ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ଆମେରିକା ଜାତୀୟ ଗୁଇନ୍ଦା ନିର୍ଦ୍ଦେଶିକା ତୁଳସୀ ଗବାର୍ଡ

March 17th, 08:52 pm

ଆମେରିକା ଜାତୀୟ ଗୁଇନ୍ଦା ନିର୍ଦ୍ଦେଶିକା ତୁଳସୀ ଗବାର୍ଡ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।