ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 06th, 04:21 pm
ଭାରତର ଉପଲବ୍ଧି ସମ୍ପର୍କରେ ଭାରତଠାରୁ ବିଶ୍ୱର ଆଶା ଏବଂ ଏକ 'ବିକଶିତ ଭାରତ' ଗଠନ ସମ୍ବନ୍ଧରେ ଭାରତରେ ସାଧାରଣ ଲୋକଙ୍କ ଆତ୍ମବିଶ୍ୱାସ ବିକଶିତ କରିବାର ସଂକଳ୍ପ ଉପରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟ ବିସ୍ତୃତ ଭାବେ ବର୍ଣ୍ଣନା କରିଛନ୍ତି, ସେ ଦେଶର ଭବିଷ୍ୟତ ପାଇଁ ଏକ ଦିଗ ମଧ୍ୟ ଦେଖାଇଛନ୍ତି। ସମ୍ମାନନୀୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ପ୍ରେରଣାଦାୟୀ ଏବଂ ପ୍ରଭାବଶାଳୀ ଥିଲା, ଏବଂ ଏହା ଭବିଷ୍ୟତ କାର୍ଯ୍ୟ ପାଇଁ ଆମ ସମସ୍ତଙ୍କ ପାଇଁ ମାର୍ଗଦର୍ଶନ ଭାବରେ କାର୍ଯ୍ୟ କରିଥିଲା। ମୁଁ ଏଠାରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟଙ୍କୁ ତାଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ଜଣାଇବାକୁ ଆସି ଏହି ସ୍ଥାନରେ ଉପସ୍ଥିତ ହୋଇଛି ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 06th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି। ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାରତର ସଫଳତା, ଭାରତଠାରୁ ବିଶ୍ୱର ଆଶା ଏବଂ ଏକ ବିକଶିତ ଭାରତ ନିର୍ମାଣରେ ସାଧାରଣ ଜନତାଙ୍କ ଆତ୍ମବିଶ୍ୱାସ ସାମିଲ ଥିଲା। ସେ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଭାଷଣ ପ୍ରେରଣାଦାୟୀ, ପ୍ରଭାବଶାଳୀ ଏବଂ ଭବିଷ୍ୟତର କାର୍ଯ୍ୟ ପାଇଁ ମାର୍ଗଦର୍ଶନ ପ୍ରଦାନ କରିଛି । ଏହି ଅଭିଭାଷଣ ପାଇଁ ସେ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଥିଲେ।India's youth are a force for global good: PM Modi at NCC Rally
January 27th, 05:00 pm
PM Modi addressed the NCC Rally in Delhi. The Prime Minister remarked that the youth of India will determine the development of the country and the world in the 21st century. He emphasised, “Indian youth are not only contributing to India's development but are also a force for global good.”ବାର୍ଷିକ ଏନସିସି ପିଏମ ରାଲିକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
January 27th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କାରିଅପ୍ପା ପ୍ୟାରେଡ୍ ଗ୍ରାଉଣ୍ଡରେ ଜାତୀୟ କ୍ୟାଡେଟ କର୍ପସ୍ (ଏନସିସି) ପିଏମ୍ ଶୋଭାଯାତ୍ରାକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ କ୍ୟାଡେଟ୍ଙ୍କ ଦ୍ୱାରା ପରିବେଷଣ କରାଯାଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଥିଲେ । ଏହା ସହ ସେ ଶ୍ରେଷ୍ଠ କ୍ୟାଡେଟ୍ ପୁରସ୍କାର ପ୍ରଦାନ କରିଥିଲେ। ଏନସିସି ଦିବସ ଅବସରରେ ଉପସ୍ଥିତ ଜନତାଙ୍କୁ ଅଭିନନ୍ଦନ ଜଣାଇବା ସହ ପ୍ରଧାନମନ୍ତ୍ରୀ ଏହି ଉତ୍ସବରେ ଯୋଗ ଦେଇଥିବା ୧୮ ଦେଶର ପ୍ରାୟ ୧୫୦ କ୍ୟାଡେଟ୍ ସ୍ୱାଗତ କରିଥିଲେ । ମେରା ଯୁବ ଭାରତ ପୋର୍ଟାଲ ମାଧ୍ୟମରେ ଭର୍ଚୁଆଲ ପ୍ଲାଟଫର୍ମରେ ଯୋଗ ଦେଇଥିବା ସମଗ୍ର ଭାରତର ଯୁବକମାନଙ୍କୁ ସେ ଅଭିନନ୍ଦନ ଜଣାଇଥିଲେ ।Those who learn from failure, always succeed: PM during interaction with NCC and NSS cadets
January 25th, 03:30 pm
