India's Hydrogen Train stands as a remarkably successful testament to Make in India: PM Modi in Jind, Haryana
July 17th, 12:00 pm
PM Modi today launched various development projects in Jind, Haryana, spanning across sectors such as railways, highways, healthcare and cultural heritage. He also announced the launch of the country's first hydrogen-powered train. Celebrating the indigenous nature of this green mobility milestone, he emphasized that the entirely smoke-free train is a resounding, tangible triumph of the Make in India initiative. He noted that schemes like Khelo India and TOPS have benefited budding athletes.PM Modi lays foundation stone and dedicates to the nation various development projects worth around ₹14,700 crore in Jind, Haryana
July 17th, 11:30 am
PM Modi today launched various development projects in Jind, Haryana, spanning across sectors such as railways, highways, healthcare and cultural heritage. He also announced the launch of the country's first hydrogen-powered train. Celebrating the indigenous nature of this green mobility milestone, he emphasized that the entirely smoke-free train is a resounding, tangible triumph of the Make in India initiative. He noted that schemes like Khelo India and TOPS have benefited budding athletes.ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ହରିୟାଣା ମୁଖ୍ୟମନ୍ତ୍ରୀ
December 11th, 12:15 pm
ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ନାଏବ ସିଂ ସାଇନି ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କର ୩୫୦ ତମ ସହୀଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 04:40 pm
ହରିୟାଣା ରାଜ୍ୟପାଳ ଅସୀମ ଘୋଷ ଜୀ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସାଇନି ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ମନୋହର ଲାଲ ଜୀ, ରାଓ ଇନ୍ଦ୍ରଜିତ ସିଂହ ଜୀ, କ୍ରିଷନ ପାଲ ଜୀ, ହରିୟାଣା ଏସଜିପିସି ସଭାପତି ଜଗଦୀଶ ସିଂହ ଝିଣ୍ଡା ଜୀ, ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ସଜ୍ଜନମାନେ ।ହରିୟାଣାର କୁରୁକ୍ଷେତ୍ରଠାରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 25th, 04:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜିର ଦିନ ଭାରତର ଐତିହ୍ୟରେ ଏକ ସୁନ୍ଦର ସଙ୍ଗମ। ଆଜି ସକାଳେ ସେ ରାମାୟଣର ନଗରୀ ଅଯୋଧ୍ୟାରେ ଥିଲେ ଏବଂ ଏବେ ସେ ଗୀତାର ନଗରୀ କୁରୁକ୍ଷେତ୍ରରେ ଅଛନ୍ତି ବୋଲି ସେ ଉଲ୍ଲେଖ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ସମସ୍ତେ ଆଜି ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଉପସ୍ଥିତ ସନ୍ଥ ଏବଂ ସମ୍ମାନିତ ସଂଗତମାନଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସମସ୍ତଙ୍କ ପ୍ରତି ନିଜର ଶ୍ରଦ୍ଧା ବ୍ୟକ୍ତ କରିଥିଲେ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହରିୟାଣା ମୁଖ୍ୟମନ୍ତ୍ରୀ
October 01st, 09:29 pm
ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂ ସାଇନି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହରିୟାଣାର ମୁଖ୍ୟମନ୍ତ୍ରୀ
August 06th, 12:26 pm
ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂହ ସାଇନି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।Haryana Chief Minister meets Prime Minister
May 21st, 07:56 pm
The Chief Minister of Haryana, Shri Nayab Singh Saini met the Prime Minister, Shri Narendra Modi today.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହରିଆନା ମୁଖ୍ୟମନ୍ତ୍ରୀ
February 27th, 12:35 pm
ହରିଆନା ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂ ସୈନୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହରିଆନା ମୁଖ୍ୟମନ୍ତ୍ରୀ ଶ୍ରୀ ନାୟମ ସିଂ ସଇନି
October 26th, 01:46 pm
ହରିଆନା ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂ ସଇନି ଆଜି ପ୍ରଧାନମନ୍ତ୍ରୀଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି