PM Modi receives a telephone call from the Prime Minister of Mauritius
February 09th, 09:04 pm
Prime Minister Shri Narendra Modi received a telephone call today from the Prime Minister of the Republic of Mauritius, H.E. Dr. Navinchandra Ramgoolam.PM Modi expresses gratitude to world leaders for birthday wishes
September 17th, 03:03 pm
The Prime Minister Shri Narendra Modi expressed his gratitude to the world leaders for greetings on his 75th birthday, today.ମରିସସ୍ର ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତର ଫଳାଫଳ
September 11th, 02:10 pm
ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଓ ମରିସସ୍ର ଟର୍ସିଆରି ଶିକ୍ଷା, ବିଜ୍ଞାନ ଓ ଗବେଷଣା ମନ୍ତ୍ରାଳୟ ମଧ୍ୟରେ ବୁଝାମଣାପତ୍ରଭାରତ-ମରିସସ୍ ମିଳିତ ଘୋଷଣାନାମା: ସ୍ୱତନ୍ତ୍ର ଅର୍ଥନୈତିକ ପ୍ୟାକେଜ୍
September 11th, 01:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣରେ ମରିସସ୍ ପ୍ରଧାନମନ୍ତ୍ରୀ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମ୍ ଭାରତ ଗସ୍ତରେ ଆସିଥିଲେ। ଦୁଇ ପ୍ରଧାନମନ୍ତ୍ରୀ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଅତ୍ୟନ୍ତ ଉପଯୋଗୀ ଆଲୋଚନା କରିଥିଲେ। ମରିସସ୍ ସରକାରଙ୍କ ଅନୁରୋଧରେ, ଭାରତ ଏବଂ ମରିସସ୍ ଦ୍ୱାରା ମିଳିତ ଭାବରେ କାର୍ଯ୍ୟାନ୍ୱୟନ ପାଇଁ ନିମ୍ନଲିଖିତ ପ୍ରକଳ୍ପଗୁଡ଼ିକ ନୀତିଗତ ଭାବରେ ଚୂଡ଼ାନ୍ତ ହୋଇଛି।ମରିସସ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 11th, 12:30 pm
ଏହା ମୋ ପାଇଁ ଗର୍ବର କଥା ଯେ, ମୁଁ ଆପଣଙ୍କୁ ମୋର ସଂସଦୀୟ କ୍ଷେତ୍ରରେ ସ୍ୱାଗତ କରିବାର ସୁଯୋଗ ପାଇଛି। କାଶୀ ଅନାଦି କାଳରୁ ଭାରତର ସଭ୍ୟତା ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ହୋଇଆସିଛି ।୧୧ ସେପ୍ଟେମ୍ବର: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ପ୍ରଦେଶ-ଉତ୍ତରାଖଣ୍ଡ ଗସ୍ତ
September 10th, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୧ ତାରିଖରେ ଉତ୍ତର ପ୍ରଦେଶ ଏବଂ ଉତ୍ତରାଖଣ୍ଡ ଗସ୍ତ କରିବେ ।ମରିସସ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 24th, 09:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ଆଜି ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି ।ଜମ୍ମୁ କାଶ୍ମୀରରେ ପହଲଗାମ ଆତଙ୍କବାଦୀ ଆକ୍ରମଣର ଦୃଢ଼ ନିନ୍ଦା କରିଛି ବିଶ୍ୱ
April 24th, 03:29 pm
