Terrorism won't break India's spirit: PM Modi

April 24th, 03:36 pm

India grieves the tragic loss of innocent lives in the Pahalgam terror attack. At the National Panchayati Raj Day event in Madhubani, Bihar, PM Modi led the nation in mourning, expressing profound sorrow and outrage. A two-minute silence was observed to honour the victims, with the entire nation standing in solidarity with the affected families.

ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଏବଂ ବିହାରର ମଧୁବନିରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ

April 24th, 12:00 pm

ମୁଁ ମୋର ଭାଷଣ ଆରମ୍ଭ କରିବା ପୂର୍ବରୁ ଆପଣ ସମସ୍ତଙ୍କୁ ଅନୁରୋଧ କରିବାକୁ ଚାହେଁ, ଆପଣମାନେ ଯେଉଁଠି ବି ଅଛନ୍ତି, ସେହିଠାରେ ଆପଣଙ୍କ ସ୍ଥାନରେ ବସନ୍ତୁ, ଠିଆ ହେବାର ଆବଶ୍ୟକତା ନାହିଁ, ଆମେ ୨୨ ତାରିଖରେ ଯେଉଁ ପରିବାରବର୍ଗଙ୍କୁ ହରାଇଛୁ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ କିଛି ସମୟ ନିଜ ସ୍ଥାନରେ ବସିରହି ନିରବତା ଅବଲମ୍ବନ କରି, ନିଜ ନିଜ ଦେବତାଙ୍କୁ ସ୍ମରଣ କରି ସେ ସମସ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା। ଏହା ପରେ ମୁଁ ଆଜି ମୋର ଭାଷଣ ଆରମ୍ଭ କରିବି।

ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ବିହାରର ମଧୁବନିଠାରେ ୧୩,୪୮୦ କୋଟିରୁ ଅଧିକ ଟଙ୍କାର ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 24th, 11:50 am

ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ମଧୁବନିଠାରେ ୧୩,୪୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି । ୨୨ ଏପ୍ରିଲ ୨୦୨୫ରେ ପହଲଗାମ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକମାନଙ୍କ ପାଇଁ ଏକ ମିନିଟ୍ ନୀରବତା ଅବଲମ୍ବନ କରିବା ସହ ଦିବଂଗତ ଆତ୍ମାମାନଙ୍କ ପାଇଁ ପ୍ରାର୍ଥନା କରିବାକୁ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ସମସ୍ତଙ୍କୁ ନିବେଦନ କରିଥିଲେ । ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ସେ କହିଥିଲେ ଯେ ପଞ୍ଚାୟତିରାଜ ଦିବସ ଅବସରରେ ସମଗ୍ର ଦେଶ ମିଥିଲା ଓ ବିହାର ସହ ସଂଯୁକ୍ତ ହୋଇଛି। ବିହାରର ବିକାଶ ଉଦ୍ଦେଶ୍ୟରେ ହଜାର ହଜାର କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ବୋଲି ସେ କହିଥିଲେ ଏବଂ ବିଦ୍ୟୁତ, ରେଳପଥ ଏବଂ ଭିତ୍ତିଭୂମି କ୍ଷେତ୍ରରେ ଏହି ପଦକ୍ଷେପ ବିହାରରେ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଗୁରୁତ୍ୱାରୋପ କରିଥିଲେ। ସେ ମହାନ କବି ତଥା ଜାତୀୟ ପ୍ରତୀକ ରାମଧାରୀ ସିଂ ଦିନକରଜୀଙ୍କୁ ତାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

୨୪ ଅପ୍ରେଲରେ ବିହାର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

April 23rd, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୪ ଅପ୍ରେଲରେ ବିହାର ଗସ୍ତ କରିବେ । ସେ ମଧୁବଣୀ ଯାତ୍ରା କରିବେ ଏବଂ ପ୍ରାୟ ୧୧:୪୫ ସମୟରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ସେ ୧୩,୪୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରିବେ ।

24 ଏବଂ 25 ଏପ୍ରିଲରେ ମଧ୍ୟପ୍ରଦେଶ, କେରଳ, ଦାଦ୍ରା ଏବଂ ନାଗର ହାଭେଳି ଏବଂ ଡାମନ ଓ ଡିୟୁକୁ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ

