Prime Minister Modi speaks with Prime Minister of the Interim Government of Nepal Sushila Karki

September 18th, 01:31 pm

PM Modi spoke with Nepal’s Interim PM Sushila Karki, congratulating her on her appointment and extending best wishes on behalf of India. The Prime minister offered condolences over recent loss of lives, reaffirmed India’s support for peace, stability and progress in Nepal, and emphasized strengthening special ties. Both the leaders agreed to remain in touch.

ମରିସସ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

September 11th, 12:30 pm

ଏହା ମୋ ପାଇଁ ଗର୍ବର କଥା ଯେ, ମୁଁ ଆପଣଙ୍କୁ ମୋର ସଂସଦୀୟ କ୍ଷେତ୍ରରେ ସ୍ୱାଗତ କରିବାର ସୁଯୋଗ ପାଇଛି। କାଶୀ ଅନାଦି କାଳରୁ ଭାରତର ସଭ୍ୟତା ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ହୋଇଆସିଛି ।

ମରିସସ ଜାତୀୟ ଦିବସ ସମାରୋହରେ ସେଠାକାର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 12th, 03:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସ୍ ସାଧାରଣତନ୍ତ୍ରର ୫୭ତମ ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି।

PM Modi greets the people of Mauritius on their National Day

March 12th, 09:58 am

Prime Minister, Shri Narendra Modi today wished the people of Mauritius on their National Day. “Looking forward to today’s programmes, including taking part in the celebrations”, Shri Modi stated. The Prime Minister also shared the highlights from yesterday’s key meetings and programmes.

ମରିସସ୍ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ନୈଶ୍ୟଭୋଜିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 12th, 06:15 am

ସର୍ବପ୍ରଥମେ ପ୍ରଧାନମନ୍ତ୍ରୀଙ୍କ ଆବେଗପୂର୍ଣ୍ଣ ଏବଂ ପ୍ରେରଣାଦାୟୀ ଚିନ୍ତାଧାରା ପାଇଁ ମୁଁ ତାଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ଏହି ଭବ୍ୟ ସ୍ୱାଗତ ଏବଂ ଆତିଥ୍ୟ ପାଇଁ ମୁଁ ପ୍ରଧାନମନ୍ତ୍ରୀ, ମରିସସ୍ ସରକାର ଏବଂ ଏହାର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଉଛି । ମରିସସ୍ ଗସ୍ତ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପାଇଁ ସବୁବେଳେ ବିଶେଷ ହୋଇଥାଏ। ଏହା କେବଳ ଏକ କୂଟନୈତିକ ଗସ୍ତ ହୋଇନଥାଏ, ବରଂ ପରିବାରକୁ ଭେଟିବାର ସୁଯୋଗ ହୋଇଥାଏ। ମରିସସ୍ ମାଟିରେ ପାଦ ରଖିବା କ୍ଷଣି ହିଁ ମୁଁ ଏହି ଆତ୍ମୀୟତା ଅନୁଭବ କରିଥିଲି। ସବୁଆଡ଼େ ନିଜର ଭାବନା ଦେଖିବାକୁ ମିଳୁଛି। ପ୍ରୋଟୋକଲରେ କୌଣସି ପ୍ରତିବନ୍ଧକ ନାହିଁ । ମରିସସ୍ ଜାତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ପୁଣି ଥରେ ନିମନ୍ତ୍ରିତ ହେବା ମୋ ପାଇଁ ସୌଭାଗ୍ୟର ବିଷୟ। ଏହି ଅବସରରେ ମୁଁ ୧୪୦ କୋଟି ଭାରତୀୟଙ୍କ ତରଫରୁ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି ।

Mauritius is not just a partner country; For us, Mauritius is family: PM Modi

March 12th, 06:07 am

PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.

ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 11th, 07:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।

ମରିସସ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

March 11th, 04:01 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମରିସସ ରାଷ୍ଟ୍ରପତି ଧରମବୀର ଗୋକୁଲଙ୍କୁ ରାଜ ଭବନରେ ସାକ୍ଷାତ କରିଛନ୍ତି।

ମରିସସ୍ ରାଷ୍ଟ୍ରପତି ଶ୍ରୀ ଧରମବୀର ଗୋକୁଳଙ୍କ ଦ୍ୱାରା ଆୟୋଜିତ ମଧ୍ୟାହ୍ନଭୋଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଟୋଷ୍ଟ

March 11th, 03:06 pm

ମରିସସର ରାଷ୍ଟ୍ରୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ପୁଣି ଥରେ ସାମିଲ ହେବା ମୋ ପାଇଁ ସୌଭାଗ୍ୟର ବିଷୟ ।

ଦୁଇ ଦିନିଆ ମରିସସ୍ ଗସ୍ତରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

March 11th, 08:33 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମରିସସରେ କିଛି ସମୟ ପୂର୍ବରୁ ପହଞ୍ଚିଛନ୍ତି । ଦୁଇ ଦିନିଆ ଗସ୍ତରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ସେ ମରିସସର 57ତମ ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହ ମରିସସର ଲିଡର ଏବଂ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବେ।

ମରିସସ୍ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି

March 10th, 06:18 pm

ମୋର ବନ୍ଧୁ, ପ୍ରଧାନମନ୍ତ୍ରୀ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କ ନିମନ୍ତ୍ରଣ କ୍ରମେ, ମୁଁ ମରିସସର ୫୭ତମ ଜାତୀୟ ଦିବସ ସମାରୋହରେ ଭାଗ ନେବା ପାଇଁ ମରିସସକୁ ଦୁଇ ଦିନିଆ ସରକାରୀ ଗସ୍ତରେ ବାହାରିଛି।

2025 ମାର୍ଚ୍ଚ 11-12 ମଧ୍ୟରେ ମରିସସ୍ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

