Today's projects will boost energy access, connectivity and create jobs for the youth of Tamil Nadu: PM Modi in Tiruchirappalli
March 11th, 05:45 pm
PM Modi launched several developmental projects worth around ₹5,650 crore in Tiruchirappalli, aimed at bolstering the infrastructure and economy of Tamil Nadu. These initiatives span clean energy, petroleum-related manufacturing and enhanced multi-modal connectivity through highways, railways and rural roads. He dedicated the Indian Oil Corporation’s Lube Blending Plant in Chennai, strengthening the ‘Make in India’ initiative.ତାମିଲନାଡୁର ତିରୁଚିରାପଲ୍ଲିରେ ପତାକା ଦେଖାଇ ପ୍ରାୟ ୫,୬୫୦ କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଐତିହାସିକ ନଗରୀ ତ୍ରିଚି (ତିରୁଚିରାପଲ୍ଲି) ଗସ୍ତ କରି ତାମିଲନାଡୁର ଭିତ୍ତିଭୂମି ଓ ଅର୍ଥନୀତିକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଶୃଙ୍ଖଳାବଦ୍ଧ ପରିବର୍ତ୍ତନଶୀଳ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ମୋଟ ପାଞ୍ଚ ହଜାର ଛଅ ଶହ କୋଟି ଟଙ୍କାର ଏହି ପ୍ରକଳ୍ପଗୁଡ଼ିକ ସ୍ୱଚ୍ଛ ଶକ୍ତି, ପେଟ୍ରୋଲିୟମ ସମ୍ପର୍କିତ ଉତ୍ପାଦନ ଓ ରାଜପଥ, ରେଳପଥ ଏବଂ ଗ୍ରାମୀଣ ସଡକ ମାଧ୍ୟମରେ ଉନ୍ନତ ବହୁମୁଖୀ ସଂଯୋଗ ସୃଷ୍ଟି ଉପରେ କେନ୍ଦ୍ରିତ। ସମାବେଶକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ପ୍ରକଳ୍ପଗୁଡ଼ିକ ଶକ୍ତି ଉପଲବ୍ଧତା, ସଂଯୋଗୀକରଣକୁ ସୁଦୃଢ଼ ଏବଂ ତାମିଲନାଡୁର ଯୁବକମାନଙ୍କ ପାଇଁ ହଜାର ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।୧୧ ମାର୍ଚ୍ଚରେ କେରଳ ଏବଂ ତାମିଲନାଡୁ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 09th, 09:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ମାର୍ଚ୍ଚ ୨୦୨୬ରେ କେରଳ ଏବଂ ତାମିଲନାଡୁ ଗସ୍ତ କରିବେ । ପ୍ରାୟ ୧:୩୦ ସମୟରେ, ପ୍ରଧାନମନ୍ତ୍ରୀ କେରଳର ଏର୍ଣ୍ଣାକୁଲମ୍ରେ ପ୍ରାୟ ୧୦,୮୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଲୋକାର୍ପଣ, ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମ ସମୟରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ । ଏହା ପରେ ପ୍ରାୟ ସନ୍ଧ୍ୟା ୫:୪୫ ସମୟରେ ପ୍ରଧାନମନ୍ତ୍ରୀ ତାମିଲନାଡୁର ତିରୁଚିରାପଲ୍ଲୀରେ ପ୍ରାୟ ୫,୬୫୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ଶକ୍ତି କ୍ଷେତ୍ରର ସିଇଓମାନଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
January 28th, 09:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଲୋକ କଲ୍ୟାଣ ମାର୍ଗ ସ୍ଥିତ ତାଙ୍କ ବାସଭବନରେ ଭାରତ ଶକ୍ତି ସପ୍ତାହ (ଆଇ. ଇ. ଡବ୍ଲ୍ୟୁ.) ୨୦୨୬ର ଅଂଶବିଶେଷ ସ୍ୱରୂପ ବିଶ୍ୱ ଶକ୍ତି କ୍ଷେତ୍ରର ସି. ଇ. ଓ. ମାନଙ୍କ ସହ ଆଲୋଚନା କରିଥିଲେ।ଆନ୍ଧ୍ର ପ୍ରଦେଶ କୁର୍ଣ୍ଣୁଲରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 16th, 03:00 pm