April 21st, 03:02 pm

24 ଏପ୍ରିଲ ଦିନ ପ୍ରାୟ 11:30 ସମୟରେ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ରେୱା ଠାରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳନ ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ, ଯେଉଁଠାରେ ସେ ପ୍ରାୟ 17,000 କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରି ଦେଶ ପାଇଁ ଉତ୍ସର୍ଗ କରିବେ।

ପଞ୍ଚାୟତିରାଜ ଦିବସ ଅବସରରେ ଦେଶର ଗ୍ରାମସଭାମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍‌ବୋଧନ

April 24th, 11:31 am

ଜମ୍ମୁ କଶ୍ମୀରର ଉପ ରାଜ୍ୟପାଳ ଶ୍ରୀ ମନୋଜ ସିହ୍ନାଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଗିରିରାଜ ସିଂହଜୀ, ଏହି ମାଟିର ସନ୍ତାନ ମୋର ସାଥୀ ଡକ୍ଟର ଜିତେନ୍ଦ୍ର ସିଂହଜୀ, ଶ୍ରୀ କପିଳ ମାରେଶ୍ୱର ପାଟିଲଜୀ, ସଂସଦରେ ମୋର ସାଥୀ ଶ୍ରୀ ଯୁଗଳ କିଶୋରଜୀ, ଜମ୍ମୁ କଶ୍ମୀର ସହିତ ସମଗ୍ର ଦେଶରୁ ଏହି କାର୍ଯ୍ୟକ୍ରମ ସହିତ ଯୋଡ଼ି ହୋଇଥିବା ସମସ୍ତ ଜନପ୍ରତିନିଧିଗଣ, ଭାଇ ଓ ଭଉଣୀଗଣ!

ଜାତୀୟ ପଞ୍ଚାୟତିରାଜ ଦିବସ ଉତ୍ସବରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଜାମ୍ମୁ ଓ କାଶ୍ମୀର ଗସ୍ତ

April 24th, 11:30 am

ନୂଆଦିଲ୍ଲୀ, ୨୪-୪(ପିଆଇବି): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପଞ୍ଚାୟତିରାଜ ଦିବସ ଉତ୍ସବରେ ଭାଗନେବାକୁ ଆଜି ଜାମ୍ମୁ ଓ କାଶ୍ମୀର ଗସ୍ତ କରିଛନ୍ତି । ଏହି ଅବସରରେ ସେ ସାମ୍ବା ଜିଲ୍ଲାର ପାଲ୍ଲିଗ୍ରାମ ଗସ୍ତ କରି ସେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦେଶର ସବୁ ଗ୍ରାମସଭାକୁ ସମ୍ବୋଧିଥ କରିଥିଲେ । ସେ ମଧ୍ୟ ଆଜି ୨୦ହଜାର କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶୁଭ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ଆଜି ମଧ୍ୟ ଜାମ୍ମୁ-କାଶ୍ମୀରରେ ସମଗ୍ର ଦେଶ ପାଇଁ ଅମୃତ ସରୋବର କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜାମ୍ମୁ ଓ କାଶ୍ମୀରର ଉପ ରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା, କେନ୍ଦ୍ରମନ୍ତ୍ରୀ ଶ୍ରୀ ଗିରିରାଜ ସିଂହ, ଡକ୍ଟର ଜିତେନ୍ଦ୍ର ସିଂହ ଓ କପିଳ ଯୋଗେଶ୍ୱର ପାଟିଲ ପ୍ରମୁଖ ଉପସ୍ଥିତ ଥିଲେ ।

ଜାତୀୟ ପଞ୍ଚାୟତରାଜ ଦିବସ ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

April 24th, 09:51 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପଞ୍ଚାୟତରାଜ ଦିବସ ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ ପଞ୍ଚାୟତ ହେଉଛି ଭାରତୀୟ ଗଣତନ୍ତ୍ରର ସ୍ତମ୍ଭ ।

PM to launch physical distribution of Property Cards under the SVAMITVA Scheme on 11th October

October 09th, 01:31 pm

In a historic move set to transform rural India and empower millions of Indians, PM Narendra Modi will launch the physical distribution of Property Cards under the SVAMITVA Scheme on 11th October. The launch will enable around one lakh property holders to download their Property Cards through the SMS link delivered on their mobile phones.