Important to maintain the authenticity of handloom craftsmanship in the age of technology: PM at Bharat Tex
February 16th, 04:15 pm
PM Modi, while addressing Bharat Tex 2025 at Bharat Mandapam, highlighted India’s rich textile heritage and its growing global presence. With participation from 120+ countries, he emphasized innovation, sustainability, and investment in the sector. He urged startups to explore new opportunities, promoted skill development, and stressed the fusion of tradition with modern fashion to drive the industry forward.ଭାରତ ଟେକ୍ସ ୨୦୨୫କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 16th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଭାରତ ଟେକ୍ସ ୨୦୨୫କୁ ସମ୍ବୋଧିତ କରିଥିଲେ । ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ବି ସେ ବୁଲି ଦେଖିଥିଲେ । ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଟେକ୍ସ ୨୦୨୫ରେ ସମସ୍ତଙ୍କୁ ସ୍ୱାଗତ କରିବା ସହ କହିଥିଲେ ଯେ ଆଜି ଭାରତ ମଣ୍ଡପମ୍ ଭାରତ ଟେକ୍ସର ଦ୍ୱିତୀୟ ସଂସ୍କରଣ ଦେଖୁଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଏହି କାର୍ଯ୍ୟକ୍ରମ ଆମର ଐତିହ୍ୟ ତଥା ବିକଶିତ ଭାରତର ସମ୍ଭାବନାର ଝଲକ ଦେଇଛି, ଯାହା କି ଭାରତ ପାଇଁ ଗର୍ବର ବିଷୟ । ଭାରତ ଟେକ୍ସ ବର୍ତ୍ତମାନ ଏକ ମେଗା ବିଶ୍ବ ବୟନଶିଳ୍ପ ସମାରୋହରେ ପରିଣତ ହେଉଛି, ଶ୍ରୀ ମୋଦୀ ମନ୍ତବ୍ୟ ଦେଇଥିଲେ । ସେ ଆହୁରି ମଧ୍ୟ କହିଥିଲେ ଯେ ମୂଲ୍ୟ ଶୃଙ୍ଖଳାର ସ୍ପେକ୍ଟ୍ରମ୍ ସହ ଜଡ଼ିତ ସମସ୍ତ ୧୨ଟି କ୍ଷେତ୍ର ଏଥର ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏଥିରେ ଆସେସୋରିଜ, ପୋଷାକ, ଯନ୍ତ୍ରପାତି, ରାସାୟନିକ ପଦାର୍ଥ ଓ ରଙ୍ଗର ପ୍ରଦର୍ଶନୀ ମଧ୍ୟ ରହିଛି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ ଯେ ଭାରତ ଟେକ୍ସ ସମଗ୍ର ବିଶ୍ୱର ନୀତି ନିର୍ଧାରକ, ସିଇଓ ଏବଂ ଶିଳ୍ପ ନେତାମାନଙ୍କ ପାଇଁ ଯୋଗାଯୋଗ, ସହଯୋଗ ଏବଂ ଭାଗିଦାରୀ ପାଇଁ ଏକ ଶକ୍ତିଶାଳୀ ପ୍ଲାଟଫର୍ମ ପାଲଟିଛି । ଏହି କାର୍ଯ୍ୟକ୍ରମ ଆୟୋଜନରେ ସମ୍ପୃକ୍ତ ସମସ୍ତ ଅଂଶୀଦାରଙ୍କ ଉଦ୍ୟମକୁ ସେ ପ୍ରଶଂସା କରିଥିଲେ।Bharat Tex 2024 is an excellent platform to highlight India's exceptional capabilities in the textile industry: PM Modi
February 26th, 11:10 am
PM Modi inaugurated Bharat Tex 2024, one of the largest-ever global textile events to be organized in the country at Bharat Mandapam in New Delhi. He said that Bharat Tex connects the glorious history of Indian tradition with today’s talent; technology with traditions and is a thread to bring together style/sustainability/ scale/skill.ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନୂଆଦିଲ୍ଲୀଠାରେ ଭାରତ ଟେକ୍ସ-୨୦୨୪ ଉଦ୍ଘାଟିତ
