ମହାରାଷ୍ଟ୍ରର ମୁମ୍ୱାଇରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 08th, 03:44 pm
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀମାନ ଆଚାର୍ଯ୍ୟ ଦେବବ୍ରତ ଜୀ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଥିବା ମୋର ସହଯୋଗୀ ରାମଦାସ ଅଠାଓ୍ୱଲେ ଜୀ, କେଆର୍ ନାଇଡୁ ଜୀ, ମୁରଳୀଧର ମୋହୋଳ ଜୀ, ମହାରାଷ୍ଟ୍ର ସରକାରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାଓ୍ୱାର ଜୀ, ଅନ୍ୟ ମନ୍ତ୍ରୀଗଣ, ଭାରତରେ ଅବସ୍ଥାପିତ ଜାପାନର ରାଷ୍ଟ୍ରଦୂତ କେଇଜି ଓନୋ ଜୀ, ଅନ୍ୟ ମହାନୁଭବ, ଭାଇ ଓ ଭଉଣୀମାନେ!ନଭି ମୁମ୍ବାଇର ଅନ୍ତର୍ଜାତୀୟ ବିମାନବନ୍ଦର ଉଦଘାଟନ ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
October 08th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନଭି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦଘାଟନ କରି, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଏବଂ ଲୋକାର୍ପଣ କରିଛନ୍ତି। ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କୁ ସ୍ୱାଗତ କରି, ପ୍ରଧାନମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ସେ ଏବେ ପାଳିତ ହୋଇଥିବା ବିଜୟା ଦଶମୀ ଏବଂ କୋଜାଗରୀ ପୂର୍ଣ୍ଣିମା ସମ୍ପର୍କରେ କହିଥିଲେ ଏବଂ ଆଗାମୀ ଦୀପାବଳି ଉତ୍ସବ ପାଇଁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।India is continuously contributing to global food security: PM Modi at World Food India 2025
September 25th, 06:16 pm
In his address at World Food India 2025, PM Modi highlighted that global investors are looking towards India with great optimism. Reiterating his message from the Red Fort, the PM declared that this is the right time to invest in and expand in India. He emphasized that the government has established 10,000 FPOs since 2014, connecting lakhs of small farmers and bringing India’s agricultural persity to every household.ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 06:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ଅବସରରେ ଏକ ସମାରୋହକୁ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଏହି କାର୍ଯ୍ୟକ୍ରମରେ କୃଷକ, ଉଦ୍ୟୋଗୀ, ନିବେଶକ, ଉଦ୍ଭାବକ ଏବଂ ଗ୍ରାହକ ସମସ୍ତେ ଏକତ୍ର ଉପସ୍ଥିତ ହୋଇଛନ୍ତି, ଯାହା ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ସମାରୋହକୁ ନୂତନ ସମ୍ପର୍କ, ନୂତନ ସଂଯୋଗ ଏବଂ ସୃଜନଶୀଳତାର ଏକ ମଞ୍ଚରେ ପରିଣତ କରିଛି। ପ୍ରଧାନମନ୍ତ୍ରୀ କହିଥିଲେ, ସେ କିଛି ସମୟ ପୂର୍ବରୁ ବିଭିନ୍ନ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି ଏବଂ ପୁଷ୍ଟିସାର, ତୈଳ ବ୍ୟବହାର ହ୍ରାସ ଏବଂ ପ୍ୟାକେଜ୍ ହୋଇଥିବା ଉତ୍ପାଦଗୁଡ଼ିକର ସୁସ୍ଥତା ବୃଦ୍ଧି ଉପରେ ମୁଖ୍ୟତଃ ଧ୍ୟାନ ଦିଆଯିବା ଖୁସିର ବିଷୟ। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମର ସମସ୍ତ ଅଂଶଗ୍ରହଣକାରୀଙ୍କୁ ତାଙ୍କର ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଥିଲେ।ଟିଭି-9 ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 08:00 pm
ଶ୍ରୀମାନ ରାମେଶ୍ୱର ଗାରୁ ଜୀ, ରାମୁ ଜୀ, ବରୁଣ ଦାସ ଜୀ, ଟିଭି-9ର ପୂରା ଟିମ୍, ମୁଁ ଆପଣଙ୍କ ନେଟୱାର୍କର ସମସ୍ତ ଦର୍ଶକଙ୍କୁ, ଏଠାରେ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଏହି ଶିଖର ସମ୍ମିଳନୀ ପାଇଁ ଅଭିନନ୍ଦନ ଜଣାଉଛି।Prime Minister Shri Narendra Modi addresses TV9 Summit 2025
March 28th, 06:53 pm
PM Modi participated in the TV9 Summit 2025. He remarked that India now follows the Equi-Closeness policy of being equally close to all. He emphasized that the world is eager to understand What India Thinks Today. PM remarked that India's approach has always prioritized humanity over monopoly. “India is no longer just a ‘Nation of Dreams’ but a ‘Nation That Delivers’”, he added.ଉତ୍ତରପ୍ରଦେଶର ନୋଏଡାରେ ସାମସଙ୍ଗ ମୋବାଇଲ ତିଆରି କାରଖାନାର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 09th, 05:35 pm
ମୋର ମିତ୍ର ପ୍ରେସିଡେଣ୍ଟ ମୁନଙ୍କ ସହିତ ନୋଏଡାରେ ନିର୍ମିତ ସାମସଙ୍ଗର ଏହି ଫ୍ୟାକ୍ଟ୍ରିକୁ ଆସିବା ମୋ ପାଇଁ ଅତ୍ୟନ୍ତ ସୁଃଖଭରା ଅନୁଭୂତି । ମୋବାଇଲ ବିନିର୍ମାଣ ର ନୂତନ ୟୁନିଟ ଭାରତ ସହିତ ଉତ୍ତର ପ୍ରଦେଶ ଏବଂ ନୋଏଡା ପାଇଁ ମଧ୍ୟ ଗର୍ବର ବିଷୟ । ଏହି ନୂତନ ୟୁନିଟ ପାଇଁ ସାମସଙ୍ଗ ଟିମ୍ କୁ ଅନେକ ଅନେକ ଶୁଭେଚ୍ଛା ଏବଂ ଶୁଭକାମନା ।ପ୍ରଧାନମନ୍ତ୍ରୀ, କୋରିଆ ରାଷ୍ଟ୍ରପତି ମିଳିତ ଭାବେ ନୋଏଡ଼ାରେ ମୋବାଇଲ ଫୋନ ନିର୍ମାଣ କାରଖାନାର କଲେ ଉଦ୍ଘାଟନ
July 09th, 05:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଦକ୍ଷିଣ କୋରିଆ ରାଷ୍ଟ୍ରପତି ମିଷ୍ଟର ମୁନ୍ ଜେ-ଇନ୍ ଆଜି ନୋଏଡ଼ାଠାରେ ସାମସଙ୍ଗ ଇଣ୍ଡିଆ ଇଲେକ୍ଟ୍ରୋନିକ୍ସ ପ୍ରାଇଭେଟ ଲିମିଟେଡ଼ର ଏକ ବୃହତ ମୋବାଇଲ ଫୋନ ବିନିର୍ମାଣ କାରଖାନାକୁ ମିଳିତ ଭାବେ ଉଦ୍ଘାଟନ କରିଛନ୍ତି ।