ଏସ୍ସିଓ ସମ୍ମିଳନୀରେ ମିଆଁମାରର ରାଜ୍ୟ ସୁରକ୍ଷା ଏବଂ ଶାନ୍ତି କମିଶନର ଅଧ୍ୟକ୍ଷ ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ୍ ହ୍ଲାଇଙ୍ଗଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
August 31st, 04:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତିୟାନଜିନରେ ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀ ଅବସରରେ ମିଆଁମାରର ରାଜ୍ୟ ସୁରକ୍ଷା ଏବଂ ଶାନ୍ତି କମିଶନର ଅଧ୍ୟକ୍ଷ ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ ହ୍ଲାଇଙ୍ଗଙ୍କ ସହ ସାକ୍ଷାତ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କ ବ୍ରିଟେନ ଓ ମାଳଦ୍ୱୀପ ଗସ୍ତ (ଜୁଲାଇ 23 - 26, 2025)
July 20th, 10:49 pm
ପ୍ରଧାନମନ୍ତ୍ରୀ ମୋଦୀ ଜୁଲାଇ 23 ରୁ 26 ମଧ୍ୟରେ ବ୍ରିଟେନ ଏବଂ ମାଳଦ୍ୱୀପ ଗସ୍ତରେ ଯିବେ । ସେ ପିଏମ ଷ୍ଟାରମରଙ୍କ ସହ ବ୍ୟାପକ ଆଲୋଚନା କରିବେ ଏବଂ ସେମାନେ ସିଏସପିର ଅଗ୍ରଗତି ର ସମୀକ୍ଷା କରିବେ । ଆସନ୍ତା 26 ତାରିଖରେ ମାଳଦ୍ୱୀପର ସ୍ୱାଧୀନତାର 60ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ସେ ମାଳଦ୍ୱୀପର ରାଷ୍ଟ୍ରପତି ମୁଇଜୁଙ୍କୁ ଭେଟିବେ ଏବଂ ପାରସ୍ପରିକ ସ୍ୱାର୍ଥ ସମ୍ବନ୍ଧୀୟ ପ୍ରସଙ୍ଗ ଉପରେ ଆଲୋଚନା କରିବେ ।ମରିସସ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 24th, 09:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ଆଜି ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି ।ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହିତ ସାମ୍ବାଦିକ ସମ୍ମିଳନୀରେ ମିଳିତ ପ୍ରେସ୍ ବିବୃତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
April 05th, 11:30 am
ଆଜି ରାଷ୍ଟ୍ରପତି ଦିଶାନାୟକଙ୍କ ଦ୍ୱାରା 'ଶ୍ରୀଲଙ୍କା ମିତ୍ର ବିଭୂଷଣ' ସମ୍ମାନରେ ସମ୍ମାନିତ ହେବା ମୋ ପାଇଁ ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ। ଏହି ପୁରସ୍କାର କେବଳ ମୋତେ ସମ୍ମାନିତ କରି ନାହିଁ, ବରଂ ୧୪୦ କୋଟି ଭାରତୀୟଙ୍କୁ ସମ୍ମାନିତ କରିଛି। ଏହା ଏକ ଶ୍ରଦ୍ଧାଞ୍ଜଳି । ଏହା ଭାରତ ଏବଂ ଶ୍ରୀଲଙ୍କାର ଜନସାଧାରଣଙ୍କ ମଧ୍ୟରେ ଐତିହାସିକ ସମ୍ପର୍କ ଏବଂ ଗଭୀର ବନ୍ଧୁତାକୁ ପ୍ରତିଫଳିତ କରିଛି।ଏପ୍ରିଲ 3-6, 2025 ପ୍ରଧାନମନ୍ତ୍ରୀଙ୍କ ଥାଇଲାଣ୍ଡ ଓ ଶ୍ରୀଲଙ୍କା ଗସ୍ତ
April 02nd, 02:00 pm
ବ୍ୟାଙ୍କକରେ ଆୟୋଜିତ ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (ଏପ୍ରିଲ 3-4, 2025) ରେ ଥାଇଲାଣ୍ଡ ଗସ୍ତରେ ଯିବେ। ଏହାପରେ ସେ ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକଙ୍କ ନିମନ୍ତ୍ରଣକ୍ରମେ (ଏପ୍ରିଲ 4-6, 2025)ରେ ଶ୍ରୀଲଙ୍କା ଗସ୍ତରେ ଯିବେ।ମରିସସ୍ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
March 10th, 06:18 pm
ମୋର ବନ୍ଧୁ, ପ୍ରଧାନମନ୍ତ୍ରୀ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କ ନିମନ୍ତ୍ରଣ କ୍ରମେ, ମୁଁ ମରିସସର ୫୭ତମ ଜାତୀୟ ଦିବସ ସମାରୋହରେ ଭାଗ ନେବା ପାଇଁ ମରିସସକୁ ଦୁଇ ଦିନିଆ ସରକାରୀ ଗସ୍ତରେ ବାହାରିଛି।ଭାରତ ଏବଂ ମାଳଦ୍ୱୀପ: ବ୍ୟାପକ ଅର୍ଥନୈତିକ ଏବଂ ସାମୁଦ୍ରିକ ସୁରକ୍ଷା ଭାଗିଦାରୀ ପାଇଁ ଏକ ଦୃଷ୍ଟିକୋଣ
October 07th, 02:39 pm
07.10.2024 : ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମାଳଦ୍ୱୀପର ରାଷ୍ଟ୍ରପତି ମହାମହିମ ଡ. ମହମ୍ମଦ ମୁଇଜୁ ୭ ଅକ୍ଟୋବର ୨୦୨୪ରେ ସାକ୍ଷାତ କରି ଦ୍ୱିପାକ୍ଷିକ ସମ୍ପର୍କର ସମଗ୍ର ଦିଗର ସମୀକ୍ଷା କରିଥିଲେ ଏବଂ ଦ୍ୱିପାକ୍ଷିକ ସମ୍ପର୍କର ସମଗ୍ର ଦିଗକୁ ବ୍ୟାପକ ଭାବେ ସମୀକ୍ଷା କରିଥିଲେ ଏବଂ ଉଭୟ ଦେଶର ଐତିହାସିକ ଘନିଷ୍ଠ ଏବଂ ସ୍ୱତନ୍ତ୍ର ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ହୋଇଥିବା ଅଗ୍ରଗତିକୁ ଉଲ୍ଲେଖ କରିଥିଲେ ଯାହା ଦୁଇ ଦେଶର ଜନସାଧାରଣଙ୍କ ଉନ୍ନତିରେ ଅତ୍ୟନ୍ତ ସହାୟକ ହୋଇଛି ।