Chairman of the Rastriya Swatantra Party of Nepal meets Prime Minister
June 03rd, 03:03 pm
The Chairman of the Rastriya Swatantra Party of Nepal, Mr. Rabi Lamichhane today met Prime Minister Shri Narendra Modi.ମିଆଁମାର ରାଷ୍ଟ୍ରପତି ୟୁ ମିନ୍ ଅଙ୍ଗ୍ ହ୍ଲାଇଙ୍ଗଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
June 01st, 08:09 pm
ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ରାଷ୍ଟ୍ରପତି ୟୁ ମିନ୍ ମିଙ୍ଗ୍ ହ୍ଲାଇଙ୍ଗ ରାଷ୍ଟ୍ରପତି ଭାବରେ ତାଙ୍କ ପ୍ରଥମ ଗସ୍ତ ପାଇଁ ଭାରତକୁ ବାଛିଥିବାରୁ ଭାରତ ସମ୍ମାନିତ ବୋଧ କରୁଛି । ସେ ଏହା ମଧ୍ୟ ଖୁସି ପ୍ରକାଶ କରିଛନ୍ତି ଯେ ରାଷ୍ଟ୍ରପତି ଭଗବାନ ବୁଦ୍ଧଙ୍କ ଆଶୀର୍ବାଦରେ ବୋଧଗୟାରୁ ଭାରତରେ ତାଙ୍କର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ ।ମିଆଁମାର ରାଷ୍ଟ୍ରପତିଙ୍କ ଭାରତକୁ ସରକାରୀ ଗସ୍ତରେ ଭାରତ-ମିଆଁମାର ମିଳିତ ବିବୃତ୍ତି
June 01st, 07:16 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣରେ ମିଆଁମାର ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ୟୁ ମିନ୍ ଅଙ୍ଗ ହ୍ଲାଇଙ୍ଗ ୩୦ ମଇରୁ ୩ ଜୁନ୍ ୨୦୨୬ ପର୍ଯ୍ୟନ୍ତ ଭାରତକୁ ତାଙ୍କର ପ୍ରଥମ ସରକାରୀ ଗସ୍ତ କରିଥିଲେ ।PM Modi receives a phone call today from President of Sri Lanka
March 24th, 09:11 pm
PM Modi received a phone call from Sri Lankan President Anura Kumara Disanayaka. The two leaders discussed the evolving situation in West Asia, reiterated the importance of keeping shipping lines open and reviewed progress on various initiatives aimed at strengthening India-Sri Lanka energy cooperation. The PM reiterated India’s firm commitment to work closely together in addressing shared challenges.ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ଅବସରରେ ମରିସସ୍ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
February 20th, 10:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଇଣ୍ଡିଆ-ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ଅବସରରେ ମରିସସ୍ର ପ୍ରଧାନମନ୍ତ୍ରୀ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କୁ ଭେଟିଛନ୍ତି । ସେପ୍ଟେମ୍ବର ୨୦୨୫ରେ ତାଙ୍କର ଗସ୍ତ ପରେ ଏହା ପ୍ରଧାନମନ୍ତ୍ରୀ ରାମଗୁଲାମଙ୍କ ବର୍ତ୍ତମାନର କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ଭାରତ ଗସ୍ତ । ଏହି ବୈଠକ ୯ ଫେବୃଆରୀ ୨୦୨୬ରେ ଉଭୟ ନେତାଙ୍କ ମଧ୍ୟରେ ହୋଇଥିବା ଟେଲିଫୋନ୍ ବାର୍ତ୍ତାଳାପ ପରେ ହୋଇଛି ।ମରିସସ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 11th, 12:30 pm
ଏହା ମୋ ପାଇଁ ଗର୍ବର କଥା ଯେ, ମୁଁ ଆପଣଙ୍କୁ ମୋର ସଂସଦୀୟ କ୍ଷେତ୍ରରେ ସ୍ୱାଗତ କରିବାର ସୁଯୋଗ ପାଇଛି। କାଶୀ ଅନାଦି କାଳରୁ ଭାରତର ସଭ୍ୟତା ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ହୋଇଆସିଛି ।୧୧ ସେପ୍ଟେମ୍ବର: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ପ୍ରଦେଶ-ଉତ୍ତରାଖଣ୍ଡ ଗସ୍ତ
September 10th, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୧ ତାରିଖରେ ଉତ୍ତର ପ୍ରଦେଶ ଏବଂ ଉତ୍ତରାଖଣ୍ଡ ଗସ୍ତ କରିବେ ।Prime Minister meets the President of Maldives
July 25th, 08:48 pm
PM Modi has met Malpes President Muizzu in Male. Both the leaders took stock of the progress in the implementation of the India-Malpes Joint Vision for a ‘Comprehensive Economic and Maritime Security Partnership’ and also witnessed exchange of 6 MOUs. The PM reiterated India’s commitment to further deepen ties with Malpes in keeping with its Neighbourhood First’ and Vision MAHASAGAR policies.ବ୍ରିଟେନ ଓ ମାଳଦ୍ୱୀପ ଯାତ୍ରା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିଦାୟୀ ଅଭିଭାଷଣ
July 23rd, 01:05 pm
ଗତ କିଛି ବର୍ଷ ଭିତରେ ଭାରତ ଓ ବ୍ରିଟେନ ଭିତରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଛି । ବାଣିଜ୍ୟ, ପୁଞ୍ଜି ନିବେଶ, ପ୍ରଯୁକ୍ତି ବିଦ୍ୟା, ପ୍ରତିରକ୍ଷା, ଶିକ୍ଷା, ଗବେଷଣା, ସ୍ୱାସ୍ଥ୍ୟ ପରି ଅନେକ କ୍ଷେତ୍ରରେ ଦୁଇ ଦେଶ ଭିତରେ ସମ୍ପର୍କ ବୃଦ୍ଧି ପାଇଛି । ପ୍ରଧାନମନ୍ତ୍ରୀ ସାର କେୟର ଷ୍ଟାରମରଙ୍କୁ ସାକ୍ଷାତ କରିବା ବେଳେ ପ୍ରଗତି ଓ ବିକାଶକୁ ଲକ୍ଷ୍ୟ ରଖି ଦୁଇ ଦେଶ ଭିତରେ ଆର୍ଥିକ କାରବାର ବୃଦ୍ଧି ପାଇଁ କଥା ହେବି । ଫଳରେ ଦୁଇ ଦେଶ ଭିତରେ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ । ମୋ ଗସ୍ତ ସମୟରେ ରାଜା ଚାର୍ଲସ ତୃତୀୟଙ୍କୁ ବି ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।