PM Modi highlights the spiritual essence of Navratri and the divine atmosphere of Maa Ambe’s devotion
March 20th, 09:48 am
Prime Minister Shri Narendra Modi shared his reflections today on the profound spiritual atmosphere of Navratri, highlighting how the devotion to Maa Ambe fills the mind with immense peace and energy. Shri Modi shared a devotional hymn dedicated to Maa Ambe.Prime Minister greets everyone on occasion of Navratri
March 19th, 09:48 am
PM Modi has extended his warmest greetings to everyone on the auspicious occasion of Navratri, praying for prosperity, health and the fulfilment of the resolve for a Viksit Bharat. He also shared a Sanskrit verse highlighting the pine and benevolent grace of Goddess Shailaputri, along with a devotional hymn dedicated to the Goddess on this occasion.Assam’s progress is giving new momentum to entire Northeast: PM Modi in Guwahati
March 13th, 05:30 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.PM Modi launches various development works in Guwahati, Assam
March 13th, 05:00 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.ଆନ୍ଧ୍ର ପ୍ରଦେଶ କୁର୍ଣ୍ଣୁଲରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 16th, 03:00 pm
ଆନ୍ଧ୍ର ପ୍ରଦେଶର ମହାମହିମ ରାଜ୍ୟପାଳ ଏସ. ଅବଦୁଲ ନଜିରଜୀ, ଲୋକପ୍ରିୟ ଓ କର୍ମଠ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ, କେନ୍ଦ୍ରମନ୍ତ୍ରୀ କେ. ରାମମୋହନ ନାଇଡୁଜୀ, ଚନ୍ଦ୍ରଶେଖର ପ୍ରେମାସାନିଜୀ, ଭୂପତିରାଜୁ ଶ୍ରୀନିବାସ ବର୍ମାଜୀ, ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣଜୀ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀ ନାରା ଲୋକେଶଜୀ, ସମସ୍ତ ମନ୍ତ୍ରୀ, ରାଜ୍ୟ ବିଜେପି ସଭାପତି ପି.ଭି.ଏନ ମାଧବଜୀ, ସମସ୍ତ ସାଂସଦ, ବିଧାୟକଗଣ ଓ ଏଠାରେ ଆମକୁ ଆଶୀର୍ବାଦ କରିବାକୁ ଆସିଥିବା ମୋର ସମସ୍ତ ପ୍ରିୟ ଭାଇ ଓ ଉଭଣୀମାନେ ।ଆନ୍ଧ୍ରପ୍ରଦେଶର କର୍ଣ୍ଣୁଲରେ 13,430 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 16th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର କର୍ଣ୍ଣୁଲଠାରେ ପ୍ରାୟ 13,430 କୋଟି ଟଙ୍କାର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଅହୋବିଲମର ଭଗବାନ ନରସିଂହ ସ୍ୱାମୀ ଏବଂ ମହାନନ୍ଦିର ଶ୍ରୀ ମହାନନ୍ଦିଶ୍ୱର ସ୍ୱାମୀଙ୍କୁ ପ୍ରଣାମ କରିଥିଲେ। ସେ ସମସ୍ତଙ୍କ ମଙ୍ଗଳ ପାଇଁ ମନ୍ତ୍ରାଳୟମର ଗୁରୁ ଶ୍ରୀ ରାଘବେନ୍ଦ୍ର ସ୍ୱାମୀଙ୍କଠାରୁ ଆଶୀର୍ବାଦ ମଧ୍ୟ ଲୋଡ଼ିଥିଲେ।ମହାନବମୀରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
October 01st, 09:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାନବମୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ମହାଷ୍ଟମୀରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
September 30th, 09:11 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାଷ୍ଟମୀର ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ପବିତ୍ର ଅବସର ପ୍ରତ୍ୟେକଙ୍କ ଜୀବନରେ ଖୁସି, ଶାନ୍ତି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣୁ । ଶ୍ରୀ ମୋଦୀ ମଧ୍ୟ ଦେବୀଙ୍କ ସ୍ତୁତି ସେୟାର କରିଛନ୍ତି ।BJP’s connection with Delhi goes back to the Jana Sangh days and is built on trust and commitment to the city: PM Modi
September 29th, 08:40 pm
Inaugurating the Delhi BJP’s new office, PM Modi said, “On this auspicious occasion of Navratri, Delhi BJP has received its new office today. It is a moment filled with new dreams and fresh resolutions.” He added, “For us, every BJP office is no less than a shrine, no less than a temple. A BJP office is not merely a building. It is a strong link that connects the Party with the grassroots and with people’s aspirations.”PM Modi inaugurates Delhi BJP’s new office at Deendayal Upadhyaya Marg
September 29th, 05:00 pm
