାର୍ଯ୍ୟ କରିଥାଏ, ଯେଉଁଠାରେ କେନ୍ଦ୍ର ଏବଂ ରାଜ୍ୟଗୁଡିକ ଭାରତର ମାନବ ପୁଞ୍ଜି କ୍ଷମତାକୁ ସର୍ବାଧିକ କରିବା ତଥା ସମାବେଶୀ ଭବିଷ୍ୟ ପାଇଁ ପ୍ରସ୍ତୁତ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ଦିଗରେ ଏକ ଏକୀକୃତ ରୋଡମ୍ୟାପ ଡିଜାଇନ କରିବାକୁ ସହଯୋଗ କରିଥାଏ ।ଡିସେମ୍ବର ୧୪ ଓ ୧୫ ରେ ମୁଖ୍ୟ ସଚିବମାନଙ୍କ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
December 13th, 12:53 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୪ ଓ ୧୫ ତାରିଖରେ ନୂଆଦିଲ୍ଲୀରେ ଦେଶର ମୁଖ୍ୟ ସଚିବମାନଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ଉଭୟ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସୁସମ୍ପର୍କ ସ୍ଥାପନ ଲାଗି ଏହି ସମ୍ମିଳନୀ କାମ ଦେବ ବୋଲି କୁହାଯାଇଛି । ସଂଘୀୟ ବ୍ୟବସ୍ଥାକୁ ମଜଭୂତ କରିବା ଲାଗି ଏହା ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ବୋଲି ବିବେଚନା କରାଯାଏ ।ମୁଖ୍ୟ ଶାସନ ସଚିବଙ୍କ ସମ୍ମିଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ
December 29th, 11:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତ ଦୁଇ ଦିନ ଧରି ମୁଖ୍ୟ ଶାସନ ସଚିବମାନଙ୍କ ସମ୍ମିଳନୀରେ ଯୋଗ ଦେଇଥିଲେ ।ଡିସେମ୍ବର ୨୮ ଏବଂ ୨୯ ରେ ଦିଲ୍ଲୀରେ ମୁଖ୍ୟ ଶାସନ ସଚିବଙ୍କ ତୃତୀୟ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
December 26th, 10:58 pm
.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୮ ଏବଂ ୨୯, ୨୦୨୩ ରେ ଦିଲ୍ଲୀରେ ମୁଖ୍ୟ ଶାସନ ସଚିବମାନଙ୍କର ତୃତୀୟ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ଏହା ହେଉଛି ତୃତୀୟ ସମ୍ମିଳନୀ, ପ୍ରଥମଟି ୨୦୨୨ ଜୁନ୍ ରେ ଧର୍ମଶାଳାରେ ଏବଂ ଦ୍ୱିତୀୟ ସମ୍ମିଳନୀ ଜାନୁଆରୀ ୨୦୨୩ରେ ଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା ।ଜୁନ୍ ୧୬ ଏବଂ ୧୭ ତାରିଖ ଦିନ ଧର୍ମଶାଳାରେ ମୁଖ୍ୟ ସଚିବମାନଙ୍କର ପ୍ରଥମ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
June 14th, 08:56 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ରୁ ୧୭ ଜୁନ୍ ୨୦୨୨ ହିମାଚଳ ପ୍ରଦେଶର ଧର୍ମଶାଳାର ଏଚ୍ପିସିଏ ଷ୍ଟାଡିୟମରେ ମୁଖ୍ୟ ସଚିବମାନଙ୍କର ପ୍ରଥମ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ଏହା କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସହଭାଗିତାକୁ ଆହୁରି ଦୃଢ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ।