India's youth are a force for global good: PM Modi at NCC Rally
January 27th, 05:00 pm
PM Modi addressed the NCC Rally in Delhi. The Prime Minister remarked that the youth of India will determine the development of the country and the world in the 21st century. He emphasised, “Indian youth are not only contributing to India's development but are also a force for global good.”ବାର୍ଷିକ ଏନସିସି ପିଏମ ରାଲିକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
January 27th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କାରିଅପ୍ପା ପ୍ୟାରେଡ୍ ଗ୍ରାଉଣ୍ଡରେ ଜାତୀୟ କ୍ୟାଡେଟ କର୍ପସ୍ (ଏନସିସି) ପିଏମ୍ ଶୋଭାଯାତ୍ରାକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ କ୍ୟାଡେଟ୍ଙ୍କ ଦ୍ୱାରା ପରିବେଷଣ କରାଯାଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଥିଲେ । ଏହା ସହ ସେ ଶ୍ରେଷ୍ଠ କ୍ୟାଡେଟ୍ ପୁରସ୍କାର ପ୍ରଦାନ କରିଥିଲେ। ଏନସିସି ଦିବସ ଅବସରରେ ଉପସ୍ଥିତ ଜନତାଙ୍କୁ ଅଭିନନ୍ଦନ ଜଣାଇବା ସହ ପ୍ରଧାନମନ୍ତ୍ରୀ ଏହି ଉତ୍ସବରେ ଯୋଗ ଦେଇଥିବା ୧୮ ଦେଶର ପ୍ରାୟ ୧୫୦ କ୍ୟାଡେଟ୍ ସ୍ୱାଗତ କରିଥିଲେ । ମେରା ଯୁବ ଭାରତ ପୋର୍ଟାଲ ମାଧ୍ୟମରେ ଭର୍ଚୁଆଲ ପ୍ଲାଟଫର୍ମରେ ଯୋଗ ଦେଇଥିବା ସମଗ୍ର ଭାରତର ଯୁବକମାନଙ୍କୁ ସେ ଅଭିନନ୍ଦନ ଜଣାଇଥିଲେ ।ଜାତୀୟ ମତଦାତା ଦିବସ ହେଉଛି ଆମ ଜୀବନ୍ତ ଗଣତନ୍ତ୍ରର ଉତ୍ସବ ପାଳନ ଏବଂ ପ୍ରତ୍ୟେକ ନାଗରିକଙ୍କର ଭୋଟ୍ ଦେବାର ଅଧିକାରକୁ ସଶକ୍ତ କରିବା : ପ୍ରଧାନମନ୍ତ୍ରୀ
January 25th, 08:45 am
ଜାତୀୟ ମତଦାତା ଦିବସ ହେଉଛି ଆମର ଜୀବନ୍ତ ଗଣତନ୍ତ୍ରର ଉତ୍ସବ ପାଳନ ଏବଂ ପ୍ରତ୍ୟେକ ନାଗରିକମାନଙ୍କର ଭୋଟ୍ ଦେବାର ଅଧିକାରକୁ ସଶକ୍ତ କରିବା ବିଷୟରେ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି ।ମନ୍ କୀ ବାତ୍: 'ମେରା ପେହଲା ଭୋଟ୍ - ଦେଶ କେ ଲିଏ'... ପ୍ରଥମ ଥର ମତଦାତାଙ୍କୁ ନିଜର ମତାଧିକାର ସାବ୍ୟସ୍ତ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦୀ
February 25th, 11:00 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ର ୧୧୦ତମ ଅଧ୍ୟାୟକୁ ଆପଣମାନଙ୍କୁ ସ୍ୱାଗତ । ପ୍ରତିଥର ପରି ଏଥର ମଧ୍ୟ ଆମକୁ ଆପଣଙ୍କ ବହୁତଗୁଡ଼ିଏ ପ୍ରସ୍ତାବ, ପରାମର୍ଶ ଏବଂ ମତାମତ ମିଳିଛି ଆଉ ପ୍ରତିଥର ପରି ଏହି ଅଧ୍ୟାୟରେ ମଧ୍ୟ ସେଗୁଡ଼ିକରୁ କେଉଁ କେଉଁ ବିଷୟକୁ ସାମିଲ୍ କରାଯିବ ତାହା ଆହ୍ୱାନ ସୃଷ୍ଟି କରିଛି । ମୋତେ ସକାରାତ୍ମକତାରେ ଭରପୂର ଏକରୁ ବଳି ଅନେକ ଇନପୁଟ୍ ମିଳିଛି । ଏସବୁରେ ଏଭଳି ଅନେକ ଦେଶବାସୀଙ୍କ ବିଷୟରେ ଉଲ୍ଲେଖ ରହିଛି, ଯେଉଁମାନେ ଅନ୍ୟମାନଙ୍କ ପାଇଁ ଆଶାର କିରଣ ସଦୃଶ ସେମାନଙ୍କ ଜୀବନକୁ ଉନ୍ନତ କରିବାରେ ଲାଗିଛନ୍ତି ।ରାମ ସମସ୍ତଙ୍କ ହୃଦୟରେ ଅଛନ୍ତି : ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