ଆନ୍ଧ୍ର ପ୍ରଦେଶର ମହାମହିମ ରାଜ୍ୟପାଳ ଏସ. ଅବଦୁଲ ନଜିରଜୀ, ଲୋକପ୍ରିୟ ଓ କର୍ମଠ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ, କେନ୍ଦ୍ରମନ୍ତ୍ରୀ କେ. ରାମମୋହନ ନାଇଡୁଜୀ, ଚନ୍ଦ୍ରଶେଖର ପ୍ରେମାସାନିଜୀ, ଭୂପତିରାଜୁ ଶ୍ରୀନିବାସ ବର୍ମାଜୀ, ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣଜୀ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀ ନାରା ଲୋକେଶଜୀ, ସମସ୍ତ ମନ୍ତ୍ରୀ, ରାଜ୍ୟ ବିଜେପି ସଭାପତି ପି.ଭି.ଏନ ମାଧବଜୀ, ସମସ୍ତ ସାଂସଦ, ବିଧାୟକଗଣ ଓ ଏଠାରେ ଆମକୁ ଆଶୀର୍ବାଦ କରିବାକୁ ଆସିଥିବା ମୋର ସମସ୍ତ ପ୍ରିୟ ଭାଇ ଓ ଉଭଣୀମାନେ ।ଆନ୍ଧ୍ରପ୍ରଦେଶର କର୍ଣ୍ଣୁଲରେ 13,430 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 16th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର କର୍ଣ୍ଣୁଲଠାରେ ପ୍ରାୟ 13,430 କୋଟି ଟଙ୍କାର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଅହୋବିଲମର ଭଗବାନ ନରସିଂହ ସ୍ୱାମୀ ଏବଂ ମହାନନ୍ଦିର ଶ୍ରୀ ମହାନନ୍ଦିଶ୍ୱର ସ୍ୱାମୀଙ୍କୁ ପ୍ରଣାମ କରିଥିଲେ। ସେ ସମସ୍ତଙ୍କ ମଙ୍ଗଳ ପାଇଁ ମନ୍ତ୍ରାଳୟମର ଗୁରୁ ଶ୍ରୀ ରାଘବେନ୍ଦ୍ର ସ୍ୱାମୀଙ୍କଠାରୁ ଆଶୀର୍ବାଦ ମଧ୍ୟ ଲୋଡ଼ିଥିଲେ।ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
August 04th, 05:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୬ ଅଗଷ୍ଟ ପ୍ରାୟ ୧୨.୧୫ ସମୟରେ ଦିଲ୍ଲୀର କର୍ତ୍ତବ୍ୟ ପଥସ୍ଥିତ କର୍ତ୍ତବ୍ୟ ଭବନ ପରିଦର୍ଶନ କରି ଏହାର ଉଦଘାଟନ କରିବେ। ଏହା ପରେ ସନ୍ଧ୍ୟା ପ୍ରାୟ ୬.୩୦ ସମୟରେ ସେ କର୍ତ୍ତବ୍ୟ ପଥଠାରେ ଏକ ସାଧାରଣ କାର୍ଯ୍ୟକ୍ରମରେ ସମ୍ବୋଧିତ କରିବେ।Even in global uncertainty, one thing is certain - India's rapid growth: PM Modi at Advantage Assam Summit
February 25th, 11:10 am
PM Modi inaugurated the Advantage Assam 2.0 Investment & Infrastructure Summit 2025 in Guwahati, highlighting Assam’s role in India’s growth journey. He emphasized the Northeast’s immense potential and praised Assam’s economic progress, which has doubled to ₹6 lakh crore in six years. Stressing improved connectivity, infrastructure, and investment opportunities, he urged industry leaders to harness Assam’s potential and join the journey towards Viksit Bharat.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ‘‘ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀ ୨୦୨୫" ଉଦଘାଟିତ
February 25th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଗୌହାଟୀଠାରେ 'ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀ ୨୦୨୫' କୁ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଛନ୍ତି, ପୂର୍ବ ଭାରତ ଏବଂ ଉତ୍ତର-ପୂର୍ବ ଭାରତ ଆଜି ଭବିଷ୍ୟତର ଏକ ନୂତନ ଯାତ୍ରା ଆରମ୍ଭ କରୁଛନ୍ତି ଏବଂ ଆସାମର ଅବିଶ୍ୱସନୀୟ ସମ୍ଭାବନା ଓ ପ୍ରଗତିକୁ ବିଶ୍ୱ ସହିତ ଯୋଡ଼ିବା ପାଇଁ ଆଡଭାଣ୍ଟେଜ୍ ଆସାମ ଏକ ବୃହତ ପଦକ୍ଷେପ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତର ସମୃଦ୍ଧିରେ ପୂର୍ବ ଭାରତର ପ୍ରମୁଖ ଭୂମିକା ଇତିହାସର ସାକ୍ଷୀ ଅଟେ। ପ୍ରଧାନମନ୍ତ୍ରୀ ଆଶାବ୍ୟକ୍ତ କରି