March 07th, 06:17 pm

ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ଡ. ନବୀନଚନ୍ଦ୍ର ରାମଗୁଲାମଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ମୋଦୀ ମାର୍ଚ୍ଚ 11-12 ରେ ମରିସସ୍ ଗସ୍ତ କରିବେ। ଏହି ଗସ୍ତ କାଳରେ ସେ ପ୍ରମୁଖ ନେତାମାନଙ୍କୁ ଭେଟିବା, ଭାରତୀୟ ବଂଶୋଦ୍ଭବ ସମ୍ପ୍ରଦାୟ ସହ ଆଲୋଚନା କରିବା ଏବଂ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ କରିବେ । ଏହି ଗସ୍ତ ମିଳିତ ଇତିହାସ ଏବଂ ପ୍ରଗତି ଉପରେ ଆଧାରିତ ଭାରତ-ମରିସସ୍ ଦୃଢ଼ ଭାଗିଦାରୀକୁ ଦୋହରାଇଛି।

2022 ଅତ୍ୟନ୍ତ ପ୍ରେରଣାଦାୟକ ଏବଂ ଚମତ୍କାର: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

December 25th, 11:00 am

ବନ୍ଧୁଗଣ ଏସବୁ ସହିତ ୨୦୨୨କୁ ଆଉ ଗୋଟିଏ କାରଣ ଯୋଗୁଁ ସବୁବେଳେ ସ୍ମରଣ କରାଯିବ । ଏହାହେଉଛି ‘ଏକ ଭାରତ-ଶ୍ରେଷ୍ଠ ଭାରତ’ର ଭାବଧାରାର ବିସ୍ତାର । ଦେଶର ଲୋକେ ଏକତା ଓ ଏକଜୁଟତାକୁ ପାଳନ କରିବା ପାଇଁ ଅନେକ ଭିନ୍ନ ଧରଣର ଆୟୋଜନ କଲେ । ଗୁଜୁରାଟର ମାଧବପୁର ମେଳା ହେଉ, ଯେଉଁଠି ରୁକ୍ମିଣୀ ବିବାହ ଏବଂ ଭଗବାନ କୃଷ୍ଣଙ୍କ ପୂର୍ବୋତ୍ତର ସହ ସମ୍ପର୍କକୁ ପାଳନ କରାଯାଇଥାଏ କିମ୍ବା କାଶୀ-ତାମିଲ ସଙ୍ଗମମ୍ ହେଉ, ଏହି ପର୍ବଗୁଡ଼ିକରେ ଏକତାର ଅନେକ ରଙ୍ଗ ଦେଖିବାକୁ ମିଳିଲା । ୨୦୨୨ରେ ଦେଶବାସୀମାନେ ଆଉ ଏକ ଅମର ଇତିହାସ ସୃଷ୍ଟି କରିଦେଲେ । ଅଗଷ୍ଟ ମାସରେ ଚାଲିଥିବା ‘ହର୍ ଘର୍ ତିରଙ୍ଗା’ ଅଭିଯାନକୁ କିଏବା ଭୁଲିପାରେ? ସେହି ମୁହୂର୍ତ୍ତରେ ଦେଶବାସୀଙ୍କର ରୋମ ଟାଙ୍କୁରି ଉଠୁଥିଲା । ସ୍ୱାଧୀନତାର ୭୫ ବର୍ଷର ଏହି ଅଭିଯାନରେ ସମଗ୍ର ଦେଶ ତ୍ରିରଙ୍ଗାମୟ ହୋଇଯାଇଥିଲା । ୬ କୋଟିରୁ ଅଧିକ ଲୋକେ ତ୍ରିରଙ୍ଗା ସାଥୀରେ ନିଜର ସେଲ୍‌ଫି ମଧ୍ୟ ପଠାଇଲେ । ସ୍ୱାଧୀନତାର ଏହି ଅମୃତ ମହୋତ୍ସବ ଆଗାମୀ ବର୍ଷ ମଧ୍ୟ ଏହିଭଳି ଭାବରେ ଚାଲିବ - ଅମୃତକାଳର ମୂଳଦୁଆକୁ ଆହୁରି ସୁଦୃଢ଼ କରିବ ।

PM Modi's telephonic conversation with Amir of the State of Qatar

December 08th, 01:52 pm

Prime Minister conveyed his felicitations to H.H. The Amir for the forthcoming National Day of Qatar. While thanking Prime Minister for the greetings, H.H. The Amir appreciated the enthusiasm with which the Indian community in Qatar participates in the National Day celebrations. He also conveyed warm greetings to Prime Minister for the recent Diwali festival.

ଚୀନ ସାମାଜିକ ଗଣମାଧ୍ୟମ ୱେଇବୋରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା

October 01st, 01:00 pm

PM Narendra Modi greeted people of China on the occasion of their National Day. Taking to the Chinese social media platform, Weibo, PM Modi said, At a time when the world looks towards Asia, the progress and prosperity of China and India, and our close cooperation, have the potential to shape a peaceful and stable future for Asia. This is a vision I share with President Xi and Premier Li.

ଜାତୀୟ ଦିବସରେ ଭିଏତନାମ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 02nd, 09:52 am

Prime Minister Narendra Modi greeted the people of Vietnam on their National Day. The PM said, “Greetings to the people of Vietnam on their National Day. Vietnam is a friendly nation with whom we cherish our relationship.”

Prime Minister Modi conveys greetings to people of Russia on their National Day

June 12th, 09:00 pm



PM greets the people of China, on their National Day

October 01st, 10:05 am



PM greets the people of Saudi Arabia on Saudi National Day

September 23rd, 07:15 am



PM extends his best wishes to the people of Vietnam, on their National Day

September 02nd, 12:28 pm