January 28th, 11:30 am
ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଦେଶର କୋଟି କୋଟି ଲୋକଙ୍କୁ ସତେ ଯେମିତି ଗୋଟିଏ ସୂତ୍ରରେ ବାନ୍ଧି ଦେଇଥିଲା । ସମସ୍ତଙ୍କ ଭାବନା ଏକ, ସମସ୍ତଙ୍କ ଭକ୍ତି ଏକ, ସମସ୍ତଙ୍କ ମୁଖରେ ରାମ, ସମସ୍ତଙ୍କ ହୃଦୟରେ ଥିଲେ ରାମ । ଦେଶର ଅନେକ ଲୋକ ଏହି ସମୟରେ ରାମଙ୍କ ଭଜନ ଗାନ କରି ତାହାକୁ ଶ୍ରୀ ରାମଙ୍କ ଚରଣରେ ସମର୍ପିତ କରିଥିଲେ । ଜାନୁଆରୀ ୨୨ ତାରିଖ ସନ୍ଧ୍ୟାରେ ସମଗ୍ର ଦେଶ ରାମଜ୍ୟୋତି ପ୍ରଜ୍ଜ୍ୱଳିତ କରି ଦୀପାବଳୀ ପାଳନ କରିଥିଲା । ଏହି ସମୟରେ ଦେଶ ଏକତାର ଶକ୍ତି ଦେଖିଲା, ଯାହା ବିକଶିତ ଭାରତର ଆମର ସଂକଳ୍ପର ମଧ୍ୟ ଏକ ବଡ଼ ଆଧାର । ମୁଁ ଦେଶବାସୀଙ୍କୁ ଅନୁରୋଧ କରିଥିଲି ଯେ, ମକର ସଂକ୍ରାନ୍ତି ଠାରୁ ଜାନୁଆରୀ ୨୨ ଯାଏଁ ଏକ ସ୍ୱଚ୍ଛତା ଅଭିଯାନ ପାଳନ କରାଯାଉ । ଲକ୍ଷ ଲକ୍ଷ ଲୋକେ ସଶ୍ରଦ୍ଧ ଭାବରେ ଯୋଡ଼ିହୋଇ ନିଜ ନିଜ ଅଞ୍ଚଳରେ ଥିବା ଧାର୍ମିକ ସ୍ଥାନଗୁଡ଼ିକରେ ସଫେଇ ଅଭିଯାନ ଚଳାଇଥିବାରୁ ମୋତେ ଭଲ ଲାଗିଲା । ଅନେକ ଲୋକ ମୋତେ ଏହାର ଛବିଗୁଡ଼ିକ ପଠାଇଛନ୍ତି, ଭିଡିଓମାନ ପଠାଇଛନ୍ତି । ଏହି ଭାବନା ବାଧାପ୍ରାପ୍ତ ନ ହେଉ, ଏହି ଅଭିଯାନ ଅଟକି ନ ଯାଉ । ଏକତାର ଏହି ଶକ୍ତି, ଆମ ଦେଶକୁ ସଫଳତାର ନୂତନ ଶିଖରକୁ ପହଞ୍ଚାଇବ ।The next 25 years are crucial to transform India into a 'Viksit Bharat': PM Modi
January 25th, 12:00 pm
PM Modi addressed the people of India at Nav Matdata Sammelan. He said, “The age between 18 to 25 shapes the life of a youth as they witness dynamic changes in their lives”. He added that along with these changes they also become a part of various responsibilities and during this Amrit Kaal, strengthening the democratic process of India is also the responsibility of India’s youth. He said, “The next 25 years are crucial for both India and its youth. It is the responsibility of the youth to transform India into a Viksit Bharat by 2047.”PM Modi’s address at the Nav Matdata Sammelan
January 25th, 11:23 am
PM Modi addressed the people of India at Nav Matdata Sammelan. He said, “The age between 18 to 25 shapes the life of a youth as they witness dynamic changes in their lives”. He added that along with these changes they also become a part of various responsibilities and during this Amrit Kaal, strengthening the democratic process of India is also the responsibility of India’s youth. He said, “The next 25 years are crucial for both India and its youth. It is the responsibility of the youth to transform India into a Viksit Bharat by 2047.”ଜାତୀୟ ମତଦାତା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା
January 25th, 09:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ମତଦାତା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।ଜାତୀୟ ମତଦାତା ଦିବସ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
January 25th, 11:49 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ମତଦାତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଜାତୀୟ ମତଦାତା ଦିବସରେ ନିର୍ବାଚନ କମିଶନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
January 25th, 01:17 pm
ଆଜି ଜାତୀୟ ମତଦାତା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିର୍ବାଚନ କମିଶନଙ୍କୁ ପ୍ରଶଂସା କରିଛନ୍ତି ।ଜାତୀୟ ମତଦାତା ଦିବସ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
January 25th, 11:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ମତଦାତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀଙ୍କ 52ତମ “ମନ୍ କି ବାତ୍’ ସଂସ୍କରଣ
January 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଚଳିତ ମାସ 21 ତାରିଖ ଦିନ ଆମ ଦେଶକୁ ଗୋଟିଏ ଗଭୀର ଶୋକ ସମ୍ବାଦ ମିଳିଲା । କର୍ଣ୍ଣାଟକର ଟୁମକୁର୍ ଜିଲ୍ଲାର ଶ୍ରୀ ସିଦ୍ଧଗଙ୍ଗା ମଠର ଡକ୍ଟର ଶ୍ରୀ ଶ୍ରୀ ଶ୍ରୀ ଶିବକୁମାର ସ୍ୱାମୀଜୀ ଆମଠାରୁ ଚିର ବିଦାୟ ନେଲେ ।ଜାତୀୟ ଭୋଟର ଦିବସ ଅବସରରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
January 25th, 12:49 pm
ଜାତୀୟ ଭୋଟର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଯୋଗ୍ୟ ଭୋଟର ପଞ୍ଜୀକରଣ ସହ ଭୋଟଦାନ ଅଧିକାର ସାବ୍ୟସ୍ତ କରିବାକୁ ଜାତୀୟ ମତଦାତା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
January 25th, 10:56 am
ଗଣତନ୍ତ୍ରକୁ ମଜଭୁତ କରିବା ଉଦ୍ଦେଶ୍ୟରେ ସମସ୍ତ ଯୋଗ୍ୟ ଭୋଟର ନିଜ ନିଜକୁ ପଞ୍ଜୀକୃତ କରିବା ସହ ମତଦାନ ଅଧିକାର ସାବ୍ୟସ୍ତ କରିବା ଲାଗି ଜାତୀୟ ଭୋଟର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନୁରୋଧ କରିଛନ୍ତି ।ଜାତୀୟ ମତଦାତା ଦିବସରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
January 25th, 02:48 pm
Prime Minister Shri Narendra Modi has wished the citizens on National Voters’ Day. Calling elections as the celebrations of democracy the Prime Minister has also urged every eligible voters to exercise their franchise and called upon the youth to register as voters when they turn 18.