କହିଥିଲେ, ଆଜି ଯେତେବେଳେ ଆମେ ବିକଶିତ ଭାରତ ଦିଗରେ ଅଗ୍ରସର ହେଉଛୁ, ସେତେବେଳେ ପୂର୍ବ ଭାରତ ଏବଂ ଉତ୍ତର-ପୂର୍ବ କ୍ଷେତ୍ର ନିଜର ପ୍ରକୃତ ସାମର୍ଥ୍ୟ ପ୍ରଦର୍ଶନ କରିବେ। ସେ କହିଥିଲେ ଯେ ଆଡଭାଣ୍ଟେଜ୍ ଆସାମ ସେହି ଭାବନାର ପ୍ରତିନିଧିତ୍ୱ କରୁଛି ଏବଂ ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଆସାମ ସରକାର ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ୨୦୧୩ ମସିହାର ତାଙ୍କ ବକ୍ତବ୍ୟଗୁଡ଼ିକୁ ମନେ ପକାଇଥିଲେ, ଯେତେବେଳେ ସେ କହିଥିଲେ ଯେ 'ଏ ଫର୍ ଆସାମ’ ଯେବେ ପ୍ରଚଳିତ ହେବ ତାହା ବେଶୀ ଦୂର ନୁହେଁ।India is driving not only its own growth but also the world's growth: PM Modi at India Energy Week
February 11th, 11:37 am
At India Energy Week, PM Modi highlighted India's energy ambitions based on resources, innovation, economic strength, strategic geography and sustainability. He emphasised India's rapid progress in renewables, biofuels and green energy, policy reforms and investment opportunities, reaffirming the country's commitment to driving global growth and energy transformation.ଭାରତ ଶକ୍ତି ସପ୍ତାହ ୨୦୨୫ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
February 11th, 09:55 am
ଏକବିଂଶ ଶତାବ୍ଦୀ ଭାରତର ବୋଲି ବିଶ୍ୱବ୍ୟାପୀ ବିଶେଷଜ୍ଞମାନେ କହୁଥିବା ଦର୍ଶାଇ ଶ୍ରୀ ମୋଦୀ କହିଥିଲେ, ଭାରତ କେବଳ ଏହାର ଅଭିବୃଦ୍ଧି ନୁହେଁ ବରଂ ବିଶ୍ୱର ଅଭିବୃଦ୍ଧିକୁ ମଧ୍ୟ ତ୍ୱରାନ୍ୱିତ କରୁଛି ଏବଂ ଶକ୍ତି କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ଭାରତର ଶକ୍ତି ଆକାଂକ୍ଷା ପାଞ୍ଚଟି ସ୍ତମ୍ଭ ଉପରେ ନିର୍ମିତ: ସମ୍ବଳର ଉପଯୋଗ, ମେଧାବୀ ମାନସିକତା ମଧ୍ୟରେ ଉଦ୍ଭାବନକୁ ପ୍ରୋତ୍ସାହିତ କରିବା, ଅର୍ଥନୈତିକ ଶକ୍ତି ଏବଂ ରାଜନୈତିକ ସ୍ଥିରତା, ରଣନୈତିକ ଭୌଗୋଳିକ ଶକ୍ତି ବାଣିଜ୍ୟକୁ ଆକର୍ଷଣୀୟ ଏବଂ ସହଜ କରିବା ତଥା ବିଶ୍ୱସ୍ଥାୟୀତ୍ବ ପ୍ରତି ପ୍ରତିବଦ୍ଧତା । ଏହି କାରଣଗୁଡ଼ିକ ଭାରତର ଶକ୍ତି କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି କରୁଛି ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ।ଫଳାଫଳ ତାଲିକା - ଗୁୟାନାକୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ (ନଭେମ୍ବର ୧୯-୨୧, ୨୦୨୪)
November 20th, 09:55 pm
ହାଇଡ୍ରୋକାର୍ବନ କ୍ଷେତ୍ରରେ ସହଯୋଗ ପାଇଁ ବୁଝାମଣାପତ୍ରନଭେମ୍ବର ୧୩ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ବିହାର ଗସ୍ତ
November 12th, 08:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୩ ତାରିଖରେ ବିହାର ଗସ୍ତରେ ଯିବେ । ସେ ଦରଭଙ୍ଗାରେ ପହଞ୍ଚିବା ପରେ ପ୍ରାୟ ପୂର୍ବାହ୍ନ ୧୦ଟା ୪୫ ମିନିଟରେ ବିହାରରେ ୧୨,୧୦୦ କୋଟି ଟଙ୍କାର ବିଭିନ୍ନ ବହୁମୁଖୀ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ ।The priority of RJD and Congress is not you, the people, but their own vote bank: PM Modi in Hajipur
May 13th, 11:21 pm