Inaugurating the Delhi BJP’s new office, PM Modi said, “On this auspicious occasion of Navratri, Delhi BJP has received its new office today. It is a moment filled with new dreams and fresh resolutions.” He added, “For us, every BJP office is no less than a shrine, no less than a temple. A BJP office is not merely a building. It is a strong link that connects the Party with the grassroots and with people’s aspirations.”ଦେବୀ ମା’ଙ୍କ ପୂଜାର୍ଚ୍ଚନା ସହ ସମସ୍ତଙ୍କ କଲ୍ୟାଣ କାମନା କଲେ ପ୍ରଧାନମନ୍ତ୍ରୀ
September 29th, 09:43 am
ନବରାତ୍ରୀର ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେବା ମା’ଙ୍କ ପୂଜା ଅର୍ଚ୍ଚନା କରିବା ସହ ସମସ୍ତଙ୍କ କଲ୍ୟାଣ ଓ ଉତ୍ଥାନ ପାଇଁ ତାଙ୍କ ଦିବ୍ୟ ଆଶୀର୍ବାଦ କାମନା କଲେ ।ଦେବୀ ମା’ଙ୍କ ପାଖେ ସମସ୍ତଙ୍କ ପାଇଁ ଶକ୍ତି ଓ କଲ୍ୟାଣ କାମନା କଲେ ପ୍ରଧାନମନ୍ତ୍ରୀ
September 28th, 09:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେବୀ ମା’ଙ୍କ ଚରଣରେ ନମନ କରିବା ସହ ରାଷ୍ଟ୍ର ପାଇଁ ଦିବ୍ୟ ଆଶୀର୍ବାଦ କାମନା କରିଛନ୍ତି । ଆଧ୍ୟାତ୍ମିକ ଉତ୍ସାହ ଏବଂ ସାମୂହିକ ସଦଭାବନାର ସନ୍ଦେଶରେ ପ୍ରଧାନମନ୍ତ୍ରୀ ସମସ୍ତ ନାଗରିକଙ୍କ କଲ୍ୟାଣ, ସାହସ ଓ ଅନ୍ତର୍ନିହିତ ଶକ୍ତି ପାଇଁ ପ୍ରାର୍ଥନା କରିଛନ୍ତି ।ନବରାତ୍ରୀରେ ସମସ୍ତଙ୍କ ପାଇଁ ଶକ୍ତି ଓ ଆତ୍ମବିଶ୍ୱାସର କାମନା କଲେ ପ୍ରଧାନମନ୍ତ୍ରୀ
September 27th, 08:42 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରାତ୍ରୀର ପବିତ୍ର ଅବସରରେ ଦେବୀ ମା’ଙ୍କୁ ପ୍ରଣାମ କରିଛନ୍ତି ଏବଂ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।When a woman progresses, the entire society moves forward: PM at Mukhyamantri Mahila Rojgar Yojana launch in Bihar
September 26th, 11:30 am
During the launch of Bihar’s Mukhyamantri Mahila Rojgar Yojana, PM Modi rejoiced in transferring ₹10,000 to the bank accounts of 75 lakh women. He noted that initiatives like Mudra Yojana, Drone Didi, Bima Sakhi, and Bank Didi are creating new employment opportunities for women. He urged everyone to ensure the state never returns to its past darkness, highlighting that women have been the key beneficiaries of this transformation.‘ବିହାରର ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 26th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିହାରର ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ନବରାତ୍ରିର ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ବିହାରର ମହିଳାମାନଙ୍କ ସହିତ ଏକ ଉତ୍ସବରେ ଯୋଗଦେଦେଇ ଖୁସି ପ୍ରକାଶ କରିଥିଲେ ଏବଂ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା ଆଜି ଆରମ୍ଭ ହେଉଛି। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ ଯେ ୭୫ ଲକ୍ଷ ମହିଳା ଏହି ପ୍ରୟାସରେ ଯୋଗ ଦେଇସାରିଛନ୍ତି। ସେ ଘୋଷଣା କରିଥିଲେ, ଏହି ୭୫ ଲକ୍ଷ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏକକାଳୀନ ୧୦,୦୦୦ ଟଙ୍କା ପ୍ରେରଣ କରାଯାଇଛି।ନବରାତ୍ରୀର ପଞ୍ଚମ ଦିନରେ ଦେବୀ ସ୍କନ୍ଦମାତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା
September 26th, 10:00 am
ନବରାତ୍ରୀର ପଞ୍ଚମ ଦିନରେ ଆଜି ଦେବୀ ସ୍କନ୍ଦମାତାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରାର୍ଥନା କରିଛନ୍ତି ।ନବରାତ୍ରୀର ଚତୁର୍ଥ ଦିନରେ ଦେବୀ କୁଷ୍ମାଣ୍ଡାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା
September 25th, 08:08 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନବରାତ୍ରୀର ଚତୁର୍ଥ ଦିନରେ ଦେବୀ କୁଷ୍ମାଣ୍ଡାଙ୍କୁ ପ୍ରାର୍ଥନା କରିଛନ୍ତି ।ନବରାତ୍ରୀର ତୃତୀୟ ଦିନରେ ମା’ ଚନ୍ଦ୍ରଘଣ୍ଟାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା
September 24th, 08:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରାତ୍ରୀର ତୃତୀୟ ଦିନରେ ଆଜି ମା’ ଚନ୍ଦ୍ରଘଣ୍ଟାଙ୍କୁ ପ୍ରାର୍ଥନା କରିଛନ୍ତି ।ନବରାତ୍ରୀର ଦ୍ୱିତୀୟ ଦିନରେ ଦେବୀ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ
September 23rd, 09:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରାତ୍ରୀର ଦ୍ୱିତୀୟ ଦିନରେ ଦେବୀ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କରିଛନ୍ତି ।ଉଦୟପୁରସ୍ଥିତ ମାତା ତ୍ରିପୁରା ସୁନ୍ଦରୀ ମନ୍ଦିରରେ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା
September 22nd, 09:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିପୁରାର ଉଦୟପୁରସ୍ଥିତ ମାତା ତ୍ରିପୁରା ସୁନ୍ଦରୀ ମନ୍ଦିରରେ ପ୍ରାର୍ଥନା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ମୋ ସାଥୀ ଭାରତୀୟଙ୍କ କଲ୍ୟାଣ ଏବଂ ସମୃଦ୍ଧି ପାଇଁ ପ୍ରାର୍ଥନା କଲି ।”