February 26th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୬.୦୨.୨୦୨୪) ନୂଆଦିଲ୍ଲୀର ଭାରତ ମଣ୍ଡପମ୍ରେ ବୈଶ୍ୱିକ ବୃହତ୍ତମ ବୟନ ମେଳା ଭାରତ ଟେକ୍ସ-୨୦୨୪କୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ମଧ୍ୟ ପ୍ରଧାନମନ୍ତ୍ରୀ ବୁଲି ଦେଖିଥିଲେ ।ଜାତୀୟ ହସ୍ତତନ୍ତ ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 07th, 04:16 pm
କିଛି ଦିନ ପୂର୍ବେ ହିଁ ଭାରତ ମଣ୍ଡପମ୍ ର ଭବ୍ୟ ଲୋକାର୍ପଣ କରାଯାଇଛି । ଆପଣମାନଙ୍କ ମଧ୍ୟରୁ ବହୁତ ଲୋକ ଅଛନ୍ତି ଯେଉଁମାନେ ପୂର୍ବରୁ ମଧ୍ୟ ଏଠାକୁ ଆସୁଥିଲେ ଆଉ ତମ୍ବୁ ଟାଣି ନିଜର ଦୁନିଆ ଠିଆ କରୁଥିଲେ । ତେବେ ଆଜି ଆପଣ ପରିବର୍ତିତ ହୋଇଥିବା ଦେଶ ଏହିଠାରେ ଦେଖିଥିବେ । ଆଉ ଆଜି ଆମେ ଏହି ଭାରତ ମଣ୍ଡପମ୍ରେ ଜାତୀୟ ହସ୍ତତନ୍ତ ଦିବସ- ରାଷ୍ଟ୍ରୀୟ ହସ୍ତତନ୍ତ ଦିବସ ପାଳନ କରୁଛେ । ଭାରତ ମଣ୍ଡପମ୍ ର ଏହି ଭବ୍ୟତାରେ ମଧ୍ୟ, ଭାରତର ହସ୍ତତନ୍ତ ଉଦ୍ୟୋଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ପୁରାତନର ନୂତନ ସହିତ ଏହି ସଙ୍ଗମ ଆଜିକାର ଭାରତକୁ ପରିଭାଷିତ କରୁଛି । ଆଜିକାର ଭାରତ, ଲୋକାଲ ପ୍ରତି କେବଳ ଭୋକାଲ ହିଁ ନୁହେଁ, ବରଂ ତାହାକୁ ଗ୍ଲୋବାଲ କରିବା ପାଇଁ ବିଶ୍ୱସ୍ତରୀୟ ମଂଚ ମଧ୍ୟ ପ୍ରଦାନ କରୁଛି । କିଛି ସମୟ ପୂର୍ବରୁ ହିଁ ମୋତେ କିଛି ବୁଣାକାର ସାଥୀମାନଙ୍କ ସହିତ କଥା ହେବାର ସୁଯୋଗ ମିଳିଛି । ସାରା ଦେଶରେ ଅନେକଗୁଡ଼ିଏ ହସ୍ତତନ୍ତ କ୍ଲଷ୍ଟରଗୁଡ଼ିକରେ ମଧ୍ୟ ଆମର ବୁଣାକାର ଭାଇ- ଭଉଣୀ ଦୂର- ଦୂରାନ୍ତରରୁ ଆସିଛନ୍ତି ଆମ ସହିତ ଯୋଡ଼ି ହୋଇଛନ୍ତି । ମୁଁ ଆପଣ ସମସ୍ତଙ୍କୁ ଏହି ବିଶାଳ ସମାରୋହକୁ ହୃଦୟର ସହିତ ସ୍ୱାଗତ କରୁଛି, ମୁଁ ଆପଣଙ୍କୁ ଅଭିନନ୍ଦନ ଜଣାଉଛି ।ନୂଆଦିଲ୍ଲୀରେ ଅନୁଷ୍ଠିତ ଜାତୀୟ ହସ୍ତତନ୍ତ ଦିବସ ଉତ୍ସବକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
August 07th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଥିବା ଭାରତ ମଣ୍ଡପମ୍ ଠାରେ ଜାତୀୟ ହସ୍ତତନ୍ତ ଦିବସ ପାଳନ ଉତ୍ସବକୁ ସମ୍ବୋଧିତ କରିଛନ୍ତି ଏବଂ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଫ୍ୟାଶନ୍ ଟେକ୍ନୋଲୋଜି ଦ୍ୱାରା କପଡା ଏବଂ ଶିଳ୍ପ ଭଣ୍ଡାରକୁ ନେଇ ବିକଶିତ ଇ-ପୋର୍ଟାଲ୍ ‘ଭାରତୀୟ ବସ୍ତ୍ର ଏବଂ ଶିଳ୍ପ କୋଷ'ର ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି ଅବସରରେ ପ୍ରଦର୍ଶନୀ ପରିଦର୍ଶନ କରି ବୁଣାକାରମାନଙ୍କ ସହ ଆଲୋଚନା କରିଥିଲେ ।Revamping cloth industry in Kashi
March 02nd, 06:50 pm
“We have to transform India’s economy. On one hand manufacturing sector is to be enhanced, while on the other side, we have to make sure it directly benefits the youth. They must get jobs so that lives of poorest of the poor stands transformed and they come out of the poverty line. Enhancing their purchasing power would increase the number of manufacturers, manufacturing growth, employment opportunities and expand the market.” –Narendra ModiPM’s interaction through PRAGATI
February 17th, 05:30 pm