PM Modi interacted with NCC Cadets, NSS Volunteers, Tribal guests and Tableaux Artists who would be a part of the upcoming Republic Day parade at his residence at Lok Kalyan Marg earlier today. The interaction was followed by vibrant cultural performances showcasing the rich culture and persity of India. He also engaged in an informal, freewheeling one-on-one interaction with the participants.ଏନସିସି କ୍ୟାଡେଟ, ଏନଏସଏସ ସ୍ୱେଚ୍ଛାସେବୀ, ଆଦିବାସୀ ଅତିଥି ଏବଂ ପ୍ରଜ୍ଞାପନମେଢ କଳାକାରମାନଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 25th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି (୨୪ ଜାନୁଆରୀ ୨୦୨୫) ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ଆଗାମୀ ସାଧାରଣତନ୍ତ୍ର ଦିବସ ପରେଡରେ ଅଂଶଗ୍ରହଣ କରିବାକୁ ଥିବା ଏନସିସି କ୍ୟାଡେଟ, ଏନଏସଏସ ସ୍ୱେଚ୍ଛାସେବୀ, ଆଦିବାସୀ ଅତିଥି ଏବଂ ପ୍ରଜ୍ଞାପନମେଢ କଳାକାରମାନଙ୍କ ସହ ଆଲୋଚନା କରିଥିଲେ । ବାର୍ତ୍ତାଳାପ ସମୟରେ ଅନେକ ଅଂଶଗ୍ରହଣକାରୀ ବ୍ୟକ୍ତିଗତ ଭାବେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ଆନନ୍ଦ ପ୍ରକାଶ କରିଥିଲେ, ଯାହାର ଉତ୍ତରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ଭାରତୀୟ ଗଣତନ୍ତ୍ରର ଶକ୍ତିକୁ ଦର୍ଶାଉଛି।ଏନସିସି କ୍ୟାଡେଟ, ଏନଏସଏସ ସ୍ୱେଚ୍ଛାସେବୀ, ଆଦିବାସୀ ଅତିଥି ଏବଂ ପ୍ରଜ୍ଞାପନ ମେଢ କଳାକାରଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
January 24th, 08:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ଆଗାମୀ ସାଧାରଣତନ୍ତ୍ର ଦିବସ ପରେଡରେ ଅଂଶଗ୍ରହଣ କରିବାକୁ ଥିବା ଏନସିସି କ୍ୟାଡେଟ୍, ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀ, ଆଦିବାସୀ ଅତିଥି ଏବଂ ପ୍ରଜ୍ଞାପନ ମେଢ କଳାକାରମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ବାର୍ତ୍ତାଳାପ ପରେ ଭାରତର ସମୃଦ୍ଧ ସଂସ୍କୃତି ଓ ବିବିଧତାକୁ ପ୍ରଦର୍ଶିତ କରି ଜୀବନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।ମନ୍ କୀ ବାତ୍ ନଭେମ୍ବର 2024
November 24th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ମନର କଥା, ଅର୍ଥାତ, ଦେଶର ମିଳିତ ପ୍ରୟାସର କଥା, ଦେଶର ଉପଲବ୍ଧିଗୁଡ଼ିକର କଥା, ଲୋକମାନଙ୍କର ସାମର୍ଥ୍ୟର କଥା । ମନର କଥା ଅର୍ଥାତ, ଦେଶର ଯୁବବର୍ଗଙ୍କ ସ୍ୱପ୍ନ, ଦେଶର ନାଗରିକମାନଙ୍କ ଆକାଂକ୍ଷାର କଥା । ମୁଁ ମାସକଯାକ ‘ମନ୍ କି ବାତ୍’କୁ ଅପେକ୍ଷା କରିଥାଏ, ଯାହାଦ୍ୱାରା ଆପଣମାନଙ୍କ ସହିତ ସିଧା କଥାବାର୍ତ୍ତା କରିପାରିବି । କେତେ କେତେ ବାର୍ତ୍ତା, କେତେ ମେସେଜ୍! ଅଧିକରୁ ଅଧିକ ବାର୍ତ୍ତାଗୁଡ଼ିକୁ ପଢ଼ିବା, ଆପଣମାନଙ୍କ ପରାମର୍ଶ ଉପରେ ଚିନ୍ତା କରିବା ପାଇଁ ମୁଁ ସମ୍ପୂର୍ଣ୍ଣ ଭାବେ ଚେଷ୍ଟା କରିଥାଏ ।NCC highlights the idea of Ek Bharat Shreshtha Bharat: PM Modi
January 27th, 05:00 pm
Prime Minister Narendra Modi addressed the annual NCC PM rally at the Cariappa Parade Ground in Delhi. PM Modi witnessed a cultural program and presented the Best Cadet Awards. He also flagged in Mega Cyclothon by NCC Girls and Nari Shakti Vandan Run (NSRV) from Jhansi to Delhi. “Being present among NCC cadets highlights the idea of Ek Bharat Shreshtha Bharat, the Prime Minister said as he observed the presence of cadets from different parts of the country.ପ୍ରଧାନମନ୍ତ୍ରୀ ଦିଲ୍ଲୀ କରିୟପ୍ପା ପରେଡ ଗ୍ରାଉଣ୍ଡରେ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧନ କଲେ
January 27th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କରିୟପ୍ପା ପରେଡ ଗ୍ରାଉଣ୍ଡରେ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି । ଶ୍ରୀ ମୋଦୀ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ସହ ଶ୍ରେଷ୍ଠ କ୍ୟାଡେଟ ପୁରସ୍କାର ପ୍ରଦାନ କରିଥିଲେ । ସେ ଏନ୍ସିସି ଗର୍ଲ୍ସ ଏବଂ ନାରୀଶକ୍ତି ବନ୍ଦନ ରନ୍ (ଏନ୍ଏସ୍ଆର୍ଭି) ଦ୍ୱାରା ଝାନ୍ସିରୁ ଦିଲ୍ଲୀ ପର୍ଯ୍ୟନ୍ତ ମେଗା ସାଇକ୍ଲୋଥନ୍କୁ ମଧ୍ୟ ପତାକା ଦେଖାଇଥିଲେ ।