Hajipur, Bihar welcomed Prime Minister Narendra Modi with great enthusiasm. Addressing the gathering, PM Modi emphasized BJP’s unwavering dedication to building a Viksit Bharat and Viksit Bihar. He assured equal participation in decision-making for all.PM Modi energizes crowds in Hajipur, Muzaffarpur and Saran, Bihar, with his powerful words
May 13th, 10:30 am
Hajipur, Muzaffarpur and Saran welcomed Prime Minister Narendra Modi with great enthusiasm, today. Addressing the massive gathering in Bihar, PM Modi emphasized BJP’s unwavering dedication to building a Viksit Bharat and Viksit Bihar. He assured equal participation in decision-making for all.Telangana is the land of the brave Ramji Gond & Komaram Bheem: PM Modi
March 04th, 12:45 pm
On his visit to Telangana, PM Modi addressed a massive rally in Adilabad. He said, The huge turnout by the people of Telangana in Adilabad is a testimony to the growing strength of B.J.P. & N.D.A. He added that the launch of various projects ensures the holistic development of the people of TelanganaTelangana's massive turnout during a public rally by PM Modi in Adilabad
March 04th, 12:24 pm
On his visit to Telangana, PM Modi addressed a massive rally in Adilabad. He said, The huge turnout by the people of Telangana in Adilabad is a testimony to the growing strength of B.J.P. & N.D.A. He added that the launch of various projects ensures the holistic development of the people of Telanganaମାର୍ଚ୍ଚ ୪-୬ ରେ ତେଲେଙ୍ଗାନା, ତାମିଲନାଡୁ, ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 03rd, 11:58 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ମାର୍ଚ୍ଚ ୪-୬, ୨୦୨୪ରେ ତେଲଙ୍ଗାନା, ତାମିଲନାଡୁ, ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ ।ପ୍ରଧାନମନ୍ତ୍ରୀ ଫେବୃଆରୀ ୨୪ ଏବଂ ୨୫ ରେ ଗୁଜରାଟ ଗସ୍ତ କରିବେ
February 24th, 10:45 am
ପ୍ରଧାନମନ୍ତ୍ରୀ ୨୪ ଓ ୨୫ ଫେବୃଆରୀ ୨୦୨୪ରେ ଗୁଜରାଟ ଗସ୍ତ କରିବେ । ଫେବୃଆରୀ ୨୫ ତାରିଖ ସକାଳ ପ୍ରାୟ ୭ଟା ୪୫ମିନିଟ୍ରେ ପ୍ରଧାନମନ୍ତ୍ରୀ ବେଟ ଦ୍ୱାରକା ମନ୍ଦିରରେ ଦର୍ଶନ ଏବଂ ପୂଜା କରିବେ । ଏହା ପରେ ସକାଳ ପ୍ରାୟ ୮ଟା ୨୫ ସମୟରେ ସୁଦର୍ଶନ ସେତୁ ପରିଦର୍ଶନରେ ଯିବେ । ଏହା ପରେ ସେ ସକାଳ ପ୍ରାୟ ସାଢ଼େ ୯ଟା ସମୟରେ ଦ୍ୱାରକାଧିଶ ମନ୍ଦିର ପରିଦର୍ଶନ କରିବେ ।ଗଭୀର ଜଳ କ୍ରିଷ୍ଣା ଗୋଦାବରୀ ଅବବାହିକାରୁ ତୈଳ ଉତ୍ପାଦନ ଆରମ୍ଭ କୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି
January 08th, 10:06 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବଙ୍ଗୋପସାଗର ଉପକୂଳରେ ଅବସ୍ଥିତ ଜଟିଳ ଏବଂ କଠିନ ଗଭୀର ଜଳ କ୍ରିଷ୍ଣା ଗୋଦାବରୀ ଅବବାହିକା (କେଜି-ଡିଡବ୍ଲ୍ୟୁଏନ୍-୯୮/୨ ବ୍ଲକ) ରୁ ପ୍ରଥମ ତୈଳ ଉତ୍ପାଦନ ଆରମ୍ଭ କୁ ପ୍ରଶଂସା କରିଛନ୍ତି ।