22 ଏପ୍ରିଲ, 2025 ରେ ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ନିରୀହ ଲୋକଙ୍କ ଜୀବନ ଯାଇଥିବା ବେଳେ ବିଶ୍ୱ ନେତାମାନଙ୍କଠାରୁ ଏକତାର ଏକ ଦୃଢ଼ ଲହରୀ ସୃଷ୍ଟି କରିଛି । ପ୍ରଧାନମନ୍ତ୍ରୀ ମୋଦୀ ବିଶ୍ୱବ୍ୟାପୀ ସମର୍ଥନ ପାଇଁ କୃତଜ୍ଞତା ପ୍ରକାଶ କରି ପ୍ରତିଜ୍ଞା କରିଛନ୍ତି ଯେ ଭାରତ ଆତଙ୍କବାଦୀ ଏବଂ ସେମାନଙ୍କ ସମର୍ଥକମାନଙ୍କୁ ପୃଥିବୀର ଶେଷ ସୀମା ପର୍ଯ୍ୟନ୍ତ ପିଛା କରିବ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସ୍ ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମ ମରିସସରେ ଅଟଳ ବିହାରୀ ବାଜପେୟୀ ଇନଷ୍ଟିଚ୍ୟୁଟ୍ ଅଫ୍ ପବ୍ଲିକ୍ ସର୍ଭିସ୍ ଆଣ୍ଡ ଇନୋଭେସନକୁ ମିଳିତ ଭାବେ ଉଦଘାଟନ କରିଛନ୍ତି
March 12th, 03:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମ ଆଜି ମରିସସର ରେଡୁଇଟ୍ ଠାରେ ଅଟଳ ବିହାରୀ ବାଜପେୟୀ ଇନଷ୍ଟିଚ୍ୟୁଟ୍ ଅଫ୍ ପବ୍ଲିକ୍ ସର୍ଭିସ୍ ଆଣ୍ଡ ଇନୋଭେସନକୁ ମିଳିତ ଭାବେ ଉଦଘାଟନ କରିଛନ୍ତି । ଭାରତ-ମରିସସ୍ ବିକାଶ ଭାଗିଦାରୀ ଅଧୀନରେ କାର୍ଯ୍ୟକାରୀ ହୋଇଥିବା ଏହି ଐତିହାସିକ ପ୍ରକଳ୍ପ ମରିସସରେ ଦକ୍ଷତା ବିକାଶ ପାଇଁ ଭାରତର ପ୍ରତିବଦ୍ଧତାକୁ ଦର୍ଶାଉଛି।ଦୁଇ ଦିନିଆ ମରିସସ୍ ଗସ୍ତରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
March 11th, 08:33 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମରିସସରେ କିଛି ସମୟ ପୂର୍ବରୁ ପହଞ୍ଚିଛନ୍ତି । ଦୁଇ ଦିନିଆ ଗସ୍ତରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ସେ ମରିସସର 57ତମ ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହ ମରିସସର ଲିଡର ଏବଂ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବେ।ମରିସସ୍ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
March 10th, 06:18 pm
ମୋର ବନ୍ଧୁ, ପ୍ରଧାନମନ୍ତ୍ରୀ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କ ନିମନ୍ତ୍ରଣ କ୍ରମେ, ମୁଁ ମରିସସର ୫୭ତମ ଜାତୀୟ ଦିବସ ସମାରୋହରେ ଭାଗ ନେବା ପାଇଁ ମରିସସକୁ ଦୁଇ ଦିନିଆ ସରକାରୀ ଗସ୍ତରେ ବାହାରିଛି।2025 ମାର୍ଚ୍ଚ 11-12 ମଧ୍ୟରେ ମରିସସ୍ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ
March 07th, 06:17 pm
ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ଡ. ନବୀନଚନ୍ଦ୍ର ରାମଗୁଲାମଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ମୋଦୀ ମାର୍ଚ୍ଚ 11-12 ରେ ମରିସସ୍ ଗସ୍ତ କରିବେ। ଏହି ଗସ୍ତ କାଳରେ ସେ ପ୍ରମୁଖ ନେତାମାନଙ୍କୁ ଭେଟିବା, ଭାରତୀୟ ବଂଶୋଦ୍ଭବ ସମ୍ପ୍ରଦାୟ ସହ ଆଲୋଚନା କରିବା ଏବଂ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ କରିବେ । ଏହି ଗସ୍ତ ମିଳିତ ଇତିହାସ ଏବଂ ପ୍ରଗତି ଉପରେ ଆଧାରିତ ଭାରତ-ମରିସସ୍ ଦୃଢ଼ ଭାଗିଦାରୀକୁ ଦୋହରାଇଛି।