Prime Minister recalls India’s Maritime Heritage on National Maritime Day

April 05th, 02:29 pm

The Prime Minister, Shri Narendra Modi on the occasion of National Maritime Day, recalled India’s rich maritime heritage and acknowledged the invaluable contribution of all those associated with the sector.

ଜାତୀୟ ସାମୁଦ୍ରିକ ଦିବସରେ ସାମୁଦ୍ରିକ କ୍ଷେତ୍ର ଏବଂ ବନ୍ଦରଗୁଡିକୁ ସୁଦୃଢ଼ କରିବାକୁ ସରକାରଙ୍କ ପ୍ରତିବଦ୍ଧତା ଦୋହରାଇଲେ ପ୍ରଧାନମନ୍ତ୍ରୀ

April 05th, 09:06 am

ଜାତୀୟ ସାମୁଦ୍ରିକ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ପ୍ରଗତି ପାଇଁ ସାମୁଦ୍ରିକ କ୍ଷେତ୍ର ଏବଂ ବନ୍ଦରଗୁଡିକୁ ସୁଦୃଢ଼ କରିବାକୁ ସରକାରଙ୍କ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି ।

ଜାତୀୟ ସାମୁଦ୍ରିକ ଦିବସ ଅବସରରେ ସାମୁଦ୍ରିକ ଜଗତରେ ଭାରତର ସମୃଦ୍ଧିରେ ଯୋଗଦାନ ଥିବା ସମସ୍ତଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

April 05th, 02:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ସାମୁଦ୍ରିକ ଦିବସ ଅବସରରେ ବନ୍ଦର-ଭିତ୍ତିକ ଉନ୍ନୟନ ପାଇଁ ଭାରତର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି ।

ଜାତୀୟ ସାମୁଦ୍ରିକ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଭାରତର ଗୌରବମୟ ସାମୁଦ୍ରିକ ଇତିହାସ କଲେ ସ୍ମରଣ

April 05th, 10:07 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ସାମୁଦ୍ରିକ ଦିବସ ଅବସରରେ ଭାରତର ଗୌରବମୟ ସାମୁଦ୍ରିକ ଇତିହାସର ସ୍ମୃତିଚାରଣ କରିଛନ୍ତି । ଦେଶର ଆର୍ଥିକ ଅଭିବୃଦ୍ଧିରେ ସାମୁଦ୍ରିକ କ୍ଷେତ୍ରରେ ଗୁରୁତ୍ୱ ଉପରେ ସୂଚନା ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଗତ ଆଠ ବର୍ଷ ମଧ୍ୟରେ ସରକାର ବନ୍ଦର ଭିତ୍ତିକ ବିକାଶ ଉପରେ ବିଶେଷ ଧ୍ୟାନ ଦେଉଛନ୍ତି । ଏହା ଦେଶର ଆର୍ଥିକ ବିକାଶ ସହିତ ଏକ ଆତ୍ମନିର୍ଭର ଭାରତ ଗଠନ ଦିଗରେ ବିଶେଷ ସହାୟକ ହେବ । ଭାରତ ସରକାର ସାମୁଦ୍ରିକ ବାତାବରଣ ଓ ବିବିଧତାର ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସମସ୍ତ ପଦକ୍ଷେପ ନେଇଥିବା ଶ୍ରୀ ମୋଦୀ କହିଥିଲେ । ଧାରାବାହିକ ଟୁଇଟ ଜରିଆରେ ପଧାନମନ୍ତ୍ରୀ କହିଛନ୍ତି ଯେ, “ଆଜି, ଜାତୀୟ ସାମୁଦ୍ରିକ ଦିବସ ଅବସରରେ ଆମେ ଆମର ଗୌରବମୟ ସାମୁଦ୍ରିକ ଇତିହାସର ସ୍ମୃତିଚାରଣ କରିବା ସହ ଭାରତର ଆର୍ଥିକ ଅଭିବୃଦ୍ଧିରେ ସାମୁଦ୍ରିକ କ୍ଷେତ୍ର ମହତ୍ତ୍ୱ ଉପରେ ଆଲୋକପାତ କରୁଛୁ । ଗତ ଆଠ ବର୍ଷ ମଧ୍ୟରେ ଆମ ସାମୁଦ୍ରିକ କ୍ଷେତ୍ର ଏକ ନୂତନ ଶିଖରରେ ପହଞ୍ଚି ବାଣିଜ୍ୟ ଓ ବାଣିଜ୍ୟିକ କାର୍ଯ୍ୟକଳାପ ବୃଦ୍ଧିରେ ସହାୟକ ହୋଇଛି ।”

ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 5, 2018

April 05th, 07:49 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ଜାତୀୟ ସାମୁଦ୍ରିକ ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା; ଜଳ ଶକ୍ତି ଉପରେ ଧ୍ୟାନ କେନ୍ଦ୍ରୀତ କରିବା ପାଇଁ ଆମ୍ବେଦକରଙ୍କ ପ୍ରେରଣାକୁ ସ୍ମରଣ କଲେ

April 05th, 09:45 am

ଜାତୀୟ ସାମୁଦ୍ରିକ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

ସୋସିଆଲ ମିଡିଆ କର୍ଣ୍ଣର 5 ଏପ୍ରିଲ 2017

April 05th, 07:55 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ଜାତୀୟ ସାମୁଦ୍ରିକ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 05th, 06:43 pm

ଜାତୀୟ ସାମୁଦ୍ରିକ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।