The foundation of India - France friendship is based on the spirit of deep trust, innovation, & public welfare: PM at India-France CEO Forum, Paris
February 12th, 12:45 am
Giving a boost to business ties between India and France, PM Modi and President Macron attended the CEO Forum in Paris. The PM highlighted India's rise as a global economic powerhouse fueled by stability, reforms and innovation.Bhavnagar is emerging as a shining example of port-led development: PM Modi
September 29th, 02:32 pm
PM Modi inaugurated and laid the foundation stone of projects worth over ₹5200 crores in Bhavnagar. The Prime Minister remarked that in the last two decades, the government has made sincere efforts to make Gujarat's coastline the gateway to India's prosperity. “We have developed many ports in Gujarat, modernized many ports”, the PM added.PM Modi lays foundation stone & dedicates development projects in Bhavnagar, Gujarat
September 29th, 02:31 pm
PM Modi inaugurated and laid the foundation stone of projects worth over ₹5200 crores in Bhavnagar. The Prime Minister remarked that in the last two decades, the government has made sincere efforts to make Gujarat's coastline the gateway to India's prosperity. “We have developed many ports in Gujarat, modernized many ports”, the PM added.ଅଟୋ ଏବଂ ଡ୍ରୋନ ଉଦ୍ୟୋଗ ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନାକୁ ସରକାରଙ୍କ ମଞ୍ଜୁରି
September 15th, 04:34 pm
ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ‘ଆତ୍ମନିର୍ଭର ଭାରତ’ ସଂକଳ୍ପ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ସରକାର ଅଟୋମୋବାଇଲ ଏବଂ ଡ୍ରୋନ ଉଦ୍ୟୋଗ କ୍ଷେତ୍ର ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନାକୁ ମଞ୍ଜୁର କରିଛନ୍ତି। ଏହି ଉଦ୍ଦେଶ୍ୟ ନିମନ୍ତେ ୨୬, ୦୫୮ କୋଟି ଟଙ୍କାର ବଜେଟ ବ୍ୟୟବରାଦ କରାଯାଇଛି। ଅଟୋ କ୍ଷେତ୍ର ପାଇଁ ଏହି ପିଏଲଆଇ ଯୋଜନା ଉଚ୍ଚ ମୂଲ୍ୟର ଉନ୍ନତ ଅଟୋମୋଟିଭ ପ୍ରଯୁକ୍ତି ବାହନ ଏବଂ ଉତ୍ପାଦନକୁ ପ୍ରୋତ୍ସାହିତ କରିବ। ଉନ୍ନତ ପ୍ରଯୁକ୍ତି, ଅଧିକ ଦକ୍ଷ ଏବଂ ସବୁଜ ଅଟୋମୋଟିଭ ଉତ୍ପାଦନ କ୍ଷେତ୍ରରେ ଏହା ଏକ ନୂତନ ଯୁଗର ଅୟମାରମ୍ଭ କରିବ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ
August 15th, 03:02 pm
ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 15th, 07:38 am
ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି
August 15th, 07:37 am
ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।